କଶ୍ମୀର ଘାଟିରେ ମୁତୟନ ଯବାନଙ୍କ ପାଇଁ ଫୋନର ବ୍ୟବସ୍ଥା କଲେ ଡୋଭାଲ
ଶ୍ରୀନଗର,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପୂର୍ବରୁ ସହରରେ ଧାରା ୧୪୪ ଲାଗୁ ହୋଇଥିବା ବେଳେ ଘାଟିରେ ୪୦ରୁ ଊର୍ଦ୍ଧ୍ୱ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ ଓ ଇଣ୍ଟରନେଟ ସେବାକୁ ଏବେ ବି ବନ୍ଦ ରଖାଯାଇଛି।…
ଅଗଷ୍ଟ ୧୫ରେ ଲଦାଖରେ ପତାକା ଉଡାଇବେ ଧୋନୀ
ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ସ୍ବାଧୀନତା ଦିବସ ଅବସରରେ ଲଦାଖରେ ସେ…
କେରଳରେ ବନ୍ୟା,: ୧୪ ମୃତ, ଅଗଷ୍ଟ ୧୧ ପର୍ଯ୍ୟନ୍ତ ବିମାନସେବା ବନ୍ଦ
ଥିରୁଭାନନ୍ତପୁରମ୍, ୯।୮: କେରଳରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏର୍ନାକୁଲମ, ତ୍ରିଶୁର, ପଠାନମଥିଟ୍ଟା, ମଲ୍ଲପୁରମ ଆଦି ଜିଲାରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବର୍ଷା ପାଣି ଘରେ ପଶିଯିବାର ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା…
ମହାରାଷ୍ଟ୍ରରେ ପ୍ରବଳ ବନ୍ୟା: ୨୭ ମୃତ, ୨ ଲକ୍ଷ ଲୋକ ବିସ୍ଥାପିତ
ପୁଣେ, ୯।୮: ମହାରାଷ୍ଟ୍ରରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୭ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାିଛି। କୋହ୍ଲାପୁର, ସାଙ୍ଗଲୀ, ସତାରା ଏବଂ ପୁଣେ ଆଦି ଜିଲା ବନ୍ୟା ଯୋଗୁ ପ୍ରଭାବିତ ହୋଇଛି। ବର୍ଷା…
୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀରେ ପହଞ୍ଚିଲା ସମଝୌତା ଏକ୍ସପ୍ରେସ୍
ନୂଆଦିଲ୍ଲୀ, ୯।୮: ୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀ ପହଞ୍ଚିଛି ସମଝୌତା ଏକ୍ସପ୍ରେସ୍। ଗୁରୁବାର ପାକିସ୍ତାନ ଟ୍ରେନକୁ ଅଟାରି ରେଳ ଷ୍ଟେଶନରେ ଛାଡି ପାକିସ୍ତାନ ଡ୍ରାଇଭର ଏବଂ କର୍ମଚାରୀ ପାକିସ୍ତାନ ପଳାଇଥିଲେ। ବିଳମ୍ବିତ ରାତି ୧.୩୦ରେ ଭାରତୀୟ ଡ୍ରାଇଭର୍…
ଜମ୍ମୁ-କଶ୍ମୀରରେ ଆଜି ଖୋଲିବ ସ୍କୁଲ
ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶୁକ୍ରବାର ରାଜ୍ୟରେ ସମସ୍ତ ସ୍କୁଲ ଖୋଲିବାକୁ ଥିବାବେଳେ ଏହାକୁ ନେଇ ଦଙ୍ଗା ହଜାର ହଜାର…
ପ୍ରଣବ, ନାନାଜୀ, ଭୂପେନଙ୍କୁ ଭାରତ ରତ୍ନ
ନୂଆଦିଲ୍ଲୀ,୯।୮(ପି.ଟି.):ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ସ୍ବର୍ଗତ ଭାରତୀୟ ଜନସଂଘ ନେତା ନାନାଜୀ ଦେଶମୁଖ ଏବଂ ସ୍ବର୍ଗତ ଗାୟକ ଭୂପେନ ହଜାରିକାଙ୍କୁ ଗୁରୁବାର ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭବନରେ ଆୟୋଜିତ…
ଭାରତଛାଡ଼ ଆନ୍ଦୋଳନର ୭୭ ବର୍ଷ ପୂର୍ତ୍ତି
ନୂଆଦିଲ୍ଲୀ,୯।୮: ଭାରତଛାଡ଼ ଆନ୍ଦୋଳନ ତଥା ଅଗଷ୍ଟ କ୍ରାନ୍ତି ଦିବସର ୭୭ତମ ବାର୍ଷିକୀ ଗୁରୁବାର ପାଳିତ ହୋଇଛି। ଭାରତର ସ୍ବାଧୀନତା ଆନ୍ଦୋଳନରେ ଏହା ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ୧୯୪୨ ଅଗଷ୍ଟ ୮ରେ ମୁମ୍ବାଇରେ ଅନୁଷ୍ଠିତ ଭାରତୀୟ ଜାତୀୟ କଂଗ୍ରେସ ବୈଠକରେ ମହାତ୍ମା…
ଲଦାଖ ଏମ୍ପି ସୋସିଆଲ ମିଡିଆ ଷ୍ଟାର:ଲୋକ ସଭାରେ ପ୍ରଭାବୀ ମତ ରଖି ପ୍ରଶଂସିତ
ନୂଆଦିଲ୍ଲୀ, ୯।୮:ଲୋକ ସଭାର ଶେଷ ବେଞ୍ଚରେ ବସୁଥିବା ଲଦାଖର ଯୁବ ଏମ୍ପି ଜାମ୍ୟାଙ୍ଗ ସେରିଙ୍ଗ ନମ୍ବୟାଲ୍ ରାତାରାତି ସୋସିଆଲ ମିଡିଆର ଷ୍ଟାର୍ ପାଲଟି ଯାଇଛନ୍ତି। ଏବେ ଟୁଇଟରରେ ତାଙ୍କ ଅନୁଗାମୀଙ୍କ ସଂଖ୍ୟା ଦ୍ରୁତଗତିରେ ବଢିଚାଲିଛି। ମଙ୍ଗଳବାର ସୁଦ୍ଧା ଏହା ୪ ହଜାର…
ଆଗ୍ରା ଜେଲ୍କୁ ଗଲେ ୩୦ ଆତଙ୍କବାଦୀ
ଆଗ୍ରା,୯।୮(ଆଇଏଏନ୍ଏସ୍):୩୦ କଶ୍ମୀରୀ ଆତଙ୍କବାଦୀଙ୍କୁ ଗୁରୁବାର ଅପରାହ୍ନରେ ଆଗ୍ରା ଜେଲ୍କୁ ନିଆଯଇଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆଗ୍ରାସ୍ଥିତ ଖେରିଆ ବିମାନବନ୍ଦରକୁ ନିଆଯାଇଛି। ସେଠାରୁ ଆଗ୍ରା କେନ୍ଦ୍ରୀୟ ଜେଲ୍କୁ ନିଆଯାଇଥିବା ଜଣାପଡ଼ିଛି। କାରାଗାର ବାହାରେ ଅତିରିକ୍ତ ବଳ,…
ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା
ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି ହେବ ବୋଲି ଅଦାଲତ କହିଛନ୍ତି। ପିଟିଶନ୍ ଦାଏର କରିଥିବା ଆଇନଜୀବୀ ଏମ୍.ଏଲ୍. ଶର୍ମା ଆସନ୍ତା…
ସମଝୌତା ଏକ୍ସପ୍ରେସ୍କୁ ସୀମାରେ ଅଟକାଇଲା ପାକ୍
ଇସ୍ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍ ଟ୍ରେନ୍ ସେବାକୁ ଇସ୍ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍ ରଶିଦ୍ ଗୁରୁବାର ଘୋଷଣା କରିଥିବାବେଳେ ଭାରତ ଏହାକୁ ଖଣ୍ଡନ କରିଛି। ଏନେଇ ଇସ୍ଲାମାବାଦ ପକ୍ଷରୁ କୌଣସି ଆନୁଷ୍ଠାନିକ ବିଜ୍ଞପ୍ତି…
Archives


