ପରଲୋକରେ ଏନ୍ଡି ତିଓ୍ବାରୀଙ୍କ ପୁଅ ରୋହିତ
ନୂଆଦିଲ୍ଲୀ,୧୭ା୪(ପି.ଟି.): ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏନ୍ଡି ତିଓ୍ବାରୀଙ୍କ ପୁଅ ରୋହିତ ଶେଖରଙ୍କ ପରଲୋକ ହୋଇଛି। ନୂଆଦିଲ୍ଲୀର ସାକେତସ୍ଥିତ ଏକ ଘରୋଇ ହସ୍ପିଟାଲକୁ ମଙ୍ଗଳବାର ସନ୍ଧ୍ୟା ୫ଟାରେ ତାଙ୍କୁ ଗୁରୁତର ଅବସ୍ଥାରେ ଅଣାଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ।…
ଏନ୍ଡିଏ କି ୟୁପିଏକୁ ମିଳିବନି ସଂଖ୍ୟାଗରିଷ୍ଠତା :ଦେବେଗୌଡ଼ାଙ୍କ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୧୭ା୪(ପି.ଟି.): ଏଥର କେନ୍ଦ୍ରରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) କିମ୍ବା ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ୟୁପିଏ) ସଂଖ୍ୟାଗରିଷ୍ଠତା ହାସଲ କରିପାରିବେ ନାହିଁ। ଟିଏମ୍ସି ନେତ୍ରୀ ମମତା ବାନାର୍ଜୀ ଏବଂ ବିଏସ୍ପି ସୁପ୍ରିମୋ ମାୟାବତୀ ଏକାଠି ହେବେ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍.…
ଅଭିନେତା ଫିର୍ଦୋସଙ୍କୁ ଭାରତ ଛାଡିବାକୁ କେନ୍ଦ୍ରର ନିର୍ଦ୍ଦେଶ
କୋଲକାତା,୧୭ା୪: ପଶ୍ଚିମବଙ୍ଗ ରାଇଗଞ୍ଜ ଲୋକ ସଭା ଆସନର ଟିଏମ୍ସି ପ୍ରାର୍ଥୀ କହ୍ନେୟାଲାଲ ଅଗ୍ରଓ୍ବାଲଙ୍କ ସପକ୍ଷରେ ବାଂଲାଦେଶୀ ଅଭିନେତା ଫିର୍ଦୋସ ଅହମ୍ମଦ ନିର୍ବାଚନ ପ୍ରଚାର କରିବା ପରେ ବିବାଦ ସୃଷ୍ଟି ହୋଇଛି। ଉତ୍ତର ଦିନାଜପୁର ଜିଲାରେ ଫିର୍ଦୋସଙ୍କ ସହ ପଶ୍ଚିମବଙ୍ଗର କଳାକାର ଅଙ୍କୁଶ…
ଭେଲୋର ଆସନରେ ନିର୍ବାଚନ ବାତିଲ
ନୂଆଦିଲ୍ଲୀ,୧୭ା୪: ତାମିଲନାଡୁର ଭେଲୋର ଲୋକ ସଭା ଆସନରେ ନିର୍ବାଚନ ବାତିଲ କରିଦିଆଯାଇଥିବା ନିର୍ବାଚନ କମିଶନ୍ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ମାସ ପ୍ରାରମ୍ଭରେ ଜଣେ ଡିଏମ୍କେ ପ୍ରାର୍ଥୀଙ୍କ ଗୋଦାମଘରୁ ୧୧.୫କୋଟି ଟଙ୍କା ଜବତ ହେବା ପରେ ନିର୍ବାଚନ ପାଇଁ ବିପୁଳ ଲାଞ୍ଚ…
ପ୍ରଶ୍ନର କାଠଗଡ଼ାରେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୭ା୪(ପି.ଟି.): ସାଧାରଣ ନିର୍ବାଚନ ପାଇଁ ଉଭୟ ଶାସକ ଓ ବିରୋଧୀ ପ୍ରସଙ୍ଗ ଖୋଜୁଥିବାବେଳେ କଂଗ୍ରେସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମିଳିଯାଇଛି ଏକ ‘ବ୍ରହ୍ମାସ୍ତ୍ର’। ମୋଦି ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ପ୍ଲଟ୍କୁ ନେଇ ନିର୍ବାଚନ କମିଶନ(ଇସି)ଙ୍କୁ ଭୁଲ୍ ତଥ୍ୟ ପ୍ରଦାନ କରିଛନ୍ତି…
ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ
ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ ପ୍ରଥମେ ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ଏହାପରେ ଲକ୍ଷ୍ନୌରେ ଥିବା ଭାଜପା କାର୍ଯ୍ୟାଳୟଠାରୁ…
ମୁଖ୍ୟମନ୍ତ୍ରୀ ପଦ ପ୍ରତ୍ୟେକ ଦିନ ମୋ ପାଇଁ ଶେଷଦିନ, ଏମିତି କହି କାନ୍ଦିଲେ କୁମାରସ୍ବାମୀ
ମାଣ୍ଡ୍ୟା,୧୬।୪: ନିର୍ବାଚନ ପ୍ରଚାର ସମୟରେ ନେତାମାନେ ଭାବୁକ ହୋଇ ଭୋଟରଙ୍କ ସମର୍ଥନ ଲୋଡ଼ିବା କୌଣସି ବଡ଼ କଥା ନୁହେଁ। ବହୁଥର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରିଥାନ୍ତି। ସେହିପରି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଥର କୁମ୍ଭୀର କାନ୍ଦଣା…
ହେଲିକେପ୍ଟରରେ ୟଦୁରୁପ୍ପା ଯାଉଥିବା ବେଳେ ଇସିଙ୍କ ଚଢ଼ାଉ
ଶିଭମ୍ଗଗା,୧୬।୪: ଲୋକ ସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ସବୁ ସ୍ଥାନରେ ଅଚାନକ ଚଢ଼ାଉ କରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏହି କ୍ରମରେ ମଙ୍ଗଳବାର ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍ବାଡ ଟିମ୍ ଶିଭମ୍ଗଗା ହେଲିପ୍ୟାଡ ଉପରେ ଅଚାନକ୍ ଚଢ଼ାଉ କରିଥିଲେ।…
ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଞ୍ଜେସକର
ମୁମ୍ବାଇ, ୧୬।୪: ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ଯବାନଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଞ୍ଜେସକର। ଶହିଦ ଯବାନଙ୍କ ପରିବାର ୧କୋଟି ଟଙ୍କା ସହାୟତା ରାଶି ‘ଭାରତ କେ ବୀର’ ଆପ୍ ଜରିଆରେ ଦେବେ ବୋଲି ଘୋଷଣା…
ଜଣେ ପତ୍ନୀଙ୍କ ସହ ଦିନରେ ଜଣେ ପତ୍ନୀଙ୍କ ସହ ରାତିରେ ରହୁଥିଲେ ସ୍ବାମୀ: ମାମଲା ରୁଜୁ
ଗାନ୍ଧିନଗର,୧୬।୪: ଗୁଜରାଟର ଜଣେ ବ୍ୟକ୍ତି ଦୁଇଟି ବିବାହ କରିଥିଲେ ସୁଦ୍ଧା ଏକଥା କାହାକୁ ଜଣା ନ ଥିଲା। କାରଣ ସେ ଦିନରେ ଜଣେ ସ୍ତ୍ରୀଙ୍କ ପାଖେ ରହୁଥିବା ବେଳେ ରାତିରେ ଅନ୍ୟ ଜଣଙ୍କ ପାଖେ ରହୁଥିଲେ। ଦ୍ୱିତୀୟ ସ୍ତ୍ରୀଙ୍କୁ ଏହା ଜଣା…
ଭାରତରେ ୧୦ ହଜାର ଲୋକଙ୍କ ପାଇଁ ମାତ୍ର ଜଣେ ଡାକ୍ତର: ରିପୋର୍ଟ
ଓ୍ବାଶିଂଟନ,୧୬।୪: ଭାରତରେ ଏବେ ୬ ଲକ୍ଷ ଡାକ୍ତର ଓ ୨୦ ଲକ୍ଷ ନର୍ସ କମ୍ ଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ଗବେଷକଙ୍କ କହିବା କଥା ହେଲା ଆଣ୍ଟିବାୟୋଟିକ୍ସ ଦେବାପାଇଁ ଭାରତରେ ପ୍ରଶିକ୍ଷିତ ଡାକ୍ତରଙ୍କ ସଂଖ୍ୟା କମ୍ ରହିଛି। ଯେଉଁଥିପାଇଁ ରୋଗୀଙ୍କୁ ଜୀବନ…
ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ
ନୂଆଦିଲ୍ଲୀ,୧୬।୪; ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ବିଏସ୍ପି ନେତା ଗୁଡ୍ଡୁ ପଣ୍ଡିତଙ୍କର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ କଂଗ୍ରେସ ନେତା ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ ଦେଇଛନ୍ତି। କେବଳ ସେତିକି ନୁହେଁ ଫତେପୁର ସିକ୍ରିର…
Archives


