ଜାତୀୟ

୧୫ ଦିନର ଶିଶୁକୁ ବଞ୍ଚାଇବା ପାଇଁ ୩୫୦ମିନିଟରେ ୪୦୦ କିଲୋମିଟର ଦୌଡିଲା ଆମ୍ବୁଲାନ୍ସ

ଥିରୁଭାନନ୍ତପୁରମ୍‌, ୧୮।୪: ୧୫ଦିନ ଶିଶୁର ଜୀବନ ବଞ୍ଚାଇବା ପାଇଁ କେରଳ ସରକାର ଓ ସାଧାରଣ ଲୋକେ ମିଶି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଜନ୍ମରୁ ହୃଦ୍‌ରୋଗରେ ପୀଡିତ ଶିଶୁଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ…

ରିୟାଦରେ ରହୁଥିବା ଭାରତୀୟଙ୍କୁ ସାହାଯ୍ୟର ପ୍ରତିଶ୍ରୁତି ଦେଲେ ସୁଷମା

ନୂଆଦିଲ୍ଲୀ,୧୮।୪: ବିଦେଶରେ ଥିବା ଭାରତୀୟଙ୍କ ଟୁଇଟ୍‌ ଦେଖି ତୁରନ୍ତ ଏହାର ଯବାବ ଦେବା ଓ ସେମାନଙ୍କୁ ସାହାଯ୍ୟର ହାତ ବଢାଇବାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ। ନିକଟରେ ସୌଦି ଆରବର ରିୟାଦରେ ଥିବା ଜଣେ ଭାରତୀୟ…

୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆକ୍ରମଣ ଆଶଙ୍କା: ଆଗାମୀ ୫ ବର୍ଷରେ ୩ ଶହ ୬୦ ଲକ୍ଷ କୋଟି ହେବ କ୍ଷତି

ନୂଆଦିଲ୍ଲୀ,୧୮।୪: ଭାରତରେ ଡିଜିଟାଲକରଣ ଧାରା ଜାରି ରହିଛି। ତେବେ ୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆଶଙ୍କା ଭୟ ରହିଛି। ଏହାଦ୍ୱାରା ଆଗାମୀ ୫ ବର୍ଷ ଅର୍ଥାତ୍‌ ୨୦୨୪ ବେଳକୁ ସାଇବର ଆକ୍ରମଣ ଯୋଗୁ ୩ଶହ ୬୦ କୋଟି ଲକ୍ଷ…

ଆର୍‌ଜେଡି ଛାଡ଼ିଲେ ଫାତ୍‌ମି

ପାଟନା,୧୮ା୪(ପି.ଟି.): ବରିଷ୍ଠ ଆରଜେଡି ନେତା ମହମ୍ମଦ ଅଲି ଅଶ୍ରଫ୍‌ ଫାତ୍‌ମି ବୁଧବାର ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତେଜସ୍ବୀ ଯାଦବଙ୍କ ବ୍ୟବହାରକୁ ନେଇ ସେ ଅତିଷ୍ଠ ଥିଲେ । ଫାତ୍‌ମି ମଧୁବଣୀ ଲୋକ ସଭା ଆସନରୁ ପ୍ରାର୍ଥୀ ହେବାକୁ…

ସାଧ୍ୱୀ ପ୍ରଜ୍ଞା ଠାକୁର ଭୋପାଳରୁ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୮ା୪(ପି.ଟି.): ୨୦୦୮ ମାଲେଗାଓଁ ବିସ୍ଫୋରଣ ମାମଲାରେ ବିଚାରର ସମ୍ମୁଖୀନ ହୋଇଥିବା ସାଧ୍ୱୀ ପ୍ରଜ୍ଞା ସିଂ ଠାକୁରଙ୍କୁ ଭାଜପା ମଧ୍ୟପ୍ରଦେଶର ଭୋପାଳ ଆସନରୁ ପ୍ରାର୍ଥୀ କରିଛି। ଏହି ଆସନରେ ତାଙ୍କର ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂଙ୍କ…

ଇସିଙ୍କ କଟକଣା ସତ୍ତ୍ୱେ ଆଦିତ୍ୟନାଥଙ୍କ ଅଯୋଧ୍ୟା ଗସ୍ତ

ଅଯୋଧ୍ୟା,୧୮ା୪(ପି.ଟି.): ସାମ୍ପ୍ରଦାୟିକ ମନ୍ତବ୍ୟ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଚାର ଉପରେ ନିର୍ବାଚନ କମିଶନ (ଇସି) ୭୨ ଘଣ୍ଟିଆ ନିଷିଦ୍ଧାଦେଶ ଲଗାଇଥିବାବେଳେ ସେ ବୁଧବାର ଅଯୋଧ୍ୟାସ୍ଥିତ କେତେକ ମନ୍ଦିରକୁ ଯାଇ ପ୍ରାର୍ଥନା କରିବା ସହ ଏକ ଦଳିତ ପରିବାରକୁ ଯାଇଥିଲେ।…

ପ୍ରଧାନମନ୍ତ୍ରୀ କେବଳ ମିଛ କହୁଛନ୍ତି: ରାହୁଲ

ଓ୍ବାୟାନାଡ୍‌,୧୮ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ନିର୍ବାଚନ ମଣ୍ଡଳୀର କେରଳର ଓ୍ବାୟାନାଡ୍‌ ଯାଇ ବୁଧବାର ତିନୋଟି ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଥିଲେ। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଯାହା କହୁଛନ୍ତି ସବୁ…

କ୍ରିକେଟ ଖେଳକୁ ନେଇ ଝଗଡା: ସାଙ୍ଗର ଆଖି ତାଡି ଲୁଣ ପକାଇଦେଲେ ଯୁବକ

ନୂଆଦିଲ୍ଲୀ, ୧୮।୪: ଦକ୍ଷିଣ ଦିଲ୍ଲୀର ନେବ ସରାୟ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। କ୍ରିକେଟ ଖେଳକୁ ନେଇ ଲାଗିଥିବା ଝଗଡା ଯୋଗୁ ସାଙ୍ଗର ଆଖି ତାଡି, ଗଳା କାଟି ହତ୍ୟା କରିଛନ୍ତି ୬ ଯୁବକ। ଲୋକେ ଜାଣିଦେବା ଭୟରେ…

ମୋଦିଙ୍କ ବିରୋଧରେ ଲଢ଼ିବେନି ଭୀମସେନା ମୁଖ୍ୟ

ନୂଆଦିଲ୍ଲୀ,୧୮ା୪(ପି.ଟି.): ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ନିର୍ବାଚନ ଲଢ଼ିବା ପାଇଁ ଘୋଷଣା କରିଥିବା ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛନ୍ତି। ତାଙ୍କ ସଂଗଠନ ଏସ୍‌ପି-ବିଏସ୍‌ପି ମେଣ୍ଟକୁ ସମର୍ଥନ କରିବ। ଭାଜପାକୁ ପରାଜିତ କରିବାକୁ ହେଲେ…

ନମୋ ଟିଭି ପ୍ରସାରଣରେ ଇସିଙ୍କ କଟକଣା

ନୂଆଦିଲ୍ଲୀ,୧୮ା୪(ପି.ଟି): ନିର୍ବାଚନ ଆଇନରେ ଥିବା ବିଧିବ୍ୟବସ୍ଥା ଅନୁଯାୟୀ ‘ସାଇଲେନ୍ସ ପିରିୟଡ୍‌’ରେ ଭାଜପା ପ୍ରାୟୋଜିତ ନମୋ ଟିଭି ନିର୍ବାଚନ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ପ୍ରସାରଣ ନ କରିବାକୁ ନିର୍ବାଚନ କମିଶନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।  ଭୋଟ ଗ୍ରହଣର ୪୮ଘଣ୍ଟା ପୂର୍ବରୁ ସିନେମା, ଟେଲିଭିଜନ ଏବଂ…

ହସ୍ପିଟାଲରୁ ଆସି ମତଦାନ କଲେ ୮୦ ବର୍ଷୀୟା ବୃଦ୍ଧା

କଠୁଆ,୧୮।୪: ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଜଣେ ବୃଦ୍ଧା ମତଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ୮୦ ବର୍ଷୀୟା ବୃଦ୍ଧା ଯୋଗୀନ୍ଦେରୋ ଦେବୀ ଅସୁସ୍ଥତା ପାଇଁ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ହେଲେ ଗୁରୁବାର ତାଙ୍କ ନିର୍ବାଚନ ମଣ୍ଡଳୀର…

ହୃଦ୍‌ଘାତରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ

କାଙ୍କେର,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଘଟିଛି ଏକ ଅଘଟଣ। ଛତିଶଗଡ଼ର କାଙ୍କେରରେ ଥିବା ବୁଥ୍‌ ନମ୍ବର ୧୮୬ରେ ଜଣେ ପୋଲିଂ କର୍ମଚାରୀଙ୍କ ହୃଦଘାତ ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri