ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅସଦାଚରଣ ମାମଲା: ଜିଲାପାଳ, ଏସ୍ପିଙ୍କୁ ରିପୋର୍ଟ ତଲବ
ଲକ୍ଷ୍ନୌ, ୨୯ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ଶାହଜାହାନ୍ପୁର ଜିଲାରେ ଜଣେ ଆଇନ ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଅସଦାଚରଣ କରିବା ନେଇ ଭିଡିଓ କ୍ଲିପ ସାମ୍ନାକୁ ଆସିବା ପରେ ରାଜନୀତି ଜୋର୍ ଧରିଛି। ୟୁପି ମହିଳା କମିଶନ ଅଧ୍ୟକ୍ଷା ବିମଳା ବାଥାମ୍ ଏ…
ଜମ୍ମୁ-କଶ୍ମୀର ଖବରଦାତାଙ୍କ ଉପରେ କଟକଣା: କେନ୍ଦ୍ର,ରାଜ୍ୟକୁ ସୁପ୍ରିମକୋର୍ଟ ନୋଟିସ
ନୂଆଦିଲ୍ଲୀ,୨୯ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ଖବରଦାତାମାନଙ୍କ ଯୋଗାଯୋଗ ମାଧ୍ୟମକୁ ବନ୍ଦ କରାଯିବା ସମେତ ସେମାନଙ୍କ ଉପରେ ଲାଗୁ ହୋଇଥିବା କଟକଣା ଉଠାଇଦେବା ପାଇଁ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାର ଓ ରାଜ୍ୟ ପ୍ରଶାସନକୁ…
ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ନିଜ ଗୋଡ଼କୁ ଗୁଳି କରୁଛି ଭାରତ
ଶ୍ରୀନଗର,୨୯ା୮(ପି.ଟି.): ସମୟ ଗଡ଼ିଚାଲିବା ସହ କଶ୍ମୀରରେ ଭାରତର କାର୍ଯ୍ୟାନୁଷ୍ଠାନ ବଢ଼ିବାରେ ଲାଗିଛି। ଫୋନ୍ଲାଇନ୍ ଓ ଇଣ୍ଟରନେଟ ସେବାକୁ ବନ୍ଦ, ବରିଷ୍ଠ ନେତାମାନଙ୍କୁ ଗୃହବନ୍ଦୀ ଓ କର୍ଫ୍ୟୁ ଜାରି କରାଯିବାକୁ ତିନିସପ୍ତାହ ବିତିସାରିଲାଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏତିକିରେ ସନ୍ତୁଷ୍ଟ ନ…
ମାନ୍ଦାବସ୍ଥାର ପ୍ରଭାବ: ସାବୁନ ଦର ହ୍ରାସ କରୁଛନ୍ତି କମ୍ପାନୀ
ନୂଆଦିଲ୍ଲୀ,୨୯ା୮: ଦେଶରେ ମାନ୍ଦାବସ୍ଥା ଏଭଳି ମାଡି ଆସିଛି ଯେ, ଅଟୋମୋବାଇଲ, ରିଏଲ୍ ଇଷ୍ଟେଟ୍ ପରେ ଏବେ ସାବୁନ ତିଆରି କରୁଥିବା କମ୍ପାନୀ ନିଜର ଉତ୍ପାଦର ଦର ହ୍ରାସ କରିବାକୁ ବାଧ୍ୟ ହେଉଛନ୍ତି। ଅଧିକାଂଶ କମ୍ପାନୀ ପ୍ରାୟ ୩୦ ପ୍ରତିଶତ ପର୍ଯ୍ୟନ୍ତ ଦରହ୍ରାସ…
ସକାଳେ ଚାମଚେ ଏହି ରସ ମେଦବହୁଳତାରୁ ରଖେ ଦୂରେଇ…
ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଏହାର ସଫଳ ଚିକିତ୍ସା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ପ୍ରତିଦିନ ଚାମଚେ ଘିକୁଆଁରୀ ରସ ପିଇଲେ ମେଦବହୁଳତା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ଅଛି। ମେଥିପତ୍ର ଓ ଘିକୁଆଁରୀ…
ଏଥର ଇକୋ ଫ୍ରେଣ୍ଡ୍ଲୀ ଗଣେଶ
କୋଏମ୍ବାଟୁର,୨୮।୮: ଗଣେଶ ଚତୁର୍ଥୀ ଭାଦ୍ରବ ଶୁକ୍ଳପକ୍ଷରେ ପଡ଼ୁଥିବା ବେଳେ ଚଳିତବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ବିଘ୍ନବିନାଶନଙ୍କ ପୂଜା ଆଉ କିଛି ଦିନ ବାକି ରହିଲା। ଏନେଇ ପଲ୍ଲୀଠୁଁ ସହର ସବୁ ଉତ୍ସବମୁଖର ହୋଇପଡ଼ିଛି। କାରିଗରମାନେ ଗଣେଶ ମୂର୍ତ୍ତି ତିଆରି…
କଶ୍ମୀର ଘାଟିରେ ନିଯୁକ୍ତ ହେବେ ୫୦ହଜାର ଯୁବବର୍ଗ: ରାଜ୍ୟପାଳ
ଶ୍ରୀନଗର,୨୮।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସେଠାରେ ଲାଗିଥିବା କଟକଣାକୁ ଧୀରେ ଧୀରେ କୋହଳ କରାଯାଉଛି। ଏହା ବ୍ୟତୀତ ସରକାର ଜମ୍ମୁ-କଶ୍ମୀର ଓ ଲଦାଖର ବିକାଶ ପାଇଁ ବ୍ଲୁ ପ୍ରିଣ୍ଟ ମଧ୍ୟ ପ୍ରସ୍ତୁତ କରିବା ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ…
ତିନିମାସକୁ ବିଦ୍ୟୁତ ବିଲ୍ ୫୭ ଲକ୍ଷ ଟଙ୍କା
ଧୌଲାନା: ଘରେ ଜଳୁଛି ଗୋଟିଏ ବଲ୍ବ, ବୁଲୁଛି ଗୋଟିଏ ଫ୍ୟାନ, କିନ୍ତୁ ବିଦ୍ୟୁତ ବିଲ୍ ୫୭ ଲକ୍ଷ ଟଙ୍କାରୁ ବେଶି ଆସିଛି। ତିନିମାସକୁ ଏହି ଦେୟ ଧାର୍ଯ୍ୟ କରାଯାଇଛି। ଏଭଳି ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଧୌଲନା ଅଞ୍ଚଳର ବଝାଦେ କଲାଂ…
ଯେଉଁଠି ଲୋକେ ମ।ତା ସୀତାଙ୍କୁ ରାବଣର ଝିଅ ମାନନ୍ତି
କେଲଂ :ଭାରତରେ ଧର୍ମଶାସ୍ତ୍ରରେ ଯାହା ମାନ୍ୟତା ରହିଛି ତା’ର ବ୍ୟତିକ୍ରମ ପରିଲକ୍ଷିତ ହୁଏ ବିଭିନ୍ନ ସ୍ଥାନରେ। ରାମାୟଣକୁ ନେଇ ଏମିତି ଏକ ଭିନ୍ନ ମାନ୍ୟତା ରହିଛି ହିମାଚଳ ପ୍ରଦେଶର ଲୋହୌଲ ସ୍ପିତିରେ। ସେଠାରେ ମାତା ସୀତାଙ୍କୁ ରାବଣର ଝିଅ ବୋଲି ଲୋକମାନେ…
ସମଗ୍ର ଦେଶରେ ଖୋଲାଯିବ ୭୫ ମେଡିକାଲ କଲେଜ
ନୂଆଦିଲ୍ଲୀ,୨୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଦି କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସମଗ୍ର ଦେଶରେ ମୋଟ ୭୫ଟି ନୂତନ ମେଡିକାଲ କଲେଜ ଖୋଲାଯିବା ନେଇ କେନ୍ଦ୍ର ସରକାର ମଞ୍ଜୁରୀ…
ଗୁରୁବାର ଲଦାଖ ଗସ୍ତରେ ଯିବେ ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୨୮।୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରଥମ ଥର ପାଇଁ ନବ ଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖ ଗସ୍ତରେ ଯିବେ। ଏହି ଅବସରରେ ସେ ସାଧାରଣ ଲୋକ, ସୁରକ୍ଷାକର୍ମୀ ଓ…
ଆଜମ ଖାନ୍ଙ୍କୁ ଝଟକା: ଅନ୍ତରୀଣ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ,୨୮।୮: ସମାଜବାଦୀ ପାର୍ଟି(ଏସ୍ପି)ର ଏମ୍ପି ଆଜମ ଖାନ୍ଙ୍କ ବଢ଼ୁଛି ଅଡ଼ୁଆ। ଜିଲା ଅଦାଲତ ଆଜମଙ୍କ ଅନ୍ତରୀଣ ଜାମିନ ଆବେଦନ ଉପରେ ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ତାଙ୍କର ଅନ୍ତରୀଣ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ଆଜମଙ୍କ ବିରୋଧରେ…

