ହାର୍ଦ୍ଦିକଙ୍କୁ ଚାପୁଡ଼ା
ଅହମଦାବାଦ,୨୦ା୪(ପି.ଟି.): କଂଗ୍ରେସ ନେତା ହାର୍ଦ୍ଦିକ ପଟେଲଙ୍କୁ ଶୁକ୍ରବାର ଜଣେ ବ୍ୟକ୍ତି ଚାପୁଡ଼ା ମାରିଛନ୍ତି। ଗୁଜରାଟର ସୁରେନ୍ଦ୍ରନଗର ଜିଲା ବଲଦାନା ଗ୍ରାମର ଏକ ସଭାକୁ ହାର୍ଦ୍ଦିକ ସମ୍ବୋଧିତ କରୁଥିବାବେଳେ ତରୁଣ ଗଜ୍ଜାର ନାମକ ବ୍ୟକ୍ତି ତାଙ୍କ ଗାଲରେ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି।…
ପରସ୍ପରକୁ ପ୍ରଶଂସା, ମୋଦିଙ୍କୁ ଟାର୍ଗେଟ: ୨୪ ବର୍ଷ ପରେ ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ
ମୈନ୍ପୁରୀ,୨୦ା୪(ପି.ଟି.): ଦୀର୍ଘ ୨୪ ବର୍ଷର ଶତ୍ରୁତାକୁ ଭୁଲି ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି ଉତ୍ତରପ୍ରଦେଶର ଦୁଇ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଓ ମୁଲାୟମ୍ ସିଂ ଯାଦବ। ବହୁଜନ ସମାଜ ପାର୍ଟି (ବିଏସ୍ପି) ସୁପ୍ରିମୋ ମାୟାବତୀ ଓ ସମାଜବାଦୀ…
ଅମେଠିରେ ‘ନ୍ୟାୟ’ ବ୍ୟାନର: ରାହୁଲଙ୍କୁ ଇସି ନୋଟିସ
ଭୋପାଳ,୨୦ା୪(ପି.ଟି.): ଅମେଠିରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ (ଇସି) କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରି କରିଛନ୍ତି। ସ୍ଥାନୀୟ ନିର୍ବାଚନ ଅଧିକାରୀଙ୍କ ବିନା ଅନୁମତିରେ କଂଗ୍ରେସ ଦଳ ପକ୍ଷରୁ ଅମେଠିରେ ରାହୁଲଙ୍କ ଫଟୋ ସହ ‘ଏବେ…
ବାଲାକୋଟ ଆକ୍ରମଣରେ ପାକ୍ ସୈନ୍ୟ ମରି ନ ଥିଲେ: ସୁଷମା
ଅହମ୍ମଦାବାଦ,୨୦ା୪(ପି.ଟି.): ପାକିସ୍ତାନର ବାଲାକୋଟସ୍ଥିତ ଆତଙ୍କବାଦୀ ଶିବିର ଉପରେ ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନାର ବୋମାମାଡ଼ରେ ଜଣେ ହେଲେ ପାକସ୍ତାନୀ ସୈନ୍ୟ କିମ୍ବା ସାଧାରଣ ନାଗରିକ ନିହତ ହୋଇ ନ ଥିଲେ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସ୍ପଷ୍ଟ କରିଛନ୍ତିି। ଭାଜପା…
୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା
ନୂଆଦିଲ୍ଲୀ,୨୦ା୪: ଆସନ୍ତା ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ମୋଟ ୧୬୧୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ଆସୋସିଏଶନ୍ ଅଫ ଡେମୋକ୍ରାଟିକ୍ ରିଫର୍ମ୍ସ…
ମୁଲାୟାମ ସିଂ ମୋଦିଙ୍କ ଭଳି ‘ଫେକ୍ ଓବିସି’ ନୁହେଁ: ମାୟାବତୀ
ମେନପୁରି,୧୯।୪: ବହୁଜନ ସମାଜ ପାର୍ଟି(ବିଏସ୍ପି) ମୁଖ୍ୟ ଶୁଶ୍ରୀ ମାୟାବତୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ମାୟାବତୀ କହିଛନ୍ତି, ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟାମ ସିଂ ଯାଦବ ପ୍ରକୃତରେ ଜଣେ ପଛୁଆ ବର୍ଗର ନେତା। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭଳି ‘ଫେକ୍…
୯୦ ବୁଥ୍କୁ ଆସିଲେନି ଜଣେ ବି ଭୋଟର
ଶ୍ରୀନଗର,୧୯।୪: ଜମ୍ମୁ-କଶ୍ମୀର ଶ୍ରୀନଗରରେ ୨୦୧୯ ଲୋକ ସଭା ନିର୍ବାଚନକୁ ବର୍ଜନ କରିବାକୁ ପୂର୍ବରୁ ସୂଚନା ମିଳୁଥିଲା। ତେବେ ଗୁରୁବାର ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଶ୍ରୀନଗରର ପ୍ରାୟ ୯୦ଟି ମତଦାନ କେନ୍ଦ୍ରରେ କେହି ଜଣେ ହେଲେ…
ବାଲାକୋଟ ଆକ୍ରମଣରେ କୌଣସି ପାକିସ୍ତାନ ସେନା ଅବା ନାଗରିକଙ୍କ ମୃତ୍ୟୁ ହୋଇନାହିଁ: ସୁଷମା
ଅହମ୍ମଦାବାଦ,୧୯।୪: ପାକିସ୍ତାନର ବାଲାକୋଟରେ ଭାରତୀୟ ସେନା ପକ୍ଷରୁ ହୋଇଥିବା ବିମାନ ଆକ୍ରମଣରେ କୌଣସି ପାକିସ୍ତାନ ଯବାନ ଅବା ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇ ନ ଥିବା କହିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ତଥା ଭାଜପା ନେତ୍ରୀ ସୁଷମା ସ୍ବରାଜ। ଗୁରୁବାର ଅହମ୍ମଦାବାଦରେ…
ଅର୍ଦ୍ଧନଗ୍ନ ହୋଇ ପ୍ରାର୍ଥିପତ୍ର ଦାଖଲ କଲେ ଲୋକସଭା ପ୍ରାର୍ଥୀ ଅଞ୍ଜନୀ ପାଣ୍ଡେ
ରାଞ୍ଚି,୧୯।୪: ସ୍ବାଧିନ ପ୍ରାର୍ଥୀ ତଥା ଆଦିବାସୀ କିଶାନ ମଜଦୁର ପାର୍ଟି(ଏକେଏମ୍ପି) ନେତା ଅଞ୍ଜନୀ ପାଣ୍ଡେ ଏବେ ଚର୍ଚ୍ଚାରେ। କାରଣ ଗୁରୁବାର ସେ ରାଞ୍ଚି ଲୋକ ସଭା ଆସନ ପାଇଁ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତେବେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ…
ମାତ୍ର ଗୋଟିଏ ନିଷ୍ପତ୍ତିରେ ରୋଜଗାର ହରାଇଲେ ୧୬ହଜାର କର୍ମଚାରୀ
ନୂଆଦିଲ୍ଲୀ,୧୯।୪: ଆର୍ଥିକ ସଙ୍କଟ କାରଣରୁ ଜେଟ୍ ଏୟାରଓ୍ବେଜ୍ ତା’ର ଉଡାଣକୁ ଅସ୍ଥାୟୀ ଭାବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦେଇଛି। ଫଳରେ ଏଥିରେ କାମ କରୁଥିବା ପ୍ରାୟ ୧୬ ହଜାର କର୍ମଚାରୀ ଏବେ ରୋଜଗାର ହରାଇ ଭାଙ୍ଗି ପଡିଛନ୍ତି। ଏହି…
ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ
ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ କସ୍ବା ଥାନା ଅଞ୍ଚଳର ଏକ ଗଁ।ରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପଟେ ଭଉଣୀର ସବାରି ଉଠିଥିବା ବେଳେ ଅନ୍ୟପଟେ ଭାଇର କୋକେଇ ଉଠିଛି। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳରେ ବାସ କରୁଥିବା ଜଣେ ବ୍ୟକ୍ତିଙ୍କ ଝିଅର ବୁଧବାର…
ପାକିସ୍ତାନକୁ ଝଟକା: ଏଲ୍ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ
ଶ୍ରୀନଗର,୧୯।୪: ପୁଲଓ୍ବାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ଏନେଇ ଭାରତ ପାକିସ୍ତାନ ବିରୋଧରେ ବହୁ ପଦକ୍ଷେପ ମଧ୍ୟ ନେଇଛି। ଏହି କ୍ରମରେ ଭାରତ ଜମ୍ମୁ-କାଶ୍ମୀର ସୀମାରେ କରାଯାଉଥିବା ବ୍ୟବସାୟ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…
Archives


