ଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୫।୭: ଜମ୍ମୁ-କଶ୍ମୀରର ସୋପିଆନ ଅଞ୍ଚଳରେ ଶୁକ୍ରବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ସୋପିଆନର ନରବାନି ଅଞ୍ଚଳରେ ଥିବା ଏକ ସେଓ ବଗିଚାରେ କିଛି ଆତଙ୍କବାଦୀ ଲୁଚି…

ସାଧାରଣ ବଜେଟରେ ଧନୀଙ୍କ ଉପରେ ଟ୍ୟାକ୍ସ ବୋଝ: ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବଜେଟରେ ଧନୀଙ୍କ ଉପରେ ଅତିରିକ୍ତ ଟ୍ୟାକ୍ସ ବୋଝ ଲଗାଇଛନ୍ତି ସରକାର। ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ…

ସନ୍ଦିଗ୍ଧ ଅବସ୍ଥାରେ ଘରୁ ମିଳିଲା ପୂରା ପରିବାରର ମୃତଦେହ: ମୁହଁରେ ଲାଗିଥିଲା କଳା ଟେପ୍‌

ଗାଜିଆବାଦ,୫।୭: ଗାଜିଆବାଦ ମସୁରୀରେ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୫ଜଣ ସଦସ୍ୟଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତ୍ୟୁ ହୋଇଛି। ଶୁକ୍ରବାର ସକାଳେ ନ୍ୟୁ ଶତାବ୍ଦୀପୁରମ୍‌ର ଏକ ଘରେ ସ୍ବାମୀ ଓ ତାଙ୍କ ୩ଟି ପିଲାଙ୍କ ମୃତଦେହ ମିଳିଥିବା ବେଳେ…

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୫ ଲକ୍ଷରୁ କମ ଆୟ ପାଇଁ ଆୟକର ସମ୍ପୂର୍ଣ୍ଣ ଛାଡ ଘୋଷଣା

ନୂଆଦିଲ୍ଲୀ ୫।୭: ଶୁକ୍ରବାର ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌। -୫ ଲକ୍ଷରୁ କମ୍‌ ଆୟ ପାଇଁ ଆୟକର ଛାଡ -କପୋରେଟ୍‌ ଟିକସ କ୍ଷେତ୍ରରେ କୋହଳ ମନୋଭାବ ପୋଷଣ -ଇଲେକ୍ଟ୍ର୍ରିକାର୍‌ କିଣିଲେ…

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୧ କୋଟି ଯୁବକଙ୍କ ପାଇଁ ଆସିବ ସ୍କିଲ ଯୋଜନା

ନୂଆଦିଲ୍ଲୀ, ୫।୭: ଶିକ୍ଷା ପାଇଁ ଚଳିତ ବଜେଟରେ କେନ୍ଦ୍ର ସରକାର ନୂଆ ଯୋଜନାମାନ ଆପଣାଇଛନ୍ତି। ବଜେଟ୍‌ ମୁଖ୍ୟାଂଶ -ଉଚ୍ଚଶିକ୍ଷା ପାଇଁ ୪୦୦ କୋଟିର ବ୍ୟୟ ବରାଦ, କୌଶଳ ବିକାଶ ଯୋଜନାରେ ୧ କୋଟି ଯୁବକଙ୍କୁ ତାଲିମ -୧ କୋଟି ଯୁବକଙ୍କ ପାଇଁ…

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଦୁଇଗୁଣା ହେବ ଚାଷୀଙ୍କ ଆୟ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହୋଇଛି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଆଗତ କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ -ସହରରେ ଆହୁରି ୮୧ ଲକ୍ଷ ଘର ନିର୍ମାଣ ହେବ,…

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନଶନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌। ବଜେଟ୍‌ ମୁଖ୍ୟାଂଶ -୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନଶନ୍‌ -ଛୋଟ ଦୋକାନୀଙ୍କୁ ୫୯ ମିନିଟରେ ଋଣ,…

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଘର ଭଡା ପାଇଁ ଆସିବ ନୂଆ ଆଇନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ଚାଲିଛିି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଆଗତ କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ -‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ଗ୍ରୀଡ୍‌କୁ ଗୁରୁତ୍ୱ’ -ଖୁବ୍‌ଶିଘ୍ର ଶକ୍ତି…

ଦୀର୍ଘ ୪୯ବର୍ଷ ପରେ ସଂସଦରେ ବଜେଟ ଉପସ୍ଥାପନ କଲେ ଜଣେ ମହିଳା

ନୂଆଦିଲ୍ଲୀ, ୫।୭: ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ନିର୍ମଳା ସାତାରାମନ୍‌। ୧୯୭୦-୭୧ରେ ପ୍ରଧାନମନ୍ତ୍ରୀ ଥିବାବେଳେ ଇନ୍ଦିରା ଗାନ୍ଧୀ ନିଜ ପାଖରେ ଅର୍ଥ ମନ୍ତ୍ରଣାଳୟ ରଖିଥିଲେ। ଫଳରେ ସଂସଦରେ ତାଙ୍କୁ ବଜେଟ୍‌…

ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପନ ହେବ ବଜେଟ୍‌: ରାଷ୍ଟ୍ରପତିଙ୍କୁ ଭେଟିଲେ ସୀତାରାମନ୍‌

ନୂଆଦିଲ୍ଲୀ, ୫।୭: ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜ ପେଡ଼ିରେ କ’ଣ ରଖିଛନ୍ତି ଏବେ ତା’ଉପରେ ସମସ୍ତଙ୍କ ନଜର ରହିଛି। ବଜେଟ ଉପସ୍ଥାପନ କରିବା ପୂର୍ବରୁ ସୀତାରାମନ୍‌…

ଅଗଷ୍ଟ ୫ରେ ଭେଲୋର ଭୋଟ

ଚେନ୍ନାଇ,୫।୭ : ତାମିଲନାଡ଼ୁର ଭେଲୋର ଲୋକ ସଭା ଆସନ ଲାଗି ଅଗଷ୍ଟ ୫ ତାରିଖରେ ଭୋଟଗ୍ରହଣ କରାଯିବ। ଏନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ନିର୍ବାଚନ ପରେ ଅଗଷ୍ଟ ୯ରେ ଭୋଟଗଣତି କରାଯିବ ବୋଲି ଆୟୋଗ ଦର୍ଶାଇଛନ୍ତି। ଆଚରଣବିଧି ନିର୍ବାଚନ…

ଆଧାର ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୫।୭:ଆଧାର ସଂଶୋଧନ ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଛି। ବ୍ୟାଙ୍କରେ ଜମା ଖାତା ଖୋଲିବା, ମୋବାଇଲ ଫୋନ୍‌ ପାଇଁ ସିମ୍‌କାର୍ଡ ସଂଗ୍ରହ ଲାଗି ଆଧାରକୁ ପରିଚୟପତ୍ର ଭାବେ ବ୍ୟବହାର କରିବା ନିମନ୍ତେ ଆଇନଗତ ସ୍ବୀକୃତି ଦେବା ଲାଗି କେନ୍ଦ୍ର ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri