ପେଟଯନ୍ତ୍ରଣା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତରଙ୍କ କଣ୍ଡୋମ୍ ମେଡିସିନ୍
ରାଞ୍ଚତ୍,୨୮।୭: ଝାଡ଼ଖଣ୍ଡର ଏକ ସରକାରୀ ଡାକ୍ତରଖାନାରେ ଗୁରୁତର ତ୍ରୁଟି ପରିଲକ୍ଷିତ ହୋଇଛି। ଏଠାକୁ ଜଣେ ମହିଳା ପେଟଯନ୍ତ୍ରଣା ଲାଘବ ପାଇଁ ଆସିଥିବାବେଳେ ଡାକ୍ତର ପ୍ରେସ୍କ୍ରିପ୍ସନରେ କଣ୍ଡୋମ ଲେଖି ଦେଇଥିଲେ। ସୂଚନାଯୋଗ୍ୟ, ମହିଳାଙ୍କ ଅସହ୍ୟ ପେଟଯନ୍ତ୍ରଣା ହେଉଥିବାରୁ ସେ ପଶ୍ଚିମ ସିଂହଭୂମ ଜିଲାରେ…
ମେଘାଳୟ ବାଚସ୍ପତିଙ୍କ ପରଲୋକ
ଗୁରୁଗ୍ରାମ, ୨୮।୭: ମେଘାଳୟ ବାଚସ୍ପତି ଡନ୍କୁପାର ରାୟଙ୍କ ପରଲୋକ ଘଟିଛି। ସେ ଦୀର୍ଘଦିନ ହେବ ଗୁରୁଗ୍ରାମର ମେନ୍ଦାତା ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ୧୯୫୪ ନଭେମ୍ବର ୧୦ ତାରିଖରେ ଜନ୍ମଗ୍ରହଣ କରିଥିବା ଡନ୍କୁପାର୍ ମେଘାଳୟର ମୁଖ୍ୟମନ୍ତ୍ରୀ ମଧ୍ୟ ଥିଲେ। ୟୁନାଇଟେଡ୍ ଡେମୋକ୍ରାଟିକ ପାର୍ଟିର…
ପ୍ରିୟଙ୍କା ଗାନ୍ଧୀ ହିଁ କଂଗ୍ରେସ ଅଧ୍ୟକ୍ଷ ହେବାର ଉପଯୁକ୍ତ ପ୍ରାର୍ଥୀ: ଶଶି ଥରୁର
ନୂଆଦିଲ୍ଲୀ,୨୮।୭: କଂଗ୍ରେସର ପରବର୍ତ୍ତୀ ଅଧ୍ୟକ୍ଷ କିଏ ହେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ପ୍ରିୟଙ୍କା ଗାନ୍ଧୀ ହିଁ କଂଗ୍ରେସ ଅଧ୍ୟକ୍ଷ ହେବାର ଉପଯୁକ୍ତ ପ୍ରାର୍ଥୀ ବୋଲି କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର କହିଛନ୍ତି। ଏବେ ଦଳ ଯେଉଁ ପରିସ୍ଥିତି ଦେଇ…
ବହୁମତରେ ବିଜୟୀ ହେବୁ: ୟେଦୁରପ୍ପା
ବେଙ୍ଗାଲୁରୁ,୨୮।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭାଜପା ନେତା ବିଏସ୍ ୟେଦୁରପ୍ପା ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ସୋମବାର ଅର୍ଥାତ୍ ୨୯ ତାରିଖରେ ସେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ। ଏହା ପୂର୍ବରୁ ସେ କହିଛନ୍ତି, ଆମେ ଶହେ ପ୍ରତିଶତ ବହୁମତରେ…
ମଇଁଷି ଶିଙ୍ଘରେ ତେଲ ମାଲିସ୍ ପାଇଁ ୧୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ଲାଲୁ
ନୂଆଦିଲ୍ଲୀ, ୨୮।୭: ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବ ପୁଣି ଚର୍ଚ୍ଚାର ପରିସରକୁ ଆସିଛନ୍ତି। କେବଳ ମଇଁଷି ଶିଙ୍ଘରେ ତେଲ ମାଲିସ୍ ପାଇଁ ଲାଲୁ ୧୬ ଲକ୍ଷ ଟଙ୍କା ଖର୍ଚ୍ଚ…
ଭାଜପାରେ ସାମିଲ ନ ହେବାରୁ ନେତାଙ୍କ ଉପରେ ଚାପ ପକାଯାଉଛି: ଶରଦ ପାଓ୍ବାର
ମୁମ୍ବାଇ,୨୮।୭: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କେନ୍ଦ୍ରର ଭାଜପା ସରକାରଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ପାଓ୍ବାର କହିଛନ୍ତି ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଭାଜପା ନିଜ ଶକ୍ତିର ଦୂରୁପଯୋଗ କରୁଛି। ଯେଉଁନେତାମାନେ ଭାଜପାରେ ସାମିଲ ହେବାକୁ ରାଜି ନୁହେଁ…
କାଉଡି ଯାତ୍ରାରେ ମାତାପିତାଙ୍କୁ ଭାର କରି ନେଲେ ୪ ଭାଇ
ଶାମଲି,୨୮।୭: ହରିୟାନା ପାନିପଥର ୪ ଭାଇ କାଉଡି ଯାତ୍ରାରେ ବାହାରିଥିବା ବେଳେ ସେମାନେ ତାଙ୍କ ମାତାପିତାଙ୍କୁ ଉତ୍ତରାଖଣ୍ଡର ହରିଦ୍ୱାରଠାରୁ ଭାରରେ ବୋହି ରବିବାର ଶାମଲିରେ ପହଞ୍ଚିଛନ୍ତି। ବାଉଁଶ ଭାରରେ ଦୁଇପଟେ ଟୋକେଇରେ ରଖି ସେମାନେ ମାତା ପିତାଙ୍କୁ ଶିବଙ୍କ ଦର୍ଶନ କରାଇବାକୁ…
ଉତ୍ତରାଖଣ୍ଡ ସରକାରୀ ହସ୍ପିଟାଲକୁ ଯିବାକୁ ଡରିଲେଣି ରୋଗୀ
ହଲଦଓ୍ବାନି,୨୮।୭: ଉତ୍ତରାଖଣ୍ଡର ସରକାରୀ ହସ୍ପିଟାଲରେ ଗତ ୯ ବର୍ଷ ମଧ୍ୟରେ ପ୍ରାୟ ୧୩ହଜାର ୧୮୭ ରୋଗୀଙ୍କ ମୃତ୍ୟୁ ହୋଇଥିବା ଏକ ରିପୋର୍ଟରୁ ଜଣାପଡିଛି। ଆର୍ଟିଆଇ କର୍ମୀ ହେମନ୍ତ ଗୌନିଆଙ୍କ ପ୍ରଶ୍ନରେ ମେଡିକାଲ ପକ୍ଷରୁ ଏହି ରିପୋର୍ଟ ପ୍ରଦାନ କରାଯାଇଛି। ଏବେ ଲୋକେ…
୩ ଅଯୋଗ୍ୟ ଘୋଷିତ ବିଧାୟକ ଯିବେ ସୁପ୍ରିମ୍କୋର୍ଟ: ବାଚସ୍ପତିଙ୍କ ନିଷ୍ପତ୍ତିକୁ କଂଗ୍ରେସ-ଜେଡିଏସ୍ କଲେ ସ୍ବାଗତ
ବେଙ୍ଗାଲୁର୍,୨୮।୭: କର୍ନାଟକରେ କ୍ଷମତା କନ୍ଦଳ ଡ୍ରାମା ଶେଷ ହେବାର ନାଁ ଧରୁନି। ବାଚସ୍ପତି ଆର୍ ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏହା ପରେ ରବିବାର ୧୪ ବିଧାୟକଙ୍କୁ ମଧ୍ୟ ସମଦଶା ଭୋଗିବାକୁ ପଡ଼ିଛି। ତେବେ ପୂର୍ବରୁ…
କେନ୍ଦ୍ର ସରକାରଙ୍କୁ ମେହବୁବାଙ୍କ ଚେତାବନୀ: ଅନୁଚ୍ଛେଦ ୩୫-ଏ ବାରୁଦ ଗଦା ଭଳି ବିପଦପୂର୍ଣ୍ଣ
ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସରକାରଙ୍କୁ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍ତି ଚେତାବନୀ ଦେଇଛନ୍ତି। ରବିବାର ମେହବୁବା କହିଛନ୍ତି ଯେ, କେନ୍ଦ୍ର ସରକାର ଅନୁଚ୍ଛେଦ ୩୫-ଏରେ ପରିବର୍ତ୍ତନ ଆଣିବାର ଯୋଜନା କରୁଛନ୍ତି। ତେବେ ଏଭଳି ଦୁଃସାହସ କରିବା ଭୟଙ୍କର ପରିସ୍ଥିତି ସୃଷ୍ଟି କରିପାରେ।…
ମାନବ ସେବା ହିଁ ମାଧବ ସେବା: କାଉଡିଆଙ୍କ ପାଦ ଦାବିଲେ ଏସ୍ପି
ଲକ୍ଷ୍ନୌ, ୨୮।୭: ଶ୍ରାବଣରେ ଆରମ୍ଭ ହୋଇଯାଇଛି କାଉଡି ଯାତ୍ରା। ବିଶେଷ କରି ଉତ୍ତର ପ୍ରଦେଶରେ କାଉଡିଆଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାମାନ କରାଯାଇଛି। ଏମାନଙ୍କ ପାଇଁ ଖୋଲାଯାଇଥିବା ପ୍ରାକୃତିକ ଚିକିତ୍ସା ସେବା ଶିବିରର ଉଦ୍ଘାଟନ କରିବାକୁ ଶାମଲିର ଏସ୍ପି ଅଜୟ କୁମାରଙ୍କୁ ଡକାଯାଇଥିଲା।…
କର୍ନାଟକ ରାଜନୀତି ପୁଣି ସରଗରମ: ୧୪ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କଲେ ବାଚସ୍ପତି
ବେଙ୍ଗାଲୁର୍,୨୮।୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ାଛୁଟୁଛି। ଏଚ୍.ଡି କୁମାରସ୍ବାମୀଙ୍କ ରାଜନୀତି ଦୌଡ଼ରେ ପଛାର ପକାଇ ବି.ଏସ୍.ୟେଦୁରପ୍ପା କ୍ଷମତା ଦଖଲ କରିଥିଲେ। ଏହାପରେ ବାଚସ୍ପତି ଆର୍. ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ତେବେ ରବିବାର ରମେଶ ପୁଣି…
Archives


