ଜାତୀୟ

ଏହି ଗାଁରେ ହୁଏନାହିଁ ନିର୍ବାଚନ ପ୍ରଚାର: ମତଦାନ ୯୬ ପ୍ରତିଶତ

ରାଜକୋଟ,୨୧।୪: ଗୁଜରାଟ ରାଜକୋଟ ଜିଲା ଅନ୍ତର୍ଗତ ରାଜସମଦିୟାଲ ଗାଁ ସବୁଠାରୁ ନିଆରା। ନିର୍ବାଚନ ସମୟରେ ସବୁଠି ପ୍ରଚାର ଗାଡି ବୁଲୁଥିବା ବେଳେ ଏହି ଗାଁରେ କିନ୍ତୁ ପ୍ରଚାର କରାଯାଇ ନ ଥାଏ। ଗାଁ ଲୋକଙ୍କ ମତରେ ଗାଁରେ ପ୍ରଚାର କରାଗଲେ ପରିବେଶ…

ବାବରି ମସଜିଦ୍‌ ପ୍ରସଙ୍ଗରେ ପ୍ରଜ୍ଞା ଦେଲେ ବିବାଦୀୟ ମନ୍ତବ୍ୟ: ପୁଣି ଇସି ଜାରି କଲେ ନୋଟିସ୍‌

ଭୋପାଳ, ୨୧।୪: ମାଲେଗାଓଁ ବିସ୍ଫୋରଣ ଅଭିଯୁକ୍ତ ତଥା ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବାବେଳେ ନିର୍ବାଚନ କମିଶନ(ଇସି)ପୁଣି ଥରେ…

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

ନୂଆଦିଲ୍ଲୀ,୨୧ା୪(ପି.ଟି.): କଂଗ୍ରେସ ସହ ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ମେଣ୍ଟ ସମ୍ଭବ ନୁହେଁ ବୋଲି ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି। ଅନ୍ୟ ରାଜ୍ୟରେ ମଧ୍ୟ କଂଗ୍ରେସ ମେଣ୍ଟ କରିବାକୁ ଚାହୁଁନାହିଁ ବୋଲି ସେ କହିଛନ୍ତି। ଦିଲ୍ଲୀରେ ପ୍ରସ୍ତାବିତ ୪:୩ ଫର୍ମୁଲା…

ଦିଦିଙ୍କ ନିଦ ହଜିଯାଇଛି: ମୋଦି

ବୁନିଆଦପୁର,୨୧ା୪(ପି.ଟି.): ଲୋକ ସଭା ନିର୍ବାଚନର ଦୁଇଟି ପର୍ଯ୍ୟାୟ ଶେଷ ହୋଇଥିବାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ (ସ୍ପିଡ୍‌ ବ୍ରେକର ଦିଦି)ଙ୍କ ନିଦ ହଜିଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇ କହିଛନ୍ତି।…

ସିଦ୍ଧୁଙ୍କୁ ଇସି ନୋଟିସ

ନୂଆଦିଲ୍ଲୀ,୨୧ା୪: ସାମ୍ପ୍ରଦାୟିକ ମନ୍ତବ୍ୟ ଲାଗି କଂଗ୍ରେସ ନେତା ନବଜ୍ୟୋତ୍‌ ସିଂ ସିଦ୍ଧୁଙ୍କୁ ନିର୍ବାଚନ କମିଶନ (ଇସି) କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜବାବ ଦାଖଲ କରିବାକୁ ତାଙ୍କୁ କୁହାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରାଜିତ କରିବା…

ଲାଲୁଙ୍କ ଜୀବନ ବିପଦରେ: ରାବ୍ରୀ

ପାଟନା,୨୧ା୪(ପି.ଟି.): ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁପ୍ରସାଦ ଯାଦବଙ୍କ ଜୀବନ ବିପଦରେ ବୋଲି ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ଅଭିଯୋଗ କରିଛନ୍ତି। ଜେଲ୍‌ରେ ଥିବା ଲାଲୁଙ୍କୁ ଭେଟିବା ଲାଗି ପୁଅ ତେଜସ୍ବୀଙ୍କୁ ଛଡ଼ାଯାଉ ନାହିଁ। ତାଙ୍କୁ…

