କୁମାରସ୍ବାମୀଙ୍କ ଇସ୍ତଫା ଦାବି କଲା ଭାଜପା
ବେଙ୍ଗାଲୁରୁ,୯।୭: କର୍ନାଟକରେ କଂଗ୍ରେସ ବିଧାୟକମାନେ ଇସ୍ତଫା ଦେବା ପରେ ଏବେ ସଙ୍କଟରେ କର୍ନାଟକର ମେଣ୍ଟ ସରକାର। ତେବେ ସଂଖ୍ୟା ଗରିଷ୍ଠତାକୁ ନେଇ ଭାଜପା ପୂର୍ବରୁ ମେଣ୍ଟ ଶାସକକୁ ଟାର୍ଗେଟ କରିଥିବା ବେଳେ ଏବେ ଏହା ଜୋର ଧରିଛି। ମଙ୍ଗଳବାର ଭାଜପା କର୍ମୀମାନେ…
ବିଦେଶ ଯିବା ପାଇଁ ଜେଟ୍ ଏୟାରଓ୍ବେଜର ସଂସ୍ଥାପକଙ୍କୁ ନେବାକୁ ପଡ଼ିବ ୧୮ କୋଟି ଟଙ୍କାର ଟିକେଟ
ନୂଆଦିଲ୍ଲୀ,୯।୭: ବଢିଛି ଜେଟ୍ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋୟଲଙ୍କ ଅଡୁଆ। ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ତାଙ୍କୁ ବିଦେଶ ଯିବାକୁ ଅନୁମତି ଦେବାଲାଗି ମନା କରି ଦେଇଛନ୍ତି। ଏହାସହ ତାଙ୍କ ବିରୋଧରେ ଜାରି କରାଯାଇଥିବା ଲୁକ୍ ଆଉଟ୍ ସର୍କୁଲାର(ଏଲ୍ଓସି)କୁ ନେଇ କେନ୍ଦ୍ର ସରକାରଙ୍କଠାରୁ…
ବୋମ୍ଡିଲାରେ ବାଦଲ ଫଟା ବର୍ଷା: ୮ଶହ ଜଳବନ୍ଦୀ; ବହୁ ନିଖୋଜ
ଇଟାନଗର,୯।୭: ଅରୁଣାଚଳ ପ୍ରଦେଶ ବୋମ୍ଡିଲାରେ ମଙ୍ଗଳବାର ବାଦଲ ଫଟା ବର୍ଷା ହୋଇଛି। ଏହା ଯୋଗୁ ପଶ୍ଚିମ କାମେଙ୍ଗ୍ ଜିଲାର ନାଗ-ମନ୍ଦିର ଟେଙ୍ଗା ନିକଟରେ ଥିବା କାସ୍ପି କେନାଲରେ ବନ୍ୟା ଆସିଛି। ଫଳରେ ୮ ଶହରୁ ଅଧିକ ଲୋକ ଜଳବନ୍ଦୀ ହୋଇଥିବା ସ୍ଥାନୀୟ…
ଗତ ୪ ବର୍ଷରେ କେତେ ଚାଷୀ କରିଛନ୍ତି ଆତ୍ମହତ୍ୟା: ରେକର୍ଡ ସରକାରଙ୍କ ପାଖରେ ନାହିଁ
ନୂଆଦିଲ୍ଲୀ,୯।୭: ଗତ ୪ ବର୍ଷ ମଧ୍ୟରେ ଦେଶରେ କେତେ ଚାଷୀ ଆତ୍ମହତ୍ୟା କରିଛନ୍ତି ଏହାର ରେକର୍ଡ ସରକାରଙ୍କ ପାଖରେ ନାହିଁ। ଏନେଇ ଏକ ପ୍ରଶ୍ନର ଉତ୍ତରରେ ଲୋକ ସଭାରେ କୃଷିମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ସୂଚନା ଦେଇଛନ୍ତି। ୨୦୧୫ ପରଠାରୁ ସରକାରଙ୍କ ପାଖରେ…
ହସାଇଲା ଜୋମାଟୋ
ନୂଆଦିଲ୍ଲୀ,୯।୭: ଫୁଡ୍ ଡେଲିଭରି ଆପ୍ ଜୋମାଟୋ ନିକଟରେ ଏମିତି ଏକ ମଜାଳିଆ ଟୁଇଟ୍ କରିଛି ଯାହାକୁ ପଢି ଲୋକେ ଏହାର ମଜା ଉଠାଉଛନ୍ତି। କେହି କେହି ଏହାକୁ ପଢି ହସିହସି ବେଦମ୍ ମଧ୍ୟ ହେଉଛନ୍ତି। ଗ୍ରାହକଙ୍କ ଉଦ୍ଦେଶ୍ୟରେ ଏଥିରେ ଟୁଇଟ୍ କରାଯାଇଛି…
୫ ବର୍ଷରେ ୭୧ ହଜାର କୋଟି ବ୍ୟାଙ୍କ ଦୁର୍ନୀତି: କର୍ମଚାରୀଙ୍କ ଜାଣତରେ ଲୁଟ ହୋଇଛି ୬୫ ହଜାର କୋଟି
ନୂଆଦିଲ୍ଲୀ, ୯।୭: ଗତ ୫ ବର୍ଷରେ ଦେଶର ବିଭିନ୍ନ ବ୍ୟାଙ୍କରେ ୭୧ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ସେଥିମଧ୍ୟରୁ କେବଳ ୬୪ ହଜାର କୋଟି ଟଙ୍କା ଲୁଟ୍ କର୍ମଚାରୀଙ୍କ ଜାଣତରେ ହୋଇଛି। ଲୋକ ସଭାରେ ଏକ ପ୍ରଶ୍ନର ଉତ୍ତରରେ ଅର୍ଥ…
ଏମ୍ପିଙ୍କୁ ୧୫୦ କିଲୋମିଟର ଚାଲିବାକୁ କହିଲେ ମୋଦି
ନୂଆଦିଲ୍ଲୀ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଭାଜପା ଏମ୍ପିମାନଙ୍କୁ ନୂଆ ନୂଆ କାମ ଦେଉଛନ୍ତି। ମୋଦି କହିଛନ୍ତି ଗାନ୍ଧୀ ଜୟନ୍ତୀ ଅର୍ଥାତ୍ ଅକ୍ଟୋବର ୨ରୁ ପଟେଲ ଜୟନ୍ତୀ ମାନେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ନିଜ ନିଜ ନିର୍ବାଚନ ମଣ୍ଡଳୀରେ ୧୫୦ କିଲୋମିଟର…
ବିବାହ ପୂର୍ବରୁ ହେବ ଏଚ୍ଆଇଭି ପରୀକ୍ଷା: ଗୋଆ ସରକାର
ପଣଜି,୯।୭: ବିବାହକୁ ନେଇ ନୂଆ ନିୟମ ତିଆରି କରିବାକୁ ଯାଉଛନ୍ତି ଗୋଆ ସରକାର। ଏହି ନିୟମ ଅନୁଯାୟୀ ଗୋଆରେ ଯେକୌଣସି ବ୍ୟକ୍ତି ବିବାହ କରିବା ପୂର୍ବରୁ ଏଚ୍ଆଇଭି ଟେଷ୍ଟ କରିବା ବାଧ୍ୟତାମୂଳକ ହେବ। ଏହି ନିଷ୍ପତ୍ତିକୁ ନେଇ ଗୋଆ ସରକାର ବିଚାର…
ଜମ୍ମୁ-କଶ୍ମୀରରେ ଫେରୁଛି ଶାନ୍ତି: ସର୍ଜିକାଲ୍ ଷ୍ଟ୍ରାଇକ୍ ଏବଂ ବାଲାକୋଟ୍ ଏୟାରଷ୍ଟ୍ରାଇକ୍ ପରେ କମିଛି ଅନୁପ୍ରବେଶ, କହିଲା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୯।୭: ଜମ୍ମୁ-କଶ୍ମୀରରେ ଧୀରେ ଧୀରେ ଶାନ୍ତି ଫେରିବା ଆରମ୍ଭ କରିଛି। ସେହିପରି ସର୍ଜିକାଲ୍ ଷ୍ଟ୍ରାଇକ୍ ଏବଂ ବାଲାକୋଟ୍ ଏୟାରଷ୍ଟ୍ରାଇକ୍ ପରେ ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ଅନୁପ୍ରବେଶ ଘଟଣା କମିଛି। ୨୦୧୮ ତୁଳନାରେ ୨୦୧୯ର ପ୍ରଥମ ୬ ମାସ ମଧ୍ୟରେ ଏଭଳି ଘଟଣା…
ଯୋଗୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବାଧ୍ୟରେ ୨୨ ପୋଲିସ ନେଲେ ଅବସର
ଭୋପାଳ,୯।୭: ଭ୍ରଷ୍ଟାଚାର ଓ ଅଳସୁଆ କର୍ମଚାରୀଙ୍କ ବିରୋଧରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏହି କ୍ରମରେ ବାରାଣସୀରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ୨୨ ପୋଲିସ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏମାନଙ୍କ ନାଁରେ ଭ୍ରଷ୍ଟାଚାର, ଅସଦାଚରଣ…
ସିବିଆଇର ବଡ଼ ପଦକ୍ଷେପ: ୧୯ ରାଜ୍ୟର ଶହେ ୧୦ ସ୍ଥାନରେ ଚଢ଼ାଉ
ନୂଆଦିଲ୍ଲୀ,୯।୭: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)ପକ୍ଷରୁ ମଙ୍ଗଳବାର ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସିବିଆଇର ଭିନ୍ନ ଭିନ୍ନ ଟିମ୍ ୧୯ଟି ରାଜ୍ୟର ଶହେ ୧୦ ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଦୁର୍ନୀତି, ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ସମେତ ୩୦ଟି ବିଭିନ୍ନ ମାମଲାରେ ଏହି…
ବିହାରର ମନ୍ତ୍ରୀ, ବିଧାୟକ ଭିନ୍ନ ଢଙ୍ଗରେ ଟିମ୍ ଇଣ୍ଡିଆକୁ ଜଣାଇଲେ ଶୁଭକାମନା
ପାଟନା, ୯।୭: ଆଇସିସି ବିଶ୍ୱକପରେ ମଙ୍ଗଳବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯିବ। ଭାରତର ବିଜୟ କାମନା କରି ଦେଶର ବିଭିଭନ୍ନ ସ୍ଥାନରେ ଯଜ୍ଞ, ପୂଜାର୍ଚ୍ଚନା କରାଯାଉଥିଲାବେଳେ ବିହାରର ମନ୍ତ୍ରିମଣ୍ଡଳର କିଛି ମନ୍ତ୍ରୀ ଏବଂ ବିଧାୟକ ଟିମ୍ ଇଣ୍ଡିଆକୁ ଶୁଭକାମନା…
Archives


