ଜାତୀୟ

ସୁସ୍ଥ ଭବିଷ୍ୟତ ଆଡ଼କୁ ଭାରତ

ନୂଆଦିଲ୍ଲୀ,୩୦-୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ରଙ୍ଗାରଙ୍ଗ ଉତ୍ସବରେ ‘ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ’ର ଶୁଭାରମ୍ଭ କରିଛନ୍ତି। ଭାରତକୁ ସୁସ୍ଥ ଭବିଷ୍ୟତ ଆଡ଼କୁ ଆଗେଇନେବାରେ ଏହା ସମୟର ଆବଶ୍ୟକତା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଯୁକ୍ତିର ବିକାଶ ଯୋଗୁ ଜୀବନଶୈଳୀ ଶାରୀରିକ ଶ୍ରମହୀନ ହୋଇପଡିଛି।…

‘ଆତଙ୍କବାଦୀଙ୍କୁ ପଠାଅନି, ପଡ଼ୋଶୀ ଭଳି ରୁହ’

ନୂଆଦିଲ୍ଲୀ,୩୦-୮(ପି.ଟି.): ପାକିସ୍ତାନ ଭାରତକୁ ଆତଙ୍କବାଦୀଙ୍କୁ ପଠାଇବା ବନ୍ଦ କରି ସ୍ବାଭାବିକ ପଡ଼ୋଶୀ ଭଳି ରହୁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀରକୁ ନେଇ ପାକିସ୍ତାନ ଦେଉଥିବା ଅତ୍ୟନ୍ତ ଦାୟିତ୍ୱହୀନ ମନ୍ତବ୍ୟକୁ ନିନ୍ଦା କରାଯାଇଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ…

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’:ଉପତ୍ୟକାରେ ସ୍ବାସ୍ଥ୍ୟସେବା ସଙ୍କଟ,ଭାରତର କଶ୍ମୀର ଦମନ ହସ୍ପିଟାଲଗୁଡ଼ିକୁ ଶ୍ମଶାନରେ ପରିଣତ କରିଦେଇଛି

ରୋଗୀଙ୍କ ପାଇଁ ହସ୍ପିଟାଲଗୁଡ଼ିକରେ ଔଷଧ ନାହିଁ। କର୍ଫ୍ୟୁ ବଳବତ୍ତର ରହିଥିବାରୁ ଚିକିତ୍ସା ଲାଗି ସେମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ଲାଗି ଆମ୍ବୁଲାନ୍ସ ନାହିଁ। ଏଟିଏମ୍‌ଗୁଡ଼ିକ ବନ୍ଦ ଥିବାରୁ ଲୋକେ ଔଷଧ କିଣିବା ପାଇଁ ଟଙ୍କା ଉଠାଇପାରୁ ନାହାନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ…

ସୁରଟ ହୀରା କାରବାରରେ ମାନ୍ଦାବସ୍ଥା ମାଡ଼:୬୦ ହଜାର କର୍ମଚାରୀ ବେକାର

ନୂଆଦିଲ୍ଲୀ,୩୦-୮:ଦେଶର ହୀରା କାରବାର ଗଡ଼ ଭାବେ ପରିଚିତ ଗୁଜରାଟର ସୁରଟରେ ଏବେ ମାନ୍ଦାବସ୍ଥା ଛାଇଗଲାଣି। ଗତ କିଛି ମାସ ମଧ୍ୟରେ ଏଠାରେ ୬୦ ହଜାର କର୍ମଚାରୀ ନିଯୁକ୍ତି ହରାଇ ଏବେ ଦୁଃଖରେ କାଳାତିପାତ କରୁଛନ୍ତି। ପରିସ୍ଥିତି ଏପରି ହେଲାଣି ଯେ, ୪୦…

ବ୍ୟାଙ୍କ ଠକେଇ ୭୧,୫୪୩ କୋଟିରେ ପହଞ୍ଚିଲା

ମୁମ୍ବାଇ,୨୯-୮: ରିଜର୍ଭ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ୨୦୧୮-୧୯ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇ ବଢ଼ିଥିବା ସ୍ବୀକାର କରାଯାଇଛି। ଆଲୋଚ୍ୟ ବର୍ଷରେ ଠକେଇ ଅର୍ଥ ପରିମାଣ ବଷର୍ର୍କୁ ବର୍ଷ ହିସାବରେ ୭୩.୮ ପ୍ରତିଶତ ବୃଦ୍ଧି ପାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ୬୮୦୧…

ଦୀର୍ଘାୟୁ ହେବା ପାଇଁ କରନ୍ତୁ ଏପରି…

ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେଣୁ ପ୍ରତିଦିନ ସକାଳୁ ଶୀଘ୍ର ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ। ଏହାଦ୍ୱାରା ଜୀବନ ଦୀର୍ଘ ହୋଇଥାଏ। ପ୍ରତିଦିନ ପ୍ରାୟ ୬ଟା ଭିତରେ ଉଠିବାକୁ ଚେଷ୍ଟା କରିବା ବେଶ୍‌ ଭଲ।…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି କି…

ଏବେ କେତେକଙ୍କଠାରେ ମେଦବହୁଳତା ଦେଖାଦେଉଛି। ଏଥିରୁ ରକ୍ଷା ପାଇବା ଲାଗି ବ୍ୟାୟାମ ସହିତ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। ତେବେ ପ୍ରତିଦିନ ସକାଳେ ଆଖୁରସ ପିଇବା ସହିତ କିଛି ସମୟ ଚାଲିବାକୁ ପଡିବ। ଏହାଦ୍ୱାରା ଓଜନ କମିଯାଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…

୨୦୧୮-୧୯ରେ ୭୧,୫୪୩ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୨୯-୮: ଦେଶରେ ଗତ ଆର୍ଥିକ ବର୍ଷ ବ୍ୟାଙ୍କ ଠକେଇ ମାମଲା ବାର୍ଷିକ ଆଧାରରେ ୧୫% ବୃଦ୍ଧି ପାଇଛି। ଏହି ସମୟରେ ଠକେଇ ପରିମାଣ ୭୩.୮% ବଢ଼ି ୭୧,୫୪୨.୯୩ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ବାର୍ଷିକ ରିପୋର୍ଟରେ ଏ ସମ୍ପର୍କରେ…

ଭୂତମେଳା

ଉତ୍ତର ପ୍ରଦେଶ ମିର୍ଜାପୁର ଅହୋରାହ ଥାନା ଅଞ୍ଚଳରେ ବରହି ଗାଁରେ ଦେଖିବାକୁ ମିଳେ ଏକ ଅଜବ ମେଳା। ସ୍ଥାନୀୟ ଲୋକେ ଏହାକୁ ଭୂତଙ୍କ ମେଳା ବୋଲି କୁହନ୍ତି। କାରଣ ଏଠାକୁ ବେଶୀ ଭୂତ ପ୍ରେତ ଆସିଥାଆନ୍ତି ବୋଲି ଏହି ମେଳାର ନାମ…

କଶ୍ମୀରକୁ ନେଇ ମୂଲ୍ୟହୀନ କଥା କହୁଛି ପାକିସ୍ତାନ: ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୮: ପାକିସ୍ତାନ ଭାରତ ପ୍ରତି ଯେଉଁ ମନୋଭାବ ପୋଷଣ କରୁଛି ତାକୁ ନେଇ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର କହିଥିଲେ ପାକିସ୍ତାନ ସାଧାରଣ ପଡୋଶୀ ଭଳି…

ମୋଦିଙ୍କ ଜନ୍ମଦିନକୁ ‘ସେବା ସପ୍ତାହ’ ଭାବେ ପାଳନ କରିବ ଭାଜପା

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ଚଳିତ ବର୍ଷ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ନିଆରା ଢଙ୍ଗରେ ପାଳନ କରିବାକୁ ପ୍ରସ୍ତୁତ ହେଉଛି। ଆସନ୍ତା ସେପ୍ଟେମ୍ବର ୧୭ରେ ମୋଦିଙ୍କ ଜନ୍ମଦିନ ପଡୁଥିବା ବେଳେ ଭାଜପା ପକ୍ଷରୁ ଏହାକୁ ସର୍ଭ ଦ ପିପୁଲ…

ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ହେଲେ କ’ଣ ହେବ ଫଳାଫଳ

ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ଏବେ ପାକିସ୍ତାନ ବିଚଳିତ ହୋଇପଡିଛି। ଏହି ପ୍ରସ୍ତଙ୍ଗରେ ଜାତିସଂଘଠାରୁ ଆରମ୍ଭ କରି ବିଭିନ୍ନ ଦେଶର ସହାୟତା ମାଗୁଥିଲେ ମଧ୍ୟ ସବୁଠି ନିରାଶ ହେଉଛି। ତେଣୁ କୌଣସି ଉପାୟ ନ ପାଇ ପରମାଣୁ ଯୁଦ୍ଧର ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?