ଜାତୀୟ

ଶ୍ରୀଲଙ୍କା ବିସ୍ଫୋରଣରେ ନିଖୋଜ ଅଛନ୍ତି ୭ ଜେଡି(ଏସ୍‌) କର୍ମୀ

ବେଙ୍ଗାଲୁର,୨୨।୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ବିସ୍ଫୋରଣରେ ୫ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହିି ଘଟଣାରେ କର୍ନାଟକର ୨ ଜନତା ଦଳ ସେକ୍ୟୁଲାର ବା ଜେଡି(ଏସ୍‌) କର୍ମୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୭ ଜଣ ନିଖୋଜ ଥିବା…

ଉତ୍ତର-ପୂର୍ବ ଦିଲ୍ଲୀ ଆସନରୁ ଲଢ଼ିବେ ଶିଲା ଦିକ୍ଷିତ

ନୂଆଦିଲ୍ଲୀ,୨୨।୪: ଅତିତରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିବା କଂଗ୍ରେସ ନେତ୍ରୀ ଶିଲା ଦିକ୍ଷିତ ଏଥର ପୁଣିଥରେ କଂଗ୍ରେସ ଟିକେଟ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଏଥର ସେ ଉତ୍ତର-ପୂର୍ବ ଦିଲ୍ଲୀ ଆସନରୁ ନିର୍ବାଚନ ଲଢିବେ ବୋଲି ଜଣାପଡିଛି। ସୋମବାର କଂଗ୍ରେସ ପକ୍ଷରୁ…

ପ୍ରଜ୍ଞାଙ୍କ ନାମାଙ୍କନ ରଦ୍ଦ ପାଇଁ ଦାବି କଲେ ମାୟାବତୀ

ଭୋପାଳ,୨୨।୪: ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସହିତ ମୁମ୍ବାଇ ଏଟିଏସ୍‌ ମୁଖ୍ୟ ଶହୀଦ୍‌ ହେମନ୍ତ କରକାରେଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ବିଏସ୍‌ପି ମୁଖ୍ୟ ମାୟାବତୀ ପ୍ରଜ୍ଞାଙ୍କୁ…

ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଆକ୍ସନ ମୋଡ଼ରେ କମଲନାଥ ସରକାର: ୪୧୫ ଇଞ୍ଜିନିୟର ଓ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୋପାଳ,୨୨।୪: ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ଆକ୍ସନ ମୁଡ୍‌ରେ ଆସିଯାଇଛନ୍ତି ମଧ୍ୟପ୍ରଦେଶର ରାଜ୍ୟସରକାର। ଏନେଇ ୪୧୫ ଇଞ୍ଜିନିୟର ଓ କର୍ମଚାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ କମଲନାଥ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏଥିସହ ହୋସଙ୍ଗାବାଦ-ହରଦା ଜିଲାରେ ୫ଲାଇନମେନ ଓ ୯ ଆଉଟସୋର୍ସ କର୍ମଚାରୀଙ୍କ ଉପରେ…

ସ୍ତ୍ରୀ, ୩ ସନ୍ତାନଙ୍କୁ ହତ୍ୟା କରି ଶଳାଙ୍କୁ ଭିଡିଓ ପଠାଇଲେ ଜଣେ ଇଞ୍ଜିନିୟର

ଗାଜିଆବାଦ, ୨୨।୪: ଉତ୍ତର ପ୍ରଦେଶର ଗାଜିଆବାଦ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସ୍ତ୍ରୀ ଓ ୩ ସନ୍ତାନଙ୍କ ହତ୍ୟା କରି ଶଳାକୁ ଭିଡିଓ ପଠାଇଛନ୍ତି ଜଣେ ଇଞ୍ଜିନିୟର। ଇନ୍ଦିରାପୁରମ୍‌ ଜ୍ଞାନଖଣ୍ଡ-୪ରେ ରହୁଥିବା ସୁମିତ କୁମାର(୩୭) ଶନିବାର ଏବଂ ରବିବାର…

