ଜାତୀୟ

ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୮।୪: ଜମ୍ମୁ-କଶ୍ମୀର ଶ୍ରୀନଗରର ଛାନପୋରା ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୨ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ବଡଗାମ୍‌ରୁ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିବା କୁହାଯାଉଛି। ଗତ ଶୁକ୍ରବାର ପୋଲିସ ପୋଷ୍ଟ ଉପରେ ଆକ୍ରମଣ ହେବା ପରଠାରୁ ପୋଲିସ ଆତଙ୍କବାଦୀଙ୍କୁ ଖୋଜୁଥିଲା।…

ଏ ଯୁଗର ଶ୍ରବଣ କୁମାର: ସ୍କୁଟରରେ କରାଇଲେ ମା’ଙ୍କର ତୀର୍ଥଯାତ୍ରା

ରାୟପୁର,୨୮।୪: ଛତିଶଗଡ଼ରେ ବାସ କରୁଛନ୍ତି କର୍ନାଟକର ମୈସୁରଓ୍ବାଲୀ ଗ୍ରାମ ନିବାସୀ ଡି. କୃଷ୍ଣ କୁମାର। ଗତ ୪ ବର୍ଷ ତଳେ ତାଙ୍କ ପିତାଙ୍କ ମୃତ୍ୟୁ ହୋଇଥିଲା। ଏବେ କୃଷ୍ଣ କୁମାର ୪୦ ବର୍ଷ ପୁରୁଣା ସ୍କୁଟରେ ମା’ଙ୍କୁ ବସାଇ ତୀର୍ଥ ଯାତ୍ରା…

ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର ୧୦ ରୁ ୧୫ ହଜାର ଟଙ୍କାରେ ମିଳିଥାନ୍ତି। ଏହାଛଡା ଚୌକିଦାର ବାଛିବା ପାଇଁ କୋଟି…

ପ୍ରେମିକାକୁ ଆଲିଙ୍ଗନ କରି ବୋମା ଲାଗାଇଲେ ପ୍ରେମିକ ଉଭୟଙ୍କ ମୃତ୍ୟୁ

ଥିରୁଭାନନ୍ତପୁରମ,୨୮।୪: କେରଳର ଓ୍ବାୟନାଡରୁ ଆସିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଖବର। ଏଠାରେ ଏକ ବିବାହିତ ପ୍ରେମି ଯୁଗଳ ବୋମା ବିସ୍ଫୋରଣ କରି ନିଜକୁ ଉଡାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଓ୍ବାୟନାଡର ନୟକଟ୍ଟିରେ ରହୁଥିବା ୪୫ ବର୍ଷୀୟ ବେନ୍ନି ସେହି ଗାଁର ୩୮…

ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଦେଶର କରୁଛନ୍ତି ବିଭାଜନ: ଜାଭେଦ୍‌ ଅଖତର

ପାଟନା,୨୮।୪: ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଭାଜପାରେ ରହି ଦେଶରେ ସାମ୍ପ୍ରଦାୟିକ ବିଦ୍ୱେଷ ସୃଷ୍ଟି କରିବା ସହିତ ବିଭାଜନ କରିବାର ପ୍ରୟାସ କରୁଛନ୍ତି। ଭାଜପା ଦେଶରେ ଏକ ଖରାପ ସ୍ଥିତି ସୃଷ୍ଟି ଉତ୍ପନ୍ନ କରିଛି।…

ଇଭିଏମ୍‌ରେ ପଦ୍ମଫୁଲ ତଳେ ଭାଜପା ଲେଖାଯାଇଥିବା ଅଭିଯୋଗ ଆଣିଲା ବିରୋଧି

ନୂଆଦିଲ୍ଲୀ,୨୮।୪: ଇଭିଏମ୍‌ରେ ଭାରତୀୟ ଜନତା ପାର୍ଟି ଚିହ୍ନ ପଦ୍ମତଳେ ଭାଜପା ଲେଖାଯାଇଥିବା ଅଭିଯୋଗ ଆଣିଥିଲେ ବିରୋଧି। ଯାହାର ଏବେ ଜବାବ ରଖିଛନ୍ତି ନିର୍ବାଚନ କମିଶନ। ସେ କହିଛନ୍ତି ଇଭିଏମ୍‌ ୨୦୧୩ରେ ଅପ୍‌ଡେଟ୍‌ ହୋଇଥିବା ବେଳେ ଏଥିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ।…

ରାସ୍ତାରେ ଛେପ ପକାଇଲେ ଶହେ ଟଙ୍କା ଜରିମାନା: ୧୦ ହଜାର ଲୋକଙ୍କ ଉପରେ ହେଲାଣି କାର୍ଯ୍ୟାନୁଷ୍ଠାନ

