ଜାତୀୟ

ଯୁବତୀଙ୍କ ପେଟରୁ ବାହାରିଲା ଦେଢ଼କିଲୋ କେଶ

ଜୟପୁର,୩୧।୮: ରାଜସ୍ଥାନ ଡୁଙ୍ଗରପୁରରେ ଜଣେ ୨୪ ବର୍ଷ ବୟସ୍କା ଯୁବତୀଙ୍କ ପେଟରୁ ଦେଢ଼କିଲୋ ଓଜନର କେଶ ବାହାରିଛି। ଯୁବତୀ ଜଣକ ୪ ବର୍ଷ ଧରି କେଶ ଖାଉଥିବା ଜଣାପଡ଼ିଛି। ଯୁବତୀଙ୍କ ଖାଇବା ପିଇବା କମିଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ…

ଏନ୍‌ଆର୍‌ସି ତାଲିକାରୁ ରାଷ୍ଟ୍ରପତି ସମ୍ମାନରେ ସମ୍ମାନିତ ସନାଉଲାଙ୍କ ନାମ ପୁଣି ବାଦ ପଡ଼ିଲା

ଗୁଆହାଟୀ,୩୧।୮: ରାଷ୍ଟ୍ରପ୍ରତି ସମ୍ମାନରେ ସମ୍ମାନିତ ଭାରତୀୟ ସେନାର ଅବସରପ୍ରାପ୍ତ ଜୁନିୟର କମିଶନଡ୍‌ ଅଫିସର ମହମ୍ମଦ ସନାଉଲାଙ୍କ ନାମ ସଦ୍ୟ ପ୍ରକାଶିତ ଆସାମ ଏନ୍‌ଆର୍‌ସି ତାଲିକାରେ ନାହିଁ। ପୂର୍ବରୁ ତାଙ୍କ ନାମ ଏଥିରୁ ବାଦ୍‌ ପଡ଼ିଥିଲା। ତାଲିକାରେ ତାଙ୍କ ସ୍ତ୍ରୀଙ୍କ ନାମ ଥିବାବେଳେ…

ଦିଲ୍ଲୀରେ ଏନ୍‌ଆର୍‌ସି ଲାଗୁ ପାଇଁ ଭାଜପାର ଦାବି

ନୂଆଦିଲ୍ଲୀ,୩୧।୮: ଆସାମର ଏନ୍‌ଆର୍‌ସି ତାଲିକା ଶନିବାର ପ୍ରକାଶ ପାଇବା ପରେ ଭାଜପା ପକ୍ଷରୁ ଦିଲ୍ଲୀରେ ଏନ୍‌ଆର୍‌ସି ଲାଗୁ ପାଇଁ ଦାବି କରାଯାଇଛି। ଭାଜପା ପକ୍ଷରୁ ମନୋଜ ତିଓ୍ବାରୀ ଏନେଇ ଟୁଇଟ୍‌ କରି ଜଣାଇଛନ୍ତି। ବିଦେଶୀମାନେ ବିନା ଅନୁମତିରେ ଦେଶରେ ବାସ କରିବା…

ଅଧ୍ୟକ୍ଷ ପଦ ପାଇଁ ମନା କଲେ ଦିଗ୍‌ବିଜୟ

ଭୋପାଳ,୩୧।୮: କଂଗ୍ରେସରେ ଏବେ ଅଧ୍ୟକ୍ଷ ପଦକୁ ନେଇ ଆଶା ଆଶଙ୍କା ଲାଗି ରହିଥିବା ବେଳେ ମଧ୍ୟପ୍ରଦେଶ କଂଗ୍ରେସରେ ମଧ୍ୟ ସମାନ ପରିସ୍ଥିତି ଉପୁଜିଛି। ଏବେ ମଧ୍ୟପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦ କାହା ହାତକୁ ଯିବ ତାକୁ ନେଇ ଚାଲିଛି ଅଙ୍କକଷା। ତେବେ…

୮ମ ଶ୍ରେଣୀ ଛାତ୍ର ନିଜର ଦେହାନ୍ତ ହୋଇ ଯାଇଛି କହି ଅଧା ଦିନ ଛୁଟି ପାଇଁ ଲେଖିଲେ ଦରଖାସ୍ତ: ପ୍ରିନ୍ସିପଲ କଲେ ମଞ୍ଜୁର

କାନପୁର,୩୧।୮: ଉତ୍ତରପ୍ରଦେଶରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ଶିକ୍ଷାର ମାନ ସମ୍ପର୍କରେ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ କାନପୁରର ଏକ ସ୍କୁଲରେ ଜଣେ ୮ମ ଶ୍ରେଣୀ ଛାତ୍ର ନିଜର ଦେହାନ୍ତ ହୋଇଯାଇଥିବା ଦର୍ଶାଇ ପ୍ରିନ୍ସିପଲଙ୍କୁ ଦରଖାସ୍ତ ଲେଖିଛନ୍ତି। ଏଥିପାଇଁ ସ୍କୁଲରୁ…

