ଗୁରୁବାର ଯାଏ ବଢ଼ିଲା ଚିଦାମ୍ବରମ୍ଙ୍କ ଅନ୍ତରୀଣ ସୁରକ୍ଷା
ନୂଆଦିଲ୍ଲୀ,୨୮।୮: ଆଇଏନ୍ଏକ୍ସ ମିଡିଆ ମାମଲାରେ ଅନ୍ତରୀଣ ଜାମିନ ଉପରେ ବୁଧବାର ସୁପ୍ରିମକୋର୍ଟ ଶୁଣାଣି କରି ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ବଢ଼ାଇ ଦେଇଛନ୍ତି। ଚିଦାମ୍ବରମ୍ଙ୍କୁ ଗୁରୁବାର ପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଗିରଫଦାରି ଉପରେ ରୋକ ଲଗାଇଛନ୍ତି କୋର୍ଟ।…
ରାହୁଲଙ୍କୁ ଚୁମ୍ବନ ଦେଲେ ପୁରୁଷ ସଦସ୍ୟ: ଭିଡିଓ ଭାଇରାଲ
ଓ୍ବାୟନାଡ,୨୮।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେରଳର ଓ୍ବାୟନାଡର ଏମ୍ପି ଥିବା ବେଳେ ବୁଧବାର ସେ ସେଠାକୁ ଗସ୍ତ କରିଛନ୍ତି। ରାହୁଲ ଚଳିତ ମାସରେ ନିଜର ନିର୍ବାଚନ ମଣ୍ଡଳୀକୁ ଦ୍ୱିତୀୟ ଥର ଯାଇଥିବା ଜଣାପଡ଼ିଛି। ଏହି ଅଞ୍ଚଳରେ ଲଗାତର ବର୍ଷା…
ରେଲଓ୍ବେ ଷ୍ଟେଶନରେ କଦଳୀ ବିକ୍ରି ଉପରେ ଲାଗିଲା କଟକଣା
ଲକ୍ଷ୍ନୌ,୨୮।୮: ଉତ୍ତରପ୍ରଦେଶର ଲକ୍ଷ୍ନୌ ରେଲଓ୍ବେ ଷ୍ଟେଶନରେ କଦଳୀ ବିକ୍ରି ଉପରେ ଲାଗିଲା କଟକଣା। ଷ୍ଟେଶନରେ ସଫାସୁତୁରା ଉପରେ ଗୁରୁତ୍ୱ ଦେଇ ରେଲଓ୍ବେ ଅଧିକାରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। କାରଣ ଷ୍ଟେଶନ ଉପରେ ବିକ୍ରି ହେଉଥିବା କଦଳୀ ଖାଇ ତାର ଚୋପାକୁ ଲୋକମାନେ…
ଟାଇମ୍ ମାଗାଜିନ୍ ତାଲିକାରେ ସାମିଲ ହେଲା ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’
ନୁଆଦିଲ୍ଲୀ,୨୮।୮: ସାଧାରଣତଃ ଭାରତର ପର୍ଯ୍ୟଟନସ୍ଥଳୀଗୁଡ଼ିକ ବିଦେଶୀ ପର୍ଯ୍ୟଟକଙ୍କୁ ବେଶ୍ ଆକର୍ଷିତ କରିଥାଏ। ନିକଟରେ ଗୁଜରାଟରେ ତିଆରି ହୋଇଥିବା ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ମଧ୍ୟ ଲୋକଙ୍କୁ ବେଶ୍ ଆକୃଷ୍ଟ କରିପାରିଛି। ଏହି କ୍ରମରେ ବିଶ୍ୱର ପ୍ରତିଷ୍ଠିତ ଟାଇମ୍ ମାଗାଜିନ୍ ପକ୍ଷରୁ ‘ବିଶ୍ୱର ପ୍ରମୁଖ…
ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଛୋଟ ପିଲାଙ୍କୁ ଦିଆଯାଉଛିି ନୈତିକ ମୂଲ୍ୟବୋଧ ଶିକ୍ଷା
ଭୋପାଳ,୨୮।୮: ମଧ୍ୟପ୍ରଦେଶ କୋଲାରଠାରେ ଥିବା ଆପନା ଘର ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଏଠାରେ ରହୁଥିବା ବୃଦ୍ଧାବୃଦ୍ଧଙ୍କ ପକ୍ଷରୁ ନୈତିକ ମୂଲ୍ୟବୋଧ ଶିକ୍ଷାଦାନ କରାଯାଉଛି। ଅପରାହ୍ନ ୪ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଏପରି କରାଯାଉଛି। ଏଠାକୁ ୫ରୁ ୧୬ ବର୍ଷ…
ପ୍ରଥମ ମହିଳା ଫ୍ଲାଇଟ୍ କମାଣ୍ଡର ହେଲେ ଶାଲିଜା ଧାମି
ନୂଆଦିଲ୍ଲୀ,୨୮।୮: ଭାରତୀୟ ବାୟୁସେନାର ଫ୍ଲାଇଟ୍ ୟୁନିଟ୍ର ପ୍ରଥମ ମହିଳା ଫ୍ଲାଇଟ୍ କମାଣ୍ଡର ଭାବେ ଓ୍ବିଙ୍ଗ୍ କମାଣ୍ଡର ଶାଲିଜା ଧାମି ଦାୟିତ୍ୱ ଗ୍ରହଣ କରିଛନ୍ତି। ଶାଲିଜା ଲୁଧିଆନାର ବାସିନ୍ଦା। ସେ ହିନଡନ୍ ଏୟାରବେସ୍ର ଚେତକ ହେଲିକପ୍ଟର ୟୁନିଟ୍ର ଫ୍ଲାଇଟ୍ କମାଣ୍ଡର ଭାବେ କାର୍ଯ୍ୟ…
ଭାରତକୁ ଯୁଦ୍ଧରେ ପରାସ୍ତ କରିପାରିବନି ପାକିସ୍ତାନ: ଦଲାଇଲାମା
