ଜାତୀୟ

ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଦାୟିତ୍ୱଗ୍ରହଣ କରି ସେ କହିଛନ୍ତି ଯେ, ୨୦୨୨ ଅଗଷ୍ଟ…

ଉନ୍ନାଓ ବଳାତ୍କାର ଘଟଣାର ୫ ମାମଲା ଦିଲ୍ଲୀ ସ୍ଥାନାନ୍ତର: ୪୫ ଦିନରେ ହେବ ଶୁଣାଣି

ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ଘଟଣା ସହ ଜଡିତ ସମସ୍ତ ୫ ମାମଲାକୁ ଉତ୍ତର ପ୍ରଦେଶରୁ ଦିଲ୍ଲୀକୁ ସ୍ଥାନାନ୍ତର କରାଯାଇଛି। ଆସନ୍ତା ୪୫ ଦିନ ମଧ୍ୟରେ ଏହାର ଶୁଣାଣି କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଅନ୍ୟପଟେ ଉନ୍ନାଓ ପୀଡିତଙ୍କ ଦୁର୍ଘଟଣା ମାମଲାର ଯାଞ୍ଚ…

ମୋଦିଙ୍କୁ ଭେଟିଲେ ଓମାର ଅବଦୁଲା: ଅନୁଚ୍ଛେଦ ୩୫-ଏ ସଂଶୋଧନ ନ କରିବାକୁ କଲେ ଦାବି

ନୂଆଦିଲ୍ଲୀ,୧।୮: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହାପରେ ସେ ସୂଚନା ଦେଇଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ରାଜ୍ୟର ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ରାଜ୍ୟର ସ୍ଥିତିକୁ ଦୃଷ୍ଟିରେ ରଖି ପଦକ୍ଷେପ ଗ୍ରହଣ…

ଷ୍ଟେଶନ୍‌ରେ ଏକ୍‌ ପ୍ୟାର୍‌ କା ନଗ୍‌ମା ହୈ ଗୀତ ଗାଉଥିବା ମହିଳାଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ: ଦେଖିଲେଣି ୨ ନିୟୁତରୁ ଅଧିକ ଲୋକ

କୋଲକାତା,୧।୮: ପଶ୍ଚିମବଙ୍ଗର ଜଣେ ମହିଳା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ମହିଳା ଜଣକ ଷ୍ଟେଶନ୍‌ରେ ବସି ଲତା ମଙ୍ଗେସକରଙ୍କ ଦ୍ୱାରା ୧୯୭୨ରେ ଶୋର୍‌ ଦିନ୍ଦୀ ଫିଲ୍ମର ଗୀତ ଏକ୍‌ ପ୍ୟାର୍‌ କା ନଗ୍‌ମା ହୈ ଗୀତ ଗାଉଥିବାର…

ବଡ଼ୋଦରାରେ ପ୍ରବଳ ବର୍ଷା: ରାସ୍ତାରେ ମୋଟର ବୋଟ୍‌; ବେଡ଼୍‌ ରୁମ୍‌ରେ ପାଣି

ଅହମ୍ମଦାବାଦ୍‌,୧।୮: ଗୁଜରାଟ ବଡ଼ୋଦରାରେ ପ୍ରବଳ ବର୍ଷା ଯୋଗୁ ଲୋକେ ବ୍ୟତିବ୍ୟସ୍ତ ହୋଇପଡ଼ିଛନ୍ତି। ଏଠାରେ ୧୮ ଇଞ୍ଚ ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁ ରାସ୍ତାରେ ମୋଟର ବୋଟ୍‌ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। କେତେକ ଲୋକଙ୍କ ଘରେ ପାଣି…

