ଜାତୀୟ

ପିଓକେରେ ଆତଙ୍କବାଦୀଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ ସୈନ୍ୟ ବିଭାଗ: ରେଶିୟନ୍‌-କଦଲନ ଗଲି ମଧ୍ୟ ଦେଇ ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର

ଶ୍ରୀନଗର,୪।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଷଡ଼ଯନ୍ତ୍ର ରଚାଯାଉଛି। ଏଠାରେ ପାକିସ୍ତାନ ସୈନ୍ୟ ବିଭାଗର ୫୦ ଜଣ କମାଣ୍ଡୋ ଆତଙ୍କବାଦୀଙ୍କୁ ଆବଶ୍ୟକ ତାଲିମ୍‌ ଦେଉଛନ୍ତି। ସେମାନଙ୍କୁ କଶ୍ମୀରର ରେଶିୟନ୍‌ ଓ କଦଲନ ଗଲି ମଧ୍ୟ ଦେଇ ଭାରତରେ…

ନୂଆ ନିୟମ: ଗାଡ଼ିଠାରୁ ମହଙ୍ଗା ହେଲା ଜରିମାନା

ଗୁରୁଗ୍ରାମ,୪।୯: ସେପ୍ଟେମ୍ବର ୧ରୁ ଦେଶରେ ନୂଆ ମୋଟର ଯାନ ସଂଶୋଧନ ଆଇନ ଲାଗୁ ହୋଇଛି। ଫଳରେ ଟ୍ରାଫିକ୍‌ ଉଲଂଘନ କରୁଥିବା ବ୍ୟକ୍ତିଙ୍କୁ ପୂର୍ବ ତୁଳନାରେ ୧୦ ଗୁଣା ଅଧିକ ଜରିମାନା ଦେବାକୁ ପଡୁଛି। ଏହି ନିୟମ ଅନୁସାରେ, ଗୁରୁଗ୍ରାମର ଜଣେ ସ୍କୁଟର…

ଶିବ କୁମାରଙ୍କ ଗିରଫ ନେଇ କର୍ନାଟକରେ ହିଂସାକାଣ୍ଡ: ଜଳିଲା ୨ ବସ୍‌, ସ୍କୁଲ-କଲେଜ ବନ୍ଦ

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ.ଶିବକୁମାରଙ୍କ ଗିରଫ ପରେ ସ୍ଥିତି ଅଣାୟତ୍ତ ହୋଇଛି। ଏଠାରେ କଂଗ୍ରେସ ସମର୍ଥକଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ରାମନଗରରେ ୨ ବସ୍‌କୁ ପ୍ରଦର୍ଶନକାରୀ ଜଳାଇ ଦେଇଛନ୍ତି। ସେହିପରି ୧୦ରୁ ଅଧିକ ବସ ଉପରେ ପଥରମାଡ଼…

ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍‌ପିଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍‌ପିଏଫ୍‌ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କରାଯାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଫେବୃୟାରୀ ୧୪ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଭାରତୀୟ…

ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୯(ପି.ଟି.): ଭ୍ଲାଡିଭୋଷ୍ଟକରେ ବୁଧବାରଠାରୁ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଅର୍ଥନୈତିକ ଫୋରମ୍‌ (ଇଇଏଫ୍‌)ରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆ ଗସ୍ତ କରିଛନ୍ତି। ତାଙ୍କର ଏହି ଗସ୍ତ କାଳରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ବିଭିନ୍ନ ଆଞ୍ଚଳିକ…

ଓଏନ୍‌ଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ: ୪ ମୃତ

ମୁମ୍ବାଇ, ୪ା୯: ମୁମ୍ବାଇଠାରୁ ୪୫ କି.ମି. ଦୂର ଉରାନ୍‌ସ୍ଥିତ ରାଷ୍ଟ୍ରାୟତ୍ତ ତୈଳ ଓ ଗ୍ୟାସ୍‌ ପ୍ରୋସେସିଂ ପ୍ଲାଣ୍ଟ ଓଏନ୍‌ଜିସିରେ ମଙ୍ଗଳବାର ସକାଳେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୩ ସିଆଇଏସ୍‌ଏଫ୍‌ (କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ)ର ଯବାନଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…

