ନାବାଳକ ପାଟିରେ ୫୨୬ ଦାନ୍ତ
ଚେନ୍ନାଇ,୧ା୮: ଚେନ୍ନାଇରେ ରହୁଥିବା ୭ ବର୍ଷର ପିଲା ପାଟିରୁ ଡାକ୍ତରମାନେ ୫୨୬ଟି ଦାନ୍ତକୁ ହଟାଇଦେଇଛନ୍ତି। ରବୀନ୍ଦ୍ରନାଥ ନାମକ ଏହି ପିଲାର ଡାହାଣ ଗାଲ ଫୁଲିବା ପରେ ଦାନ୍ତ ସମସ୍ୟା ଥିବା ପରିବାର ଲୋକେ ଭାବିଥିଲେ। ହସ୍ପିଟାଲ ନେବା ପରେ ତାଙ୍କର ତଳ…
ତିନି ତଲାକ୍ ବିଲ୍କୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି: ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ
ନୂଆଦିଲ୍ଲୀ,୧।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ତିନି ତଲାକ୍ ବିଲ୍କୁ ମଞ୍ଜୁରୀ ଦେଇଛନ୍ତି। ଫଳରେ ଏବେ ଏହା ଆଇନରେ ପରିଣତ ହୋଇଛି। ଏହା ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ ହେବ। ମଙ୍ଗଳବାର ତିନି ତଲାକ୍ ବିଲ୍ ରାଜ୍ୟ ସଭାରେ ପାସ୍ ହେବା…
ବିଧାୟକଙ୍କ ନାଁରେ ହତ୍ୟା ମାମଲା ରୁଜୁ କଲା ସିବିଆଇ
ନୂଆଦିଲ୍ଲୀ,୧ା୮(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତାଙ୍କ ଗାଡ଼ି ଦୁର୍ଘଟଣାକୁ ନେଇ ସିବିଆଇ ଭାଜପା ବିଧାୟକ କୁଲ୍ଦୀପ ସିଂ ସେନ୍ଗାର ଓ ଜଣେ ମନ୍ତ୍ରୀଙ୍କ ସମ୍ପର୍କୀୟ ସମେତ ୧୦ ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଛି। ସିବିଆଇ ଅଧିକାରୀମାନେ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।…
ଛାତ୍ରୀଛାତ୍ରଙ୍କ ଶ୍ରେଷ୍ଠ ସହର ବେଙ୍ଗାଲୁରୁ
ଲଣ୍ଡନ, ୧ା୮(ପି.ଟି.): ଲଣ୍ଡନ କ୍ରମାଗତ ଭାବେ ଛାତ୍ରୀଛାତ୍ରଙ୍କ ଲାଗି ଦ୍ୱିତୀୟ ଥର ପାଇଁ ବିଶ୍ୱର ଶ୍ରେଷ୍ଠ ସହର ହେବାର ମାନ୍ୟତା ଲାଭ କରିଛି। ଏହା ପଛକୁ ଦ୍ୱିତୀୟ ସ୍ଥାନରେ ଟୋକିଓ ଓ ତୃତୀୟରେ ମେଲ୍ବର୍ଣ୍ଣ ସ୍ଥାନ ପାଇଛି। ଭାରତରେ ବେଙ୍ଗାଲୁରୁ ଛାତ୍ରଙ୍କ…
ଫାରୁକ୍ ଅବ୍ଦୁଲ୍ଲାଙ୍କୁ ଇଡିର ଜେରା
ନୂଆଦିଲ୍ଲୀ, ୧ା୮(ପି.ଟି.): ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍ଫରେନ୍ସ ନେତା ଫାରୁକ୍ ଅବ୍ଦୁଲ୍ଲାଙ୍କୁ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ବୁଧବାର ଜେରା କରାଯାଇଛି। ରାଜ୍ୟ କ୍ରିକେଟ ଆସୋସିଏଶନରେ ଆର୍ଥିକ ହେର୍ଫେର ହୋଇଥିବାବେଳେ ତାଙ୍କୁ ଏନେଇ ବିଭିନ୍ନ ପ୍ରଶ୍ନ…
ଜଷ୍ଟିସ୍ ଶୁକ୍ଳାଙ୍କ ବିରୋଧରେ ରୁଜୁ ହେବ ମାମଲା
ନୂଆଦିଲ୍ଲୀ,୧ା୮(ପି.ଟି./ ଆଇଏଏନ୍ଏସ୍)-ଆଲ୍ଲାହାବାଦ୍ ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ୍.ଏନ୍. ଶୁକ୍ଲାଙ୍କ ବିରୋଧରେ ମାମଲା ରୁଜୁ କରିବା ଲାଗି ପ୍ରଧାନ ବିଚାରପତି (ସିଜେଆଇ)ଜଷ୍ଟିସ ରଞ୍ଜନ ଗୋଗୋଇ ସିବିଆଇକୁ ଅନୁମତି ଦେଇଛନ୍ତି। ଏମ୍ବିବିଏସ୍ ନାମଲେଖା ପାଇଁ ଏକ ଘରୋଇ କଲେଜକୁ ସେ ଅନୁକମ୍ପା ପ୍ରଦର୍ଶନ କରିଥିବା…
କାଗଜବିହୀନ ହେବ ଲୋକ ସଭା
ନୂଆଦିଲ୍ଲୀ,୧ା୮(ପି.ଟି.): ଆଗାମୀ ଅଧିବେଶନରୁ ଲୋକ ସଭା କାଗଜବିହୀନ ହେବ ବୋଲି ବାଚସ୍ପତି ଓମ୍ ବିର୍ଲା ବୁଧବାର ଘୋଷଣା କରିଛନ୍ତି। ଏହାଦ୍ୱାରା ବହୁକୋଟି ଟଙ୍କାର ରାଜସ୍ବ ସଞ୍ଚୟ ହୋଇପାରିବ। ଗୃହରେ ସଦସ୍ୟମାନେ କହିବା ବେଳେ ସ୍କ୍ରିନ୍ରେ ସେମାନଙ୍କ ନାମ ଓ ଡିଭିଜନ ନମ୍ବର…
୧୦% ଇଡବ୍ଲ୍ୟୁଏସ୍ କୋଟା: ସାମ୍ବିଧାନିକ ବେଞ୍ଚ୍କୁ ପଠାଇବା ପ୍ରସଙ୍ଗ: ସୁପ୍ରିମକୋର୍ଟରେ ରାୟ ସଂରକ୍ଷିତ
ନୂଆଦିଲ୍ଲୀ,୧ା୮: ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍)ଙ୍କ ପାଇଁ ଶିକ୍ଷା ଏବଂ ନିଯୁକ୍ତି କ୍ଷେତ୍ରରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାବେଳେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ ମାମଲା ସାମ୍ବିଧାନିକ ବେଞ୍ଚ୍କୁ ପଠାଯିବ…
ଚିଟ୍ଫଣ୍ଡ ବିଲ୍କୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ,୧ା୮: ଚିଟ୍ଫଣ୍ଡ (ସଂଶୋଧନ) ବିଲ୍, ୨୦୧୯ ପାର୍ଲାମେଣ୍ଟରେ ଆଗତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ବିଲ୍ ପାସ୍ ହେଲେ ଉକ୍ତ ସେକ୍ଟର ସରଳୀକୃତ ହେବା ସହ ପଞ୍ଜୀକୃତ ଚିଟ୍ଫଣ୍ଡ ଶିଳ୍ପ ଉପରେ ଥିବା ନିୟାମକ…
ମୋଟରଯାନ ବିଲ୍ ରାଜ୍ୟ ସଭାରେ ଗୃହୀତ: ତ୍ରୁଟି ସଂଶୋଧନ ପାଇଁ ଲୋକ ସଭାକୁ ପୁଣି ଯିବ: ଡ୍ରାଇଭିଂ ଲାଇସେନ୍ସ ପାଇଁ ଆଧାର ଜରୁରୀ
ନୂଆଦିଲ୍ଲୀ,୧ା୮(ପି.ଟି.): ସଡ଼କ ନିରାପତ୍ତା ବୃଦ୍ଧି ଲାଗି ଅଣାଯାଇଥିବା ମୋଟରଯାନ (ସଂଶୋଧନ) ବିଲ୍ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଏଥିରେ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଏଥିସହିତ ଟ୍ରାଫିକ୍ ନିୟମର ଉଲ୍ଲଂଘନ ପାଇଁ ଦଣ୍ଡବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଦୁର୍ଘଟଣାରେ…
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ୩୩କୁ ବୃଦ୍ଧି: କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ,୧ା୮ : କେନ୍ଦ୍ର କ୍ୟାବିନେଟ ବୁଧବାର ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି କରିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍ ଦେଇ ଏହି ସଂଖ୍ୟା ପୂର୍ବରୁ ୩୦ ଥିବାବେଳେ ଏବେ ଏଥିରେ ଆଉ ୩ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତ…
କେସିଆରଙ୍କ ଯଜ୍ଞ ଚିନ୍ତା
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର୍)ସବୁବେଳେ ବାସ୍ତୁ ଉପରେ ବିଶ୍ୱାସ କରି ସବୁ କାର୍ଯ୍ୟ କରନ୍ତି। ତାଙ୍କ ଅଫିସଠାରୁ ଆରମ୍ଭ କରି ଘର, ସବୁଠି ବାସ୍ତୁ ଉପଯୋଗ କରାଯାଇଛି। ଏହା ପରେ ବି ସେ ବହୁତ ଯଜ୍ଞ କରନ୍ତି। ଏବେ ୧,୦୪୮…
Archives