ଭାଜପାରୁ ବହିଷ୍କୃତ ହେଲେ ଅଭିଯୁକ୍ତ ବିଧାୟକ କୁଲଦୀପ ସେନ୍‌ଗାର

ଲକ୍ଷ୍ନୌ,୧।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କୁ ଭାଜପାରୁ ବହିଷ୍କାର କରାଯାଇଛି। ସୂଚନା ଅନୁଯାୟୀ, ଭାଜପାର ପ୍ରଦେଶ ଅଧ୍ୟକ୍ଷ ସ୍ବତନ୍ତ୍ରଦେବ ସିଂକୁ ଦିଲ୍ଲୀରୁ ଅଚାନକ ଡାକରା ଆସିବା ପରେ ସେନ୍‌ଗାରଙ୍କୁ ବହିଷ୍କାର କରାଯାଇଛି। ତେବେ…

ବାରବାଙ୍କି ସ୍କୁଲ ଛାତ୍ରୀଙ୍କ ପ୍ରଶ୍ନର ଉତ୍ତର ଦେଉ ଭାଜପା: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୮: ଏଥର ପୁଣି ଥରେ ଭାଜପାକୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ଉତ୍ତର ପ୍ରଦେଶ ବାରବାଙ୍କିର ଜଣେ ସ୍କୁଲ ଛାତ୍ରୀ ସୁରକ୍ଷାକୁ ନେଇ ପୋଲିସକୁ ଯେଉଁ ପ୍ରଶ୍ନ କରିଛନ୍ତି ତା’ର ଉତ୍ତର ଶାସକ ଭାଜପା ଦେଉ ବୋଲି ପ୍ରିୟଙ୍କା…

କେଜରିଓ୍ବାଲଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ୨ ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌ ବିଲ୍‌ ମାଗଣା

ନୂଆଦିଲ୍ଲୀ,୧।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବଡ଼ ଘୋଷଣା କରିଛନ୍ତି। ଏବେ ଦିଲ୍ଲୀର ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ୨ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ମାଗଣାରେ ମିଳିବ। ତେବେ ଏହାଠାରୁ ଅଧିକ ୟୁନିଟ୍‌ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଡ଼ିବ। ଦିଲ୍ଲୀରେ…

ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ

ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଅପରେଶନ୍‌ ଅଲଆଉଟ୍‌…

ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର ଚେର ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଛି। ବାଂଲାଦେଶରୁ ତରୁଣୀମାନଙ୍କୁ ଅଣାଯାଇ ବିହାର, ଗୁଡଗାଓ୍ବଁ ତଥା ଦିଲ୍ଲୀର…

ୟୁପି ପୋଲିସକୁ ଛାତ୍ରୀଙ୍କ ପ୍ରଶ୍ନ: ଅଭିଯୋଗ କଲେ ଆମକୁ ଉନ୍ନାଓ ପୀଡିତାଙ୍କ ଭଳି ଦୁର୍ଘଟଣାର ଶିକାର ହେବାକୁ ପଡିବନି ତ

ବାରବାଙ୍କି,୧।୮: ବାଳିକା ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମ ଜରିଆରେ ଉତ୍ତର ପ୍ରଦେଶ ପୋଲିସ ପକ୍ଷରୁ ଆୟୋଜିତ ହେଉଛି ସତେଚନତା କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ବୁଧବାର ଉତ୍ତର ପ୍ରଦେଶ ପୋଲିସ ବାରବାଙ୍କିରେ ଥିବା ଏକ ସ୍କୁଲରେ ଛାତ୍ରୀମାନଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଉଥିବା…

ଉନ୍ନାଓ ମାମଲା: ୧୨ଟା ସୁଦ୍ଧା ସୁପ୍ରିମକୋର୍ଟରେ ହାଜର ହେବାକୁ ସିବିଆଇ ଅଧିକାରୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ହେଲେ ଦିନ ୧୨ଟା ସୁଦ୍ଧା ଏହି ଘଟଣା ସହ ଜଡିତ ଥିବା ସିବିଆଇ ଅଧିକାରୀଙ୍କୁ ହାଜର ହେବାକୁ କୋର୍ଟ କହିଛନ୍ତି। କାରଣ ଏମାନେ ମାମଲାର ସ୍ଥିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri