ଜାତୀୟ

ମତଦାନ କେନ୍ଦ୍ରରେ ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୧୯ ପାଇଁ ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଦେଶରେ ପ୍ରାୟ ୧୨ଟି ରାଜ୍ୟରେ ୯୫ଟି ଲୋକ ସଭା ଆସନ ପାଇଁ ଏହି ପର୍ଯ୍ୟାୟରେ ମତଦାନ କରାଯାଉଛି। ଏଥର ବହୁ ବଡ ବଡ ରାଜନେତାଙ୍କର…

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ: ୨ଘଣ୍ଟା ମଧ୍ୟରେ ଆସାମରେ ସର୍ବାଧିକ ମତଦାନ

ନୂଆଦିଲ୍ଲୀ,୧୮।୪: ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ମତଦାନ କାର୍ଯ୍ୟକ୍ରମରେ ପ୍ରଥମ ୨ ଘଣ୍ଟା ମଧ୍ୟରେ ଆସାମରେ ସର୍ବାଧିକ ହାରରେ ମତଦାନ ହୋଇଥିବା ସୂଚନା ମିଳିଛି। ପ୍ରଥମ ୨ ଘଣ୍ଟାରେ ଆସାମରେ ୯.୫୧ ପ୍ରତିଶତ…

ଛତିଶଗଡ଼ ଏନ୍‌କାଉଣ୍ଟର: ୨ ମାଓବାଦୀ ମୃତ

ଦାନ୍ତଓ୍ବୋଡା,୧୮।୪: ଛତିଶଗଡ଼ର କୁଆକୋଣ୍ଡା ପୋଲିସ ଷ୍ଟେଶନ ଅନ୍ତର୍ଗତ ଧାନିକାରକାଠାରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି) ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ଗୁରୁବାର ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛତିଶଗଡ଼ର ୩ଟି ଲୋକ ସଭା ଆସନ କାଙ୍କେର, ରାଜନନ୍ଦଗାଁଓ ଓ…

ମାତ୍ର ୨ ଟଙ୍କା ଦାଖଲ କରି ଭିଭିପାଟ୍‌କୁ କରିହେବ ଚ୍ୟାଲେଞ୍ଜ୍‌: ଅଭିଯୋଗ ଭୁଲ୍‌ ସାବ୍ୟସ୍ତ ହେଲେ ୬ ମାସ ଜେଲ

ନୂଆଦିଲ୍ଲୀ,୧୮।୪: ଭୋଟ ଗ୍ରହଣରେ ଇଭିଏମ୍‌ ଏବଂ ଭିଭିପାଟ୍‌ର କାର୍ଯ୍ୟକାରୀତା ନେଇ ଅଧିକାଂଶ ସମୟରେ କେତେକ ଅଭିଯୋଗ ଆଣିଥାନ୍ତି। ତେବେ ଏସବୁ ଭୋଟିଂ ମେସିନ୍‌ର କାର୍ଯ୍ୟକାରୀତା ସମ୍ପର୍କରେ ଅଭିଯୋଗ ପାଇଁ ୨୦୧୭ରେ ନିର୍ବାଚନ କମିଶନଙ୍କ ପକ୍ଷରୁ ଏମ୍‌-୩ ମେସିନ୍‌ ନିର୍ମାଣ କରାଯିବା ସହିତ…

ଉତ୍ସାହ ଆଗରେ ବୟସ ହାର ମାନିଲା: ପୋଲିଂ ବୁଥ୍‌ରେ ପହଞ୍ଚିଲେ ବରିଷ୍ଠ ନାଗରିକ

ପାଟନା, ୧୮।୪: ମନର ଉତ୍ସାହ ଆଗରେ ବୟସ ହାର ମାନିଛି। ଏହର ଉଦାହରଣ ଦେଖିବାକୁ ମିଳିଛି ବିହାର ଭାଗଲପୁରର ଏକ ମତଦାନ କେନ୍ଦ୍ରରେ। ଏଠାରେ ଜଣେ ରୋଗ ଶଯ୍ୟାରେ ପଡ଼ିଥିବା ଉର୍ମିଳା ନାମକ ଜଣେ ବୃଦ୍ଧା ଲୋକ ସଭା ନିର୍ବାଚନର ଦ୍ୱିତୀୟ…

ଭୋଟ କେନ୍ଦ୍ରରେ ପହଞ୍ଚିଲେ ନବ ବିବାହିତ ଯୋଡ଼ି

ଶ୍ରୀନଗର,୧୮।୪: ଲୋକ ସଭା ନିର୍ବାଚନରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଭୋଟରଙ୍କ ମଧ୍ୟରେ ମତଦାନ ପାଇଁ ଉତ୍ସାହ ଦେଖିବାକୁ ମିଳୁଛି। ଏହି ମର୍ମରେ ଜମ୍ମୁ-କଶ୍ମୀର ଉଧାମପୁର ଲୋକ ସଭା ଆସନରେ ଏକ ନବ ବିବାହିତ ଯୋଡ଼ି ମତଦାନ ଅଧିକାର…

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ…

ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍‌ ଉପରେ ପଡ଼ିଥାଏ। ପ୍ରତିଦିନ ଏକ ଘଣ୍ଟା ବ୍ୟାୟାମ କରିବା ଦ୍ୱାରା ପିଲାଙ୍କ ମନେ ରଖିବା…

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ: ସୁରକ୍ଷା ଦୃଷ୍ଟିରୁ ଜମ୍ମୁ-କଶ୍ମୀରରେ ମୋବାଇଲ୍‌ ଇଣ୍ଟରନେଟ୍‌ ସେବା ଠପ୍‌

ଶ୍ରୀନଗର,୧୮।୪: ଜମ୍ମୁ-କଶ୍ମୀର ଉଧାମପୁର ଲୋକ ସଭା ଆସନ ପାଇଁ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏଠାରେ ମୋବାଇଲ୍‌ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ଏଠାରେ ୧୨ଲକ୍ଷ ୯୫ ହଜାର ଭୋଟର ୧୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ…

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି

ନୂଆଦିଲ୍ଲୀ,୧୮ା୪: ଦ୍ୱିତୀୟ ପର୍ଯ୍ୟାୟରେ ୧୧ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଅନ୍ତର୍ଗତ ୯୫ଟି ଲୋକ ସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି। ଆସାମର ୫, ବିହାର…

ରାଜନୈତିକ ହିଂସାରୁ ଆକ୍ରମଣ

ଚାନ୍ଦବାଲି, ୧୭।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ତୋଟାପଡ଼ା ପଞ୍ଚାୟତ ଗଙ୍ଗାଧରପୁର ପାଟଣା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ରାଜନୈତିକ ହିଂସାକୁ ନେଇ ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। ଏ ନେଇ ବାଂଶଡ଼ା ଥାନାରେ ଲିଖିତ ଅଭିଯୋଗ…

ପୋଲିସ ହାତରେ ରିଅଲ ଲାଇଫ୍‌ର ବଣ୍ଟି ଓ ବବ୍‌ଲି

ନୂଆଦିଲ୍ଲୀ,୧୭।୪: ଫିଲ୍ମରେ ବଣ୍ଟି ଓ ବବ୍‌ଲି କଥା ଆପଣଙ୍କ ମନେଥିବ। ସେମାନେ କେଉଁଭଳି ଚୋରି କରି ପୋଲିସକୁ ଚକ୍‌ମା ଦେବା ସହ ମୁଣ୍ଡବ୍ୟଥାର କାରଣ ପାଲଟିଥିଲେ। ସେହିପରି ନୂଆଦିଲ୍ଲୀରେ ଜଣେ ବଣ୍ଟି ଓ ବବ୍‌ଲିକୁ ପୋଲିସ ଧରିବାରେ ସଫଳ ହୋଇଛି। ଅଭିଯୁକ୍ତ…

ନମୋ ଟିଭି ଉପରେ ନିର୍ବାଚନ କମିଶନଙ୍କ ଛାଟ: ଭୋଟିଂର ୪୮ ଘଣ୍ଟା ପୂର୍ବରୁ ଚାଲିବ ନାହିଁ ମୋଦିଙ୍କ ରେକର୍ଡେଡ୍‌ ଶୋ’

ନୂଆଦିଲ୍ଲୀ,୧୭।୪: ନମୋ ଟିଭିକୁ ନେଇ ନିର୍ବାଚନ କମିଶନ ଭାଜପାକୁ ବଡ଼ ଝଟକା ଦେବା ସହ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ନୂଆ ନିୟମ ଅନୁଯାୟୀ ନମୋ ଟିଭିରେ ଯେକୌଣସି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇ ପାରିବ, କିନ୍ତୁ ଯେଉଁ ସହରରେ ନିର୍ବାଚନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri