ଜାତୀୟ

ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ବିସ୍ଫୋରକ ବୟାନ: ଖରାପ ସ୍ଥିତିରେ ଭାରତୀୟ ଅର୍ଥନୀତି

ନୂଆଦିଲ୍ଲୀ,୨୪ା୮: କେନ୍ଦ୍ର ସରକାରଙ୍କ ଥିଙ୍କ ଟ୍ୟାଙ୍କ କୁହାଯାଉଥିବା ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ନେଇ ଗୁରୁବାର ବିସ୍ଫୋରକ ବୟାନ ଦେଇଛନ୍ତି। ଆର୍ଥିକ କ୍ଷେତ୍ରରେ ବର୍ତ୍ତମାନ ଦେଖାଦେଇଥିବା ସ୍ଥିତି ଉପରେ ମତବ୍ୟକ୍ତ କରି ସେ କହିଛନ୍ତି…

ଏମ୍ସରେ ଭର୍ତ୍ତି ହେଲେ ରାମଦେବଙ୍କ ମୁଖ୍ୟ ସହଯୋଗୀ

ନୂଆଦିଲ୍ଲୀ,୨୩।୮: ଯୋଗଗୁରୁ ବାବା ରାମଦେବଙ୍କ ମୁଖ୍ୟ ସହଯୋଗୀ ବାଲକ୍ରିଷ୍ଣନ ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହରିଦ୍ୱାରରେ ଥିବା ଅଲ୍‌ ଇଣ୍ଡିଆା ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ ବାଲକ୍ରିଷ୍ଣନଙ୍କୁ ଜରୁରୀକାଳୀନ ସେବା ଯୋଗାଇ ଦିଆଯିବା ସହ…

ଏବେ ବ୍ୟାଙ୍କରୁ କରଜ ନେବା ହେବ ଶସ୍ତା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି କି ଏବେ ବ୍ୟାଙ୍କ ଗୁଡିକୁ ଅଗ୍ରୀମ ୭୦ହଜାର କୋଟି ଟଙ୍କା ପ୍ରଦାନ କରାଯିବ। ଫଳରେ ନୂଆ ଋଣ ଯୋଗାଇ ଦେବାରେ ବ୍ୟାଙ୍କ ଗୁଡିକ ଆଉ କୌଣସି ଅସୁବିଧାର…

ପାକିସ୍ତାନରୁ ମୋଦିଙ୍କୁ ଆସିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆସିଛି ହତ୍ୟା ଧମକ। ପାକିସ୍ତାନରୁ କେହି ଅଜଣା ବ୍ୟକ୍ତି ହ୍ବାଟସ୍‌ ଆପ୍‌ ମାଧ୍ୟମରେ ମୋଦିଙ୍କୁ ମାରିବାକୁ ଧମକ ଦେଇ ମେସେଜ୍‌ କରିଥିବା ଜଣାପଡିଛି। ତେବେ ଦିଲ୍ଲୀ ଚାନ୍ଦନି ଚୌକର ପୂର୍ବତନ ଭାଜପା ନେତା ରାଜନ…

ମୋ ବକ୍ତବ୍ୟକୁ ଭୁଲ ଅର୍ଥରେ ପ୍ରଚାର ପ୍ରସାର ନ କରିବାକୁ ଗଣମାଧ୍ୟମକୁ ଅନୁରୋଧ କଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି କି ତାଙ୍କ ବ୍ୟକ୍ତବ୍ୟକୁ ଭୁଲ୍‌ ଅର୍ଥରେ ପ୍ରଚାର ପ୍ରସାର ନ କରାଯାଉ। ଆଉ ଏହାକୁ ନେଇ କେହି ଭୟଭୀତ ମଧ୍ୟ ନ ହୁଅନ୍ତୁ। କାରଣ ସରକାର ଦେଶର ଅର୍ଥନୀତିକୁ…

ଦେଶର ଅର୍ଥନୀତି ଆଇସିୟୁରେ: ମନିଶ ତିଓ୍ବାରୀ

ନୂଆଦିଲ୍ଲୀ,୨୩।୮: ଦେଶର ଅର୍ଥ ବ୍ୟବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ବେଳେ ଏବେ ଅଟୋ ମୋବାଇଲ ଶିଳ୍ପଠାରୁ ଆରମ୍ଭ କରି ଅନେକ ଶିଳ୍ପରେ ଛଟେଇ ଅଭିଯାନ ଆରମ୍ଭ ହୋଇଯାଇଛି। ଆଉ ଏହାକୁ ଦେଖି ଶୁକ୍ରବାର ନିତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର…

ଜେଟ ଏୟାରଓ୍ବେଜର ସଂସ୍ଥାପକଙ୍କ ଘରେ ଇଡିର ଚଢ଼ାଉ

ନୁଆଦିଲ୍ଲୀ,୨୩।୮: ଜେଟ ଏୟାରଓ୍ବେଜ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିଲ୍ଲୀ ଓ ମୁମ୍ବାଇରେ ଚଢ଼ାଉ କରିଛି। ଜେଟ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋଏଲଙ୍କ ବାସଭବନ ସମେତ ବହୁ ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଜେଟ ପ୍ରିଭିଲେଜ୍‌ ପ୍ରାଇଭେଟ ଲିମିଟେଡ(ଜେପିପିଏଲ୍‌)ରେ…

ମରଣ ମୁହଁରୁ ବର୍ତ୍ତିଲେ ବାଳକ

ସୁରଟ,୨୩।୮: ରଖିଲେ ହରି ମାରିବ କିଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଗୁଜରାଟର ସୁରଟରେ। ଜଣେ ୭ବର୍ଷର ବାଳକ ଉପରେ କାର୍‌ ମାଡିଯାଇଥିଲା। ହେଲେ ପିଲାଟି ମରଣ ମୁହଁରୁ ବର୍ତ୍ତିବା ସହ ତାଙ୍କ ଶରୀରରେ କୌଣସି ଆଘାତ ଲାଗିନାହିଁ।…

ସେନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ଜଣେ ଯବାନ ଶହୀଦ, ୩ ଆହତ

ଶିମଲା,୨୩।୮: ହିମାଚଳ ପ୍ରଦେଶରେ ଶୁକ୍ରବାର ଏକ ସେନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଏଥିର ଥିବା ଜଣେ ଯବାନ ଶହୀଦ ହେବା ସହ ଅନ୍ୟ ୩ ଆହତ ହୋଇଥିବା ସୂଚନା ମିଳିଛି। ଏମାନେ ଶିମଲାର ଥିଓଗ ଅଞ୍ଚଳରେ ଥିବା ଗାଲୁ…

ଦୁର୍ଘଟଣାର ଶିକାର ହେଲା ରିଲିଫ୍‌ ହେଲିକପ୍ଟର

ଡେରାଡୁନ,୨୩।୮: ଉତ୍ତରାଖଣ୍ଡରେ ବନ୍ୟା ପରିସ୍ଥିତି ଭୟଙ୍କର ସ୍ଥିତିରେ ଥିବା ବେଳେ ଏଠାରେ ଉଭୟ ସ୍ଥଳପଥ ଓ ଆକାଶ ପଥରେ ବନ୍ୟା ପୀଡିତଙ୍କୁ ରିଲିଫ୍‌ ଯୋଗାଇ ଦିଆଯାଉଛି। ଶୁକ୍ରବାର ଏକ ହେଲିକପ୍ଟର ରିଲିଫ୍‌ ସାମଗ୍ରୀ ନେଇ ଯାଇଥିବା ସମୟରେ ଉତ୍ତରାଖଣ୍ଡର ତିକୋଚି ଅଞ୍ଚଳରେ…

୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତିରେ ଚାଲିଛି ଦେଶର ଅର୍ଥନୀତି:ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ଦୀର୍ଘ ୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତି ଦେଇ ଦେଶର ଅର୍ଥ ବ୍ୟବସ୍ଥା ଗତି କରୁଛି ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର କହିଛନ୍ତି। ଏନେଇ ସରକାର ଦୃଢ ପଦକ୍ଷେପ ନେବା ଆବଶ୍ୟକ। ଦେଶର ଅର୍ଥବ୍ୟବସ୍ଥା ସୁଧାରିବାକୁ…

ସହକର୍ମୀଙ୍କୁ କାନ୍ଧରେ ଶ୍ମଶାନ ପର୍ଯ୍ୟନ୍ତ ବୋହିନେଲେ ମହିଳା ଅଙ୍ଗନଓ୍ବାଡି କର୍ମୀ

କଟନି,୨୩।୮: ମଧ୍ୟପ୍ରଦେଶର କଟନି ଜିଲାରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଜଣେ ମହିଳା ଅଙ୍ଗନଓ୍ବାଡି କର୍ମୀଙ୍କୁ ଶେଷ ବିଦାୟ ଦେବାକୁ ଏକାଠି ହୋଇଥିଲେ ଆଖପାଖ ଅଞ୍ଚଳର ସମସ୍ତ ମହିଳା ଅଙ୍ଗନଓ୍ବାଡି କର୍ମୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?