ଜାତୀୟ

କର୍ମୀଙ୍କ ଅବଦାନକୁ ଭୁଲନାହିଁ

ନୂଆଦିଲ୍ଲୀ,୪ା୮(ପି.ଟି.): କର୍ମୀମାନେ ମାଆ ଭଳି ଦଳକୁ ବଢ଼ାଇଛନ୍ତି। ସେମାନଙ୍କ ଅବଦାନକୁ ଭୁଲନାହିଁ। ସେମାନେ କଦାପି ଅନାଦର ଅନୁଭବ କରିବା ଉଚିତ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍‌ପିମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅବସରରେ ପରାମର୍ଶ ଦେଇଛନ୍ତି। କୌଣସି ପରିବାରର…

ରାଜନୀତି ଛାଡ଼ିବେ କୁମାରସ୍ବାମୀ

ହାସାନ୍‌, ୪ା୮(ପି.ଟି.): କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା କୁମାରସ୍ବାମୀ ରାଜନୀତିରୁ ସନ୍ୟାସ ନେବେ। ଏନେଇ ସେ ଶନିବାର ସଙ୍କେତ ଦେଇଛନ୍ତି। ଅକସ୍ମାତ୍‌ ସେ ମୁଖ୍ୟମନ୍ତ୍ରୀ ହୋଇଥିବା କହିନ୍ତି। ତେବେ ୧୪ ମାସ ମେଣ୍ଟ ସରକାରର ନେତୃତ୍ୱ ନେଇ ଲୋକଙ୍କ…

ସହପାଠିନୀଙ୍କୁ ପୋଡ଼ିମାରିବା ଘଟଣା : ପୁରୁଷ ବନ୍ଧୁଙ୍କୁ ଫାଶୀଦଣ୍ଡ

ଗୁଆହାଟୀ, ୪ା୮(ପି.ଟି.): ଆସାମର କାମ୍‌ରୂପ ଜିଲାରେ ଜଣେ କଲେଜ ଛାତ୍ରୀଙ୍କୁ ଜିଅନ୍ତା ପୋଡ଼ି ମାରିଦେବା ଘଟଣାରେ ସ୍ଥାନୀୟ ଅଦାଲତ ପୁରୁଷ ବନ୍ଧୁଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିବାବେଳେ ତାଙ୍କ ମା’ ଓ ଭଉଣୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ପ୍ରକାଶ, ଶ୍ୱେତା ଅଗ୍ରଓ୍ବାଲ୍‌ ନାମକ…

ବ୍ୟାଟ୍‌ର ଆକ୍ରମଣ ଉଦ୍ୟମ ପଣ୍ଡ

ନୂଆଦିଲ୍ଲୀ,୪ା୮: ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଉତ୍ତେଜନା ବଢ଼ୁଥିବାବେଳେ ପାକିସ୍ତାନୀ ସେନା ଦ୍ୱାରା ପରିଚାଳିତ ସୀମା କାର୍ଯ୍ୟାନୁଷ୍ଠାନ ଟିମ୍‌ (ବ୍ୟାଟ୍‌)ର ଆକ୍ରମଣ ଉଦ୍ୟମକୁ ଭାରତୀୟ ଯବାନମାନେ ପଣ୍ଡ କରିଦେଇଛନ୍ତି। ଜୁଲାଇ ୩୧ ରାତିରେ ଜମ୍ମୁ-କଶ୍ମୀରର କେରନ ସେକ୍ଟରରେ ବ୍ୟାଟ୍‌ ପକ୍ଷରୁ ଆକ୍ରମଣ ଉଦ୍ୟମ…

ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କଲା କଂଗ୍ରେସ

ଶ୍ରୀନଗର/ନୂଆଦିଲ୍ଲୀ, ୪ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି। କେନ୍ଦ୍ର ସରକାର ରାଜ୍ୟରେ ଆତଙ୍କର ବାତାବରଣ ସୃଷ୍ଟି କରିଥିବା ବିରୋଧୀ ଦଳ ଅଭିଯୋଗ କରିଛନ୍ତି। କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସ୍ପଷ୍ଟ…

୨୪ ଘଣ୍ଟାରେ ୧୦ ସଫା

ମାଲକାନଗିରି, ୪।୮ (ଡି.ଏନ୍‌.ଏ.): ଛତିଶଗଡ଼ର ରାଜନନ୍ଦଗାଁଓ ଜିଲା ଅନ୍ତର୍ଗତ ସୀତାଗୋତା ଜଙ୍ଗଲରେ ଶନିବାର ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ଯବାନମାନେ ୭ ମାଓବାଦୀଙ୍କ ମୃତଦେହ ସହ ଏକେ. ୪୭…

ଏଠି ହେଉଛି ପଥର ବର୍ଷା…

ଆକାଶରୁ ସାଧାରଣତଃ ବର୍ଷା ହୋଇଥାଏ। ତେବେ ଆକାଶରୁ ପଥର ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ମହାରାଷ୍ଟ୍ର ଗଢ଼ଚିରୋଲିଠାରେ ଥିବା ଆରମୋରିରେ ଏଭଳି ଅଭାବନୀୟ ଘଟଣା ଘଟିଥାଏ। ଏଠାରେ ପ୍ରତିଦିନ ରାତି ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଏଭଳି…

ଭାଜପା ଏମ୍‌ପିଙ୍କ ‘ପାଠଶାଳା’ରେ କାହିଁକି ପଛରେ ବସିଲେ ମୋଦି

ନୂଆଦିଲ୍ଲୀ,୩।୮: ଭାଜପା ଏମ୍‌ପିଙ୍କ ପାଇଁ ଶନିବାର ଆୟୋଜିତ ପାଠଶାଳା ବା ଅଭ୍ୟାସ ବର୍ଗ କାର୍ଯ୍ୟକ୍ରମରେ ରାଜ୍ୟ ସଭା ଓ ଲୋକ ସଭାର ପ୍ରାୟ ସମସ୍ତ ଏମ୍‌ପି ଯୋଗ ଦେଇଥିଲେ। ହେଲେ ଏହି ସମୟରେ ପ୍ରଧାନମନ୍ତ୍ରୀ ପଛରେ ବସିଥିବାର ଏକ ଫଟୋ ଏବେ…

ପିଓକେରେ ୧୫ ଆତଙ୍କବାଦୀଙ୍କ ସହ ଦେଖିବାକୁ ମିଳିଲେ ମସୁଦ ଅଜହରଙ୍କ ଭାଇ

ନୂଆଦିଲ୍ଲୀ,୩।୮: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ମୁଖ୍ୟ ମସୁଦ ଅଜହରଙ୍କ ଭାଇ ଇବ୍ରାହିମ୍‌ ଅଜହରଙ୍କ ଅନୁପସ୍ଥିତିକୁ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ ଇବ୍ରାହିମଙ୍କ ସହ ଅନ୍ୟ ୧୫ ତାଲିମପ୍ରାପ୍ତ ଆତଙ୍କବାଦୀ ମଧ୍ୟ ରହିଥିଲେ। ଏହି…

ଭାଜପା ସରକାର କିଛି ନୂଆ କରିପାରିବ ନାହିଁ: ରାହୁଲ

ନୁଆଦିଲ୍ଲୀ,୩।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରିହାସ କରିଛନ୍ତି। ଶନିବାର ରାହୁଲ ଟୁଇଟ୍‌ କରି କହିଛନ୍ତି ଭାଜପା ସରକାର କିଛି ନୂଆ ପରିପାରିବ ନାହିଁ ବରଂ ଯାହା କଠିନ ପରିଶ୍ରମରେ ତିଆରି କରାଯାଇଥିଲା…

ଭଲ ବର୍ଷା ପାଇଁ ଦେବୀଙ୍କୁ ଲାଗି ହେଲା ୨ ହଜାର କିଗ୍ରା ଫଳ

କୋଏମ୍ବାଟୁର,୩।୮: ତାମିଲନାଡୁର ମହାଳି ଆମନ୍‌ ମନ୍ଦିରରେ ଦେବୀଙ୍କୁ ୨ ହଜାର କିଲୋଗ୍ରାମ୍‌ ଫଳ ଲାଗି ହୋଇଛି। ‘ଆଦି’ ଉତ୍ସବ ଅବସରରେ ଶୁକ୍ରବାର ଶ୍ରଦ୍ଧାଳୁ ଏପରି କରିଛନ୍ତି। ତାମିଲ୍‌ ପଞ୍ଜିକା ଅନୁସାରେ ‘ଆଦି’ ମାସର ପରବର୍ତ୍ତୀ ମାସ ସାଓ୍ବନରେ ଭଲ ବର୍ଷା ପାଇଁ…

୨୦୨୧ କୁମ୍ଭମେଳା ପୂର୍ବରୁ ମରାମତି ହେବ ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ପୋଲ

ଡେରାଡୁନ୍‌, ୩।୮: ଉତ୍ତରାଖଣ୍ଡର ଋଷିକେଶଠାରେ ଗଙ୍ଗାନଦୀ ଉପରେ ଥିବା ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜୁଲାଇ ୧୨ରୁ ନିର୍ଦ୍ଦେଶ ଜାରି ହୋଇଥିଲା। ତେବେ ୨୦୨୧ କୁମ୍ଭ ମେଳା ପୂର୍ବରୁ ଏହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri