ଜାତୀୟ

କ୍ଷମତା ପାଇଁ ଫଳାଫଳ ଘୋଷଣା ପୂର୍ବରୁ ଅଙ୍କକଷା: ୨୦୦୪ ଏବଂ ୨୦୦୯ରେ ଏକ୍‌ଜିଟ୍‌ ପୋଲ୍‌ ହୋଇଥିଲା ଭୁଲ୍‌

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ମେ ୨୩ରେ ଘୋଷଣା କରାଯିବ। ତେବେ ଏହା ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ ନେଇ ଆରମ୍ଭ ହୋଇଛି ନାନା କଳ୍ପନା ଜଳ୍ପନା। କେନ୍ଦ୍ରରେ କ୍ଷମତା ଦଖଲ ପାଇଁ ଫଳାଫଳ ଘୋଷଣା ପୂର୍ବରୁ ଆରମ୍ଭ ହୋଇଛି ଅଙ୍କକଷା।…

୫ ଲକ୍ଷ ଫଲୋଅର୍ସ ଥିବା ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ହତ୍ୟା

ନୂଆଦିଲ୍ଲୀ, ୨୨।୫: ଦିଲ୍ଲୀର ନଜଫଗଡରେ ଜଣେ ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ମୃତକଙ୍କ ଜଣଙ୍କ ହେଲେ ମୋହିତ। ପେଶାରେ ସେ ଜଣେ ଜିମ୍‌ ଟ୍ରେନର ଭାବେ କାର୍ଯ୍ୟ କରୁଥିଲେ। ସୋସିଆଲ ମିଡିଆରେ ସର୍ବଦା ସକ୍ରିୟ ଥିବା ମୋହିତଙ୍କ ଟିକ୍‌ଟକ୍‌…

କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିର୍ବାଚନୀ ଜାଲିଆତିରେ ସୁପ୍ରିମକୋର୍ଟ ମଧ୍ୟ ସମ୍ପୃକ୍ତ

ନୂଆଦିଲ୍ଲୀ, ୨୨।୫: ଇଭିଏମ ଏବଂ ଭିଭିପାଟକୁ ନେଇ ଚାଲିଥିବା ଚର୍ଚ୍ଚା ଭିତରେ କଂଗ୍ରେସ ନେତା ଉଦିତ ରାଜ ସୁପ୍ରିମକୋର୍ଟ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୁପ୍ରିମକୋର୍ଟଙ୍କ ବିଶସନୀୟତା ଉପରେ ପ୍ରଶ୍ନ ଉଠାଇ ସେ କହିଛନ୍ତି, ସୁପ୍ରିମକୋର୍ଟ ନିର୍ବାଚନୀ ଜାଲିଆତିରେ ସମ୍ପୃକ୍ତ ଅଛନ୍ତି।…

ମର୍ମନ୍ତୁତ ସଡକ ଦୁର୍ଘଟଣା: ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ଗଲା ଜୀବନ

ନୋଏଡା, ୨୨।୫: ଉତ୍ତର ପ୍ରଦେଶର ନୋଏଡାରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିବା ସହ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ୫ ଜଣ ଏମବିବିଏସ ଛାଛ୍ରୀଛାତ୍ର କାରରେ ଯାଉଥିବାବେଳେ ଚାନ୍ଦିନଗର…

ଡେରାଡୁନ୍‌ରେ ଆର୍‌ଏସ୍‌ଏସ୍‌ ଖୋଲିବ ଆଧୁନିକ ମଦ୍ରାସା

ଡେରାଡୁନ୍‌,୨୨।୫: ଆର୍‌ଏସ୍‌ଏସ୍‌ ପକ୍ଷରୁ ଡେରାଡୁନ୍‌ରେ ଆଧୁନିକ ମଦ୍ରାସା ଖୋଲିବା ଯୋଜନା କରାଯାଇଛି। ଆର୍‌ଏସ୍‌ଏସ୍‌ର ମୁସଲମାନ୍‌ ମଞ୍ଚ ଶାଖା ପକ୍ଷରୁ ଏନେଇ ଉଦ୍ୟମ ଆରମ୍ଭ ହୋଇଛି। ମଦ୍ରାସା ପାଇଁ ଆବଶ୍ୟକ ଜମି ମଧ୍ୟ ଆବଣ୍ଟନ କରାଯାଇଥିବା କୁହାଯାଉଛି। ଏହି ମଦ୍ରାସରେ ଧାର୍ମିକ ପୁସ୍ତକ…

ଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ହାଇଦ୍ରାବାଦ୍‌,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍‌ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା। ଏହା ଦେଶରେ ପ୍ରଥମକରି ଆରମ୍ଭ ହୋଇଥିବା କୁହାଯାଉଛି। ଏଠାରେ ମୃତକଙ୍କ ଅନ୍ତିମ ସଂସ୍କାର କେବଳ…

ଥରିଲା ଆଣ୍ଡାମାନ

ପୋର୍ଟବ୍ଲେୟାର,୨୨।୫: ଆଣ୍ଡାମାନ ନିକୋବରରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ଭୋର୍‌ ୬ଟା ୯ରେ ଏଠାରେ ଭୂକମ୍ପ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବାଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୋର୍‌ ସମୟରେ ଭୂକମ୍ପ ହେବାରୁ ଘରେ ଥିବା ଲୋକେ…

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ଶ୍ରୀହରିକୋଟା,୨୨।୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶ୍ରୀହରିକୋଟାଠାରୁ ବୁଧବାର ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ଏହା ପିଏସ୍‌ଏଲ୍‌ଭି-ସି-୪୬ରୁ ଉତ୍‌କ୍ଷେପଣ କରାଯାଇଛି। ଏହି ରାଡାର ଇମେଜିଂ ଆର୍ଥ ସାଟେଲାଇଟ୍‌ ଭୋର୍‌ ୫ଟା ୨୭ରେ ମହାକାଶକୁ ଉତ୍‌କ୍ଷେପଣ କରାଯାଇଛି। ୬ଶହ…

କୁଲଗାମ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର ୨୨।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଗୋପାଲପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ…

ଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଇଭିଏମ୍‌କୁ ନେଇ ବିବାଦ ଲାଗି ରହିଥିବାବେଳେ ଭୋଟରଙ୍କ ରାୟରେ ଜାଲିଆତି ଅଭିଯୋଗ ଚିନ୍ତାଜନକ ବୋଲି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି। ସଂସ୍ଥାଗତ ସାଧୁତା ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଏହା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇବା ଆବଶ୍ୟକ…

ଶାହଙ୍କ ଡିନର୍‌ ପାର୍ଟି

ନୂଆଦିଲ୍ଲୀ,୨୨ା୫: ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଭବିଷ୍ୟବାଣୀ କରିଥିବା ୧୪ ଏକ୍‌ଜିଟ୍‌ ପୋଲ ମଧ୍ୟରୁ ୧୨ଟି ଏନ୍‌ଡିଏ ସପକ୍ଷରେ ଜନମତ ରହିଥିବା କହିଛନ୍ତି। ଏଭଳି ସମୟରେ ସରକାର ଗଠନ ପାଇଁ ମେଣ୍ଟ ରଣନୀତି ସ୍ଥିର କରିବା ଲାଗି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ…

୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା

ନୂଆଦିଲ୍ଲୀ,୨୨ା୫(ପି.ଟି.): ଏକ୍‌ଜିଟ୍‌ ପୋଲ୍‌ଗୁଡ଼ିକ ଭାଜପା ସପକ୍ଷରେ ଜନମତ ରହିଥିବା ଭବିଷ୍ୟବାଣୀ କରିଥିବାବେଳେ ୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭରସା କରିଛି ଗୈରିକ ଦଳ। ୨୦୧୪ ସାଧାରଣ ନିର୍ବାଚନରେ ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ର ୧୮୫ ଆସନ ମଧ୍ୟରୁ ଭାଜପାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri