ଜାତୀୟ

ବେଆଇନ ବାଲି ଖନନ: କେନ୍ଦ୍ର ଓ ସିବିଆଇ ସହିତ ୫ ରାଜ୍ୟକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌

ନୂଆଦିଲ୍ଲୀ,୨୪।୭: ନଦୀ ପଠାରୁ ବେଆଇନ ବାଲି ଖନନ ମାମଲାର ଶୁଣାଣି କରି ବୁଧବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଓ ସିବିଆଇ ସହିତ ୫ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହା ଦ୍ୱାରା ନଦୀ ପ୍ରତି ବିପଦ ସୃଷ୍ଟି ହେବା ସହିତ…

ଆକାଶରୁ ଖସିଲା ୧୩ କିଗ୍ରା ଓଜନର ରହସ୍ୟମୟ ପଥର

ପାଟନା,୨୪।୭: ବିହାର ମଧୁବାନି ଅଞ୍ଚଳରେ ଆକାଶରୁ ୧୩ କିଗ୍ରା ଓଜନର ଏକ ରହସ୍ୟମୟ ପଥର ଖସିଛି। ଏନେଇ ଜିଲାପାଳ ଶିର୍‌ସତ୍‌ କପିଲ୍‌ ଅଶୋକ ବୁଧବାର ସୂଚନା ଦେଇଛନ୍ତି। ସ୍ଥାନୀୟ ମହାଦେବ ଗାଁର କିଛି ଲୋକ ଜମିରେ କାମ କରୁଥିବାବେଳେ ଅକାଶରୁ ତଳେ…

ପିସିଏସ୍‌ ପରୀକ୍ଷାର ପ୍ରଥମ ଦୁଇ ସ୍ଥାନରେ ରହିଲେ ସ୍ତ୍ରୀ,ସ୍ବାମୀ: ସରକାରୀ ଚାକିରି ଛାଡି କରୁଥିଲେ ପ୍ରସ୍ତୁତି

ରାୟପୁର, ୨୪।୭: ଛତିଶଗଡ ଲୋକସେବା ଆୟୋଗ(ପିସିଏସ୍‌) ପରୀକ୍ଷାରେ ସ୍ତ୍ରୀସ୍ବାମୀ ପ୍ରଥମ ଦୁଇ ସ୍ଥାନରେ ରହି ଇତିହାସ ରଚିଛନ୍ତି। ଏହି ପରୀକ୍ଷାରେ ସ୍ମାମୀ ପ୍ରଥମ ସ୍ଥାନ ହାସଲ କରିଥିବାବେଳେ ସ୍ତ୍ରୀ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସୁଚନାଯୋଗ୍ୟ, ରାୟପୁରର ଅନୁଭବ ସିଂ ଏବଂ ତାଙ୍କ…

ଅବୈଧ ସମ୍ପର୍କ ରଖିବାରୁ କୁକୁରକୁ ଘରୁ ବିଦା କଲେ ମାଲିକ

ଥିରୁଭାନନ୍ତପୁରମ୍‌, ୨୪।୭: ପଡୋଶୀ କୁକୁର ସହ ଅବୈଧ ସମ୍ପର୍କ ରଖିବାରୁ ପୋଷା କୁକୁରକୁ ଘରୁ ବିବା କରିଦେଇଛନ୍ତି ମାଲିକ। ଏଭଳି ଘଟଣା ଘଟିଛି କେରଳର ଥିରୁଭାନନ୍ତପୁରମ୍‌ରେ। ସବୁଠୁ ଆଶ୍ଚର୍ଯ୍ୟର କଥା ହେଉଛି, ସମ୍ପୃକ୍ତ ମାଲିକ ଜଣଙ୍କ କୁକୁର ପିଠିରେ ଏକ ଚିଠି…

 ଭିଡ଼ ହିଂସା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୪୯ ଖ୍ୟାତି ସମ୍ପନ୍ନ ବ୍ୟକ୍ତି

ନୂଆଦିଲ୍ଲୀ,୨୪।୭: ଦେଶରେ ଭିଡ଼ ହିଂସା ଥମିବାର ନାଁ ଧରୁନି। ଏହା ଦ୍ୱାରା ଜାତୀୟ ସଂହତି ଉପରେ ନକାରାତ୍ମକ ପ୍ରଭାବ ପଡୁଛି। ଏନେଇ ୪୯ ଜଣ ଖ୍ୟାତି ସମ୍ପନ୍ନ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। କେନ୍ଦ୍ର ସରକାର ଏକ୍ଷେତ୍ରରେ ଉପଯୋଗୀ…

ମାନବ ଧର୍ମ ହିଁ ଶ୍ରେଷ୍ଠ ଧର୍ମ: ମୁସଲମାନ୍‌ ମହିଳା କରୁଛନ୍ତି ହନୁମାନଙ୍କ ପୂଜା

ମିରଟ୍‌,୨୪।୭: ଦେଶରେ ସାମ୍ପ୍ରଦାୟିକ ବିଭେଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ମିରଟ୍‌ରେ ବାସ କରୁଥିବା ଜଣେ ମୁସଲମାନ୍‌ ମହିଳା ସାମ୍ପ୍ରଦାୟିକ ସଦ୍‌ଭାବର ଉଦାହରଣ ପାଲଟିଛନ୍ତି। ୪୨ ବର୍ଷ ବୟସ୍କା ଶାହିନ୍‌ ପରଭେଜ୍‌ ପ୍ରତିଦିନ ହନୁମାନଙ୍କ ପୂଜା କରିବା ସହିତ ହନୁମାନ ଚାଳିସା ପାଠ…

ପାକିସ୍ତାନରେ ରହିବାକୁ ଅଜୀମ୍‌ ପ୍ରେମ୍‌ଜୀଙ୍କ ପିତା ଜିହ୍ନାଙ୍କୁ କରିଥିଲେ ମନା

ନୂଆଦିଲ୍ଲୀ,୨୪।୭: ଦେଶର ବିଶିଷ୍ଟ ଶିଳ୍ପପ୍ରତି ତଥା ଓ୍ବିପ୍ରୋର ପ୍ରତିଷ୍ଠାତା ଅଜୀମ୍‌ ପ୍ରେମ୍‌ଜୀ ବୁଧବାର ୭୪ ବର୍ଷରେ ପାଦ ଦେଇଛନ୍ତି। ୧୯୪୫ ଜୁଲାଇ ୨୪ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଭାରତ-ପାକିସ୍ତାନ ବିଭାଜନ ସମୟରେ ଅଜୀମ୍‌ଙ୍କ ପିତା ମହମ୍ମଦ୍‌ ହାଶିମ୍‌ଙ୍କୁ ମହମ୍ମଦ୍‌ ଅଲ୍ଲୀ…

ଭାରତୀୟ ଅର୍ଥବ୍ୟବସ୍ଥାକୁ ସଙ୍କଟରେ ପକାଇବା ପାକିସ୍ତାନର ଲକ୍ଷ୍ୟ: ଛପା ହେଉଛି ନକଲି ୨ ହଜାର ଟଙ୍କା ନୋଟ୍‌

ନୂଆଦିଲ୍ଲୀ,୨୪।୭: ଭାରତୀୟ ଅର୍ଥବ୍ୟବସ୍ଥାକୁ ସଙ୍କଟରେ ପକାଇବା ପାଇଁ ପାକିସ୍ତାନ ଯୋଜନା କରିଛି। ଏନେଇ ପାକିସ୍ତାନରେ ଛପା ହେଉଥିବା ନକଲି ୨ ହଜାର ଟଙ୍କିଆ ନୋଟ୍‌ ଭାରତକୁ ପଠାଉଛି। ଲୋକ ସଭାରେ କେନ୍ଦ୍ର ସରକାର ଏହା ସ୍ବୀକାର ମଧ୍ୟ କରିଛନ୍ତି। ତେବେ ଏହାକୁ…

ରମଣ ସିଂ ଡାକ୍ତରଖାନାରେ ଭର୍ତ୍ତି

ରାୟପୁର, ୨୪।୭: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରମଣ ସିଂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗୁରୁଗ୍ରାମର ଏକ ଡାକ୍ତରଖାନାରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ…

ଦେଶର ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ କଂଗ୍ରେସ ସୀମିତ

ନୂଆଦିଲ୍ଲୀ,୨୪।୭: କର୍ନାଟକରେ କଂଗ୍ରେସ ମେଣ୍ଟ ସରକାରର ପତନ ପରେ ଏବେ ଦାକ୍ଷିଣାତ୍ୟରେ କୌଣସି ରାଜ୍ୟରେ କଂଗ୍ରେସ ସରକାର ନାହିଁ। ଦେଶର ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ କଂଗ୍ରେସ ସରକାର ସୀମିତ ହୋଇ ରହିଯାଇଛି। ରାଜ୍ୟ ମଧ୍ୟରେ ପଞ୍ଜାବ, ମଧ୍ୟପ୍ରଦେଶ,…

ଶୁକ୍ରବାର ଶପଥ ନେଇପାରନ୍ତି ୟେଦୁରପ୍ପା: ଆଜି ଶାହଙ୍କୁ ଭେଟିବେ

ବେଙ୍ଗାଲୁରୁ, ୨୪।୭: ଶେଷରେ କର୍ନାଟକରେ ଭାଜପା କ୍ଷମତା ଦଖଲ କରିବାକୁ ଯାଉଛିି। ୧୪ ମାସର ମେଣ୍ଟ ସରକାର ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରଦର୍ଶନ କରିବାକୁ ଅସମର୍ଥ ହେବାପରେ ପୂର୍ବରୁ ୩ ଥର ମୁଖ୍ୟମନ୍ତ୍ରୀ ହୋଇଥିବା ୭୫ ବର୍ଷ ବୟସ୍କ ବିଏସ ୟେଦୁରପ୍ପା…

କର୍ନାଟକରେ ଅପରେଶନ୍‌ ଲୋଟସ୍‌ ଶେଷ: ଏବେ ଲକ୍ଷ୍ୟ ମଧ୍ୟପ୍ରଦେଶ ଉପରେ !

ଭୋପାଳ,୨୪।୭: କର୍ନାଟକରେ ଭାଜପାର ଅପରେଶନ୍‌ ଲୋଟସ୍‌ ଶେଷ ହୋଇଛି। ଏଠାରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟିଛି। ଏହାପରେ ଏବେ ଭାଜପା ମଧ୍ୟପ୍ରଦେଶ କଂଗ୍ରେସ ମେଣ୍ଟ ସରକାର ଉପରେ ନଜର ପକାଇବାର ସମ୍ଭାବନା ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri