ଅଟଳ ଜୀଙ୍କ ପ୍ରଥମ ପୁଣ୍ୟତିଥିରେ ଜାଣନ୍ତୁ କିଛି ଅଜଣା କଥା
ନୂଆଦିଲ୍ଲୀ, ୧୬।୮:୧୯୨୪ ମସିହା ଡିସେମ୍ବର ୨୫ତାରିଖରେ ଅଟଳ ବିହାରୀ ବାଜପେୟୀଙ୍କ ଗୋଆଲିଅର ଜନ୍ମ ହୋଇଥିଲା। ମା’ଙ୍କ ନାମ କ୍ରିଷ୍ଣା ଦେବୀ ଓ ବାପାଙ୍କ ନାମ କ୍ରିଷ୍ଣବିହାରୀ ବାଜପେୟୀ। ବାପା ଥିଲେ ସ୍କୁଲ ଶିକ୍ଷକ ଏବଂ ଜଣେ କବି । ସରସ୍ବତୀ ଶିଶୁ…
ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଦେଲେ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ। ଏହି ଅବସରରେ ନୂଆଦିଲ୍ଲୀରେ ଥିବା ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୁକ୍ରବାର…
ଆଇଏଏଫ୍ ସ୍କ୍ବାଡ୍ରନ ଲିଡର ମିଣ୍ଟିଙ୍କୁ ଯୁଦ୍ଧ ସେବା ସମ୍ମାନ
ନୂଆଦିଲ୍ଲୀ,୧୫।୮- ଭାରତୀୟ ବାୟୁ ସେନା (ଆଇଏଏଫ୍) ସ୍କ୍ବଡ୍ରନ ଲିଡର ମିଣ୍ଟି ଅଗ୍ରଓ୍ବାଲଙ୍କୁ ଗୁରୁବାର ଯୁଦ୍ଧ ସେବା ମେଡାଲ ପ୍ରଦାନ କରାଯାଇଛି। ଏଭଳି ସମ୍ମାନ ପାଇବାରେ ସେ ହେଉଛନ୍ତି ପ୍ରଥମ ମହିଳା। ବାଲାକୋଟ ଏୟାର ଷ୍ଟ୍ରାଇକର ପରଦିନ ପାକିସ୍ତାନ ପକ୍ଷରୁ ହୋଇଥିବା ସାମରିକ…
ବାମ ପଟେ ନୋଜ୍ ରିଂ…
ସାଧାରଣତଃ ପୂର୍ବ କାଳରେ ଝିଅମାନେ ବା ମହିଳା ମାନେ କାନ ଓ ନାକରେ ଛିଦ୍ର କରି ଗହଣା ପିନ୍ଧୁଥିଲେ। ଏବେ ମଧ୍ୟ କେତେକ ଏପରି କରୁଥିବାର ଦେଖାଯାଏ। ବେଦ ଓ ଶାସ୍ତ୍ରର ବର୍ଣ୍ଣନା ଅନୁଯାୟୀ ଯେଉଁମାନେ ନାକରେ ଛିଦ୍ର କରି ଗହଣା…
୨୧ କଏଦୀଙ୍କ ଜରିମାନା ଟଙ୍କା ପଇଠ କରି ମୁକୁଳାଇଲେ ବ୍ୟବସାୟୀ
ଆଗ୍ରା,୧୫।୮: ସ୍ବାଧୀନତା ଦିବସ ଅବସରରେ ବ୍ୟବସାୟୀ ରାଜେଶ ସେହଗଲ ଉଦାହରଣ ସୃଷ୍ଟି କରିବା ଭଳି କାମ କରିଛନ୍ତି। ଉତ୍ତର ପ୍ରଦେଶ ଆଗ୍ରା ଜିଲା ଜେଲ୍ରେ ୨୧ ଜଣ କଏଦୀ ତାଙ୍କ ଦଣ୍ଡାଦେଶର ସମୟ ସୀମା ପୂରଣ କରିସାରିଥିଲେ ସୁଦ୍ଧା ମୁକୁଳି ପାରୁ…
ରାମ ରହିମଙ୍କ ଜନ୍ମଦିନ କାର୍ଡ, ରାଖୀରେ ଭର୍ତ୍ତି ହୋଇଗଲାଣି ପୋଷ୍ଟ ଅଫିସ
ରୋହତକ,୧୫।୮: ଆତ୍ମ ଘୋଷିତ ଭଗବାନ ଗୁରୁମିତ ରାମ ରହିମ ସିଂ ଏବେ ଜେଲ୍ରେ। ବଳାତ୍କାର ଅଭିଯୋଗରେ ସେ ଦୋଷୀ ସାବ୍ୟସ୍ତ ହେବା ପରେ ଜେଲ୍ରେ ସଜା କାଟୁଛନ୍ତି। ହେଲେ ଏପର୍ଯ୍ୟନ୍ତ ବି କମିନାହିଁ ତାଙ୍କ ଭକ୍ତଙ୍କ ସଂଖ୍ୟା। ତାଙ୍କ ଜନ୍ମଦିନ ଆଉ…
ସ୍ବାଧୀନତା ଦିବସରେ ବି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ପୁଞ୍ଚ,୧୫।୮: ପାକିସ୍ତାନ ତା’ର ପୂର୍ବ ପ୍ରକୃତି ଭୁଲି ପାରୁ ନାହିଁ। ଭାରତ ଗୁରୁବାର ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ପାଳନ କରୁଥିବା ବେଳେ ସେପଟେ ସୀମାରେ ଅଶାନ୍ତ ପରିବଶେ ସୃଷ୍ଟି କରିଛି ପାକିସ୍ତାନ। ଜମ୍ମୁ-କଶ୍ମୀରର କେଜି ସେକ୍ଟରରେ ଗୁରୁବାର ପାକିସ୍ତାନ…
ଅଭିନେତ୍ରୀ ବିଦ୍ୟା ସିହ୍ନାଙ୍କ ପରଲୋକ
ମୁମ୍ବାଇ,୧୫।୮: ଟେଲିଭିଜନ ଦୁନିଆର ଲୋକପ୍ରିୟ ଧାରାବାହିକ ‘କୁଲ୍ଫି କୁମାର ବାଜଓ୍ବୋଲା’ର ଅଭିନେତ୍ରୀ ବିଦ୍ୟା ସିହ୍ନାଙ୍କର ଗୁରୁବାର ପରଲୋକ ହୋଇଛି। ଫୁସ୍ଫୁସ୍ ଓ ହୃଦରୋଗ ସମସ୍ୟାରେ ପୀଡିତ ଥିବା ବିଦ୍ୟା ଗୁରୁତର ଅବସ୍ଥାରେ ମୁମ୍ବାଇର କ୍ରିଟିକେୟାର ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ କିଛି…
ଏପରି ମନ୍ଦିର ଯେଉଁଠି ମାଙ୍କଡ଼ଙ୍କ ପାଖରେ ହୁଏ ଭୋଗ ଲାଗି…
ଉତ୍ତରପ୍ରଦେଶ ସୀତାପୁର ଜିଲା ଠାରୁ ୭୦ କିଲୋମିଟର ଦୂରରେ ଥିବା ଅଟବା କୁରସଠ ଗାଁରେ ଏକ ମନ୍ଦିର ରହିଛି। ଏହି ମନ୍ଦିରରେ ମାଙ୍କଡ଼ଙ୍କ ପାଖରେ ଭୋଗ ଲାଗି ହୋଇଥାଏ। ଏଠାରେ ମାଙ୍କଡ଼ଙ୍କୁ ମଦ ପିଇବାକୁ ଦିଆଯିବା ପରମ୍ପରା ରହିଛି। ମନ୍ଦିରରେ କୌଣସି…
ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟ ହେବ ବୁଲେଟ୍ ପ୍ରୁଫ୍
ନୂଆଦିଲ୍ଲୀ,୧୫।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟକୁ ବୁଲେଟ୍ ପ୍ରୁଫ୍ କରାଯିବା ପାଇଁ ଯୋଜନା ହୋଇଛି। ଏହା ସହିତ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିିସିଟିଭି କ୍ୟାମେରା ଲଗାଯିବାର ବ୍ୟବସ୍ଥା ହୋଇଛି। ସିଆଇଏସ୍ଏଫ୍ ପକ୍ଷରୁ ଯୋଗୀଙ୍କ କାର୍ଯ୍ୟାଳୟ ସୁରକ୍ଷିତ ନ ଥିବା କୁହାଯିବା…
ବନ୍ୟା ପାଣିରେ ଆମ୍ବୁଲାନ୍ସକୁ ବାଟ ଦେଖାଇ ହିରୋ ପାଲଟିଲେ ୧୨ ବର୍ଷର ବାଳକ
ବେଙ୍ଗାଲୁରୁ,୧୫।୮: ଚଳିତ ବର୍ଷ ବନ୍ୟାରେ ବେହାଲ ହେଲାଣି କର୍ନାଟକ। ଯୁଆଡେ ଚାହିଁଲେ ପାଣି ଆଉ ପାଣି। ଏହି ସମୟରେ କର୍ନାଟକ ରାଇଚୁର ଜିଲାର ହିରେରାୟନକୁମ୍ପି ଗାଁରେ ଜଣେ ୧୨ ବର୍ଷ ବାଳକର ସାହସକୁ ଏବେ ସବୁଠି ପ୍ରଶଂସା କରାଯାଉଛି। ପାଣିରେ ବୁଡି…
କଶ୍ମୀର ପଣ୍ଡିତଙ୍କ ବିନା ପୂର୍ଣ୍ଣ ନୁହେଁ ଜମ୍ମୁ-କଶ୍ମୀର: ରାଜ୍ୟପାଳ
ଶ୍ରୀନଗର,୧୫।୮: ଶେର-ଇ-କଶ୍ମୀର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସମୟରେ ରାଜ୍ୟପାଳ ସତ୍ୟପାଲ ମଲିକ କହିଛନ୍ତି କଶ୍ମୀର ପଣ୍ଡିତଙ୍କ ବିନା ଜମ୍ମୁ-କଶ୍ମୀର ସମ୍ପୂର୍ଣ୍ଣ ନୁହେଁ। ପ୍ରଶାସନ ଏମାନଙ୍କର ଘରବାହୁଡା ଓ ଥଇଥାନର ପ୍ରତିଶ୍ରୁତି ଦେଇଛନ୍ତି। ଏହା କେବଳ ମଧ୍ୟସ୍ଥତା…
Archives


