ସୀମାରେ ଯବାନଙ୍କୁ ରାଖୀ ବାନ୍ଧିଲେ ମହିଳା
ପଞ୍ଜାବ,୧୫।୮: ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ଗୋଟିଏ ଦିନରେ ପଡିଥିବାରୁ ଭାରତୀୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଏହି ଅବସରରେ ସୀମାରେ ସୁରକ୍ଷା ଦେଉଥିବା ଯବାନଙ୍କୁ ଭୁଲି ନାହାଁନ୍ତି ଭାରତୀୟ ନାରୀ। ଭାରତ-ପାକିସ୍ତାନର ଅଟାରୀ-ଓ୍ବାଘା ସୀମାରେ ମୁତୟନ ଥିବା…
ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ହେବ ବିନିଯୋଗ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୫।୮: ଦେଶର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବ। ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ଦେଶର ସଡ଼କ ପଥର ବିକାଶ ଦ୍ୱାରା ବ୍ୟବସାୟିକ କ୍ଷେତ୍ର…
ଆତଙ୍କବାଦୀ ଶରଣକାରୀଙ୍କର ହେବ ପର୍ଦ୍ଦାଫାଶ୍: ମୋଦି
ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ପାକିସ୍ତାନକୁ କରିଛନ୍ତି ସମାଲୋଚନା। ସେ ପାକିସ୍ତାନର ନାମ ନ ନେଇ କହିଛନ୍ତି ଯେ, ଆତଙ୍କବାଦୀ ଶରଣକାରୀଙ୍କର ପର୍ଦ୍ଦାଫାଶ୍ ହେବ। ପୃଥିବୀରେ ଆତଙ୍କବାଦୀଙ୍କ ଯୋଗୁ ପ୍ରତିଦିନ ବହୁ ଲୋକଙ୍କର ମୃତ୍ୟୁ ଘଟୁଛି। ଭାରତର…
ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଜାରି ରହିଛି: ଅମିତ ଶାହ
ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର ଦେଶବାସୀଙ୍କୁ ଟୁଇଟ୍ କରି ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଧାରା ଜାରି ରହିଛି। ଦେଶ ଶିକ୍ଷା, ସ୍ବାସ୍ଥ୍ୟ,…
ଏକ ଦେଶ ଏକ ନିୟମ ପରେ ଏବେ ଏକ ଦେଶ ଏକ ନିର୍ବାଚନ ପାଇଁ ନିଆଯିବ ପଦକ୍ଷେପ: ମୋଦି
ନୂଆଦିଲ୍ଲୀ, ୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସୂଚନା ଦେଇଛନ୍ତି ଯେ, ଏବେ ଦେଶରେ ଏକ ନିର୍ବାଚନ ହେବ। ଏକ ଦେଶ ଏକ ନିୟମ ପରେ ଏବେ ଏକ ଦେଶ ଏକ ନିର୍ବାଚନ ପାଇଁ…
‘ପେହଲୁ ଖାନ୍ ମରିନାହାନ୍ତି’
ଜୟପୁର,୧୫ା୮: ଗୋରୁ ବ୍ୟବସାୟୀ ପେହଲୁ ଖାନ୍ଙ୍କୁ ଦୁଇବର୍ଷ ତଳେ କେହି ମାରିନାହାନ୍ତି। ଅର୍ଥାତ ସେ ମରିନାହାନ୍ତି। ରାଜସ୍ଥାନର ଏହି ବହୁଚର୍ଚ୍ଚିତ ଭିଡ଼ହିଂସା ମାମଲାରେ ଅଲଓ୍ବର କୋର୍ଟ ବୁଧବାର ପ୍ରମାଣ ଅଭାବରୁ ସମସ୍ତ ୬ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ଘୋଷଣା କରିବା ପରେ ଏହା…
ପରିବର୍ତ୍ତନରୁ ଲାଭବାନ୍ ହେବେ କଶ୍ମୀରବାସୀ
ନୂଆଦିଲ୍ଲୀ,୧୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯାଇଥିବାରୁ ସେଠାର ଜନସାଧାରଣ ଯଥେଷ୍ଟ ଉପକୃତ ହେବେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ସରକାର…
ଲାଲକିଲ୍ଲାରେ ପହଞ୍ଚିଲେ ମୋଦି: କିଛି ସମୟ ପରେ ଉଡାଇବେ ତ୍ରିରଙ୍ଗା
ନୂଆଦିଲ୍ଲୀ,୧୫।୮: ସାରା ଦେଶରେ ଆଜି ୭୩ତମ ସ୍ବାଧୀନତା ଦିବସ ଖୁବ୍ ଧୁମ୍ଧାମ୍ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଲାଲକିଲ୍ଲାରେ ପତାକା ଉତ୍ତୋଳନ ପାଇଁ ପହଞ୍ଚିଛନ୍ତି। ସେଠାରେ ସେ ଦେଶକୁ ସମ୍ବେଧିତ କରିବାର କାର୍ଯ୍ୟକ୍ରମ ରହିଛି। ଦ୍ୱିତୀୟଥର…
ମାନସିକ ଚିନ୍ତାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…
ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା ଚିନ୍ତା ଦୂରେଇ ଯାଏ। ଅତିକମ୍ରେ ପ୍ରତିଦିନ ୩ କିଲୋମିଟର ଏବଂ ସପ୍ତାହକୁ ୫ ଦିନ…
ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି
ନୂଆଦିଲ୍ଲୀ, ୧୫।୮: ଆଜି ୭୩ତମ ସ୍ବାଧୀନତା ଦିବସ। ଏଥିପାଇଁ ସାରା ଦେଶରେ ଉତ୍ସବ ମୁଖର ହୋଇପଡିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସେ ଲଲ୍କିଲ୍ଲା ଅଭିମୁଖେ ବାହାରିବେ।…
‘ଏମିତି ହୁଏନି ଭାଇ’ କହି ସୁଷମାଙ୍କୁ ମନେପକାଇଲେ ମୋଦି
ନୂଆଦିଲ୍ଲୀ,୧୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜ ଓ ତାଙ୍କ କାର୍ଯ୍ୟଶୈଳୀକୁ ମନେପକାଇଛନ୍ତି। ଦିଲ୍ଲୀର ଜବାହାରଲାଲ ନେହେରୁ ଷ୍ଟାଡିୟମ୍ରେ ସ୍ବର୍ଗତା ସୁଷମାଙ୍କ ଉପଲକ୍ଷେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମୋଦି ସୁଷମାଙ୍କ…
କଂଗ୍ରେସ ମୁଖ୍ୟାଳୟରୁ ରାହୁଲଙ୍କ ପୋଷ୍ଟର ଉଭାନ
ନୂଆଦିଲ୍ଲୀ,୧୪।୮: ଦିଲ୍ଲୀର କଂଗ୍ରେସ ମୁଖ୍ୟାଳୟରୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପୋଷ୍ଟରକୁ ହଠାତ୍ ହଟାଇ ଦିଆଯାଇଛି। ସେହି ସ୍ଥାନରେ ଏବେ ନବ ନିର୍ବାଚିତ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ପୋଷ୍ଟର ଲଗାଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଲୋକ ସଭା…
Archives


