ଜାତୀୟ

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଜମ୍ମୁ-କଶ୍ମୀର,୧୭।୮: ପାକିସ୍ତାନ ଶନିବାର ଜମ୍ମୁ-କଶ୍ମୀର ରାଜୌରି ଜିଲାର ନୌସେରା ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଯବାନ ଶହୀଦ ହୋଇଥିବା ଜଣାପଡିଛି। ଶହୀଦ ଯବାନ ହେଉଛନ୍ତି ଲାନ୍ସ ନାଏକ ସନ୍ଦୀପ ଥାପା। ସୂଚନାଯୋଗ୍ୟ, ରାଜୌରିର ଏଲ୍‌ଓସିରେ ସକାଳ ପ୍ରାୟ ୬ଟା…

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ଦିଆଗଲା ନୋଟିସ୍‌

ହାଇଦ୍ରାବାଦ,୧୭।୮: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ଘର ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ତାଡେପାଲି ଗାଁର ଡେପୁଟି ତହସିଲଦାର ଏହି ନୋଟିସ ଦେଇଛନ୍ତି। ତେବେ ତାଡେପାଲିଠାରେ ଥିବା ତାଙ୍କ ଘରେ ବନ୍ୟା ପାଣି ପଶିଯିବା ଆଶଙ୍କା କରି ଏହି ନୋଟିସ…

ଶାହଙ୍କୁ ଭେଟିଲେ ଯୋଗୀ: ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୭।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ତାଙ୍କ ସହିତ ପ୍ରଦେଶ ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ମଧ୍ୟ ଶାହଙ୍କୁ ସାକ୍ଷାତ୍‌ କରିଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବାର ସମ୍ଭାବନା ଥିବା କୁହାଯାଉଛି। ଯୋଗୀ ପୂର୍ବତନ…

ବନ୍ୟାରେ ଅନ୍ତିମ ସଂସ୍କାର ପାଇଁ ବାହାରିଲେ ପରିବାର ସଦସ୍ୟ: ଦୌଡ଼ି ଆସି ବିଧାୟକ ଦେଲେ କାନ୍ଧ

ଭୋପାଳ,୧୭।୮: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ସ୍ଥାନୀୟ ରୟୋପୁରରେ ପାର୍ବତୀ ନଦୀରେ ବନ୍ୟା ଜଳ ଆସିଛି। ଫଳରେ ମାଧୋପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏଠାରେ ଥିବା ପାଲି ଜାତୀୟ…

ରାଜନାଥଙ୍କ ଘରେ ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ

ନୂଆଦିଲ୍ଲୀ,୧୭।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଘରେ ଶନିବାର ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ ହୋଇଛି। ଏଥିରେ ଯୋଗଦେବା ଲାଗି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ, କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ରାଜନାଥଙ୍କ ଘରେ ପହଞ୍ଚିବା…

ଭାଜପାରେ ଯୋଗ ଦେଲେ ଏଏପି ନେତା କପିଲ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଆମ ଆଦମୀ ପାର୍ଟି(ଏଏପି) ନେତା କପିଲ ମିଶ୍ରା ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଭାଜପା ନେତା ମନୋଜ ତିଓ୍ବାରୀ ଓ ବିଜୟ ଗୋଏଲଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ପୂର୍ବରୁ ଏଏପିର ଏହି…

ଗୁଡ଼ି ସୂତାରେ କଟି ୧୨ଶହରୁ ଊର୍ଦ୍ଧ୍ୱ ପକ୍ଷୀ ଆହତ; ୧୫୦ ମୃତ

ନୂଆଦିଲ୍ଲୀ,୧୭।୮: ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ଅବସରରେ ରାଜଧାନୀବାସୀ ଖୁବ୍‌ ମଜାରେ ଗୁଡି ଉଡାଇଥିଲେ। ହେଲେ ଏହାର ପରିଣାମ ଭୋଗିବାକୁ ପଡିଛି ନିରିହ ପକ୍ଷୀମାନଙ୍କୁ। କାରଣ ଗୁଡି ସୂତାରେ କଟିଯାଇ ୧୪ରୁ ୧୬ ତାରିଖ (୩ଦିନ) ମଧ୍ୟରେ ପାଖାପାଖି ୧୨୫୦…