ସ୍କୁଟିଚାଳକଙ୍କୁ ୨୩ ହଜାର ଜରିମାନା

ନୂଆଦିଲ୍ଲୀ, ୪ା୯: ସେପ୍ଟେମ୍ବର ପହିଲାରୁ ମୋଟର ଯାନ ସଂଶୋଧନ ଆଇନ ଲାଗୁହେବା ପରେ ଦିଲ୍ଲୀର ଗୁରୁଗ୍ରାମଠାରେ ଜଣେ ସ୍କୁଟି ଚାଳକଙ୍କ ଉପରେ ଟ୍ରାଫିକ ପୋଲିସ ୨୩ ହଜାର ଟଙ୍କାର ଜରିମାନା ଲଗାଇଛି। ସ୍କୁଟି ଚାଳକ ହେଲ୍‌ମେଟ ପିନ୍ଧି ନ ଥିବାବେଳେ ତାଙ୍କ…

ଅଜିତ ଯୋଗୀଙ୍କ ପୁଅ ଗିରଫ

ବିଳାସପୁର,୪ା୯(ପି.ଟି.): ନିର୍ବାଚନ ସତ୍ୟପାଠରେ ଜାଲିଆତି ଅଭିଯୋଗରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତ୍‌ଙ୍କୁ ମଙ୍ଗଳବାର ବିଳାସପୁର ଜିଲାରୁ ଗିରଫ କରାଯାଇଛି। ୨୦୧୩ ଛତିଶଗଡ଼ ବିଧାନସଭା ନିର୍ବାଚନ ବେଳେ ସେ ଦାଖଲ କରିଥିବା ସତ୍ୟପାଠରେ ଜାଲିଆତି କରିଥିବା ପୋଲିସ କହିଛି।…

ମନି ଲଣ୍ଡରିଂ ମାମଲା: କଂଗ୍ରେସ ନେତା ଶିବକୁମାର ଗିରଫ

ନୂଆଦିଲ୍ଲୀ, ୪ା୯: କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ଗିରଫ କରିଛି। କର୍ନାଟକର ଏହି ପୂର୍ବତନ ମନ୍ତ୍ରୀ ତଥା କନକପୁରା ବିଧାୟକଙ୍କୁ କେନ୍ଦ୍ରୀୟ ଏଜେନ୍ସି ଦ୍ୱାରା କ୍ରମାଗତ ଭାବେ ଜେରା କରାଯାଇଥିଲା। ଏବେ…

୩୦ ଦିନ ପୂରିଲା : ସ୍ବାଭାବିକ ହୋଇନି ଉପତ୍ୟକା

ଶ୍ରୀନଗର,୪ା୯(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ୩୦ ଦିନ ପୂରିଥିବାବେଳେ ଏବେ ବି ଉପତ୍ୟକାରେ ସ୍ବାଭାବିକ ଅବସ୍ଥା ଫେରିନାହିଁ। କଶ୍ମୀରର ଅଧିକାଂଶ ସ୍ଥାନରେ ଦିନବେଳା କଟକଣା କୋହଳ ହୋଇଥିବାବେଳେ ବଜାର ଓ…

ଲ୍ୟାଣ୍ଡର୍‌ ବିକ୍ରମର ପ୍ରଥମ ଡି-ଅର୍ବିଟାଲ ଅପରେଶନ୍‌ ଶେଷ

ଚେନ୍ନାଇ: ସେପ୍ଟେମ୍ବର ୨ ତାରିଖ ୧ଟା ୧୫ ମିନିଟ୍‌ରେ ଅର୍ବିଟର୍‌ରୁ ଭାରତର ପ୍ରଥମ ମୁନ୍‌ ଲ୍ୟାଣ୍ଡର ବିକ୍ରମ ଅଲଗା ହୋଇ ଚନ୍ଦ୍ରର ନିକଟତର ହେବାରେ ଲାଗିଛି। ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ କେନ୍ଦ୍ର (ଇସ୍ରୋ) ଲ୍ୟାଣ୍ଡର୍‌ର ପ୍ରଥମ ଡି-ଅର୍ବିଟାଲ ଅପରେଶନ(ଅଧିକ ଉଚ୍ଚତାରେ ଥିବା…

ସୁନିଲ ଆରୋରା ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ

ନୂଆଦିଲ୍ଲୀ, ୪-୯: ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା ମଙ୍ଗଳବାର ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୧ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ। ନୂଆଦିଲ୍ଲୀରେ ଥିବା ଭାରତୀୟ ଅନ୍ତର୍ଜାତୀୟ ଗଣତନ୍ତ୍ର ଓ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?