ଜାତୀୟ

ଗୁରୁଭାୟୁର ମନ୍ଦିରରେ ମୋଦିଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା: ୧୧୨ କେଜି ପଦ୍ମ ଫୁଲରେ କରାଗଲା ଓଜନ

ଥିରୁଭାନନ୍ତପୁରମ୍‌,୮।୬: ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର କେରଳ ଗସ୍ତ କରିଛନ୍ତି ନରେନ୍ଦ୍ର ମୋଦି। ଶନିବାର କେରଳର ପ୍ରସିଦ୍ଧ ଗୁରୁଭାୟୁର କୃଷ୍ଣ ମନ୍ଦିର ଦର୍ଶନ ପାଇଁ ମୋଦି ପହଞ୍ଚିଛନ୍ତି। ଏଠାରେ ‘ତୁଲା ଭରଣ’ର ପୂଜା ପରମ୍ପରା ରହିଛି। ଏଥିପାଇଁ ମୋଦିଙ୍କୁ ପଦ୍ମ…

ବୋହୂ ବାଡେଇଲେ ଶାଶୁଙ୍କୁ: ନାତୁଣୀ ଭିଡିଓ ରେକର୍ଡିଂ କରି କଲେ ଭାଇରାଲ

ହରିୟାଣା,୮।୬: ମହେନ୍ଦ୍ରଗଡ଼ର ନିଓ୍ବାଜ ନଗର ଗାଁରେ ଜଣେ ବୋହୂ ତାଙ୍କ ବୃଦ୍ଧ ଶାଶୁଙ୍କୁ ଅତି ନିର୍ମମ ଭାବେ ବାଡେଇବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ତେବେ ବୋହୂ ଶାଶୁଙ୍କୁ ବାଡେଇବା ସମୟରେ ନାତୁଣୀ ଏହାର ଭିଡିଓ ରେକର୍ଡିଂ କରିବା…

୨୦୪୭ ପର୍ଯ୍ୟନ୍ତ କ୍ଷମତାରେ ରହିବ ଭାଜପା: ରାମ ମାଧବ

ଅଗରତାଲା,୮।୬: ଦେଶରେ କଂଗ୍ରେସ ଦଳ ନାମରେ ଅଧିକ ସମୟ ଧରି କ୍ଷମତାରେ ରହିବାର ରେକର୍ଡ ଅଛି। ତେବେ ଏହି ରେକର୍ଡ ଭାଜପା ଭାଙ୍ଗିବା ସହିତ ୨୦୪୭ ପର୍ଯ୍ୟନ୍ତ କ୍ଷମତାରେ ରହିବ। ଏନେଇ ତ୍ରିପୁରାର ଅଗରତାଲାରେ ଆୟୋଜିତ ଏକ ସଭାରେ ରାମ ମାଧବ…

ଭାରତୀୟ ସେନାରେ ଯୋଗ ଦେଲେ ୩୮୨ ଅଧିକାରୀ

ଡେରାଡୁନ୍‌,୮।୬: ଉତ୍ତରାଖଣ୍ଡର ଡେରାଡୁନରେ ଥିବା ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ(ଆଇଏମ୍‌ଏ)ରେ ଏକ ପାସିଂ ଆଉଟ୍‌ ପରେଡ୍‌ ପରେ ୩୮୨ ଜଣ ଅଧିକାରୀ ଭାରତୀୟ ସେନାରେ ଶନିବାର ଯୋଗ ଦେଇଥିବା ସୂଚନା ମିଳିଛି। ଲ୍ୟୁଟନାଣ୍ଟ ଜେନରାଲ ଚେରିଶ ମ୍ୟାଥସନ୍‌, ଜେନେରାର ଅଫିସର କମାଣ୍ଡିଙ୍ଗ-ଇନ୍‌-ଚିଫ୍‌, ସାଉଥ୍‌…

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୮।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ସ୍ଥାନୀୟ ନୌଗାମ୍‌ ଶାହବାଦ୍‌ ଅଞ୍ଚଳରେ ୨-୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀ ଏଠାରେ ଘେରାବନ୍ଦୀ…

୧୦୦ ସ୍ପାଇସ୍‌ ବୋମା କିଣିବ ଭାରତ

ନୂଆଦିଲ୍ଲୀ,୮ା୬: ଇସ୍ରାଏଲ୍‌ରୁ ପାଖାପାଖି ୩୦୦ କୋଟି ଟଙ୍କା ବ୍ୟୟରେ ୧୦୦ରୁ ଅଧିକ ସ୍ପାଇସ୍‌ ୨୦୦୦ ବୋମା କିଣିବା ଲାଗି ଭାରତୀୟ ବାୟୁସେନା ଗୁରୁବାର ଚୁକ୍ତି ସ୍ବାକ୍ଷର କରିଛି। ଫେବୃୟାରୀ ୨୬ରେ ପାକିସ୍ତାନର ବାଲାକୋଟରେ ଥିବା ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିରକୁ ଧ୍ୱଂସ…

୬ କ୍ୟାବିନେଟ କମିଟିରେ ରାଜନାଥ

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ପ୍ରକାଶ କରିଥିବା କ୍ୟାବିନେଟ କମିଟି ସମ୍ପର୍କିତ ବିଜ୍ଞପ୍ତିରେ ପରିବର୍ତ୍ତନ କରିଛନ୍ତି। ଗୁରୁବାର ପ୍ରକାଶିତ ବିଜ୍ଞପ୍ତିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ମାତ୍ର ୨ଟି କ୍ୟାବିନେଟ କମିଟିରେ ସଦସ୍ୟ ରଖାଯାଇଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କୁ ସମସ୍ତ ୮ଟି କମିଟିରେ…

ନ୍ୟାୟ ପାଇଁ ସୋସିଆଲ ମିଡିଆରେ ଅଭିଯାନ: ଦେଶବ୍ୟାପୀ ଆକ୍ରୋଶ, ବିକ୍ଷୋଭ

ଆଲିଗଡ଼/ନୂଆଦିଲ୍ଲୀ,୮ା୬(ପି.ଟି.):ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଛି, ମସ୍ତିଷ୍କକୁ ଗଳିତ କରାଯାଇଛି ଓ ହାତଗୋଡ଼ ଭାଙ୍ଗି ଦିଆଯାଇଛି। ବଳାତ୍କାରକୁ ଅସ୍ବୀକାର କରାଯାଇ ପାରୁନାହିଁ। ନାବାଳିକଙ୍କ ମୃତଦେହର ବ୍ୟବଚ୍ଛେଦ ରିପୋର୍ଟରୁ ଏହି ବିଷୟ ସାମ୍ନାକୁ ଆସିବା ପରେ ଠଉରାଇ ହୋଇଯାଉଛି ବର୍ବରତା ଓ ନିର୍ମମତାର କେତେ…

କେରଳ ଯାଇ ଗୁରୁଭୟୁର ମନ୍ଦିରରେ ପୂଜା କରିବେ ମୋଦି

ଥିରୁଭାନନ୍ତପୁରମ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ କେରଳର ତ୍ରିଶୁଳ ଜିଲାରେ ଥିବା ଗୁରୁଭୟୁର ମନ୍ଦିରରେ ପୂଜାର୍ଚ୍ଚନା କରିବେ। ସକାଳ ୯ଟା ୩୦ରୁ ୧୦ଟା ୩୦ ମଧ୍ୟରେ ମୋଦି ମନ୍ଦିରରେ ପହଞ୍ଚିବେ…

ବାଟରେ ଅଟକି ଚା’ ପିଇଲେ ରାହୁଲ

ମାଲାପ୍ପୁରମ୍‌,୭।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ୩ଦିନିଆ ଓ୍ବାୟନାଡ ସ୍ତରେ ଯିବା ସମୟରେ ମାଲାପ୍ପୁରମ୍‌ ଜିଲାର ରାସ୍ତା କଡ଼ରେ ଥିବା ଏକ ଦୋକାନରୁ ଚା’ ପିଇବା ପାଇଁ ଅଟକିଥିଲେ। ସେଠାରେ ସେ ତାଙ୍କ ସମର୍ଥକଙ୍କ ସହ ମିଶି ଚା’ ପିଇଥିଲେ।…

ବିଦେଶୀ ଅଭଯୋଗରେ ଅଟକ ଥିବା ସେନା ଅଧିକାରୀଙ୍କୁ ମିଳିଲା ଜାମିନ

ଗୁଆହାଟି,୭।୬: ପୂର୍ବତନ ସେନା ଅଧିକାରୀ ତଥା କାରଗିଲ ଯୁଦ୍ଧର ଭେଟେରାନ୍‌ ମହମ୍ମଦ ସାନାଉଲ୍ଲାଙ୍କୁ ଗୁଆହାଟି ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ସେ ଭାରତୀୟ ନାଗରିକ ହୋଇ ନ ଥିବା ଅଭିଯୋଗରେ କିଛିଦିନ ତଳେ ଅଟକ ଥିଲେ। ଏହାକୁ ନେଇ କୋର୍ଟ…

ଅଭିନେତା କନରଙ୍କୁ ମିଳିଲା ଜାମିନ

ମୁମ୍ବାଇ,୭।୬: ଟେଲିଭିଜନ ଅଭିନେତା କରନ ଓବରଏଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୩୪ ବର୍ଷୀୟ ଏହି ଅଭିନେତାଙ୍କ ନାଁର ଜଣେ ମହିଳା ଗତ ମାସରେ ବଳାତ୍କାର ଭଳି ସଙ୍ଗିନ ଅଭିଯୋଗ ଆଣିଥିଲେ। ୫୦ହଜାର ଟଙ୍କା ଦାଖଲ କରି କରନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri