ଜାତୀୟ

୧୯୯୯ରେ କାରଗିଲ୍‌ ଯାଇଥିଲେ ମୋଦି, ଶେୟାର୍‌ କଲେ ଯୁଦ୍ଧ ବେଳର ଫଟୋ

ନୂଆଦିଲ୍ଲୀ, ୨୬।୭: ଆଜି ଦେଶ ପାଇଁ ଗୌରବର ଦିନଟିଏ। ଆଜକୁ ଠିକ୍‌ ୨୦ବର୍ଷ ପୂର୍ବେ କାରଗିଲରେ ଭାରତୀୟ ସୈନ୍ୟମାନେ ପାକିସ୍ତାନକୁ ଧୂଳି ଚଟେଇ ଦେଇଥିଲେ। ଯୁଦ୍ଧରେ ପାକିସ୍ତାନକୁ ପରାସ୍ତ କରି ଭାରତ ବିଜୟ ହାସଲ କରିଥିଲା। ତେଣୁ ଯୋଦ୍ଧାଙ୍କ ବୀରତାକୁ ମନେରଖିବା…

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ:ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୬।୭(ପି.ଟି.):ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ଅଧୀନରେ…

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୭: ଆଜି ସାରା ଦେଶରେ କାରଗିଲ୍‌ ବିଜୟ ଦିସ ପାଳନ କରାଯାଉଛି। ଏହି ଅବସରରେ କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଟୁଇଟ୍‌ ଯୋଗେ କହିଛନ୍ତି, କାରଗିଲ୍‌ ବିଜୟ ଦିବସ…

ଆଜି କାରଗିଲ୍‌ ବିଜୟ ଦିବସ: ଶହୀଦ୍‌ ଯବାନଙ୍କୁ ସାରା ଦେଶ ଜଣାଇଲା ସମ୍ମାନ

ନୂଆଦିଲ୍ଲୀ, ୨୬।୭: କାରଗିଲ ଯୁଦ୍ଧକୁ ବିତିଛି ୨୦ ବର୍ଷ। ୧୯୯୯ ମସିହାରେ ଆଜିର ଦିନରେ ପାକିସ୍ତାନକୁ ପରାଜିତ କରି କାରଗିଲରେ ବିଜୟର ଧ୍ୱଜା ଉଡାଇଥିଲା ଭାରତ। କାରଗିଲ୍‌ ଯୁଦ୍ଧରେ ୫୦୦ରୁ ଉର୍ଦ୍ଧ ଭାରତୀୟ ଯବାନ ଶହୀଦ ହୋଇଥିବାବେଳେ ପାକିସ୍ତାନ ହରାଇଥିଲା ୪୦୦୦ରୁ…

ବଜେଟ ଅଧିବେଶନ ଅଗଷ୍ଟ ୭ ପର୍ଯ୍ୟନ୍ତ ବଢ଼ିଲା

ନୂଆଦିଲ୍ଲୀ,୨୬।୭(ଆଇଏଏନ୍‌ଏସ୍‌):ପାର୍ଲାମେଣ୍ଟ ଅଧିବେଶନ ଅଗଷ୍ଟ ୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସରକାରଙ୍କ ଅନୁରୋଧ କ୍ରମେ ଲୋକ ସଭା ଅଧିବେଶନ ଅଗଷ୍ଟ ୭ ପର୍ଯ୍ୟନ୍ତ ବୃଦ୍ଧି କରାଗଲା ବୋଲି ବାଚସ୍ପତି ଓମ୍‌ ବିର୍ଲା ଘୋଷଣା କରିଥିଲେ। ୨୦ରୁ ଊର୍ଦ୍ଧ୍ୱ ବିଲ୍‌ ଆଲୋଚନା ଅପେକ୍ଷାରେ ରହିଥିବାରୁ…

ଆର୍‌ଟିଆଇ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୨୬।୭(ପି.ଟି.):ସୂଚନା ଅଧିକାର ଆଇନ (ସଂଶୋଧନ) ବିଲ୍‌ ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ୨୨ ତାରିଖରେ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ରାଜ୍ୟ ସଭାରେ ପାରିତ ହୋଇଯାଇଛି। ଅଧିକ ଯାଞ୍ଚ ପାଇଁ ବିଲ୍‌କୁ ଗୃହ କମିଟିକୁ ପଠାଇବାକୁ ବିରୋଧୀ ଦଳ…

ତିନି ତଲାକ୍‌ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୨୬।୭:ତତ୍କାଳ ତିନି ତଲାକ୍‌କୁ ବେଆଇନ ଏବଂ ଦଣ୍ଡନୀୟ ଅପରାଧରେ ପରିଣତ କରିବା ଲାଗି ସରକାର ଆଣିଥିବା ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍‌ ସପକ୍ଷରେ ୩୦୩ ଭୋଟ ପଡିଥିବାବେଳେ ବିପକ୍ଷରେ ୮୨ ଏମ୍‌ପି ଭୋଟ ଦେଇଥିଲେ। ବିରୋଧୀମାନେ ଆଣିଥିବା…

କର୍ନାଟକରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ:୩ ବିଦ୍ରୋହୀ ବିଧାୟକ ଅଯୋଗ୍ୟ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୬।୭(ପି.ଟି.):କର୍ନାଟକରେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ ୧୪ ମାସିଆ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜିତ ହେବାର ଦୁଇଦିନ ପରେ ବିଧାନସଭା ବାଚସ୍ପତି କେ.ଆର. ରମେଶ କୁମାର ୩ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ଅନ୍ୟ ୧୪ ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ମଧ୍ୟ…

ମଧ୍ୟପ୍ରଦେଶରେ ଓଲଟା ଖେଳ

ଭୋପାଳ,୨୬।୭:ଭାଜପା କର୍ନାଟକରେ ଶାସକ ମେଣ୍ଟର ବିଦ୍ରୋହୀ ବିଧାୟକଙ୍କୁ ଧରି କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟାଇବାରେ ସଫଳ ହୋଇଥିବାବେଳେ ମଧ୍ୟପ୍ରଦେଶରେ ଏହାର ଓଲଟା ଖେଳ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ କମଳନାଥଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରଙ୍କୁ ସଂଖ୍ୟାଲଘୁ ବୋଲି ଅଭିହିତ କରି ଚ୍ୟାଲେଞ୍ଜ…

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ: ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୫ା୭(ପି.ଟି.)- ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ…

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ କାନପୁର: ଆଇଆଇଟି କାନପୁରର ବୈଜ୍ଞାନିକମାନେ ବିଶ୍ୱର ପ୍ରଥମ ରୋବଟିକ ହ୍ୟାଣ୍ଡ୍‌ ବିକାଶ କରିଛନ୍ତି । ଷ୍ଟ୍ରୋକ୍‌ ପରେ ଯେଉଁମାନଙ୍କ ହାତ କାମ କରୁନି ସେମାନଙ୍କୁ ଏହା ସାହାଯ୍ୟ କରିବ । ଏହାର…

ନବଜାତ ଶିଶୁ କଳାଧଳା ବ୍ୟତୀତ ଅନ୍ୟ ରଙ୍ଗ ଜାଣି ପାରନ୍ତି ନାହିଁ

ଶିଶୁ ଜନ୍ମ ହେବା ପରେ ତା’ର ବିଶେଷ ଯତ୍ନ ନିଆଯାଇଥାଏ। କାରଣ ସେ ପ୍ରକୃତି ସହ ଖାପ ନ ଖାଇବା ପର୍ଯ୍ୟନ୍ତ ତା’ର ବିଶେଷ ଧ୍ୟାନ ଦେବା ଜରୁରୀ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥାଆନ୍ତି। ତେବେ ନବଜାତ ଶିଶୁଙ୍କ ପାଖରେ ଏମିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri