ମାଓବାଦୀ ହିଂସା ୪୩% କମିଛି
ନୂଆଦିଲ୍ଲୀ,୨୫ା୭(ପି.ଟି.): ଗତ ୫ ବର୍ଷରେ ମାଓବାଦୀ ହିଂସା ୪୩% କମିଛି। ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜ. କିଷନ୍ ରେଡ୍ଡୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସରକାରୀ ନୀତି ଓ ଦୃଢ଼ କାର୍ଯ୍ୟାନୁଷ୍ଠାନ ଯୋଗୁ…
କଂଗ୍ରେସ ଛାଡ଼ିବେନି ସିଦ୍ଧୁ
ଅମୃତସର୍,୨୫ା୭(ପି.ଟି.): ପଞ୍ଜାବ ମନ୍ତ୍ରିମଣ୍ଡଳ ଅଦଳବଦଳରେ ଅସନ୍ତୁଷ୍ଟ ହୋଇ ମନ୍ତ୍ରୀପଦ ଛାଡ଼ିଥିବା ସିଦ୍ଧୁ କିଛିଦିନର ନୀରବତା ପରେ ବୁଧବାର ସମର୍ଥକଙ୍କୁ ଭେଟିଛନ୍ତି। ଅମୃତସର୍ସ୍ଥିତ ନିଜ ବାସଭବନରେ ସେ କେତେକ ସ୍ଥାନୀୟ କାଉନ୍ସିଲରଙ୍କୁ ମଧ୍ୟ ଭେଟିଥିଲେ। ସେ କଂଗ୍ରେସ ଛାଡ଼ୁନାହାନ୍ତି ବୋଲି ସମର୍ଥକମାନଙ୍କୁ କହିବା…
କଂଗ୍ରେସ ମଙ୍ଗ ଧରିବାକୁ ପ୍ରିୟଙ୍କା ଅମଙ୍ଗ
ନୂଆଦିଲ୍ଲୀ,୨୫ା୭: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ଦଳର ମଙ୍ଗ ଧରିବା ପାଇଁ ମନାକରିଦେଇଛନ୍ତି। ସେ ଅଧ୍ୟକ୍ଷ ପଦରେ ଆସୀନ ହେବା ପାଇଁ ଦଳର ନେତାମାନଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ବର୍ତ୍ତମାନର ଭୂମିକାରେ ରହିବାକୁ ପସନ୍ଦ କରିଛନ୍ତି। ମିଳିଥିବା…
କମଳନାଥ ସରକାରଙ୍କ ବିଲ୍କୁ ୨ ଭାଜପା ବିଧାୟକଙ୍କ ସମର୍ଥନ
ଭୋପାଳ,୨୫ା୭(ପି.ଟି.): ମଧ୍ୟପ୍ରଦେଶ ବିଧାନସଭାରେ କଂଗ୍ରେସ ସରକାର ଆଣିଥିବା ଏକ ବିଲ୍କୁ ଦୁଇଜଣ ଭାଜପା ବିଧାୟକ ସମର୍ଥନ କରିବା ଗୈରିକ ଦଳ ପାଇଁ ଝଟକା ସଦୃଶ ହୋଇଛି। ଭାଜପା ବିଧାୟକ ନାରାୟଣ ତ୍ରିପାଠୀ ଏବଂ ଶରଦ କୋଲ୍ ପୂର୍ବରୁ କଂଗ୍ରେସରେ ଥିଲେ। ସେମାନେ…
ଆର୍ଏସ୍ଏସ୍ ନେତାଙ୍କୁ ଭେଟିଲେ ୟେଦୁରପ୍ପା: ଉପର ନିର୍ଦ୍ଦେଶକୁ ଅପେକ୍ଷା
ବେଙ୍ଗାଲୁରୁ,୨୫ା୭(ପି.ଟି.): ମୁଖ୍ୟମନ୍ତ୍ରୀ ହେବା ପାଇଁ ପାଗ ଭିଡ଼ିଥିବା ଭାଜପାର କର୍ନାଟକ ସଭାପତି ବି.ଏସ୍. ୟେଦୁରପ୍ପା ଉପର ନିର୍ଦ୍ଦେଶକୁ ଅପେକ୍ଷା କରିଛନ୍ତି। ଦଳର କେନ୍ଦ୍ରୀୟ ନେତାଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ ବିକଳ୍ପ ସରକାର ଗଠନ ନେଇ ରାଜ୍ୟପାଳଙ୍କ ନିକଟରେ ସେ ଦାବି ଜଣାଇବେ…
ଅଗଷ୍ଟ ୨୦ ସୁଦ୍ଧା ଚନ୍ଦ୍ର କକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨
ଶ୍ରୀହରିକୋଟା,୨୫ା୭(ପି.ଟି.): ଚନ୍ଦ୍ରୟାନ-୨ ଜୁଲାଇ ୨୨ରେ ପୃଥିବୀ କକ୍ଷପଥରେ ଅବସ୍ଥାପିତ ହୋଇଥିବାବେଳେ ଏହା ଅଗଷ୍ଟ ୨୦ ସୁଦ୍ଧା ଚନ୍ଦ୍ରର କକ୍ଷପଥରେ ପହଞ୍ଚତ୍ବ ବୋଲି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ଅପରାହ୍ନରେ ଚନ୍ଦ୍ରୟାନ-୨ର ପ୍ରଥମ ଅର୍ବିଟ ରେଜିଂ…
ସୁପ୍ରିମକୋର୍ଟ ଓ୍ବେବ୍ସାଇଟ୍ରେ୯ ଭାଷାରେ ରାୟ
ନୂଆଦିଲ୍ଲୀ,୨୫ା୭(ପି.ଟି.): ସୁପ୍ରିମକୋର୍ଟଙ୍କ ରାୟ ଦେଶର ୯ଟି ଆଞ୍ଚଳିକ ଭାଷାରେ ଅନୁବାଦ କରାଯାଇ କୋର୍ଟ ଓ୍ବେବ୍ସାଇଟ୍ରେ ଅପ୍ଲୋଡ୍ କରାଯାଇଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ବୁଧବାର ପ୍ରକାଶ କରିଛନ୍ତି। ଅସମୀୟା, ବେଙ୍ଗଲୀ, ହିନ୍ଦୀ, କନ୍ନଡ଼, ମରାଠୀ, ଓଡ଼ିଆ, ତାମିଲ, ତେଲୁଗୁ…
ଅଜୟ ଭାଲା ହେବେ ସ୍ବରାଷ୍ଟ୍ର ସଚିବ
ନୂଆଦିଲ୍ଲୀ,୨୫ା୭(ପି.ଟି.): କେନ୍ଦ୍ରରେ ଶକ୍ତି ସଚିବ ଥିବା ଅଜୟ ଭାଲାଙ୍କୁ ସରକାର ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି (ଓଏସ୍ଡି) ନିଯୁକ୍ତ କରିଛନ୍ତି। ସେ ଖୁବ୍ଶୀଘ୍ର ସ୍ବରାଷ୍ଟ୍ର ସଚିବ ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିଯୁକ୍ତି ସମ୍ପର୍କିତ…
ପାଲିଙ୍କିରେ ବୁହାହେଲେ ବାବୁ
ଜମ୍ମୁ,୨୫ା୭(ପି.ଟି.): ଜମ୍ମୁ-କଶ୍ମୀରର ରାମବନ ଜିଲାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କୁ ପାଲିଙ୍କିରେ ବୋହି ଛତା ଘୋଡ଼ାଇ ନିଆଯାଉଛି। ଏହି ଫଟୋ ବୁଧବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜିଲା ଉନ୍ନୟନ କମିଶନର ଶୌକତ୍ ଅଜାଜ୍ଙ୍କୁ କେତେଜଣ ଲୋକ ଏକ ପାଲିଙ୍କିରେ ବସାଇ ନେଉଛନ୍ତି।…
ରାଷ୍ଟ୍ରପତି ସଚିବଙ୍କ କାର୍ଯ୍ୟକାଳ ୩ ବର୍ଷ ବଢ଼ିଲା
ନୂଆଦିଲ୍ଲୀ,୨୫ା୭(ପି.ଟି.): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ସଞ୍ଜୟ କୋଠାରୀଙ୍କ କାର୍ଯ୍ୟକାଳ ୩ ବର୍ଷ ବୃଦ୍ଧି କରାଯାଇଛି। ଏନେଇ ସରକାର ବୁଧବାର ଅନୁମୋଦନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିଯୁକ୍ତି କମିଟି ୧୯୭୮ ବ୍ୟାଚ୍ର ହରିୟାଣା କ୍ୟାଡର୍ ଆଇଏଏସ୍ ଅଫିସର କୋଠାରୀଙ୍କ କାର୍ଯ୍ୟକାଳ…
ଆତଙ୍କବାଦ ନିରୋଧୀ ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ,୨୫ା୭(ପି.ଟି.): ବିରୋଧୀ ଦଳ ସଦସ୍ୟମାନଙ୍କ ହୋହଲ୍ଲା ଓ କକ୍ଷତ୍ୟାଗ ମଧ୍ୟରେ ଆତଙ୍କବାଦ ନିରୋଧୀ (ସଂଶୋଧନ) ବିଲ୍ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଏହି ବିଲ୍ ଆଇନରେ ପରିଣତ ହେଲେ ଆତଙ୍କବାଦ ସହ ସମ୍ପୃକ୍ତି ସନ୍ଦେହରେ ଯେକୌଣସି ବ୍ୟକ୍ତିଙ୍କୁ ଆତଙ୍କବାଦୀ ଘୋଷଣା…
ଆଣ୍ଠୁଆ ଗୋପାଳ କ୍ଷୀର ପିଇବା ନେଇ ଚର୍ଚ୍ଚା: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଭୋପାଳ,୨୫।୭: ମଧ୍ୟପ୍ରଦେଶ ରତ୍ଲାମ୍ର ତାଲ୍ ଅଞ୍ଚଳରେ ଆଣ୍ଠୁଆ ଗୋପାଳ କ୍ଷୀର ପିଇବା ନେଇ ଚର୍ଚ୍ଚା ହେଉଛି। ଏହି ଘଟଣା ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଖବର ପ୍ରଚାରିତ ହେବା ପରେ ଆଣ୍ଠୁଆ ଗୋପାଳ ଥିବା ପରିବାରଙ୍କ ଘରେ ଶ୍ରଦ୍ଧାଳୁଙ୍କ…
Archives


