ଜାତୀୟ

ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ‘ଫନୀ’

ନୂଆଦିଲ୍ଲୀ,୨୯।୪: ଆଇଏମ୍‌ଡିର ସୂଚନା ଅନୁଯାୟୀ ଘୂର୍ଣ୍ଣିଝଡ଼ ‘ଫନୀ’ ଅଧିକ ଘନିଭୁତ ହୋଇ ୩୦ ତାରିଖ ସୁଦ୍ଧା ଓଡ଼ିଶା ଉପକୂଳ ଛୁଇଁବ। ମେ ୧ ସୁଦ୍ଧା ଏହା ଉତ୍ତର-ପୂର୍ବ ଓ ଉତ୍ତର-ପଶ୍ଚିମକୁ ଗତି କରିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ପୂର୍ବରୁ…

ପୋଲିସ ସହାୟତା ଲୋଡିଲେ ୧୩ ବର୍ଷର ବାଳିକା ବଧୂ: ଠିକ୍‌ ସମୟରେ ପହଞ୍ଚିପାରିଲା ନି ପୋଲିସ

ପାଟନା,୨୯।୪: ବିହାର ଭୋଜପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୧୩ ବର୍ଷର ଜଣେ ବାଳିକା ବଧୂ ବିବାହ ପୂର୍ବରୁ ପୋଲିସ ସହାୟତା ଲୋଡିଥିଲେ। ଏନେଇ ସେ ସ୍ଥାନୀୟ ମହିଳା ଥାନାକୁ ଏକ ଚିଠି ଲେଖି ବିବାହ କରିବାକୁ ତାଙ୍କର…

ସମାଜ କାମରେ ଆସୁ ନ ଥିବା ପାଠପଢ଼ା ନୁହେଁ ପ୍ରକୃତ ଶିକ୍ଷା: ଉପରାଷ୍ଟ୍ରପତି

ଚଣ୍ଡିଗଡ଼,୨୯।୪: ସମାଜ କାମରେ ଆସୁ ନ ଥିବା ପାଠପଢ଼ା ପ୍ରକୃତ ଶିକ୍ଷା ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କହିଛନ୍ତି। ପଞ୍ଜାବ ବିଶ୍ୱବିଦ୍ୟାଳୟର ଏକ ଦିକ୍ଷାନ୍ତ ଉତ୍ସବରେ ଯୋଗଦେଇ ଉପରାଷ୍ଟ୍ରପତି ଏପରି କହିଛନ୍ତି। ଉପସ୍ଥିତ ଯୁବବର୍ଗଙ୍କୁ ସେ ସୁରକ୍ଷିତ ସ୍ବାସ୍ଥ୍ୟ ରକ୍ଷା…

ଦୁଇହାତ ନ ଥିବା ଦିବ୍ୟାଙ୍ଗ ଇଞ୍ଜିନିୟରିଂ ଛାତ୍ରୀ ଗୋଡ଼ରେ ଇଭିଏମ୍‌ ବଟନ ଦବାଇ କଲେ ମତଦାନ

ଭୋପାଳ,୨୯।୪: ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବା ପାଇଁ ଭୋଟରଙ୍କ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟରେ ଦେଖାଦେଇଛି ଉତ୍ସାହ। ମଧ୍ୟପ୍ରଦେଶ ଜବଲପୁରରେ ଇଞ୍ଜିନିୟରିଂ ଦିବ୍ୟାଙ୍ଗ ଛାତ୍ରୀ ଭବାନୀ ଯାଦବ ଭୋଟ ଦେଇଛନ୍ତି। ଭବାନୀଙ୍କ ଦୁଇ ହାତ ନାହିଁ। ସେ ଗୋଡ଼ ଆଙ୍ଗୁଳିରେ ଇଭିଏମ୍‌…

ବ୍ୟାଣ୍ଡ୍‌ ବାଜା ସହିତ ବାଣ ଫୁଟାଇ ମତଦାନ କେନ୍ଦ୍ରରେ ପହଞ୍ଚିଲେ ଗ୍ରାମବାସୀ

ଅଜମେର,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ରାଜସ୍ଥାନ ଅଜମେର ଅଞ୍ଚଳରେ ମତଦାନ ପାଇଁ ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ପ୍ରବଳ ଉତ୍ସାହ। ସ୍ଥାନୀୟ ବୋରାଜ୍‌ ଗାଁର ବାସିନ୍ଦା ଏକତ୍ରିତ ହୋଇ ବ୍ୟାଣ୍ଡ୍‌ ବାଜା ବଜାଇ ବାଣଫୁଟାଇ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ…

ଝିଅବିଦା ପୂର୍ବରୁ ମତଦାନ କଲେ କନ୍ୟା

ଜୟପୁର,୨୯।୪: ନିଜର ସାମ୍ବିଧାନିକ ଅଧିକାର ସାବ୍ୟସ୍ତ ପାଇଁ ରାଜସ୍ଥାନର ଜଣେ କନ୍ୟା ଝିଅବିଦା ପରମ୍ପରା ପାଳନ ପୂର୍ବରୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। କନ୍ୟା ଗୁଞ୍ଜନ ବରଙ୍କ ସହିତ କୋଟା ସ୍ଥିତ ଏକ ମତଦାନ କେନ୍ଦ୍ରରେ ପହଞ୍ଚି ଶାଶୁଘର ଯିବା…