‘ସାଇକେଲ’ ଚିହ୍ନରେ ଭୋଟ ଦେଇ ମୋଦିଙ୍କୁ ଜିତାନ୍ତୁ: ଭାଜପା ନେତା

ନୂଆଦିଲ୍ଲୀ,୨୨।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପସ୍ଥିତିରେ ରବିବାର ଆୟୋଜିତ ହୋଇଥିଲା ଏକ ନିର୍ବାଚନୀ ସଭା। ଏଥିରେ ଯୋଗ ଦେଇଥିଲେ ଭାଜପା ନେତା ନରେଶ ଅଗ୍ରଓ୍ବାଲଙ୍କ ସମେତ ଆଉ କେତେଜଣ ନେତା। ଉକ୍ତ ଜନସଭାକୁ ଉଦ୍‌ବୋଧନ ଦେବା ଅବସରରେ ଭାଜପା…

ଶହୀଦ୍‌ଙ୍କୁ ସମ୍ମାନ ଦେବା ଦେଶ ନାଗରିକଙ୍କ କର୍ତ୍ତବ୍ୟ: ଜେନେରାଲ ହୋଦା

ନୂଆଦିଲ୍ଲୀ,୨୨।୪: ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁରପ ମୁମ୍ବାଇ ଏଟିଏସ୍‌ ମୁଖ୍ୟ ଶହୀଦ୍‌ ହେମନ୍ତ କରକାରେଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ପ୍ରଜ୍ଞା ଦେଇଥିବା ମନ୍ତବ୍ୟ ଅତି ନିନ୍ଦନୀୟ ବୋଲି ସର୍ଜିକାଲ ଷ୍ଟ୍ରାଇକ୍‌ରେ ପ୍ରମୁଖ…

ପ୍ରଚାର ସମୟରେ ଖାଦ୍ୟ ପରଷିବାରୁ ଅଡ଼ୁଆରେ ପଡ଼ିଗଲେ ପ୍ରିୟଙ୍କା

ଓ୍ବାୟନାଡ଼,୨୨।୪: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ନିଜ ଭାଇ ତଥା କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନୂଆ ନିର୍ବାଚନମଣ୍ଡଳୀ କେରଳ ଓ୍ବାୟନାଡରେ ପହଞ୍ଚିଥିଲେ। ସେଠାରେ ରହୁଲ ଗାନ୍ଧୀଙ୍କ ପକ୍ଷରୁ ପ୍ରିୟଙ୍କା ରାଲି କରିବା ସହ ରୋଡ ଶୋ’ କରିଥିଲେ।…

ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବୌଦ୍ଧ ଭିକ୍ଷୁ

ଗୟା,୨୨।୪: ବୋଧ ଗୟାର ମହାବୋଧି ମନ୍ଦିରରେ ଥିବା ବୌଦ୍ଧ ଭିକ୍ଷୁମାନେ ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ରବିବାର ସନ୍ଧ୍ୟାରେ ଏକ ମହମବତୀ ଶୋଭାଯାତ୍ରା ବାହାର କରି ଏମାନେ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ। ସୂଚନାଯୋଗ୍ୟ, ରବିବାର…

ମନ୍ଦିରରେ ଦଳାଚକଟା: ୭ ମୃତ

ତ୍ରିଚି,୨୨ା୪: ତାମିଲନାଡୁର ତ୍ରିଚି ଜିଲାରେ ଥିବା କାରୁପାସ୍ବାମୀ ମନ୍ଦିରରେ ରବିବାର ଦଳାଚକଟା ଘଟି ୪ ମହିଳାଙ୍କ ସମେତ ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ୧୦ରୁ ଊର୍ଦ୍ଧ୍ୱ ଆହତଙ୍କୁ ଥୁରାୟୁରସ୍ଥିତ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚୈତ୍ର ପୂର୍ଣ୍ଣିମା ଅବସରରେ ପୂଜାର୍ଚ୍ଚନା ପାଇଁ…

‘ରାହୁଲ କହିଲେ ବାରାଣସୀରୁ ଲଢ଼ିବି’

ଓ୍ବାୟାନାଡ୍‌,୨୨ା୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଲେ ବାରାଣସୀ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର କହିଛନ୍ତି। ରାହୁଲ ପ୍ରାର୍ଥୀ ହୋଇଥିବା କେରଳର ଓ୍ବାୟନାଡ୍‌ରେ ପ୍ରଚାର ପାଇଁ ୨ ଦିନିଆ…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୨୨ା୪: ଆସନ୍ତା ୨୩ ତାରିଖରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୧୫ ଲୋକ ସଭା ଆସନ ପାଇଁ ମତଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri