ଜାତୀୟ

ଏମ୍ସ ଗଲେ ଉନ୍ନାଓ ପୀଡିତାଙ୍କ ଓକିଲ

ଲକ୍ଷ୍ନୌ,୬।୮: ଉତ୍ତର ପ୍ରଦେଶ ରାୟବରେଲିରେ ଗତ ମାସରେ ଦୁର୍ଘଟଣାର ଶିକାର ହୋଇଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)କୁ ସ୍ଥାନାନ୍ତର ହୋଇଛନ୍ତି। ଉଭୟ ପୀଡିତା ଓ ତାଙ୍କ ଓକିଲ ଦୁର୍ଘଟଣାରେ…

ଅଯୋଧ୍ୟା ମାମଲାର ଶୁଣାଣି ଆରମ୍ଭ: ସିଧାପ୍ରସାରଣ ଆବେଦନ ଖାରଜ; ଶହେ ଦିନରେ ଫଇସଲା ସମ୍ଭାବନା

ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାରଠାରୁ ସୁପ୍ରିମ୍‌କୋର୍ଟରେ ଆରମ୍ଭ ହୋଇଛି। ତେବେ ବିଚାର ପ୍ରକିୟାର ସିଧାପ୍ରସାରଣ ପାଇଁ କରାଯାଇଥିବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଗତ ଶୁକ୍ରବାର ଅଦାଲତ ସୂଚନା ଦେଇଥିଲେ ଯେ, ଏହି ମାମଲାର ଶୁଣାଣି ଅଗଷ୍ଟ ୬…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବାୟୁସେନାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ଦେବା ଅନୁଚ୍ଛେଦ ୩୭୦ ହଟାଯିବା ପରେ ଏବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସଜାଗ ରହିବାକୁ କହିଛନ୍ତି। ଏହାକୁ ନେଇ ଦେଶର ସବୁ ସ୍ଥାନରେ ଶାନ୍ତି ଓ ସୌହାର୍ଦପୂର୍ଣ୍ଣ…

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ କୋଣସି ଅପ୍ରୀତିକର ପରିସ୍ଥିିତି ଘଟି ନାହିଁ। ସ୍ଥିତି ସମ୍ପୂର୍ଣ୍ଣ ଶାନ୍ତ…

‘ମୋଦିଙ୍କୁ ମିଳୁ ଭାରତ ରତ୍ନ’

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ସୋମବାର ଉଚ୍ଛେଦ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏଭଳି ସାହସିକତାର ନିଷ୍ପତ୍ତି ପାଇଁ ତାଙ୍କୁ ଭାରତ ରତ୍ନ ଦିଆଯାଉ ବୋଲି ଦାବି କରିଛନ୍ତି ଭାଜପା…

ପ୍ରବଳ ବର୍ଷା: ଜାତୀୟ ରାଜପଥରେ ବଡ଼ ଫାଟ

ବେଙ୍ଗାଲୁରୁ,୬।୮: ପ୍ରବଳ ବର୍ଷାଯୋଗୁ କର୍ନାଟକର କେତେକ ଜିଲାର ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସ୍ଥାନୀୟ ବେଲଗାବି ଜିଲାର ନିପ୍ପାନି ଠାରେ ଥିବା ଜାତୀୟ ରାଜପଥ-୪ରେ ପ୍ରବଳ ବର୍ଷା ଯୋଗୁ ବଡ଼ ଫାଟ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରେ ଏହି ଜାତୀୟ ରାଜପଥ…

ଖାଲକୁ ଖସିଲା ସ୍କୁଲ ବସ୍‌: ୭ ମୃତ

ଡେରାଡୁନ,୬।୮: ଉତ୍ତରାଖଣ୍ଡର ଟିହିରି ଗଡଓ୍ବାଲରେ ମଙ୍ଗଳବାର ସକାଳୁ ଏକ ସ୍କୁଲ ଭ୍ୟାନ୍‌ ଖାଲକୁ ଖସି ପଡିବା ଫଳରେ ୭ ଶିଶୁଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏଥିରେ ଆହତ ହୋଇଥିବା ପିଲାମାନଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସକାଳେ ପିଲାମାନଙ୍କୁ…

ଜମ୍ମୁ-କଶ୍ମୀରରେ ଶାନ୍ତିର ବାତାବରଣ: ଡିଜିପି

ଶ୍ରୀନଗର,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅନୁଚ୍ଛେଦ-୩୭୦ର ଉଚ୍ଛେଦ କରିବାପରେ ଜମ୍ମୁ-କଶ୍ମୀରରେ ହିଂସାକାଣ୍ଡର ଆଶଙ୍କା କରାଯାଉଥିଲା। ତେବେ ଏଠାରେ ଶାନ୍ତିର ବାତାବରଣ ରହିଥିବା ଡିଜିପି ଦିଲବାଗ୍‌ ସିଂ ସୂଚନା ମଙ୍ଗଳବାର ଦେଇଛନ୍ତି। ହିଂସାକାଣ୍ଡର ଆଶଙ୍କା କରି ଏହାର ମୁକାବିଲା ପାଇଁ ପୋଲିସକର୍ମୀଙ୍କୁ…

ପ୍ରଶଂସା କଲେ ଜନାର୍ଦ୍ଦନ

ନୂଆଦିଲ୍ଲୀ,୬ା୮ (ଆଇଏଏନ୍‌ଏସ୍‌)- ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ କଂଗ୍ରେସ ବିରୋଧ କରୁଥିବାବେଳେ ଦଳର ବରିଷ୍ଠ ନେତା ଜନାର୍ଦ୍ଦନ ଦ୍ୱିବେଦୀ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ୩୭୦ ଏକ ପୁରୁଣା ପ୍ରସଙ୍ଗ। ସ୍ବାଧୀନତା ପରେ ଅନେକ ସ୍ବାଧୀନତା ସଂଗ୍ରାମୀ…

କଶ୍ମୀରୀ ପଣ୍ଡିତଙ୍କ ମାତୃଭୂମିକୁ ଫେରିବାର ବାଟ ଫିଟିଲା

ନୂଆଦିଲ୍ଲୀ ,୬ା୮(ପି.ଟି.): ୧୯୯୦ରୁ ଉପତ୍ୟକାରୁ ସ୍ଥାନାନ୍ତର ହୋଇଥିବା କଶ୍ମୀରୀ ପଣ୍ଡିତମାନେ ୩୭୦ ଧାରା ଉଚ୍ଛେଦକୁ ପ୍ରଶଂସା କରିଛନ୍ତି। ଏବେ ସମ୍ମାନର ସହ ମାତୃଭୂମିକୁ ଫେରିବାର ବାଟ ଫିଟିଛି ବୋଲି ସେମାନେ ପ୍ରକାଶ କରିଛନ୍ତି। ବିଦେଶରେ ରହୁଥିବା ପ୍ରବାସୀ କଶ୍ମୀର ପଣ୍ଡିତମାନେ ଭାରତର…

କଶ୍ମୀର ନିଷ୍ପତ୍ତି ନେଇ ଅନ୍ୟ ଦେଶକୁ ଜଣାଇଲା ଭାରତ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟ ବିଭାଜନ ସମ୍ପର୍କିତ ନିଷ୍ପତ୍ତି ଭାରତ ଜାତିସଂଘ ସୁରକ୍ଷା ପରିଷଦର ୫ ସଦସ୍ୟ ରାଷ୍ଟ୍ର ସମେତ ଅନ୍ୟ ଦେଶର ରାଷ୍ଟ୍ରଦୂତମାନଙ୍କୁ ଜଣାଇଦେଇଛି। ଏହା ଭାରତର ଆଭ୍ୟନ୍ତରୀଣ ନିଷ୍ପତ୍ତି। ଉକ୍ତ ଅଞ୍ଚଳକୁ ଉତ୍ତମ ଶାସନ…

୧୦ ରାଜ୍ୟକୁ ମିଳିଛି ସ୍ବତନ୍ତ୍ର ମାନ୍ୟତା

ନୂଆଦିଲ୍ଲୀ,୬ା୮: ଭାରତର ସମ୍ବିଧାନ କେବଳ ଜମ୍ମୁ-କଶ୍ମୀରକୁ ନୁହେଁ, ବରଂ ୧୦ ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୬୮ରେ ପ୍ରଦତ୍ତ କ୍ଷମତା ଅନୁସାରେ ପାର୍ଲାମେଣ୍ଟ ଅନୁଚ୍ଛେଦ ୩୭୧ରେ ଅନେକ ନିୟମ ଯୋଡ଼ିବା ସହ ବିଭିନ୍ନ ରାଜ୍ୟକୁ ସ୍ବତନ୍ତ୍ର କ୍ଷମତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri