ଜାତୀୟ

ଚନ୍ଦ୍ରଯାନ-୨: ଲ୍ୟାଣ୍ଡର ବିକ୍ରମର ସଫଳତା

ନୂଆଦିଲ୍ଲୀ,୩।୯: ଚନ୍ଦ୍ରଯାନ-୨ର ଅର୍ବିଟରରୁ ଲ୍ୟାଣ୍ଡର ବିକ୍ରମ ସୋମବାର ଅଲଗା ହୋଇଥିଲା ବୋଲି ସୂଚନା ଦେଇଥିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)। ଏହାପରେ ମଙ୍ଗଳବାର ଲ୍ୟାଣ୍ଡର ବିକ୍ରମ ଆଉ ଏକ ସଫଳତା ପାଇଛି ବୋଲି ଇସ୍ରୋର ବୈଜ୍ଞାନିକମାନେ ସୂଚନା ଦେଇଛନ୍ତି। ଇସ୍ରୋର ସୂଚନା…

କୁପୋଷଣ ଦୂର କରିବାକୁ ବିଦ୍ୟାଳୟରେ ପରିବା ଚାଷ କରୁଛନ୍ତି ଛାତ୍ର

ବିଳାସପୁର,୩।୯: ଛତିଶଗଡ଼ର ବିଳାସପୁର ଜିଲା ମସ୍ତୁରି ବ୍ଲକରେ ରହିଛି ଶାସକୀୟ ବାଳକ ପୂର୍ବ ମାଧ୍ୟମିକ ବିଦ୍ୟାଳୟ। ଏଠାରେ ଶିକ୍ଷକତା କରୁଥିବା ବାବୁଲାଲ କର୍ଷ ପ୍ରାୟ ୩ ବର୍ଷ ହେବ ଛାତ୍ରମାନଙ୍କ ସହାୟତାରେ ବିଦ୍ୟାଳୟ ପରିସର ମଧ୍ୟରେ ବିଭିନ୍ନ ପ୍ରକାର ଫସଲ ଚାଷ…

ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀଙ୍କ ପୁଅ ଗିରଫ

ରାୟପୁର,୩।୯: ଜାଲ୍‌ ପ୍ରମାଣପତ୍ର ମାମଲାରେ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତଙ୍କୁ ମଙ୍ଗଳବାର ପୋଲିସ ତାଙ୍କ ବାସଭବନରୁ ଗିରଫ କରିଛି। ଅମିତ ପ୍ରମାଣପତ୍ରରେ ନିଜ ଜାତି, ଜନ୍ମସ୍ଥାନ ଏବଂ ତିଥି ଭୁଲ୍‌ ଦେଇଥିବା ଅଭିଯୋଗ ହୋଇଥିଲା। ଗତ ଫେବ୍ରୁଆରୀ…

ଏମ୍ସ ଏମ୍‌ବିବିଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଇରମିମଙ୍କୁ ଅଭିନନ୍ଦନ ଜଣାଇଲା ସେନା

ରାଜୌରୀ,୩।୯: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ପ୍ରଥମ ଗୁଜ୍ଜର ମହିଳା ଭାବେ ଚଳିତ ବର୍ଷ ଅଲ୍‌ ଇଣ୍ଡିଆ ଇନଷ୍ଟୃଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ର ଏମ୍‌ବିବିଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ ଇରମିମ ଶମିମ। ତାଙ୍କର ଏହି ସଫଳତା ପାଇଁ ସୋମବାର ଭାରତୀୟ ସେନା ପକ୍ଷରୁ…

ମହଙ୍ଗା ପଡିଲା ଜେଲ୍‌ରେ ଅପରାଧୀଙ୍କ ଜନ୍ମଦିନ ପାଳିବା: ଜେଲର୍‌ ନିଲମ୍ବିତ

ପାଟନା,୩।୯: କିଛିଦିନ ତଳେ ବିହାରର ସୀତାମଢି ଜେଲ୍‌ରେ ଜଣେ ଅପରାଧୀଙ୍କ ଜନ୍ମଦିନ ପାଳିବା ଏବେ ଜେଲର୍‌ଙ୍କ ପାଇଁ ମହଙ୍ଗା ପଡିଛି। ଅପରାଧୀ ଜଣଙ୍କ ଜନ୍ମଦିନ ପାଳିବା, କେକ୍‌ କାଟିବା ଓ ଜେଲ୍‌ରେ ଥିବା ଅନ୍ୟକଏଦୀଙ୍କୁ ଭୋଜିରେ ଆପ୍ୟାୟିତ କରିବାର ଏକ ଭିଡିଓ…

ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା କୋଠା

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ସିଲମପୁର ଅଞ୍ଚଳରେ ଥିବା ୪ମହଲା ବିଶିଷ୍ଟ କୋଠା ଘର ସୋମବାର ବିଳମ୍ବିତ ରାତିରେ ଭୁଶୁଡ଼ିପଡ଼ିଛି। ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ମୃତ୍ୟୁ…

ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସାଇକେଲରେ ଗଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୯: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ମଙ୍ଗଳବାର ସାଇକେଲ ଯୋଗେ ରାଜଧାନୀ ଦିଲ୍ଲୀର ହୟାତ ହୋଟେଲରେ ପହଞ୍ଚିଛନ୍ତି। ସେଠାରେ ସେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ରିଜିଓନାଲ ଅଫିସ ଫର୍‌ ସାଉଥ୍‌ ଇଷ୍ଟ ଏସିଆ ଦ୍ୱାରା ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।…

ପଠାନକୋଟ ଏୟାରବେସ୍‌ରେ ସେନାର ଶକ୍ତି ବୃଦ୍ଧି କରିବ ଆପାଚେ ହେଲିକପ୍ଟର

ନୂଆଦିଲ୍ଲୀ,୩।୯: ଗତ କିଛିିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଅଶାନ୍ତ ବାତାବରଣକୁ ଦେଖି ଭାରତ କେତେଗୁଡିଏ ପଦକ୍ଷେପ ନେବାକୁ ସ୍ଥିର କରିଛି। ପାକିସ୍ତାନ ସୀମାକୁ ଲାଗି ରହିଥିବା ପଠାନକୋଟ ଏୟାରବେସ୍‌ରେ ମଙ୍ଗଳବାରଠାରୁ ଭାରତ ୮ଟି ଅତ୍ୟାଧୁନିକ ହେଲିକପ୍ଟର…

ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର କୋଲ୍ଡ ଷ୍ଟୋରରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି କୋଲ୍ଡ ଷ୍ଟୋରରେ…

ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍‌ନାଣ୍ଟ ଜେନେରାଲ

ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍‌ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍‌ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ ଓ୍ବେଷ୍ଟର୍ନ କମାଣ୍ଡର ଦାୟିତ୍ୱ ନେଇଛନ୍ତି। ସେ ତାଙ୍କ ଦୁଇ ପୁଅ ଐମାନ ଓ ଅର୍ମାନ…

ଏନ୍‌ଆର୍‌ସିରୁ ବାଦ୍‌ ପଡ଼ିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯିବନି

ନୂଆଦିଲ୍ଲୀ,୩ା୯(ପି.ଟି.): ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯିବନି ବୋଲି କେନ୍ଦ୍ର ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କର ସମସ୍ତ ଆଇନଗତ ପଦକ୍ଷେପ ନ ସରିବା ପର୍ଯ୍ୟନ୍ତ ଅଟକ ରଖାଯିବନି। ଆସାମ ସରକାର ଗରିବଙ୍କ ପାଇଁ…

ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍‌. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ ପ୍ରଫେସରଙ୍କ କାର୍ଯ୍ୟର ସମୀକ୍ଷା ଲାଗି ପ୍ରଶାସନ ସେମାନଙ୍କୁ ସିଭି (କରିକୁଲମ୍‌ ଭିଟା) ଦାଖଲ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?