ଜେଲ୍‌ରୁ ମୋଦିଙ୍କ ବିରୋଧରେ ନିର୍ବାଚନ ଲଢିପାରନ୍ତି ବାହୁବଳୀ ନେତା ଅତିକ ଅହମ୍ମଦ

ପ୍ରୟାଗରାଜ,୨୯।୪: ବାହୁବଳୀ ନେତା ତଥା ଫୁଲପୁରର ଏମ୍‌ପି ଥିବା ଅତିକ ଅହମ୍ମଦଙ୍କୁ ଯଦି କୋର୍ଟ ପାରୋଲରେ ନ ଛାଡନ୍ତି ତେବେ ସେ ଜେଲ୍‌ରେ ରହି ନିର୍ବାଚନ ଲଢିବା କଥା ଚିନ୍ତା କରୁଛନ୍ତି। ଖବରଦାତାଙ୍କୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଅତିକଙ୍କ ପତ୍ନୀ ସାଇସ୍ତା…

ଶିକ୍ଷାର୍ଥୀଙ୍କୁ ୯୯ ନମ୍ବର ପରିବର୍ତ୍ତେ ଶୂନ ଦେଇ ନିଲମ୍ବିତ ହେଲେ ଶିକ୍ଷୟତ୍ରୀ

ହାଇଦ୍ରାବାଦ୍‌,୨୯।୪: ତେଲେଙ୍ଗାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଦ୍ୱାଦଶ ଶ୍ରେଣୀ ତେଲୁଗୁ ମାତୃଭାଷା ପରୀକ୍ଷାରେ ଶିିକ୍ଷାର୍ଥୀଙ୍କୁ ଜଣେ ଶିକ୍ଷୟତ୍ରୀ ୯୯ ନମ୍ବର ପରିବର୍ତ୍ତେ ଶୂନ ଦେଇ ନିଲମ୍ବିତ ହୋଇଛନ୍ତି। ଏ ସମ୍ପର୍କରେ ଅଭିଯୋଗ ହେବା ପରେ ଉଚ୍ଚକର୍ତ୍ତୃପକ୍ଷ ଶିକ୍ଷୟତ୍ରୀ ଉମା…

ସେଲିବ୍ରିଟିଙ୍କ ମଧ୍ୟରେ ପ୍ରଥମେ ମତଦାନ କଲେ ରେଖା

ମୁମ୍ବାଇ,୨୯।୪: ସୋମବାର ସକାଳୁ ଆରମ୍ଭ ହୋଇଥିବା ଭୋଟ ଗ୍ରହଣ କାର୍ଯ୍ୟକ୍ରମରେ ସମସ୍ତଙ୍କ ନଜର ଥାଏ ମାୟାନଗରୀର ଅଭିନେତା ଅଭିନେତ୍ରୀଙ୍କ ଉପରେ। କାରଣ ମୁମ୍ବାଇବାସୀ ସାଧାରଣତଃ ଭୋଟ୍‌ ଦେବାରେ ଆଗ୍ରହ ପ୍ରକାଶ କରି ନ ଥାଆନ୍ତି। ଏଥର କିନ୍ତୁ ସକାଳୁ ସକାଳୁ ପ୍ରଥମେ…

ଆସାନସୋଲ୍‌ରେ ଭାଜପାକର୍ମୀଙ୍କ ଉପରେ ଲାଠି ଚାର୍ଜ

କୋଲକତା, ୨୯।୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଅଶାନ୍ତ ହୋଇଛି ଆସାନସୋଲ୍‌। ଏଠାରେ କେତେକ ବୁଥ୍‌ରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇ ନାହାଁନ୍ତି। ସେ ସବୁ ବୁଥ୍‌ ଗୁଡ଼ିକ ମଧ୍ୟରେ ୧୦୩. ୧୦୪. ୧୦୬ ଏବଂ ୧୦୭ ରହିଛି। ପୂର୍ବରୁ ଏଠାରେ କେନ୍ଦ୍ରୀୟ…

ଟ୍ରେନରେ ବଢୁଛି ଯାତ୍ରୀଙ୍କ ସାମଗ୍ରୀ ଚୋରି ୧୦ ବର୍ଷରେ ୧.୭୧ ଲକ୍ଷ ମାମଲା ଦାଏର

ନୂଆଦିଲ୍ଲୀ,୨୯-୪: ଟ୍ରେନରେ ଯାତ୍ରୀଙ୍କ ସାମଗ୍ରୀ ଚୋରି ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆର୍‌ପିଏଫ୍‌ ଓ ଜିଆର୍‌ପି ଥାଇ ମଧ୍ୟ ଚୋରି ସଂଖ୍ୟା ବଢ଼ିବା ଚିନ୍ତାର ବିଷୟ ହୋଇଛି। ରେଳ ମନ୍ତ୍ରଣାଳୟ ଦ୍ୱାରା ଜାରି ଆର୍‌ଟିଆଇ ତଥ୍ୟରୁ ଜଣାପଡିଛି ଯେ, ଗତ…

ଆଇଏସ ସହ ସମ୍ପର୍କ: ୩ ସନ୍ଦିଗ୍ଧଙ୍କୁ ଏନଆଇଏର ଜେରା

ନୂଆଦିଲ୍ଲୀ,୨୯ା୪: ଆଇଏସ ସହ ସମ୍ପର୍କ ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ପକ୍ଷରୁ କେରଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପ୍ରଥମେ ୩ ସନ୍ଦିଗ୍ଧଙ୍କ ମଧ୍ୟରୁ କାସାରଗଡ଼ରେ ରହୁଥିବା ୨ ଜଣ ଓ ପାଲାକାଡ଼ରେ ଥିବା ଜଣଙ୍କ ଘର ଉପରେ ଚଢାଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri