ଚନ୍ଦ୍ରର ନିକଟତର ହେଲା ଲ୍ୟାଣ୍ଡର୍
ଚେନ୍ନାଇ: ଚନ୍ଦ୍ରଯାନ-୨ ଅର୍ବିଟରରୁ ପ୍ରଥମ ମୁନ୍ ଲ୍ୟାଣ୍ଡର ବିକ୍ରମ ଅଲଗା ହେବା ପରେ ମଙ୍ଗଳବାର ପ୍ରଥମ ଓ ବୁଧବାର ଦ୍ୱିତୀୟ ଡି-ଅର୍ବିଟାଲ ଅପରେଶନ ସକାଳ ୩ ଟା୪୨ ମିନିଟ୍ରେ ଅନ-ବୋର୍ଡ ପ୍ରୋପଲ୍ଶନ ସିଷ୍ଟମ ମାଧ୍ୟମରେ ଆରମ୍ଭ କରାଯାଇ ୯ମିନିଟ୍ରେ ଶେଷ କରାଯାଇଛି।…
ଚାଳକଙ୍କୁ ହୃଦ୍ଘାତ ଯୋଗୁ ପେଟ୍ରୋଲ ପମ୍ପରେ ପଶିଲା ଟ୍ରକ
ଭୋପାଳ,୪।୯: ମଧ୍ୟପ୍ରଦେଶ ସାଗର ସହର କେଣ୍ଟ ଥାନା ଅଞ୍ଚଳ ନିକଟ ଏକ ବାଇପାସ୍ରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଗ୍ୟାସ ସିଭିଣ୍ଡର ଭର୍ତ୍ତି ଥିବା ଟ୍ରକ୍ଟି ବାଇପାସ୍ ଦେଇ ଯାଉଥିବା ବେଳେ ହଠାତ୍ ଚାଳକଙ୍କୁ ହୃଦ୍ଘାତ ଆସିଥିଲା। ଏଥିଯୋଗୁ ଟ୍ରକଟି ଭାରସାମ୍ୟ…
ଗୁରୁଦାସପୁର ବାଣ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ
ଗୁରୁଦାସପୁର,୪।୯: ପଞ୍ଜାବର ଗୁରୁଦାସପୁରରେ ଥିବା ଏକ ବାଣ କାରଖାନାରେ ବୁଧବାର ଏକ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି। ଏଥିରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଆହତ ହୋଇଥିବା ସୂଚନା ମିଳିଛି। ଖବର ପାଇ ବହୁ ଫାୟାର ଇଞ୍ଜିନିୟର ସେଠାରେ…
ଖାରଜ ହେଲା ହନିପ୍ରିତଙ୍କ ଜାମିନ ଆବେଦନ
ଚଣ୍ଡିଗଡ,୪।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ସିଂଙ୍କ ମୁଖ୍ୟ ସହଯୋଗୀ ଥିବା ହନିପ୍ରିତଙ୍କ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ରାମ…
ନୂଆ ମୋଟର ଯାନ ନିୟମ ଅନୁଯାୟୀ ଚାଲାଣ କାଟିବାରୁ ବଞ୍ଚାଇ ପାରିବ ସ୍ମାର୍ଟଫୋନ୍
ନୂଆଦିଲ୍ଲୀ,୪।୯: ଚଳିତ ମାସ ଆରମ୍ଭରୁ ନୂଆ ମୋଟର ଯାନ ନିୟମ ଲାଗୁ ହୋଇଥିବା ବେଳେ ଏବେ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏମିତିକି ଗାଡିର ଦାମ୍ଠାରୁ ଅଧିକ ପରିମାଣର ଚାଲାଣ ମଧ୍ୟ କଟାଯାଉଥିବା ନଜର ଆସିଲାଣି।…
ମୋଦିଙ୍କୁ ପ୍ରଶଂସା କରି ପୁଣି କଂଗ୍ରେସକୁ ଆଇନା ଦେଖାଇଲେ ଥରୁର
ନୂଆଦିଲ୍ଲୀ,୪।୯: କଂଗ୍ରେସ ନେତା ଶଶି ଥରୁର ପୁଣି ଥରେ ନିଜ ଦଳ କଂଗ୍ରେସକୁ ଆଇନା ଦେଖାଇଛନ୍ତି। ସେ ଗତ ସପ୍ତାହ ମଧ୍ୟରେ ପ୍ରାୟ ୨ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି ସାରିଛନ୍ତି। ତେଣୁ ଥରୁରଙ୍କର ଏହି ମୋଦି ପ୍ରେମକୁ…