ଅହମ୍ମଦାବାଦ୍‌,୨୮।୪: ଗୁଜରାଟରେ ରାସ୍ତାରେ ଛେପ ପକାଉଥିବା ଲୋକଙ୍କ ପାଇଁ କରାଯାଇଛି କଡ଼ା ଆଇନ। ସହରକୁ ପରିଷ୍କାର ରଖିବା ଲାଗି ଅହମ୍ମଦାବାଦ୍‌ ମହାନଗର ପାଳିକା ପକ୍ଷରୁ ଏଭଳି ଲୋକଙ୍କ ଉପରେ ଶହେ ଟଙ୍କା ଜରିମାନା ଦଣ୍ଡ ବିଧାନ କରାଯିବାର ଆଇନ ଜାରି କରାଯାଇଛି।…

ରାଜନୈତିକ ଫାଇଦା ପାଇଁ ନିଜକୁ ପଛୁଆ ବର୍ଗରେ ସାମିଲ କରିଛନ୍ତି ମୋଦି: ମାୟାବତୀ

ଲକ୍ଷ୍ନୌ,୨୮।୪: ଅଦର୍‌ ବ୍ୟାକ୍‌ଓ୍ବାର୍ଡ କ୍ଲାସ(ଓବିସି)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜକୁ ସାମିଲ କରିବା ପରେ ଏବେ ଏହାକୁ ନେଇ ଉଠିଛି ଝଡ଼। ତେବେ ରାଜନୈତିକ ଫାଇଦା ପାଇଁ ମୋଦି ନିଜକୁ ଓବିସିରେ ସାମିଲ କରିଥିବା କହିଛନ୍ତି ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଦ୍ୱିତୀୟ ବିବାହ କରୁଥିବା ଯୁବକଙ୍କୁ ବେଦୀରେ ଚପଲରେ ପିଟିଲେ ପ୍ରଥମ ସ୍ତ୍ରୀ

ଲକ୍ଷ୍ନୌ,୨୮।୪: ଉତ୍ତରପ୍ରଦେଶ ଗାଜିଆବାଦ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଦ୍ୱିତୀୟ ବିବାହ କରୁଥିବା ଜଣେ ଯୁବକଙ୍କୁ ବେଦୀରେ ଚପଲରେ ପିଟିଛନ୍ତି ତାଙ୍କ ପ୍ରଥମ ସ୍ତ୍ରୀ। ନୀତିନ ବର୍ମା ନାମକ ଜଣେ ଯୁବକ ସ୍ଥାନୀୟ ସିହାଣି ଗେଟ୍‌ ଥାନା ଅଞ୍ଚଳରେ ବିବାହ…

ଜେଟ୍‌ ଏୟାରଓ୍ବେଜ୍‌ କର୍ମଚାରୀଙ୍କ ଆତ୍ମହତ୍ୟାକୁ ନେଇ ମୋଦିଙ୍କୁ ଜବାବ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୨୮।୪: କଂଗ୍ରେସର ବିରିଷ୍ଠ ନେତା ଆନନ୍ଦ ଶର୍ମା ଜେଟ୍‌ ଏୟାରଓ୍ବେଜର କର୍ମଚାରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଘେରିଛନ୍ତି। ସେ କହିଛନ୍ତି ଏହା ହେଉଛି ଏକ ଅପରାଧିକ ଷଡ଼ଯନ୍ତ୍ର ତେଣୁ ମୋଦି ଏହାର ଜବାବ ଦେବା ଉଚିତ୍‌। ଶର୍ମା ଟୁଇଟ୍‌…

ବୁଧବାର ନର୍ମଦାଞ୍ଚଳରେ ମୋଦିଙ୍କ ନିର୍ବାଚନୀ ସଭା: ଲାଗିବ ୩୮ ଏସି; ସ୍ପ୍ରେ ହେବ ଥଣ୍ଡା ପାଣି

ଭୋପାଳ,୨୮।୪: ମଧ୍ୟପ୍ରଦେଶ ନର୍ମଦାଞ୍ଚଳରେ ପଞ୍ଚମ ପର୍ଯ୍ୟାୟରେ ହେବ ଲୋକ ସଭା ନିର୍ବାଚନ। ମେ ୬ରେ ଏଠାରେ ମତଦାନ କରାଯିବ। ନିର୍ବାଚନୀ ପ୍ରଚାର ପାଇଁ ପ୍ରବଳ ଗରମ ସତ୍ତ୍ୱେ ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର(ମେ ୧) ଅପରାହ୍ନ ୪ଟାରେ ଏକ ସାଧାରଣ…

ଭାଜପା ପାଇଁ ଆରମ୍ଭ ହେଲା କର ବା ମର ଲଢ଼େଇ !

ନୂଆଦିଲ୍ଲୀ,୨୮।୪: ସୋମବାର ହେବ ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ଏହାପରେ ଆଉ ୩ଟି ପର୍ଯ୍ୟାୟରେ ଶେଷ ହେବ ୧୭ତମ ଲୋକ ସଭା ପାଇଁ ମତଦାନ। ଏସବୁ ୧୯୫ ଆସନ ମଧ୍ୟରୁ ୨୦୧୪ରେ ଭାଜପା ମେଣ୍ଟକୁ ୧୭୭ ଆସନ ମିଳିଥିଲା। ସଫଳତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri