ଜାତୀୟ

ମୋଦିଙ୍କ ପ୍ରେରଣା: ୨୨ଥର ହାରି ପୁଣିଥରେ ନିର୍ବାଚନ ଲଢୁଛନ୍ତି ଏହି ଚା’ ଦୋକାନୀ

ଗ୍ବାଲିୟର,୨୦।୪: ଚା’ବାଲା ହୋଇ ଯଦି ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହୋଇ ପାରିଲେ ତେବେ ସେ ବି ଦିନେ ନିର୍ବାଚନରେ ବିଜୟ ଲାଭ କରିବେ ବୋଲି ଆଶା ରଖିଛନ୍ତି ଗ୍ବାଲିୟର ଜଣେ ଚା’ ଦୋକାନୀ। ମଧ୍ୟ ପ୍ରଦେଶ ଗ୍ବାଲିୟରରେ ଚା’ ଦୋକାନ…

ପୁରୁଷଙ୍କ ବିନା ହଜ୍‌କୁ ଯାଉଥିବା ମହିଳାଙ୍କ ଭିତରେ ୮୬ ପ୍ରତିଶତ କେରଳବାସିନ୍ଦା: ରିପୋର୍ଟ

ଥିରୁଭାନନ୍ତପୁରମ୍‌,୨୦।୪: ନିକଟରେ ହଜ୍‌ ଯାଉଥିବା ମହିଳା ଓ ପୁରୁଷଙ୍କ ଭିତରେ କିଏ ଅଧିକ ସଂଖ୍ୟକ ରହିଛନ୍ତି ସେନେଇ ଏକ ସରକାରୀ ସର୍ଭେ କରାଯାଇଥିଲା। ରିପୋର୍ଟ ଅନୁସାରେ, ଭାରତରୁ ସାଉଦିଆରବ ହଜ୍‌ଯାତ୍ରାରେ ଅଧିକାଂଶ ମହିଳା, ପୁରୁଷଙ୍କ ବିନା ସେଠାକୁ ଯାଇଥାନ୍ତି। ସେଥିମଧ୍ୟରୁ ୮୬…

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ଭିଲାଇ,୨୦।୪: ଅଙ୍ଗ ଦାନ ମହାପୂଣ୍ୟ। ତେବେ ଏନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛତିଶଗଡ଼ ଭିଲାଇରେ ଏକ ବିବାହ ଉତ୍ସବରେ ଯୋଗଦେଇଥିବା ୬ ଶହ ଅତିଥି ନେତ୍ରଦାନ ପାଇଁ ଶପଥ ନେଇଛନ୍ତି। ସ୍ଥାନୀୟ ସେକ୍ଟର-୭ ବାସିନ୍ଦା ସଞ୍ଜୟ…

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

ନୂଆଦିଲ୍ଲୀ,୨୦।୪: ଦିଲ୍ଲୀରେ କଂଗ୍ରେସ ସହ ଆମ ଆଦମୀ ପାର୍ଟି(ଏଏପି)ର ମେଣ୍ଟ ସମ୍ଭବ ନୁହେଁ ବୋଲି ଶନିବାର ଏଏପି ସୂଚନା ଦେଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଡିଆ କହିଛନ୍ତି, ଦିଲ୍ଲୀରେ କଂଗ୍ରେସକୁ ୩ଟି ଆସନ ଦେବା ଅର୍ଥ ହେଉଛି ଭାଜପାକୁ ୩ଟି ଆସନ…

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। ଜାଳେଣି କାଠ, କୋଇଲା, ଗୋବର ଏବଂ କିରୋସିନ ବ୍ୟବହାର ଦ୍ୱାରା ବାୟୁ ପ୍ରଦୂଷଣ ଯୋଗୁ ପ୍ରତିବର୍ଷ ପ୍ରାୟ…

ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ଉତ୍ପୀଡନ ମାମଲକୁ ସେ ନିଜେ ଖାରଜ କରି ଦେଇଛନ୍ତି। ୩ଜଣ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ନ୍ୟାୟପାଳିକା ବର୍ତ୍ତମାନ ଚିନ୍ତାଜନକ ସ୍ଥିତିରେ…

ଜମ୍‌ଶେଦ୍‌ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ

ଜମ୍‌ଶେଦ୍‌ପୁର,୨୦।୪: ଝାଡ଼ଖଣ୍ଡ ଜମ୍‌ଶେଦ୍‌ପୁର ଲୋକ ସଭା ଆସନରେ ୬ଷ୍ଠ ପର୍ଯ୍ୟାୟରେ ମେ ୧୨ରେ ମତଦାନ କରାଯିବ। ଏଠାରେ ଥିବା ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀଙ୍କ ଗଡ଼ରେ ରହିଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏଥିପାଇଁ ୮୦ କମ୍ପାନୀ ପୋଲିସ…

ନିର୍ବାଚନ ଜିତିବା ପାଇଁ ଏକ ମାସ ଭିତରେ ଦେଶର ୭୫ ନେତା ଏହି ମନ୍ଦିରରେ କରିସାରିଲେଣି ପୂଜାର୍ଚ୍ଚନା

ସିମ୍‌ଲା,୨୦।୪: ନିର୍ବାଚନ ପାଖେଇ ଆସିଲେ ଦେବାଳୟମାନଙ୍କରେ ରାଜନେତା ମାନଙ୍କର ଭିଡ଼ ଜମିଥାଏ। ଦେବଦେବୀଙ୍କ ଆଶୀର୍ବାଦ ଲାଭ କଲେ ସହଜରେ ନିର୍ବାଚନ ବୈତରଣୀ ଅବିଳମ୍ବେ ପାରି ହୋଇଯିବେ ବୋଲି ସେମାନଙ୍କର ବିଶ୍ୱାସ। ସେହି ଅନୁସାରେ ଲୋକ ସଭା ନିର୍ବାଚନ ସମୟରେ ହିମାଚଳର ରାମଲୋକ…

ମୃତ୍ୟୁପରେ ରେଳଲାଇନ୍‌ରେ ମୃତଦେହ ରଖି ବୀମା କ୍ଷତି ପୂରଣ ପାଇଁ ଦିଆଯାଉଥିଲା ଦୁର୍ଘଟଣା ରୂପ

ନୂଆଦିଲ୍ଲୀ,୨୦।୪: ମଣିଷର ଲୋଭ କେବେ ମରେନା। ବେଳେବେଳେ ଲୋଭ ଯୋଗୁ କେତେକ ଏଭଳି କାଣ୍ଡ କରିବସନ୍ତି ଯାହା ମଣିଷ ପଣିଆ ଉପରେ ସୃଷ୍ଟିକରେ ପ୍ରଶ୍ନ ଚିହ୍ନ। ଏପରି ଏକ ଘଟଣା ଘଟିଛି ଦିଲ୍ଲୀରେ। କେତେକ ଲୋକ ହସ୍ପିଟାଲରେ ମୃତ୍ୟୁ ଘଟୁଥିବା ଲୋକଙ୍କ…

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦିଦିଙ୍କ ମନରେ ମମତା ନାହିଁ। ସେ ରାଜ୍ୟର ଗରିବଙ୍କୁ ଅଧିକ ଗରିବ କରି ଚାଲିଛନ୍ତି। ତାଙ୍କ…

ବ୍ୟାନ୍‌କୁ ବେଖାତିର: ୩ ବର୍ଷରେ ଭାରତରେ ୭ ହଜାର କୋଟି ନିବେଶ କରିବ ଟିକ୍‌ଟକ୍‌

ନୂଆଦିଲ୍ଲୀ,୨୦।୪: ଭାରତରେ ଟିକ୍‌ ଟକ୍‌ ଆପ୍‌କୁ ବ୍ୟାନ୍‌ କରାଯିବା ପରେ ଏହାକୁ ପ୍ରସ୍ତୁତ କରିଥିବା କମ୍ପାନୀ ବାଇଟ୍‌ ଡ୍ୟାନ୍ସ୍‌ ଟେକ୍ନୋଲୋଜି ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ଏହାକୁ ହଟାଇ ଦେଇଛି। ତେବେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଭାରତରେ ଏହି ଆପ୍‌କୁ ନେଇ…

ସ୍ପାଇସଜେଟ୍‌ର ବଦାନ୍ୟତା: ୫ଶହ ଜେଟ୍‌ ଏୟାରଓ୍ବେଜ କର୍ମଚାରୀଙ୍କୁ ଦେଲା ଚାକିରି

ନୂଆଦିଲ୍ଲୀ,୨୦।୪: ଆର୍ଥିକ ମାନ୍ଦାବସ୍ଥା କାରଣରୁ ବନ୍ଦ ହୋଇଯାଇଛି ଜେଟ୍‌ ଏୟାରଓ୍ବେଜ୍‌। ଫଳରେ ହଜାର ହଜାର କର୍ମଚାରୀ ରୋଜଗାର ହରାଇଛନ୍ତି। ଏତିକିବେଳେ କିନ୍ତୁ ସହାୟତାର ହାତ ବଢାଇଛି ସ୍ପାଇସ୍‌ଜେଟ୍‌। କମ୍‌ ଦାମରେ ବିମାନ ସେବା ଯୋଗାଇ ଚର୍ଚ୍ଚାରେ ଥିବା ସ୍ପାଇସ୍‌ଜେଟ୍‌ , ଜେଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri