ଜାତୀୟ

ମୋଦି ସରକାରଙ୍କୁ ସୋନିଆଙ୍କ ଟାର୍ଗେଟ:ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ ରାଜୀବ

ନୂଆଦିଲ୍ଲୀ,୨୩ା୮(ପି.ଟି.):୧୯୮୪ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ବୃହତ୍‌ ଜନାଦେଶ ପାଇ କ୍ଷମତାସୀନ ହୋଇଥିଲେ। ହେଲେ ସେ ତାକୁ ନେଇ କେବେ ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ। ରାଜୀବ କ୍ଷମତାର ଅପବ୍ୟବହାର କରି କେବେହେଲେ ଲୋକଙ୍କୁ ଭୟଭୀତ କରାଉ…

ଅଜୟ ଭାଲ୍ଲା ନୂଆ ସ୍ବରାଷ୍ଟ୍ର ସଚିବ

ନୂଆଦିଲ୍ଲୀ,୨୩ା୮(ପି.ଟି.): ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଅଫିସର-ଇନ୍‌-ସ୍ପେଶାଲ ଡ୍ୟୁଟିରେ ଥିବା ଅଧିକାରୀ ଅଜୟ କୁମାର ଭାଲ୍ଲାଙ୍କୁ ନୂଆ ସ୍ବରାଷ୍ଟ୍ର ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ କ୍ୟାବିନେଟର ନିଯୁକ୍ତି କମିଟି ସ୍ବୀକୃତି ପ୍ରଦାନ କରିଛି। ଏହି ପଦରେ ଥିବା ବରିଷ୍ଠ…

ଜନ୍ତରମନ୍ତରରେ ବିରୋଧୀଙ୍କ ବିକ୍ଷୋଭ:ଜମ୍ମୁ-କଶ୍ମୀରରେ ଅଟକ ନେତାଙ୍କ ମୁକ୍ତି ଦାବି

ନୂଆଦିଲ୍ଲୀ, ୨୩ା୮(ପି.ଟି.): ଦିଲ୍ଲୀର ଜନ୍ତର ମନ୍ତରଠାରେ ବିଭିନ୍ନ ବିରୋଧୀ ଦଳର ନେତାମାନେ ବିକ୍ଷୋଭ କରିବା ସହ ଜମ୍ମୁ-କଶ୍ମୀରରେ ଅଟକ ଥିବା ନେତାମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ଦାବି କରିଛନ୍ତି। ଜମ୍ମୁ-କଶ୍ମୀରରେ ଶାନ୍ତି ଫେରାଇଆଣିବା ଓ ଆଇନଶୃଙ୍ଖଳା ରକ୍ଷା କରିବା ଉପରେ ସେମାନେ…

ଚନ୍ଦ୍ରଯାନରୁ ଚନ୍ଦ୍ରର ପ୍ରଥମ ଫଟୋ

ଚନ୍ଦ୍ରୟାନ-୨ ଚନ୍ଦ୍ରର କକ୍ଷପଥରେ ଅବସ୍ଥାପିତ ହେବାର ଦିନକ ପରେ ଅର୍ଥାତ ବୁଧବାର ଏହି ଚିତ୍ର ଉତ୍ତୋଳନ କରି ପ୍ରେରଣ କରିଛି ଲ୍ୟାଣ୍ଡର ବିକ୍ରମ। ଏହି ଫଟୋକୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଗୁରୁବାର ଟୁଇଟରରେ ଶେୟାର କରାଯାଇଛି। ଭାରତର…

ନିଜେ ଉଦ୍‌ଘାଟନ କରିଥିବା କୋଠାରେ ରାତ୍ରିଯାପନ କଲେ

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌): ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ ବୁଧବାର ରାତିରେ ସିବିଆଇ ମୁଖ୍ୟାଳୟ ଗେଷ୍ଟ୍‌ହାଉସ୍‌ର ଲକ୍‌-ଅପ୍‌ ସୁଟ୍‌ ୩ରେ ରାତି ବିତାଇଥିଲେ, ଯାହାକୁ ସେ ୮ ବର୍ଷ ତଳେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସହ…

ଚିଦାମ୍ବରମଙ୍କ ଗିରଫଦାରିକୁ କଂଗ୍ରେସର ବିରୋଧ:ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌):ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଗିରଫଦାରି ବେଆଇନ। କେନ୍ଦ୍ର ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ତାଙ୍କୁ ଗିରଫ କରାଇଛନ୍ତି। ଏହା ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା ବୋଲି ଅଭିଯୋଗ ଆଣିଛି କଂଗ୍ରେସ। କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କଂଗ୍ରେସ…

ମନ୍ଦିର ଭଙ୍ଗାକୁ ବିରୋଧକରି ଦଳିତଙ୍କ ବିକ୍ଷୋଭ:ଭୀମ ଆର୍ମି ମୁଖ୍ୟଙ୍କ ସମେତ ୯୬ ଗିରଫ

ନୂଆଦିଲ୍ଲୀ, ୨୩ା୮(ପି.ଟି.):ଦିଲ୍ଲୀ ପୋଲିସ ତୋଗଲକବାଦ୍‌ଠାରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ସମେତ ୯୬ ବିକ୍ଷୋଭକାରୀଙ୍କୁ ଗିରଫ କରିଛି। ଏମାନେ ବେଆଇନ ଭାବେ ଏକାଠି ହୋଇ ଦଙ୍ଗାସମ ପରିସ୍ଥିତି ସୃଷ୍ଟି କରିଥିବା ଅଭିଯୋଗ ହୋଇଛି। ରବି ଦାସ ମନ୍ଦିର ଭଙ୍ଗାଯିବାକୁ ଦଳିତମାନେ…

ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର:ପାକ୍‌ ଆଣୁଛି ୧୦୦ ଆଫ୍‌ଗାନ ଆତଙ୍କବାଦୀ

ନୂଆଦିଲ୍ଲୀ,୨୩ା୮(ପି.ଟି.):ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତିରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଆଫଗାନିସ୍ତାନରୁ ୧୦୦ ଆତଙ୍କବାଦୀଙ୍କୁ କଶ୍ମୀରକୁ ଆଣୁଛି। ସେମାନେ ଉପତ୍ୟକା ସମେତ ଦେଶର ବିଭିନ୍ନ ସ୍ଥାନରେ ଆକ୍ରମଣ କରି ଅସ୍ଥିରତା ସୃଷ୍ଟି କରିପାରନ୍ତି ବୋଲି…

ଏସବୁ ରୋଗରୁ ବି ଦୂରେଇ ରଖେ ଆମ୍ବ ଟାକୁଆ…

ଆମ୍ବ ଶରୀର ପାଇଁ ଉପକାରୀ। ଏହା ସହିତ ଆମ୍ବ ଟାକୁଆ ମଧ୍ୟ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ଟାକୁଆରୁ କୋଇଲି ବାହାର କରି ଏହାକୁ ଶୁଖାଇ ଗୁଣ୍ଡ କରି ପ୍ରତିଦିନ ସକାଳେ ଖାଲିପେଟରେ ଗ୍ଲାସେ ଉଷୁମ ପାଣି ସହ ଖାଇଲେ କୋଲଷ୍ଟରଲସ୍ତର…

ଚିଦାମ୍ବରମଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ,୨୨ା୮(ପି.ଟି./ଆଇଏଏନ୍‌ଏସ୍‌): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ ମିଡିଆ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ସନ୍ଧ୍ୟା ୫ଟା ୪୫ ମିନିଟରେ ୫ ଦିନିଆ ରିମାଣ୍ଡରେ ନେଇଛି। ବୁଧବାର ରାତିରେ ଗିରଫ ହୋଇଥିବା…

ରୂପକୁଣ୍ଡ କଙ୍କାଳର ରହସ୍ୟ ଜଣାପଡ଼ିଲା

ହାଇଦ୍ରାବାଦ:ହିମାଳୟରେ ବହୁ ପ୍ରାକୃତିକ ହ୍ରଦ ଓ କୁଣ୍ଡ ମଧ୍ୟରେ ରୂପକୁଣ୍ଡ ହ୍ରଦ ପୂରା ଭିନ୍ନ। ହିମାଳୟର ୫,୦୨୯ ମିଟର ଉଚ୍ଚରେ ଥିବା ଏହି ହ୍ରଦ ଭିତରେ ଓ ତା’ କୂଳରେ ମାନବ ଅସ୍ଥି କଙ୍କାଳ ସବୁ ପଡିରହିଛି। ଏଣୁ ଏହାକୁ ମଧ୍ୟ…

ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶରେ ସଜାଯାଏ…

ପଞ୍ଜାବ ଅମୃତସର ନିକଟରେ ଥିବା ପାବ୍‌ ଅଞ୍ଚଳରେ ରହିଛି ଏକ ମନ୍ଦିର। ଏଠାରେ ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶ କରାଯାଇଥାଏ। ଏହି ହନୁମାନ ମନ୍ଦିରରେ ପ୍ରତିବର୍ଷ କାର୍ତ୍ତିକ ମାସରେ ୧୦ ଦିନ ପର୍ଯ୍ୟନ୍ତ ଏହି ଉତ୍ସବ ଚାଲେ। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?