ସାପ କାମୁଡ଼ିବାରୁ ୨ ଛାତ୍ରୀଙ୍କ ମୃତ୍ୟୁ: ଘଟଣାରେ ୨ଶିକ୍ଷକ ନିଲମ୍ବିତ
ଜଶପୁର,୨୭।୭: ଛତିଶଗଡ଼ର ଜଶପୁର ଜିଲାର ଏକ ପ୍ରାଥମିକ ସ୍କୁଲରେ ସାପ କାମୁଡ଼ିବାରୁ ୨ଛାତ୍ରଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ପରେ ୨ଜଣ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ସୂଚନାଯୋଗ୍ୟ, ଜଶପୁର ଜିଲା ବଗିଚା ତହସିଲର ଟଟକେଲା ଗାଁରେ ଶାସକୀୟ ପ୍ରାଥମିକ ବିଦ୍ୟାଳୟରେ ତୃତୀୟ…
ମୁସ୍ଲିମ ବିଧାୟକଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ଚାପ ପକାଇଲେ ମନ୍ତ୍ରୀ
ରାଞ୍ଚି,୨୭ା୭ : ଝାଡ଼ଖଣ୍ଡ ବିଧାନସଭା ପରିସରରେ କଂଗ୍ରେସ ବିଧାୟକ ଇର୍ଫାନ୍ ଅନ୍ସାରୀଙ୍କୁ ମନ୍ତ୍ରୀ ସି. ପି. ସିଂହ ‘ଜୟ ଶ୍ରୀରାମ’ କହିବାକୁ ଚାପ ପକାଯିବା ଘଟଣାର ଭିଡିଓ ଭାଇରାଲ୍ ହେବା ପରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। ବୁଧବାର…
ହଳଦିଆ ଶାଢି ପରେ ଏବେ ନୀଳ ଶାଢି ପିନ୍ଧି ଡ୍ୟାନ୍ସ କରି ଭାଇରାଲ ହେଲେ ରିନା ଦ୍ୱିବେଦୀ
ହରିୟାଣା,୨୭।୭: ଲୋକ ସଭା ନିର୍ବାଚନ ସମୟରେ ଉତ୍ତର ପ୍ରଦେଶର ପିଡବ୍ଲୁଡି ଅଧିକାରୀ ରିନା ଦ୍ୱିବେଦୀ ଖୁବ୍ ଭାଇରାଲ ହୋଇଥିଲେ। ତାଙ୍କର ହଳଦିଆ ଶାଢି ପିନ୍ଧା ଫଟୋ ସହ ପୁଣି ଥରେ ତାଙ୍କର ଡ୍ୟାନ୍ସ ଭିଡିଓ ବି ଭାଇରାଲ୍ ହୋଇଥିଲା। ଏବେ ଏହି…
ମିଜାଇଲ୍ ମ୍ୟାନ୍ଙ୍କ ଶ୍ରାଦ୍ଧ ବାର୍ଷିକୀ: ଦେଶ ଦେଲା ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୨୭।୭: ଭାରତର ମିଜାଇଲ୍ ମ୍ୟାନ୍ ତଥା ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବ୍ଦୁଲ୍ କାଲାମଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶନିବାର ଦେଶ ଶ୍ରଦ୍ଧାଞ୍ଜଳି ଦେଇଛି। ୨୦୧୫ ଜୁଲାଇ ୨୭ରେ ଶିଲଂ ଆଇଆଇଏମ୍ଠାରେ ଏକ ଉତ୍ସବରେ କାଲାମ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ…
ରେଲଓ୍ବେ ଏବେ ଖାଲି ପ୍ଲାଷ୍ଟିକ ବୋତଲ ବଦଳରେ ଦେବ ୫ ଟଙ୍କା
ନୂଆଦିଲ୍ଲୀ,୨୭।୭: ଦିନକୁ ଦିନ ପ୍ଲାଷ୍ଟିକର ବ୍ୟବହାର ବଢିଥିବା ବେଳେ ଏହାକୁ ନେଇ ପରିବେଶ ପ୍ରଦୂଷଣର ମାତ୍ରା ମଧ୍ୟ ବଢିବାରେ ଲାଗିଛି। ଏହି ଅସୁବିଧାରୁ ମୁକ୍ତି ପାଇବା ପାଇଁ ପ୍ରାୟ ସବୁ ଦେଶ ଏବେଠାରୁ କାମ ଆରମ୍ଭ କରି ସାରିଲେଣି। ଭାରତ ମଧ୍ୟ…
ପ୍ରବଳ ବର୍ଷାରେ ବୁଡ଼ିଲା ରେଳ ଲାଇନ୍: ମହାଲକ୍ଷ୍ମୀ ଏକ୍ସପ୍ରେସ୍ର ଯାତ୍ରୀ ଜଳବନ୍ଦୀ
ମୁମ୍ବାଇ,୨୭।୭: ମହାରାଷ୍ଟ୍ରରେ ପୁଣି ଦେଖାଦେଇଛି ବନ୍ୟା ବିତ୍ପାତ। ପ୍ରବଳ ବର୍ଷା ଯୋଗୁ ବନ୍ୟା ଜଳ ରେଳ ଲାଇନ୍ ଉପରେ ପ୍ରବାହିତ ହେଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବଦଲାପୁରଠାରୁ ବାନଗନି ଯାଉଥିବା ମହାଲକ୍ଷ୍ମୀ ଏକ୍ସପ୍ରେସ୍କୁ ବାଟରେ ଅଟକାଇ ଦିଆଯାଇଛି। ଏଥିରେ ଥିବା ୭୦୦ରୁ…
ୟେଦୁରପ୍ପା ସରକାରଙ୍କୁ ସମର୍ଥନ ଦେବ କି ଜେଡିଏସ୍
ବେଙ୍ଗାଲୁରୁ,୨୭।୭: କର୍ନାଟକ ରାଜନୀତିରେ ବହୁ ସମୟ ଧରି ଲାଗି ରହିଥିବା ନାଟକ ପରେ ଶେଷରେ ଭାଜପା ନେତା ବିଏସ୍ ୟେଦୁରପ୍ପା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ହେଲେ ଗୋଟିଏ ସପ୍ତାହ ମଧ୍ୟରେ ୟେଦୁରପ୍ପା ତାଙ୍କ ସଂଖ୍ୟା ଗରିଷ୍ଠତାର ପ୍ରମାଣ…
ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ସେନା ଯବାନ ଶହୀଦ୍
ଶ୍ରୀନଗର,୨୭।୭: ଉତ୍ତର କଶ୍ମୀର କୁପଓ୍ବାରା ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଆର୍ଆର୍-୫୭ର ଲାନ୍ସ ନାୟକ୍ ରାଜେନ୍ଦ୍ର ସିଂ। ରାଜେନ୍ଦ୍ରଙ୍କ ଦେହରେ ଗୁଳି ଲାଗିବାରୁ ତାଙ୍କୁ ସ୍ଥାନୀୟ…
ପୁଣି ବୁଡିଲା ମୁମ୍ବାଇ: ବିମାନ ସେବା ବାଧାପ୍ରାପ୍ତ
ମୁମ୍ବାଇ,୨୭।୭: ମାୟାନଗରୀ ପୁଣି ବୁଡି ଯାଇଛି। ଗୁରୁବାର ରାତିରେ ହୋଇଥିବା ପ୍ରବଲ ବର୍ଷାରେ ଅଧିକାଂଶ ସ୍ଥାନରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହେବା ସହ ଟ୍ରେନ୍ ଓ ବିମାନ ସେବା ବାଧାପ୍ରାପ୍ତ ହୋଇଛି। ଏଥିରେ ସାଧାରଣ ଜୀବନଯାତ୍ରା ମଧ୍ୟ ବହୁ ମାତ୍ରାରେ…
ଶୋପିଆନ୍ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର,୨୭।୭: ଜମ୍ମୁ-କଶ୍ମୀରର ଶୋପିଆନ୍ରେ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର କମାଣ୍ଡର ମୁନା ଲୋହାରି ଅଛନ୍ତି। ଦକ୍ଷିଣ କଶ୍ମୀରର ବୋନା ବଜାରଠାରେ କିଛି ଆତଙ୍କବାଦୀ ଏକ ଘରେ…
ଅକ୍ଷରଧାମ୍ ଆକ୍ରମଣର ମାଷ୍ଟର ମାଇଣ୍ଡ ଗିରଫ
ଗାନ୍ଧୀନଗର,୨୭ା୭(ପି.ଟି.): ଅକ୍ଷରଧାମ୍ ମନ୍ଦିର ଆକ୍ରମଣ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ମହମ୍ମଦ ୟାସିନ୍ ଭଟ୍ଟଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍ (ଏଟିଏସ୍) ଶୁକ୍ରବାର ଜମ୍ମୁ-କଶ୍ମୀରର ଅନନ୍ତନାଗରୁ ଗିରଫ କରିଛି। ୨୦୦୨ ସେପ୍ଟେମ୍ବର ୨୪ରେ ଅକ୍ଷରଧାମ୍ ମନ୍ଦିର କମ୍ପ୍ଲେକ୍ସ ଉପରେ ଦୁଇଜଣ ଆତଙ୍କବାଦୀ ଆକ୍ରମଣ…
ପୋଲାଭରମ୍ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ରାଜ୍ୟ ସଭାରେ ଦାବି
ନୂଆଦିଲ୍ଲୀ,୨୭ା୭(ପି.ଟି.): ଓଡିଶାର ଆଦିବାସୀ ଓ ସେମାନଙ୍କ ଜମିର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ପୋଲାଭରମ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ଶୁକ୍ରବାର ବିଜେଡି ଏମ୍ପି ସସ୍ମିତ ପାତ୍ର ରାଜ୍ୟ ସଭାରେ ଦାବି ଉପସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଯୋଗୁ ଓଡ଼ିଶାର ୫୯୧୯…
Archives