ରାହୁଲଙ୍କ ନାଗରିକତ୍ୱକୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୨୧ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଗରିକତା ଏବଂ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠିଛି। ଏହି ପ୍ରସଙ୍ଗରେ ରାହୁଲ ନିଜକୁ ସ୍ବଚ୍ଛ ପ୍ରମାଣିତ କରନ୍ତୁ ବୋଲି ଶନିବାର ଭାଜପା ପକ୍ଷରୁ ଦାବି କରାଯାଇଛି। ରାହୁଲଙ୍କ ନାଗରିକତ୍ୱ ଓ ଶିକ୍ଷାଗତ ଯୋଗ୍ୟତାକୁ…

ମୋଦିଙ୍କ ଓ୍ବେବ୍‌ ସିରିଜ୍‌ ଉପରେ ଇସି କଟକଣା

ନୂଆଦିଲ୍ଲୀ,୨୧ା୪(ପି.ଟି.): ଲୋକ ସଭା ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଓ୍ବେବ୍‌ ସିରିଜ ପ୍ରସାରଣ ତୁରନ୍ତ ବନ୍ଦ କରିବାକୁ ନିର୍ବାଚନ କମିଶନ (ଇସି) ଏରୋସ୍‌ ନାଓକୁ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ‘ମୋଦି- ଜଣେ…

ଦୁର୍ଗ ଭେଦିବାକୁ ଭାଜପାର କସରତ

ପରଜଙ୍ଗ, ୨୧।୪(ଡି.ଏନ.ଏ.) ରାଜ୍ୟ ରାଜନୀତିର ଅନ୍ୟତମ ଚର୍ଚ୍ଚିତ ଲୋକ ସଭା କ୍ଷେତ୍ର ଢେଙ୍କାନାଳରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୨୩ରେ ଅନୁଷ୍ଠିତ ହେଉଛି। ପ୍ରଚାର ସରିବାକୁ ପ୍ରାର୍ଥୀଙ୍କ ହାତରେ ମାତ୍ର କେଇଘଣ୍ଟା ଥିବାବେଳେ ଭୋଟରଙ୍କ ମୁଡ୍‌ ପରଖୁଛନ୍ତି ରାଜନୈତିକ ଦଳ। ମଇଦାନରେ…

ଜେଟ୍‌ ଅଂଶଧନ ଉପରେ ରିଲାଏନ୍ସର ନଜର

ନୂଆଦିଲ୍ଲୀ,୨୧ା୪: ଟେକ୍ସଟାଇଲରୁ ଆରମ୍ଭ କରି ଟେଲିକମ୍‌ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ନିଜର ପ୍ରଭୁତ୍ୱ ବିସ୍ତାର କରିଥିବା ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବେ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜର ଅଂଶଧନ କିଣିବାକୁ ଆଗ୍ରହୀ ଥିବା ଜଣାପଡିଛି। ଅନ୍ୟପକ୍ଷରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ…

ଭାଜପାରୁ ନିର୍ବାଚନ ଲଢ଼ିବେ ସନ୍ନି ଦେଓଲ !

ନୂଆଦିଲ୍ଲୀ, ୨୦ା୪ : ବଲିଉଡ୍‌ର ଆକ୍ସନ ହିରୋ ସନ୍ନି ଦେଓଲ ଭାଜପାରେ ମିଶିବା ନେଇ  ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ପଞ୍ଜାବର ଅମୃତସରରୁ ସନ୍ନି ପ୍ରାର୍ଥୀ ହେବା ନେଇ ମଧ୍ୟ ଆଲୋଚନା ହେଉଛି। ଏନେଇ ଶନିବାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ…

ମୋଦିଙ୍କ ପ୍ରେରଣା: ୨୨ଥର ହାରି ପୁଣିଥରେ ନିର୍ବାଚନ ଲଢୁଛନ୍ତି ଏହି ଚା’ ଦୋକାନୀ

ଗ୍ବାଲିୟର,୨୦।୪: ଚା’ବାଲା ହୋଇ ଯଦି ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହୋଇ ପାରିଲେ ତେବେ ସେ ବି ଦିନେ ନିର୍ବାଚନରେ ବିଜୟ ଲାଭ କରିବେ ବୋଲି ଆଶା ରଖିଛନ୍ତି ଗ୍ବାଲିୟର ଜଣେ ଚା’ ଦୋକାନୀ। ମଧ୍ୟ ପ୍ରଦେଶ ଗ୍ବାଲିୟରରେ ଚା’ ଦୋକାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri