ଜାତୀୟ

ମୋଦି ସରକାରଙ୍କ ଶହେ ଦିନର ସଫଳତା ବଖାଣିବେ ୧୭ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶହେ ଦିନର ସଫଳତା ସମ୍ପର୍କରେ ୧୭ କେନ୍ଦ୍ରମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହେବାକୁଥିବା କାର୍ଯ୍ୟକ୍ରମରେ ବେଖାଣିବେ। ସେପ୍ଟେମ୍ବର ୯ ଏବଂ ୧୦ରେ ଏନେଇ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଜମ୍ମୁ, ଶିମଲା,…

ଶତ୍ରୁଙ୍କୁ କଡ଼ା ଜବାବ ଦେବ ଓ୍ବେଷ୍ଟର୍ଣ୍ଣ କମାଣ୍ଡ

ନୂଆଦିଲ୍ଲୀ,୮।୯: ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିକୁ ଦେଖି ବାୟୁସେନା ସବୁ ମୁହୂର୍ତ୍ତର ସାମ୍ନା କରିବାକୁ ପ୍ରସ୍ତୁତ ହୋଇ ରହିଛି। ବାୟୁସେନା ଏବେ ଉଚ୍ଚସ୍ତରୀୟ ଅପରେଶନର ପ୍ରସ୍ତୁତିରେ ଲାଗି ରହିଛି। ଏହାବ୍ୟତୀତ ନିଜର ଯୁଦ୍ଧ ବିମାନ ଓ ହେଲିକପ୍ଟର ଗୁଡିକର…

ନୌସେରା ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୮।୯: ଜମ୍ମୁ-କଶ୍ମୀରର ସୁନ୍ଦରବନି ଓ ନୌସେରା ସେକ୍ଟରରେ ରବିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସକାଳ ୧୦ଟାରେ ପାକିସ୍ତାନ ଗୁଳିଗୋଳା ବର୍ଷଣ କରିବା ସହ ମୋର୍ଟାର ମାଡ ମଧ୍ୟ କରିଛି। ଏଥିରେ କେହି ମୃତାହତ ହେବାର ସୂଚନା ଏପର୍ଯ୍ୟନ୍ତ ହସ୍ତଗତ ହୋଇ…

ନୂଆ ମୋଟର ଯାନ ନିୟମ ପରେ ଏବେ ନିଜ ଗାଡ଼ି ଚଢୁ ନାହାଁନ୍ତି ଦିଲ୍ଲୀବାସୀ

ନୂଆଦିଲ୍ଲୀ,୮।୯: ମୋଟର ଯାନ ନିୟମରେ ପରିବର୍ତ୍ତନ ହୋଇ ସେପ୍ଟେମ୍ବର ପହିଲାରୁ ଯେଉଁ ଜରିମାନା ଆଦାୟ କରାଯାଉଛି ତାହା ଭାରତ ଭଳି ଦେଶରେ ପ୍ରାୟ କାହା ପକେଟ୍‌କୁ ସୁହାଉ ନାହିଁ କହିଲେ ଚଳେ। ତେବେ ଏହି ନୂଆ ନିମୟକୁ ଆଖି ଆଗରେ ରଖି…

ଥରିଲା ଆସାମ-ହିମାଚଳପ୍ରଦେଶ

ଗୁଆହାଟୀ,୮।୯: ଆସାମ ରବିବାର ଭୂକମ୍ପ ଅନୁଭୁତ ହୋଇଛି। ଆସାମର କାର୍ବି ଅଙ୍ଗଲଙ୍ଗ ଜିଲାରେ ସକାଳ ୭ଟା ୩ରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୩.୩ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ହିମାଚଳପ୍ରଦେଶର…

ଗୋମୂତ୍ରରୁ ତିଆରି ହେଉଛି କ୍ୟାନସର ଔଷଧ: ଅଶ୍ୱିନୀ ଚୌବେ

ନୂଆଦିଲ୍ଲୀ,୮।୯: ମୋଦି ସରକାରରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ରାଜ୍ୟମନ୍ତ୍ରୀ ଅଶ୍ୱିନୀ ଚୌବେ ଶନିବାର ଗୋମୂତ୍ରକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଗୋମୂତ୍ରରୁ ବିଭିନ୍ନ ପ୍ରକାରର ଔଷଧ ତିଆରି ହେଉଛି। ଏମିତିକି ମାରାତ୍ମକ କ୍ୟାନସର ବା କର୍କଟ ରୋଗର ଚିକିତ୍ସା…

ମରିନି ଆଶା, ରହିଛି ନୂଆ ସମ୍ଭାବନା: ୧୪ ଦିନ ପର୍ଯ୍ୟନ୍ତ ନିଖୋଜ ବିକ୍ରମକୁ ଖୋଜିବ ଇସ୍ରୋ

ଶ୍ରୀହରିକୋଟା,୮।୯: ଭାରତର ବହୁ ପ୍ରତୀକ୍ଷିତ ମିଶନ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପୂର୍ବରୁ ବିଫଳ ହୋଇଛି ବୋଲି କୁହାଯାଉଥିଲେ ମଧ୍ୟ ଏବେ ବି ମରିନି ଆଶା, ବରଂ ରହିଛି ନୂଆ ସମ୍ଭାବନା। ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ନିଖୋଜ ହୋଇଯାଇଥିବା ଲ୍ୟାଣ୍ଡର…

ରାମ ଜେଠ୍‌ମାଲାନୀଙ୍କ ପରଲୋକ

ନୂଆଦିଲ୍ଲୀ,୮।୯: ବରିଷ୍ଠ ଆଇନଜୀବୀ ରାମ ଜେଠ୍‌ମାଲାନୀଙ୍କ ରବିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ୧୯୨୩ ସେପ୍ଟେମ୍ବର ୧୪ରେ ସେ ପାକିସ୍ତାନର ଶିକାରପୁରଠାରେ ଜନ୍ମଗ୍ରହଣ କରିଥିଲେ।…

ସ୍କୁଲ ଛାତ ଭୁଶୁଡ଼ି ୧୨ ପିଲା ଆହତ

ମିରଟ୍‌, ୮ା୯(ପି.ଟି.) : ଉତ୍ତରପ୍ରଦେଶର ମିରଟ୍‌ ଅନ୍ତର୍ଗତ ଦାବଥୁଆରେ ଥିବା ସରସ୍ବତୀ ଜ୍ଞାନମନ୍ଦିର ସ୍କୁଲର ଛାତ ଶନିବାର ଭୁଶୁଡ଼ି ପଡ଼ିଛି। ଫଳରେ ୧୨ ପିଲା ଆହତ ହୋଇଛନ୍ତି। ୬ ଜଣ ଗୁରୁତର ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ନିକଟସ୍ଥ ହସ୍ପିଟାଲରେ…

‘୩୭୦ ଉଚ୍ଛେଦ ସପକ୍ଷରେ ଅଧିକାଂଶ କଶ୍ମୀରୀ’

ନୂଆଦିଲ୍ଲୀ, ୮ା୯(ପି.ଟି.): ଜମ୍ମୁ-କଶ୍ମୀରର ଅଧିକାଂଶ ଲୋକ ୩୭୦ ଧାରା ଉଚ୍ଛେଦକୁ ସମର୍ଥନ କରୁଛନ୍ତି ବୋଲି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ ଶନିବାର ପ୍ରକାଶ କରିଛନ୍ତି। ପାକିସ୍ତାନର ହୀନ ଚକ୍ରାନ୍ତ ଓ ଆତଙ୍କବାଦୀ କାର୍ଯ୍ୟକଳାପକୁ ରୋକିବା ଲାଗି ସେଠାରେ କଟକଣା ବଳବତ୍ତର…

୬୦ ବର୍ଷରେ ୪୦% ଚନ୍ଦ୍ର ଅଭିଯାନ ବିଫଳ

ନୂଆଦିଲ୍ଲୀ,୮ା୯(ପି.ଟି.): ଗତ ୬ ଦଶନ୍ଧି ମଧ୍ୟରେ ୪୦ ପ୍ରତିଶତ ଚନ୍ଦ୍ର ଅଭିଯାନ ମିଶନ ବିଫଳ ହୋଇଥିବା ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ‘ମୁନ୍‌ ଫ୍ୟାକ୍ଟ ଶିଟ୍‌’ରୁ ଜଣାପଡିଛି। ଏହି ସମୟ ମଧ୍ୟରେ ମୋଟ ୧୦୯ଟି ଚନ୍ଦ୍ର ଅଭିଯାନ ମିଶନ ହାତକୁ…

ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଇସ୍ତଫା

ନୂଆଦିଲ୍ଲୀ,୮ା୯(ପି.ଟି.): ମେଘାଳୟକୁ ବଦଳି କରାଯିବାରୁ ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ବିଜୟ କେ. ତାହିଲରମଣୀ ଇସ୍ତଫା ଦେଇଛନ୍ତି। ବଦଳିର ପୁନର୍ବିଚାର ପାଇଁ ସେ କରିଥିବା ଅନୁରୋଧକୁ ସୁପ୍ରିମକୋର୍ଟ କଲେଜିୟମ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ତାହିଲରମଣୀ ଶୁକ୍ରବାର ରାତିରେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତି ରାମନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?