ଚିଦାମ୍ବରମଙ୍କ ଗିରଫ ଖୁସି ଖବର: ଇନ୍ଦ୍ରାଣୀ
ନୂଆଦିଲ୍ଲୀ,୨୯।୮: ଆଇଏନ୍ଏକ୍ସ ମିଡିଆ ମାମଲାରେ ଏବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଥିବା ବେଳେ ଏହାକୁ ନେଇ ଖୁସି ପ୍ରକାଶ କରିଛନ୍ତି ଇନ୍ଦ୍ରାଣୀ ମୁଖାର୍ଜୀ। ଚିଦାମ୍ବରମ ସିବିଆଇ ହାଜତରେ ଥିବା ବେଳେ ଆଇଏନ୍ଏକ୍ସ ମିଡିଆର ପୂର୍ବତନ ମାଲିକ ଇନ୍ଦ୍ରାଣୀ ମୁଖାର୍ଜୀ…
ସ୍କୁଲରେ ଶୌଚାଳୟ ସଫା କରୁଛନ୍ତି ଛାତ୍ରୀଛାତ୍ର: ପ୍ରଶଂସା କଲେ ଜିଲାପାଳ
ଭୋପାଳ,୨୯।୮: ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଏକ ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର ଶୌଚାଳୟ ସଫା କରୁଥିବା ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ବିଭିନ୍ନ ବର୍ଗ ପକ୍ଷରୁ ଭିନ୍ନ ଭିନ୍ନ କମେଣ୍ଟ ଦିଆଯାଇଛି। ତେବେ ଏହାକୁ ଜିଲାପାଳ ତନଭୀ…
ଦିଲ୍ଲୀରେ ଆଇଏସ୍ଆଇ ତାଲିମ୍ ପ୍ରାପ୍ତ ୨ ଆତଙ୍କବାଦୀ: ଜାରି ହେଲା ସ୍କେଚ୍
ନୂଆଦିଲ୍ଲୀ,୨୯।୮: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ପକ୍ଷରୁ ତାଲିମ୍ ପ୍ରାପ୍ତ ୨ ଆତଙ୍କବାଦୀଙ୍କୁ ଦିଲ୍ଲୀ ପଠାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଇତିମଧ୍ୟରେ ଦିଲ୍ଲୀ ଆସିଥିବା ଆତଙ୍କବାଦୀ ଅକରମ କୁରେଶି ଏବଂ ତାଙ୍କ ସହଯୋଗୀ…
୨ ବର୍ଷ ମଧ୍ୟରେ ଦେଶର ସମସ୍ତ ବିମାନ ବନ୍ଦରରେ ଲଗାଯିବ ବଡ଼ି ସ୍କାନର
ନୂଆଦିଲ୍ଲୀ,୨୯।୮: ଦେଶର ସମସ୍ତ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଯୋଜନା କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ସମସ୍ତ ବିମାନ ବନ୍ଦରରେ ଆସନ୍ତା ୨ ବର୍ଷ ମଧ୍ୟରେ ବଡ଼ି ସ୍କାନର ଲଗାଯିବ।…
ମାୟାବତୀଙ୍କୁ ଯିଏ ଛୁଇଁବ ତାଙ୍କର ମୃତ୍ୟୁ ନିଶ୍ଚିତ: ଭାଜପା ନେତା
ଲକ୍ଷ୍ନୌ,୨୯।୮: ବହୁଜନ ସମାଜ ପାର୍ଟି ମୁଖ୍ୟ ସୁଶ୍ରୀ ମାୟାବତୀଙ୍କୁ ନେଇ ଭାଜପା ନେତା ଏକ ବିବାଦୀୟ ବୟାନ ଦେଇଛନ୍ତି। ଉତ୍ତର ପ୍ରଦେଶର ଭାଜପା ନେତା ତଥା ମନ୍ତ୍ରୀ ଗିରିରାଜ ସିଂ ଧର୍ମେଶ କହିଛନ୍ତି, ମାୟାବତୀ ହେଉଛନ୍ତି ମୁକୁଳା ତାର। ତାଙ୍କୁ ଯିଏ…
ଅଯୋଧ୍ୟା ମାମଲା: ମସଜିଦ୍ର ନିର୍ମାଣ ବାବର କିମ୍ବା ଔରଙ୍ଗଜେବ୍ କରିଥିଲେ ବୋଲି ନାହିଁ ପ୍ରମାଣ
ନୂଆଦିଲ୍ଲୀ,୨୯।୮: ଅଯୋଧ୍ୟାର ରାମ ଜନ୍ମଭୂମି- ବାବରୀ ମସଜିଦ୍ ମାମଲାରେ ସୁପ୍ରିମ୍କୋର୍ଟରେ ଗୁରୁବାର ରାମଜନ୍ମଭୂମି ପୁନରୁତ୍ଥାନ ସମିତି ପକ୍ଷରୁ କୁହାଯାଇଛି ଯେ, ଏଠାରେ ବାବର କିମ୍ବା ଔରଙ୍ଗଜେବ୍ଙ୍କ ଦ୍ୱାରା କୌଣସି ମସଜିଦ୍ ନିର୍ମାଣ ହୋଇ ନ ଥିଲା। ଏହାର କୌଣସି ପ୍ରମାଣ ନାହିଁ।…
ଗ୍ରେଟର ନଏଡ଼ାରେ ଖୋଲିଲା ପ୍ରଥମ ଇଲେକ୍ଟ୍ରିକ୍ କାର୍ ଚାର୍ଜିଂ ଷ୍ଟେଶନ
ଗ୍ରେଟର ନଏଡ଼ା,୨୯।୮: ପରିବେଶ ପ୍ରଦୂଷଣକୁ ରୋକିବାକୁ ବହୁ ଦିନରୁ ଚାଲିଥିବା ପ୍ରୟାସ ଶେଷରେ ଫଳବତି ହୋଇଛି। ପେଟ୍ରୋଲ, ଡିଜେଲ ବାହନ ବ୍ୟତୀତ ଇଲେକ୍ଟ୍ରୋନିକ୍ ବାହନ ବ୍ୟବହାର କରିବାକୁ ଲୋକଙ୍କୁ ଉତ୍ସାହିତ କରାଯାଉଥିବା ବେଳେ ଏବେ ଉତ୍ତର ପ୍ରଦେଶର ଗ୍ରେଟର ନଏଡାରେ ଖୋଲିଛି…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୨୯।୮: ପାକିସ୍ତାନ ଗୁରୁବାର ପୂର୍ବାହ୍ନ ୧୧ଟା ୩୦ରେ ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାର ପୁଞ୍ଚ୍ ଜିଲାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ମେଣ୍ଢର ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି।…
ଟିଏମ୍ସି, ସିପିଆଇ ଏବଂ ଏନ୍ସିପି ଉପରେ ଝୁଲୁଛି ଖଣ୍ଡା: ରଦ୍ଦ ହୋଇପାରେ ଜାତୀୟ ରାଜନୈତିକ ଦଳ ମାନ୍ୟତା
ନୂଆଦିଲ୍ଲୀ,୨୯।୮: ଟିଏମ୍ସି, ସିପିଆଇ ଏବଂ ଏନ୍ସିପି ଉପରେ ଜାତୀୟ ରାଜନୈତିକ ଦଳ ମାନ୍ୟତା ହରାଇବା ଖଣ୍ଡା ଝୁଲୁଛି। ଲୋକ ସଭା ନିର୍ବାଚନରେ ଜାତୀୟ ରାଜନୈତିକ ଦଳ ମାନ୍ୟତା ଲାଗି ଆବଶ୍ୟକ ପ୍ରତିଶତ ଭୋଟ ସମ୍ପୃକ୍ତ ଦଳ ହାସଲ କରିପାରି ନ ଥିଲେ।…
ଆୟୋଜିତ ହେଲା ଇମ୍ରାନଙ୍କ ଅନ୍ତ୍ୟେଷ୍ଟି ଶୋଭାଯାତ୍ରା
ରାୟପୁର,୨୯।୮: ଛତିଶଗଡ଼ ରାୟପୁରରେ କେତେକ ଦଳ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଅନ୍ତ୍ୟେଷ୍ଟି ଶୋଭାଯାତ୍ରାର ଆୟୋଜନ କରିଥିଲେ। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଥିବା ଅନୁଚ୍ଛେଦ ୩୭୦କୁ ନେଇ ଇମ୍ରାନ ଯେଉଁ ଅଳଙ୍କାରିକ ଶବ୍ଦ ପ୍ରୟୋଗ କରୁଛନ୍ତି ଓ ଭାରତକୁ ପରମାଣୁ ଆକ୍ରମଣର ଧମକ…
ସୁପ୍ରିମ୍କୋର୍ଟରେ ଯୋଗଦେବେ ୪ ନୂଆ ବିଚାରପତି: ସରକାରଙ୍କୁ ସୁପାରିଶ କଲେ କଲେଜିୟମ୍
ନୂଆଦିଲ୍ଲୀ,୨୯।୮: ସୁପ୍ରିମ୍କୋର୍ଟରେ ଖୁବ୍ ଶୀଘ୍ର ୪ ନୂଆ ବିଚାରପତି ଯୋଗଦେବେ। ଏନେଇ କଲେଜିୟମ୍ ପକ୍ଷରୁ ସରକାରଙ୍କୁ ସୁପାରିଶ କରାଯାଇଛି। ଅଗଷ୍ଟ ୨୭ରେ ବିଚାରପତି ଅଭୟ ମନୋହର ସପ୍ରେ ଅବସର ଗ୍ରହଣ କରିଛନ୍ତି। ତାଙ୍କର ପଦବୀ ଖାଲି ରହିଛି। ଏହା ସହିତ ଅନ୍ୟ…
ଜଳପଥ ଦେଇ ପ୍ରବେଶ କରିପାରନ୍ତି ପାକିସ୍ତାନୀ କମାଣ୍ଡୋ: କାଣ୍ଡଲା ବନ୍ଦରରେ ବଢିଲା ସୁରକ୍ଷା ବ୍ୟବସ୍ଥା
ଗାନ୍ଧୀ ନଗର,୨୯।୮: ଗୁଜରାଟର କାଣ୍ଡଲା ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି। ଗୁପ୍ତ ସୂଚନା ଅନୁଯାୟୀ, ପାକିସ୍ତାନୀ କମାଣ୍ଡୋ ଜଳଭାଗ ଦେଇ ଭାରତ ସୀମାରେ ଥିବା ଗୁଜରାଟର କଚ୍ଛ ଅଞ୍ଚଳରେ ପ୍ରବେଶ କରି ପାରନ୍ତି। ସେଠାରେ ସେମାନେ ସାମ୍ପ୍ରଦାୟିକ ହିଂସା କରିବା…