ମନାଲି,୨୮।୮: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ପାକିସ୍ତାନରେ ନିଆଁ ଜଳୁଛି। ଦେଶର ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଖେଳାଳିମାନେ କେତେବେଳେ କ’ଣ କହୁଛନ୍ତି ତାହା ବୁଝାପଡୁନାହିଁ। ନିକଟରେ ଭାରତ ସହ ଯୁଦ୍ଧ କରିବାକୁ ଧମକ ଦେଇଥିଲା ପାକିସ୍ତାନ। ଏନେଇ ତିବ୍ଦତୀୟ ଧର୍ମଗୁରୁ…
ଆଇପିସି ଏବଂ ସିଆର୍ପିସିରେ ଅଣାଯିବ ପରିବର୍ତ୍ତନ; ଗଠନ ହେବ ନ୍ୟାସନାଲ୍ ମୋଡୁସ୍ ଆପରେଣ୍ଡି ବ୍ୟୁରୋ: ଅମିତ ଶାହ
ନୂଆଦିଲ୍ଲୀ,୨୮।୮: ଦେଶରେ ପ୍ରଚଳିତ ଭାରତୀୟ ପିଙ୍ଗଳ କୋଡ୍(ଆଇପିସି) ଏବଂ ଆପରାଧୀକ ପ୍ରଣାଳୀ କୋଡ୍(ସିଆର୍ପିସି)ରେ କେତେକ ପରିବର୍ତ୍ତନ କରାଯିବ ବୋଲି ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଦିଲ୍ଲୀ ସ୍ଥିତି ବ୍ୟୁରୋ ଅଫ୍ ପୋଲିସ ରିସର୍ଚ୍ଚ ଆଣ୍ଡ୍ ଡେଭଲପ୍ମେଣ୍ଟ୍ର ୪୯ତମ…
କଶ୍ମୀର ଭାରତର; ପାକିସ୍ତାନ ସହିତ ଏବେ ପିଓକେ ନେଇ ହେବ କଥାବାର୍ତ୍ତା: ଭେଙ୍କାୟା ନାଇଡୁ
ନୂଆଦିଲ୍ଲୀ, ୨୮।୮: କଶ୍ମୀର ଭାରତର। ଏହାକୁ ନେଇ ପାକିସ୍ତାନ କୌଣସି ମନ୍ତବ୍ୟ ଦେବା କିମ୍ବା ପଦକ୍ଷେପ ଗ୍ରହଣ କରିବା ଅନୁଚିତ। ସେହିପରି କଶ୍ମୀର ସମସ୍ୟା ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ। ଏବେ ଭାରତ କେବଳ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ଏହାର ପ୍ରତିପକ୍ଷ…
ଭାରତ-ନେପାଳ ସୀମାରେ ସୁରକ୍ଷା ବ୍ୟବସ୍ଥା ହେବ କଡ଼ାକଡ଼ି: ଲାଗିବ ୨୦ ସିସିଟିଭି କ୍ୟାମେରା
ସିଦ୍ଧାର୍ଥନଗର,୨୮।୮: ଭାରତ-ନେପାଳ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବାକୁ ନିଷ୍ପତ୍ତି ହୋଇଛି। ଉତ୍ତରପ୍ରଦେଶ ଗୋରଖପୁରଠାରେ ନେପାଳ ସହିତ ଭାରତର ୬୮ କିଲୋମିଟର ସୀମା ରହିଛି। ତେବେ ଏଠାରେ ଉଭୟ ଦେଶ ମଧ୍ୟରେ ଗମନାଗମନ କରିବା ପାଇଁ କୌଣସି ବାରଣ ନାହିଁ। ଏହାର…
ବିଧାନସଭାରେ ପର୍ନ ଦେଖୁଥିବା ବିଧାୟକ ହେଲେ ଉପ ମୁଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ,୨୮।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ. ୟେଦୁରପ୍ପା ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିଛନ୍ତି। ଅସନ୍ତୁଷ୍ଟଙ୍କୁ ମନାଇବା ପାଇଁ ସେ ୩ ଜଣଙ୍କୁ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ପଦରେ ନିଯୁକ୍ତ କରିଛନ୍ତି। ସେମାନେ ହେଲେ ଲକ୍ଷ୍ମଣ ସାଙ୍ଗାପ୍ପା ସାଭାଡି, ଗୋବିନ୍ଦ ମକଥାପ୍ପା କାରାଜୋଲ ଏବଂ ଅଶ୍ୱଥ…
ବଂଶୀ ସ୍ବର ଶୁଣି ଅଧିକ କ୍ଷୀର ଦିଏ ଗାଈ: ଭାଜପା ବିଧାୟକ
ଗୁଆହାଟୀ, ୨୮।୮: ବଂଶୀ ସ୍ବର ଶୁଣିଲେ ଗାଈ ଅଧିକ କ୍ଷୀର ଦେବ। ଏ କଥା ମୁଁ ନୁହେଁ, ଗୁଜରାଟର ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଗବେଷଣା କରି ପ୍ରମାଣିତ କରିଛନ୍ତି ବୋଲି ଭାଜପା ବିଧାୟକ ଦିଲୀପ କୁମାର ମତ ଦେଇଛନ୍ତି। ଯେମିତି ଭଗବାନ…

