ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ୩୩କୁ ବୃଦ୍ଧି: କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ,୧ା୮ : କେନ୍ଦ୍ର କ୍ୟାବିନେଟ ବୁଧବାର ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି କରିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍ ଦେଇ ଏହି ସଂଖ୍ୟା ପୂର୍ବରୁ ୩୦ ଥିବାବେଳେ ଏବେ ଏଥିରେ ଆଉ ୩ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତ…
କେସିଆରଙ୍କ ଯଜ୍ଞ ଚିନ୍ତା
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର୍)ସବୁବେଳେ ବାସ୍ତୁ ଉପରେ ବିଶ୍ୱାସ କରି ସବୁ କାର୍ଯ୍ୟ କରନ୍ତି। ତାଙ୍କ ଅଫିସଠାରୁ ଆରମ୍ଭ କରି ଘର, ସବୁଠି ବାସ୍ତୁ ଉପଯୋଗ କରାଯାଇଛି। ଏହା ପରେ ବି ସେ ବହୁତ ଯଜ୍ଞ କରନ୍ତି। ଏବେ ୧,୦୪୮…
ମାଡ଼ିଆସୁଛି ମହାଜାଗତିକ ବସ୍ତୁ: ଧ୍ୱଂସପାଇପାରେ ଗୋଟିଏ ଦେଶ
ନୂଆଦିଲ୍ଲୀ: ମହାକାଶରେ ଥିବା ବହୁ ମହାଜାଗତିକ ବସ୍ତୁର ଟାର୍ଗେଟରେ ରହିଆସିଛି ପୃଥିବୀ। ବହୁ ସମୟରେ ଏହିସବୁ ବସ୍ତୁ ପୃଥିବୀକୁ ଧକ୍କାଦେବାର ଆଶଙ୍କା ଉପୁଜିଛି। ସୌଭାଗ୍ୟକୁ ଅନେକ କ୍ଷେତ୍ରରେ ତାହା ଘଟିନାହିଁ, ପୃଥିବୀ ରକ୍ଷା ପାଇଯାଇଛି। କିନ୍ତୁ ଏବେ ନାସାର ବୈଜ୍ଞାନିକମାନେ ଏକ…
ଅଗୁସ୍ତା ଓ୍ବେଷ୍ଟ୍ଲାଣ୍ଡ ମାମଲାରେ ମୃତ ଘୋଷଣାର ୨୪ ଘଣ୍ଟା ପରେ ସାକ୍ଷୀ ଜୀବିତ
ନୂଆଦିଲ୍ଲୀ,୩୧।୭: ଅଗୁସ୍ତା ୱେଷ୍ଟ୍ଲାଣ୍ଡ ଭିଭିଆଇପି ହେଲିକପ୍ଟର କିଣା ଦୁର୍ନୀତିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୨୪ ଘଣ୍ଟାରେ ଦୁଇଥର ବୟାନ ବଦଳାଇଛି। ଏହି ଦୁର୍ନୀତି ଘଟଣାର ମୁଖ୍ୟ ସାକ୍ଷୀ କୁହାଯାଉଥିବା କେ.କେ. ଖୋସ୍ଲାଙ୍କୁ ଇଡି ପକ୍ଷରୁ ମଙ୍ଗଳବାର କୋର୍ଟରେ ମୃତ ବୋଲି ଦର୍ଶାଯାଇଥିବା ବେଳେ…
ଚା’ ପତି କିଲୋ ୫୦ ହଜାର…
ଚା’ ପତି କିଲୋ ପୁଣି ହଜାର ହଜାର ଟଙ୍କା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଆସାମରେ ଏଭଳି ଏକ ସ୍ବତନ୍ତ୍ର ଚା’ ପତି କିଲୋ ପିଛା ୫୦ ହଜାର ଟଙ୍କାରେ ନିଲାମ ହୋଇଛି। ଏହାକୁ ଲୋକେ ମନୋହରି ଚା’…
ଏକମାତ୍ର ପୁଅ ସିଦ୍ଧାର୍ଥ ଆଉ ଏ ଦୁନିଆରେ ନାହିଁ, ପିତା ଏପର୍ଯ୍ୟନ୍ତ ଜାଣିନାହାନ୍ତି
ବେଙ୍ଗାଲୁରୁ, ୩୧।୭:‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ କନର୍ର୍ାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଏପର୍ଯ୍ୟନ୍ତ…
ଆଜମ ଖାନ୍ଙ୍କ ପୁଅଙ୍କୁ ଅଟକ ରଖିଲା ପୋଲିସ
ଲକ୍ଷ୍ନୌ, ୩୦।୭: ସମାଜବାଦୀ ପାର୍ଟି (ଏସ୍ପି) ଏମ୍ପି ଆଜମ ଖାନ୍ଙ୍କ ପୁଅ ତଥା ବିଧାୟକ ଅବଦୁଲାଙ୍କୁ ବୁଧବାର ରାମପୁର ପୋଲିସ ଅଟକ ରଖିଛି। ମହମ୍ମଦ ଅଲ୍ଲୀ ଜୌହାର ବିଶ୍ୱବିଦ୍ୟାଳୟରେ ଚଢାଉବେଳେ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବାରୁ ତାଙ୍କୁ ଅଟକ ରଖାଯାଇଛି…
ଭୂସ୍ଖଳନରେ ଫସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲେ ଯବାନ
ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ଶ୍ରୀନଗର ହାଇଓ୍ବେ ନିକଟରେ ଭୂସ୍ଖଳନରେ ଫସିଥିବା ଜଣେ ଯୁବକଙ୍କୁ ବୁଧବାର ସିଆରପିଏଫ୍ର ୭୨ ବାଟାଲିୟନ ଯବାନ ଉଦ୍ଧାର କରିଛନ୍ତି। ମଙ୍ଗଳବାର ଲଗାଣ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ମାଟି ଅତଡା ଧସିଯାଇଥିଲା। ଫଳରେ ରାସ୍ତାରେ ଯାତାୟାତରେ ବାଧା ସୃଷ୍ଟି…
ଉନ୍ନାଓ ଦୁର୍ଘଟଣା: ଘଟଣାସ୍ଥଳରେ ପହଞ୍ଚିଲେ ସିବିଆଇ ଟିମ୍
ରାଏବରେଲି,୩୧।୭: ଏକ କାର୍ ଦୁର୍ଘଟଣାରେ ଉନ୍ନାଓ ବଳାତ୍କାର ପୀଡ଼ିତା ଗୁରୁତର ଆହତ ହୋଇଛନ୍ତି। ଏହି ମାମଲାର ଯାଞ୍ଚ୍ ପାଇଁ ସିବିଆଇ ୧୨ ଜଣିଆ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଖୁବଶୀଘ୍ର ଗିରଫ ଟ୍ରକ୍ ଡ୍ରାଇଭର୍ ଏବଂ କ୍ଲିନ୍ରଙ୍କୁ ପଚରାଉଚୁରା…
ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ସିସିଡିର କାମଚଳା ଅଧ୍ୟକ୍ଷ ହେଲେ ଏସ୍.ଭି. ରଙ୍ଗନାଥ
ବେଙ୍ଗାଲୁରୁ,୩୧।୭: ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥଙ୍କ ମୃତଦେହ ମିଳିବା ପରେ ଚାରିଆଡେ ବିଷାଦର ଛାୟା ଖେଳିଯାଇଛି। ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ଏସ୍.ଭି. ରଙ୍ଗନାଥଙ୍କୁ ସିସିଡିର କାମଚଳା ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ଏହାସହ ନୀତିନ ବାଗମାନେଙ୍କୁ ଅନ୍ତରୀଣ ଚିଫ୍…
କ୍ରିକେଟ୍ ଦୁର୍ନୀତି ମାମଲା: ଫାରୁକ୍ ଅବଦୁଲ୍ଲାଙ୍କୁ ଇଡି ପକ୍ଷରୁ ଜେରା
ଚଣ୍ଡିଗଡ, ୩୧।୭: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ ଜେରା କରାଯାଇଛି। ଜମ୍ମୁ କଶ୍ମୀର କ୍ରିକେଟ ଆସୋସିଏସନ (ଜେକେସିଏ) ଦୁର୍ନୀତି ମାମଲାରେ ଇଡି ଏହି ଜେରା କରିଛି। ବୁଧବାର ଫାରୁକଙ୍କ ଚଣ୍ଡିଗଡସ୍ଥିତ କାର୍ଯ୍ୟାଳୟରେ ଇଡି…
ଏନଟିଆର୍ ଥିଲେ ବାହୁବଳୀ; ମାତ୍ର ଚନ୍ଦ୍ରାବାବୁ କଟପ୍ପା: ସୁନୀଲ୍ ଦେଓଘର
ହାଇଦ୍ରାବାଦ୍,୩୧।୭: ତେଲୁଗୁ ଦେଶମ୍ ପାର୍ଟିର ସଂସ୍ଥାପକ ଏନ୍ଟିଆର୍ ବାହୁବଳୀ ଥିଲେ। ଅପରପକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ହେଉଛନ୍ତି କଟପ୍ପା। ପ୍ରକୃତ ପକ୍ଷେ ଚନ୍ଦ୍ରାବାବୁ ହେଉଛନ୍ତି ଚନ୍ଦାବାବୁ। ଏଭଳି କହିଛନ୍ତି ରାଜ୍ୟ ଭାଜପା ସହ-ପ୍ରଭାରୀ ସୁନୀଲ୍ ଦେଓଘର। ରାଜ୍ୟରେ ଓ୍ବାଇଏସ୍ଆର୍ କଂଗ୍ରେସ…
Archives


