ଜାତୀୟ

୮ କୋଟିତମ ସିଲିଣ୍ଡର ସଂଯୋଗ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ଉଜ୍ଜ୍ୱଳା ଯୋଜନା ଅଧୀନରେ ଧାର୍ଯ୍ୟ ସମୟ ପୂର୍ବରୁ ୮ କୋଟି ଏଲ୍‌ପିଜି ସଂଯୋଗ ଲକ୍ଷ୍ୟ ପୂରଣ ହୋଇଛି। ଶନିବାର ମହାରାଷ୍ଟ୍ରର ଔରଙ୍ଗାବାଦ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ କୋଟିତମ ଏଲ୍‌ପିଜି ସଂଯୋଗ ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି…

ଚନ୍ଦ୍ରୟାନ-୨: ଲକ୍ଷ୍ୟଠାରୁ ଦୁଇପାଦ ଦୂରରେ: ବିକ୍ରମକୁ ଠାବ ଉଦ୍ୟମ ଜାରି

ବେଙ୍ଗାଲୁରୁ,୮ା୯(ପି.ଟି.): ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୨ ଲକ୍ଷ୍ୟଠାରୁ ଦୁଇପାଦ ପଛରେ ରହିଯାଇଛି। ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠକୁ ଛୁଇଁବା ପାଇଁ ୨.୧ କି.ମି. ଦୂରତା ଥିବାବେଳେ ଏହା ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ତେବେ ଏଥିରେ ନିରାଶ ନ ହୋଇ ଆଗକୁ…

ଗରିବ କୃଷକ ପରିବାରରୁ ରକେଟ୍‌ମ୍ୟାନ୍‌ ଶିବନ

ଚନ୍ଦ୍ରୟାନ-୨ର ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର କିଛି କ୍ଷଣ ପୂର୍ବରୁ ଲ୍ୟାଣ୍ଡର ସହ ଯୋଗାଯୋଗ ବିଚ୍ଛିନ୍ନ ହେବାପରେ ଏହି ମିଶନକୁ ପୂର୍ଣ୍ଣ ସଫଳତା ମିଳିନଥିଲେ ବି ଭାରତୀୟ ଅନ୍ତରୀକ୍ଷ ଗବେଷଣା ଲାଗି ଏହା ଏକ ବଡ ଉପଲବ୍ଧି ବୋଲି କୁହାଯାଇପାରେ। ଭାରତୀୟ ଅନ୍ତରୀକ୍ଷ…

ଶୁଦ୍ଧିକ୍ରିୟାର ୧୨ ବର୍ଷ ପରେ ଘରକୁ ଫେରିଲେ

ଜିର୍‌ନିଆ : ଜୀବିତ ବ୍ୟକ୍ତିର ଅନ୍ତିମ ସଂସ୍କାରର ସବୁ ବିଧି ସମ୍ପନ୍ନ କରାଯିବା ପରେ ୧୨ ବର୍ଷ ପରେ ବ୍ୟକ୍ତି ପୁଣି ଘରକୁ ଫେରିବା ଘଟଣାରେ ଯେକେହି ବିସ୍ମୟ ପ୍ରକାଶ କରିବା ସ୍ବାଭାବିକ। ଏପରି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶର ଖର୍‌ଗୋନ…

ଜନ୍ମମାସ କୁହେ ବ୍ୟକ୍ତି କେତେ ରୋମାଣ୍ଟିକ୍‌

ଜନ୍ମମାସ ଓ ରାଶିରୁ ଜଣେ ବ୍ୟକ୍ତିର ବ୍ୟକ୍ତିତ୍ୱ ବିଷୟରେ କିଛି ସୂଚନା ମିଳିଥାଏ। ତେବେ ଜୁଲାଇ ମାସରେ ଜନ୍ମିତ ବ୍ୟକ୍ତିଙ୍କ ପାଖରେ ରହିଛି କିଛି ବିଶେଷତ୍ୱ। ଏମାନେ ଅନ୍ୟମାନଙ୍କଠାରୁ ଟିକେ ଭିନ୍ନ କାରଣ ଏମାନେ ଅଧିକ ରୋମାଣ୍ଟିକ୍‌। -ଜୁଲାଇ ମାସରେ ଜନ୍ମ…

ଭାରତର ରାଷ୍ଟ୍ରପତିଙ୍କ ପାଇଁ ଆକାଶମାର୍ଗ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ,୭।୯: ପାକିସ୍ତାନ ଭାରତ ବିରୋଧରେ ଆଉ ଏକ ଖେଳ ଖେଳିଛି। ପାକ୍‌ ବୈଦେଶିକମନ୍ତ୍ରୀ ଏମ୍‌ଏସ୍‌ କ୍ୟୁରେସି କହିଛନ୍ତି ପାକିସ୍ତାନ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆକାଶ ପଥରେ ପ୍ରବେଶ କରିବ ନାହିଁ ବୋଲି ମନା କରିଦେଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ…