ୟୁଏପିଏ ଆଧାରରେ ମାସୁଦ ଆଝାରଙ୍କ ସମେତ ୪ ଜଣଙ୍କୁ ଆତଙ୍କବାଦୀ ଘୋଷିତ
ନୂଆଦିଲ୍ଲୀ,୪।୯: ଭାରତ ମାସୁଦ ଆଝାର, ହାଫିଜ ସୟିଦ, ଦାଉଦ୍ ଇବ୍ରାହିମ୍ ଓ ଜକି-ଉର୍-ରହମାନ ଲଖଭିଙ୍କୁ ଆତଙ୍କବାଦୀ ଘୋଷଣା କରିଛି। ଏମାନଙ୍କୁ Unlawful Activities (Prevention) Act ଅଧିନିୟମ ଅନୁଯାୟୀ ଆତଙ୍କବାଦୀ ଘୋଷଣା କରାଯାଇଛି। ଏହାସହ ଏମାନଙ୍କ ବିରୋଧରେ ରେଡ କର୍ନର ନୋଟିସ…
ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…
ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି କଞ୍ଚା ଶାଗ ପତ୍ର ଚୋବାଇ ଖାଇଲେ ମୋତିଆ ବିନ୍ଦୁ .ହୋଇ ଥାଏ ବୋଲି ଆୟୁର୍ବେଦରେ…
ଘରେ ମଶା ନହେବା ପାଇଁ ଆପଣାନ୍ତୁ ଏହି ଉପାୟ…
ଘର ପାଖରେ ସନ୍ତସନ୍ତିଆ ହେଲେ ମଶା ହୋଇଥାନ୍ତି। ତେବେ ମଶା ସମସ୍ୟାରୁ ଦୂରେଇ ରହିବା ପାଇଁ ଘର ପାଖରେ ଗେଣ୍ଡୁ ଫୁଲ ଲଗାଇଲେ ଭଲ। ଏହାର ବାସ୍ନାରେ ମଶା ଦୂରେଇ ଯିବେ। ସେହିପରି ତୁଳସୀ ବାସ୍ନା ମଧ୍ୟ ମଶାଙ୍କ ଲାଗି ଅସହ୍ୟ…
ଇଛାଶକ୍ତି ଆଗରେ ହାର୍ ମାନିଛି ଦିବ୍ୟାଙ୍ଗତା: ୨ ହାତ ନ ଥାଇ ଶିକ୍ଷକତା ନିଶା
ଭୋପାଳ,୪।୯: ଇଛାଶକ୍ତି ଆଗରେ ସମସ୍ତ ବାଧା ଦୂର ହୋଇଯାଇଥାଏ। ଏଭଳି ଏକ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ପ୍ରାଥମିକ ଶିକ୍ଷକ ରାକେଶ ପନ୍ଦ୍ରେ। ପିଲାଦିନେ ଏକ ଦୁର୍ଘଟଣାରେ ରାକେଶ ନିଜର ୨ ହାତ ହରାଇଥିଲେ। ତେବେ ଦୃଢ଼ ଇଛାଶକ୍ତି ଆଗରେ ତାଙ୍କର…
ଅରୁଣାଚଳ ପ୍ରଦେଶରେ ଚାଇନାର ଅନୁପ୍ରବେଶ ଉଦ୍ୟମ: ନାଳରେ ତିଆରି କଲା କାଠ ପୋଲ
ଇଟାନଗର,୪।୯: ଅରୁଣାଚଳ ପ୍ରଦେଶରେ ପୁଣି ଥରେ ଚାଇନା ଅନୁପ୍ରବେଶ ଉଦ୍ୟମ କରିଥିବା ଜଣାପଡ଼ିଛି। ଚାଇନାର ଡ୍ରାଗନ ସେନା ଅଞ୍ଜଓ୍ବା ଜିଲାର ଚାଗଲଗମ ଗାଁ ନିକଟରେ ଥିବା ଏକ ନାଳରେ କାଠର ପୋଲ ତିଆରି କରିଛି। ଏହି ରାସ୍ତା ଦେଇ ସେ ଭାରତ…
ଘରୁ ଲୁଚି ଗଣେଶଙ୍କ ପୂଜା କଲେ ଦୁଇ ମୁସଲମାନ୍ ନାବାଳକ
ରାୟପୁର,୪।୯: କୁହାଯାଏ ଛୋଟ ପିଲା ହେଉଛନ୍ତି ଭଗବାନଙ୍କ ରୂପ। ସେମାନଙ୍କ ମଧ୍ୟରେ କୌଣସି ଧର୍ମ,ଜାତି,ସମ୍ପ୍ରଦାୟ ଅଥବା ବର୍ଣ୍ଣ ପ୍ରତି ଜ୍ଞାନ ନ ଥାଏ। ଛତିଶଗଡ଼ ରାୟପୁରରେ ଏଭଳି ଏକ ନିଆରା ଘଟଣା ଘଟିଛି। ଏଠାରେ ବାସ କରୁଥିବା ରମ୍ଜାନ ଏବଂ ମୁବାରକ…

