ଜାତୀୟ

ନିଜ ହାତରେ ଚା’ ତିଆରି କରି ଲୋକଙ୍କୁ ପରସିଲେ ମମତା

ଦିଘା,୨୨।୮:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ହାତରେ ଚା’ ତିଆରି କରି ସାଧାରଣ ଜନତାଙ୍କୁ ପରସିଛନ୍ତି। ବୁଧବାର ମମତା ଦିଘାରେ ଥିବା ଏକ ଚା’ ଦୋକାନରେ ନିଜ ହାତରେ ଚା’ କରିବା ସହ ସେଠାରେ ଉପସ୍ଥିତ ଥିବ ଜନତାଙ୍କୁ ଏହା ପିଇବାକୁ…

ସିବିଆଇ ପଞ୍ଝାରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨ା୮:ସୁବକ୍ତା, ପ୍ରଭାବଶାଳୀ କଂଗ୍ରେସ ନେତା, ରାଜ୍ୟ ସଭା ସଦସ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏଭଳି ଅନେକ ମର୍ଯ୍ୟାଦାଜନକ ବିଶେଷଣର ଅଧିକାରୀ ୭୩ ବର୍ଷୀୟ ପାଲାନିଅପ୍ପାନ୍‌ ଚିଦାମ୍ବରମ୍‌ ଏବେ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥାର ପଞ୍ଝାରେ। ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ…

ମେଡିକାଲ ବଣ୍ଡ୍‌କୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ,୨୨ା୮ : ପୋଷ୍ଟ-ଗ୍ରାଜୁଏଟ୍‌ ମେଡିକାଲ ପାଠ୍ୟକ୍ରମ ଏବଂ ସୁପର ସ୍ପେଶିଆଲିଟି ପାଠ୍ୟକ୍ରମରେ ନାମଲେଖା ପାଇଁ ବାଧ୍ୟତାମୂଳକ ବଣ୍ଡ୍‌ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ରିଟ୍‌ ପିଟିଶନ୍‌କୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଓଡିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଗୁଜରାଟ, ମହାରାଷ୍ଟ୍ର, ତାମିଲନାଡୁ,…

ପାକିସ୍ତାନକୁ ପାଣି ବନ୍ଦ ପାଇଁ ଭାରତର ପ୍ରସ୍ତୁତି

ନୂଆଦିଲ୍ଲୀ,୨୨ା୮(ଆଇଏଏନ୍‌ଏସ୍‌): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ କେନ୍ଦ୍ର ସରକାର ପାକିସ୍ତାନକୁ ଜମ୍ମୁ-କଶ୍ମୀର ବାଟଦେଇ ଯାଉଥିବା ପାଣି ବନ୍ଦ କରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସିନ୍ଧୁନଦୀ ଜଳଚୁକ୍ତିକୁ ଉଲ୍ଲଂଘନ ନ କରି କିପରି ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ…

ରାଜୀବ ଗୌବା କ୍ୟାବିନେଟ ସଚିବ

ନୂଆଦିଲ୍ଲୀ, ୨୨ା୮: ସ୍ବରାଷ୍ଟ୍ର ସଚିବ ରାଜୀବ ଗୌବା ପରବର୍ତ୍ତୀ କ୍ୟାବିନେଟ ସଚିବ ଭାବେ ଦୁଇ ବର୍ଷ ଲାଗି ଦାୟିତ୍ୱ ଗ୍ରହଣ କରିବେ। ଏନେଇ ସରକାରଙ୍କ ପକ୍ଷରୁ ବୁଧବାର ନିଯୁକ୍ତି ଦିଆାଯାଇଛି। କ୍ୟାବିନେଟର ନିଯୁକ୍ତି କମିଟି ଏହାକୁ ସ୍ବୀକୃତି ପ୍ରଦାନ କରିଛି। ୧୯୮୨…

ହାଇଦ୍ରାବାଦରେ କନ୍‌ସଲ ଜେନେରାଲ ଜୋଏଲ୍‌

ହାଇଦ୍ରାବାଦ, ୨୨ା୮: ହାଇଦ୍ରାବାଦରେ ଆମେରିକାର ନୂଆ ବାଣିଜି୍ୟକ ରାଷ୍ଟ୍ରଦୂତ ଭାବେ ଜୋଏଲ ରେଫ୍‌ମ୍ୟାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ହାଇଦ୍ରାବାଦରେ ପହଞ୍ଚିବା ପରେ ଏହି ଅଞ୍ଚଳ ଲାଗି ଭାରତ-ଆମେରିକା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଥିବା ସେ କହିଛନ୍ତି। ଭାରତ- ଆମେରିକା ଶିଳ୍ପ,…

ସିଜେଆଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ: ତଦନ୍ତ ଶେଷ, ସେପ୍ଟେମ୍ବରରେ ରିପୋର୍ଟ

ନୂଆଦିଲ୍ଲୀ,୨୨ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ବଡ଼ ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଜଣିକିଆ କମିଟି ଏହାର କାର୍ଯ୍ୟ ଶେଷ କରିଛି ଏବଂ ସେପ୍ଟେମ୍ବର ମଧ୍ୟଭାଗରେ ରିପୋର୍ଟ ଦାଖଲ କରିପାରନ୍ତି ବୋଲି ଜଣାପଡିଛି।…

ଭାରତ-ଜାମ୍ବିଆ ୬ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ,୨୨ା୮: ଭାରତ ଓ ଜାମ୍ବିଆ ମଧ୍ୟରେ ବୁଧବାର ୬ଟି ଚୁକ୍ତି ସ୍ବାକ୍ଷରିତ ହୋଇଛି। ବାଣିଜ୍ୟ, ପୁଞ୍ଜିନିବେଶ, ଖଣି ସମ୍ପଦ, ପ୍ରତିରକ୍ଷା ସହଯୋଗ ଓ ବିଭିନ୍ନ ବିକାଶମୂଳକ ପଦକ୍ଷେପ ଆଦି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଛାଗ୍‌ଓ୍ବା…

ୟୁପିରେ ୧୫୦ ମେଡିିକାଲ ଛାତ୍ରଙ୍କୁ ର଼୍ୟାଗିଂ : ଲଣ୍ଡାକରି ରାସ୍ତାରେ ବୁଲାଇଲେ

ଲକ୍ଷ୍ନୌ, ୨୨ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ସଇଫାଇଠାରେ ଥିବା ମେଡିକାଲ ସାଇନ୍ସ ବିଶ୍ୱବିଦ୍ୟାଳୟରେ ନବାଗତ ୧୫୦ ମେଡିକାଲ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଛି। ବରିଷ୍ଠ ଛାତ୍ରମାନଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମ ବର୍ଷର ଏହି ଛାତ୍ରମାନେ ଲଣ୍ଡାହୋଇ ରାସ୍ତାରେ ମୁଣ୍ଡ ନୁଆଇଁ ମାର୍ଚ୍ଚ କରିଛନ୍ତି। ଏହାର ଭିଡିଓ…

ଏସିଡିଟି ସମସ୍ୟାର ସମାଧାନ ହାତ ପାଆନ୍ତାରେ…

ପରିବର୍ତ୍ତିତ ଜୀବନ ଶୈଳୀର ପ୍ରଭାବ ଯୋଗୁ କେତେକଙ୍କ କ୍ଷେତ୍ରରେ ଏସିଡ଼ିଟି ସମସ୍ୟା ଦେଖାଯାଇଥାଏ। ତେବେ ହାତ ପାଆନ୍ତାରେ ଏହି ସମସ୍ୟାର ସମାଧାନ ରହିଛି। ସକାଳୁ ଖାଲି ପେଟରେ ଲାଉ ରସ ପିଇଲେ ଏସିଡିଟି ସମସ୍ୟାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…

ଚିଦାମ୍ବରମ ଗିରଫ

ନୂଆଦିଲ୍ଲୀ,୨୧ା୮: ଦୁଇଦିନର ଡ୍ରାମାବାଜି ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଛନ୍ତି। ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ବୁଧବାର ରାତିରେ ସିବିଆଇ ଓ ଇଡି ଟିମ୍‌ ତାଙ୍କୁ ଗିରଫ କରିଛି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଆଗୁଆ ଜାମିନ ଆବେଦନ ଖାରଜ…

ଏମିତି ଗାଁ ଯେଉଁଠି ଘରେ ଘରେ ଭିନ୍ନକ୍ଷମ

ଉତ୍ତରପ୍ରଦେଶର ଆଗ୍ରାଠାରୁ ୨୦ କିଲୋମିଟର ଦୂର ଗ୍ବାଲିୟର ରୋଡରେ ବରୋଲି ଅହିର ବ୍ଲକ୍‌ର ୧୧ଟି ଗାରଁ ଦୁଃଖ କହିଲେ ନ ସରେ। ଏହି ସବୁ ଗାଁରେ ଲୋକମାନେ ଫ୍ଲୋରାଇଡ୍‌ଯୁକ୍ତ ପାଣି ପିଉଥିବାରୁ ଘରେ ଘରେ ଜଣେ ଭିନ୍ନକ୍ଷମ ରହିଛନ୍ତି। ହ୍ୟାଣ୍ଡପମ୍ପରୁ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?