୭୬ ଘଣ୍ଟା ଖାଦ୍ୟ ପ୍ରସ୍ତୁତ କରି ରେକର୍ଡ କଲେ ଲତା

ଭୋପାଳ,୭।୯: ମଧ୍ୟ ପ୍ରଦେଶ ରିବା ଅଞ୍ଚରରେ ଥିବା ସେଫ୍‌ ଲତା ଟଣ୍ଡନ ଦୀର୍ଘ ୭୬ ଘଣ୍ଟା ଧରି ରୋଷେଇ କରିବା ସମସ୍ତଙ୍କ ପାଇଁ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସେ ଏହି ୭୬ଘଣ୍ଟା ମଧ୍ୟରୁ ମାତ୍ର ୪ ଘଣ୍ଟା ବିଶ୍ରାମ ନେଇଥିବା…

ଏଥର କାଶୀରେ ନିଜର ୬୯ ତମ ଜନ୍ମଦିନ ପାଳିବେ ମୋଦି

ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ତାଙ୍କର ୬୯ ତମ ଜନ୍ମଦିନ ତାଙ୍କ ସଂସଦୀୟ ନିବଚନ ମଣ୍ଡଳୀ ବାରାଣସିର କାଶୀରେ ପାଳନ କରିବେ ବୋଲି ଜଣାପଡିଛି। ୧୭ ଡିସେମ୍ବରରେ ମୋଦି ପ୍ରଥମେ ଗୁଜରାଟରେ ତାଙ୍କ ମା’ଙ୍କ ଆଶୀର୍ବାଦ ନେବା ପରେ…

ଟ୍ରାଫିକ୍‌ ନିୟମ ଭାଙ୍ଗିଥିବା ୫୧ ପୋଲିସ ବାବୁଙ୍କୁ ଜରିମାନା

ମିରଟ,୭।୯: ଦେଶରେ ନୂଆ ମୋଟର ଯାନ ଆଇନ ଲାଗୁ ହୋଇଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପୋଲିସ ବାବୁମାନେ ମଧ୍ୟ ଏହି ନୂଆ ଆଇନ ଅନୁସାରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଜରିମାନା ଦେଇଛନ୍ତି। ଉତ୍ତରପ୍ରଦେଶ ମିରଟରେ ୫୧ ପୋଲିସ କର୍ମଚାରୀଙ୍କ…

ହେଲ୍‌ମେଟ୍‌ ନ ପିନ୍ଧିଥିବାରୁ କାର୍‌ ଚାଳକଙ୍କ ଚାଲାଣ କାଟିଲା ପୋଲିସ

ଲକ୍ଷ୍ନୌ,୭।୯: ଉତ୍ତର ପ୍ରଦେଶର ଆଲିଗଡରେ ପୋଲିସର ଖାମଖିଆଲି ମନୋଭାବ ସାମ୍ନାକୁ ଆସିଛି। ଏଠାରେ ଇ ଚାଲାଣ କାଟିବା ସମୟରେ ଜଣେ କାର୍‌ ଚାଳକଙ୍କ ନାଁରେ ପୋଲିସ ହେଲ୍‌ମେଟ୍‌ ପିନ୍ଧି ନ ଥିବା ଅଭିଯୋଗରେ ଚାଲାଣ କାଟିଥିବା ଜଣାପଡିଛି। ତେବେ କାର୍‌ ଚାଳକ…

ଘରୁ ଅସରପା ଦୂରେଇ ରଖିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଅଳିଆ ଆବର୍ଜନା ସ୍ଥାନରେ ଅସରପା ରହିଥାନ୍ତି। ଏହାଦ୍ୱାରା ଘର ମଇଳା ହୋଇଥାଏ। ତେବେ ଅସରପାଙ୍କୁ ଘରୁ ଦୂରେଇ ରଖିବା ପାଇଁ ଚିନି ସହିତ ବେକିଙ୍ଗ୍‌ ସୋଡ଼ା ମିଶାଇ ଅସରପା ରହୁଥିବା ସ୍ଥାନରେ ରଖିଲେ ଅସରପା ପଳାଇ ଯାଇଥାନ୍ତି। ସେହିପରି ବୋରିକ୍‌ ଏସିଡ୍‌…

ଚୋପା ସହ ଚୋବାଇ ଖାଆନ୍ତୁ ଫାଳେ ସେଓ…

ପ୍ରତିଦିନ ଫାଳେ ସେଓକୁ ଚୋପା ସହ ଚୋବାଇ ଖାଇଲେ ଅନେକ ଉପକାର ମିଳିଥାଏ। ସେଓରେ ଭିଟାମିନ୍‌ ଏ, ଭିଟାମିନ୍‌ ସି’, ପୋଟାସିୟମ୍‌, ଫାଇବର ଓ କାର୍ବୋହାଇଡ୍ରେଟ୍‌ସ ଭରପୁର ମାତ୍ରାରେ ରହିଛି । ଗୋଟିଏ ସେଓରେ ପ୍ରାୟ ୯୫ କ୍ୟାଲୋରୀ ରହିଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?