ସ୍ବାଧୀନତାର ୭୨ ବର୍ଷ ପରେ ବି ସରେୟା ଗାଁ ବାସିନ୍ଦା କୌଣସି ବିବାଦରେ ମାଡ଼ି ନାହାଁନ୍ତି ଥାନା

ପାଟନା,୧୭।୮: ଲୋକଙ୍କ ମଧ୍ୟରେ ବେଳେବେଳେ ଉପୁଜୁଥିବା ବିବାଦର ସମାଧାନ ପାଇଁ ଆଇନର ଆଶ୍ରୟ ନିଆଯାଇଥାଏ। ଏଥିଲାଗି ଥାନାରେ ମାମଲା ରୁଜୁ କରାଯାଇଥାଏ। ତେବେ ବିହାରର କୈମୁର ଜିଲାରେ ଥିବା ସରେୟା ଗାଁ ବାସିନ୍ଦା ସ୍ବାଧୀନତାର ୭୨ ବର୍ଷ ବିତିଥିଲେ ମଧ୍ୟ ଏପର୍ଯ୍ୟନ୍ତ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ରାଜ୍ୟପାଳ ବିଶ୍ୱଭୂଷଣ

ଅମରାବତୀ,୧୭।୮: ଚଳିତ ବର୍ଷ ବନ୍ୟାରେ ଆନ୍ଧ୍ର ପ୍ରଦେଶର ଅଧିକାଂଶ ଜିଲା ଜଳମଗ୍ନ ହୋଇଥିବା ବେଳେ ଏହାଦ୍ୱାରା ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଶନିବାର ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଆକଶମାର୍ଗରୁ ବନ୍ୟା ପରିସ୍ଥିତିର ସର୍ବେକ୍ଷଣ କରିଛନ୍ତି। ସୂଚନାଯୋଗ୍ୟ, ଚଳିତ…

ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନା: ଜିରୋ ବାଲାନ୍ସ୍‌ ଖାତାରେ ଜମା ହୋଇଛି ଏକ ଲକ୍ଷ କୋଟିରୁ ଅଧିକ

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନାରେ ଜିରୋ ବାଲାନ୍ସ୍‌ ଖାତାରେ ଇତିମଧ୍ୟରେ ଏକ ଲକ୍ଷ କୋଟିରୁ ଅଧିକ ଟଙ୍କା ଜମା ହୋଇଛି। ସୂଚନା ଅଧିକାର ଅନ୍ତର୍ଗତ କରାଯାଇଥିବା ଏକ ଆବେଦନ ରିପୋର୍ଟରୁ ଏହା…

କର୍ନାଟକ ରାଜନୀତିରେ ଚର୍ଚ୍ଚା: କଂଗ୍ରେସରୁ ଇସ୍ତଫା ଦେଇଥିବା ବିଧାୟକ କିଣିଲେ ୧୧ କୋଟିର କାର

ବେଙ୍ଗାଲୁରୁ,୧୭।୮: କର୍ନାଟକ ରାଜନୀତିରେ ଏବେ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏଥର କଂଗ୍ରେସରୁ ଇସ୍ତଫା ଦେଇଥିବା ବିଧାୟକ ଏମ.ଟି.ବି ରାଗରାଜଙ୍କୁ ନେଇ ଚର୍ଚ୍ଚା ହେଉଛି। ଅଯୋଗ୍ୟ ଘୋଷିତ ହୋଇଥିବା ୧୪ ବିଦ୍ରୋହୀ ବିଧାୟକଙ୍କ ମଧ୍ୟରେ ନାଗରାଜଙ୍କ ନାମ ରହିଛି। ନାଗରାଜ…

୨ ଦିନିଆ ଭୁଟାନ ଗସ୍ତରେ ମୋଦି

ନୂଆଦିଲ୍ଲୀ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୨ ଦିନିଆ ଭୁଟାନ ଗସ୍ତରେ ଯାଇଛନ୍ତି। ଗସ୍ତକାଳରେ ମୋଦି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି। ଏହାସହିତ ଭାରତ-ଭୁଟାନ ମଧ୍ୟରେ କେତେକ ଦ୍ୱିପାକ୍ଷିକ ଚୁକ୍ତି ଏହି ଅବସରରେ ସ୍ବାକ୍ଷର ହେବାର କାର୍ଯ୍ୟକ୍ରମ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?