ମହାରାଷ୍ଟ୍ରରେ ରାସାୟନିକ କାରଖାନାରେ ବିସ୍ଫୋରଣ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଧୁଲେ ଜିଲାରେ ଥିବା ଏକ ରାସାୟନିକ କାରଖାନାରେ ଶନିବାର ବିସ୍ଫୋରଣ ଘଟିଛି। ସ୍ଥାନୀୟ ଶିରପୁରଠାରେ ଥିବା ଏହି କାରଖାନାରେ ପୂର୍ବାହ୍ନ ୯ଟା ୧୫ରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଥିଲା। ଏଥିରେ ୧୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୫୮ ଜଣ ଆହତ…

ପଦ୍ମ ପୁରସ୍କାର ପାଇଁ ଏପର୍ଯ୍ୟନ୍ତ ଆସିଲାଣି ୨୫ ହଜାର ଆବେଦନ

ନୂଆଦିଲ୍ଲୀ,୩୧।୮: ସମ୍ମାନ ଜନକ ପଦ୍ମ ପୁରସ୍କାର ୨୦୨୦ ପାଇଁ ଏପର୍ଯ୍ୟନ୍ତ ସରକାରଙ୍କ ପାଖରେ ୨୫ ହଜାର ଆବେଦନ ପହଞ୍ଚି ଥିବା ସୂଚନା ମିଳିଛି। ସେପ୍ଟେମ୍ବର ୧୫ ଆବେଦନର ଶେଷ ତାରିଖ ଥିବା ବେଳେ ଆହୁରି କିଛି ଆବେଦନ ପତ୍ର ପହଞ୍ଚିବ ବୋଲି…

ଅଛେ ଦିନ୍‌ ଆଣିବାର ପ୍ରତିଶ୍ରୁତି ଦେଇ ମୋଦି ଅର୍ଥ ବ୍ୟବସ୍ଥାକୁ ସଙ୍କଟରେ ପକାଇଛନ୍ତି: ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୮: ଦେଶର ଆର୍ଥିକ ସ୍ଥିତି ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ଶନିବାର ଟୁଇଟ୍‌ କରି କହିଛନ୍ତି, ଅଛେ ଦିନ୍‌ ଆଣିବାର ତୁରୀ ବଜାଉଥିବା ମୋଦି ଏବେ ଦେଶର ଅର୍ଥ…

ନିର୍ଦ୍ଧାରିତ ସମୟ ମଧ୍ୟରେ ତିଆରି ହେବ କରତାରପୁର କରିଡର: ଶାହ

ନୂଆଦିଲ୍ଲୀ,୩୧।୮: ଶ୍ରୀ ଗୁରୁ ଗ୍ରନ୍ଥ ସାହିବ ପ୍ରଥମ ପ୍ରକାଶ ପର୍ବ ପାଳନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି ମୋଦି ସରକାର ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କରତାରପୁର ସାହିବ କରିଡରର ନିର୍ମାଣ କାର୍ଯ୍ୟ…

ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ପ୍ରକାଶ: ୧୯ ଲକ୍ଷ ୬ ହଜାର ୬ଶହ ୫୭ଙ୍କ ନାମ ନାହିଁ

ଗୁଆହାଟୀ,୩୧।୮: ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇଛି। ତାଲିକାରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣଙ୍କୁ ସାମିଲ୍‌ କରାଯାଇଛି। ତେବେ ଏହି ତାଲିକାରେ ୧୯ ଲକ୍ଷ ୬ ହଜାର ୬ଶହ ୫୭ ଜଣଙ୍କ ନାମ…

ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ଠାକରେ ପରିବାରର ପ୍ରଥମ ସଦସ୍ୟ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ଆଗାମୀ ବିଧାନ ସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ତେବେ ଯୁବ ଶିବସେନା ମୁଖ୍ୟ ଆଦିତ୍ୟ ସାଉଥ୍‌ ମୁମ୍ବାଇର ଓ୍ବର୍ଲି…

ଭୀମା-କୋରେଗାଓ୍ବଁ ମାମଲା: ଲିଓ ଟଲଷ୍ଟୟଙ୍କ ମହାନ୍‌ କୃତି ‘ଓ୍ବାର ଆଣ୍ଡ୍‌ ପିସ୍‌’କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୧।୮: ଏବେ ଭୀମା-କୋରେଗାଓ୍ବଁ ହିଂସାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବିଚାରପତି ସରଙ୍ଗ କୋତଓ୍ବାଲ ବୁଧବାର ଅଭିଯୁକ୍ତ ବର୍ନନ ଗୋଞ୍ଜାଲଭେସ୍‌ଙ୍କୁ ପଚାରିଥିଲେ ଯେ, ସେ କାହିଁକି ନିଜ ଘରେ ଓ୍ବାର ଆଣ୍ଡ୍‌ ପିସ୍‌ ଭଳି ଆପତ୍ତି ଜନକ ସାମଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?