କଂଗ୍ରେସ ଏମ୍ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ
ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି। ମୁକେଶଙ୍କ ଭାଇ ଅନୀଲ ଅମ୍ବାନିଙ୍କୁ କଂଗ୍ରେସ ବାରମ୍ବାର ଟାର୍ଗେଟ କରୁଥିବାବେଳେ ଗୁରୁବାର କଂଗ୍ରେସ…
ସ୍ତ୍ରୀଙ୍କ ପାଇଁ ପ୍ରଚାର କଲେ ଶତ୍ରୁଘ୍ନ ସିହ୍ନା: କଂଗ୍ରେସ କହିଲା, ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ
ଲକ୍ଷ୍ନୌ, ୧୮।୪: ଭାଜପା ଛାଡି କଂଗ୍ରେସରେ ଯୋଗଦେବାର ମାସେ ନ ପୂରୁଣ ଶତ୍ରୁଘ୍ନ ସିହ୍ନାଙ୍କ ନାଁରେ ଦଳରେ ବିରୋଧାଭାସ ଉଠିଛି। କଂଗ୍ରେସରେ ଥାଇ ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି ପକ୍ଷରୁ ପ୍ରାର୍ଥୀ ହୋଇଥିବା ସ୍ତ୍ରୀ ପୁନମଙ୍କ ପାଇଁ ଭୋଟ…
ଇରଫାନ୍ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା
ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ ଫିଲ୍ମ ‘ଇଂଲିଶ ମିଡିୟମ’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜସ୍ଥାନର ଉଦୟପୁରରେ ଫିଲ୍ମର ଶୁଟିଂ ଚାଲିଥିବାବେଳେ…
ଭାରତ ଲୋକ ସଭା ନିର୍ବାଚନର ଲାଇଭ୍ ଅପ୍ଡେଟ୍ ଦେଉଛି ପାକିସ୍ତାନ ଗଣମାଧ୍ୟମ
ନୂଆଦିଲ୍ଲୀ,୧୮।୪: ଭାରତରେ ହେଉଥିବା ଲୋକ ସଭା ନିର୍ବାଚନକୁ ନେଇ ବିଶ୍ୱର ଅନ୍ୟ ଦେଶ ତୁଳନାରେ ପାକିସ୍ତାନର ଆଗ୍ରହ ଖୁବ୍ ଅଧିକ ଥିବା ପରିଲକ୍ଷିତ ହୋଇଛି। କାରଣ ପାକିସ୍ତାନ ଗଣମାଧ୍ୟମରେ ଲଗାତାର ଭାବେ ଲୋକ ସଭା ନିର୍ବାଚନର ଟିକିନିଖି ଖବର ପ୍ରଚାର ପ୍ରସାର…
ରାହୁଲଙ୍କ ବିରୋଧରେ ମାନହାନି ମାମଲା
ପାଟନା, ୧୮।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁରେ ଗୁରୁବାର ମାନହାନି ମାମଲା ଦାଏର କରିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି। ଏକ ନିର୍ବାଚନୀ ସଭାରେ ରାହୁଲଙ୍କ ‘ସବୁ ମୋଦି ଚୋର’ ବୟାନକୁ ନେଇ ଆଇପିସି ଧାରା ୫୦୦ ଅନୁଯାୟୀ…
ମାଓବାଦୀଙ୍କ ଦ୍ୱାରା ଆଇଇଡି ବ୍ଲାଷ୍ଟ: ଯବାନ ଆହତ
ରାଜନନ୍ଦଗାଁଓ,୧୮।୪: ଛତିଶଗଡ଼ର ରାଜନନ୍ଦଗାଁଓ ନିକଟରେ ମାଓବାଦୀଙ୍କ ଦ୍ୱାରା ଗୁରୁବାର କରାଯାଇଥିବା ଆଇଇଡି ବିସ୍ଫୋରଣରେ ଆଇଟିବିପିର ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। କନଷ୍ଟେବଳ ମାନ ସିଂ ନାମକ ଏହି ଯବାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ,…
ବିବାହ ପରେ ଶାଶୁଘର ଯାଉଥିଲେ କନ୍ୟା: ଅପହରଣ କରିନେଲେ ଦୁର୍ବୃତ୍ତ
ଜୟପୁର, ୧୮।୪: ରାଜସ୍ଥାନ ଜୟପୁରର ନାଗଓ୍ବା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ପରେ ଶାଶୁଘର ଯାଉଥିବା କନ୍ୟାଙ୍କୁ ଅପହରଣ କରିନେଇଛନ୍ତି କିଛି ଦୁର୍ବୃତ୍ତ। ଏପ୍ରିଲ ୧୬ରେ ନାଗଓ୍ବା ଗ୍ରାମର କିଶୋରଙ୍କ ଝିଅ ସୋନୁଙ୍କ ବିବାହ ଥିଲା। ବିବାହ ରାତି…
ଭାଜପା ବରିଷ୍ଠ ନେତା ଜିବିଏଲ୍ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼
ନୂଆଦିଲ୍ଲୀ,୧୮।୪: ଭାଜପାର ବରିଷ୍ଠ ନେତା ଜିବିଏଲ୍ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼ ହୋଇଛି। ଦିଲ୍ଲୀସ୍ଥିତ ଭାଜପାର ମୁଖ୍ୟାଳୟରେ ନରସିଂହ ଅନ୍ୟ ଜଣେ ଦଳୀୟ ସଦସ୍ୟ ଭୁପେନ୍ଦ୍ର ଯାଦବଙ୍କ ସହିତ ଏକ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ। ସମ୍ମିଳନୀରେ ଥିବା ଜଣେ…
ଭାଜପା ଏମ୍ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍କୁ ଯିବା ଉପରେ ଲାଗିଲା କଟକଣା
ବୁଲନ୍ଦସହର,୧୮।୪: ଉତ୍ତରପ୍ରଦେଶରେ ୮ଟି ଆସନ ପାଇଁ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏହି ନିର୍ବାଚନ ସମୟରେ କେତେକ ସ୍ଥାନରେ ନିର୍ବାଚନୀ ହିଂସା ଦେଖାଦେଇଥିବା ବେଳେ ବହୁ ବିବାଦ ମଧ୍ୟ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବୁଲନ୍ଦସହରର…
ପ୍ରାର୍ଥିପତ୍ର ଦାଖଲ କଲେ ପୁନମ
ଲକ୍ଷ୍ନୌ,୧୮।୪: ବଲିଉଡ୍ ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ପତ୍ନୀ ପୁନମ ସିହ୍ନା ଲକ୍ଷ୍ନୌ ସଂସଦୀୟ ନିର୍ବାଚନମଣ୍ଡଳୀରୁ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କିଛିଦିନ ତଳେ ଶ୍ରତୁଘ୍ନ ଭାଜପା ଉପରେ ଅସନ୍ତୁଷ୍ଟ ହୋଇ କଂଗ୍ରେସରେ ଯୋଗ ଦେଇଥିଲେ। ଆଉ ଦୁଇ ଦିନ ପୂର୍ବରୁ ପୁନମ…
ବୁର୍ଖା ପିନ୍ଧି ପୁରୁଷମାନେ ଭୋଟ ଦେଉଥିବା ଅଭିଯୋଗ ଆଣିଲେ ଭାଜପା ନେତା
ଲକ୍ଷ୍ନୌ,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ଉତ୍ତର ପ୍ରଦେଶର ଅମରୋହାରୁ ଭାଜପା ଏମ୍ପି ପ୍ରାର୍ଥୀ ଥିବା କନଓ୍ବର ସିଂ ତନଓ୍ବର ଏକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି ଏଠାରେ ପୁରୁଷମାନେ ମହିଳାଙ୍କ…
ଟାଇମ୍ସ୍ ମାଗାଜିନ୍ ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ମୁକେଶ ଅମ୍ବାନୀ; ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ବି ସାମିଲ୍
ନୂଆଦିଲ୍ଲୀ,୧୮।୪: ଟାଇମ୍ସ୍ ମାଗାଜିନ୍ ପକ୍ଷରୁ ଶହେ ଜଣ ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ନାମ ରହିଛି। ଏଥିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ନାମ ରହିଛି। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଆମେରିକା ରାଷ୍ଟ୍ରପତି…
Archives


