ପ୍ରବଳ ବର୍ଷା ପାଇଁ କୋଲକତାରେ ବିମାନ ସେବା ବାଧାପ୍ରାପ୍ତ
କୋଲକତା,୧୬।୮: ପ୍ରବଳ ବର୍ଷା ଓ ବିଜୁଳି ଘଡଘଡି ଲାଗି ରହିଥିବାରୁ ଶୁକ୍ରବାର କୋଳକତାରେ ବିମାନ ସେବା ବାଧାପ୍ରାପ୍ତ ହୋଇଛି। କୋଲକତା ବିମାନ ବନ୍ଦରରେ ପହଞ୍ଚିବାକୁ ଥିବା ୪ଟି ବିମାନ ବିଳମ୍ବରେ ପହଞ୍ଚିବାକୁ ଥିବା ବେଳେ ଏଠାରୁ ଉଡିବାକୁ ଥିବା ପ୍ରାୟ ୫…
ଏଥର ଜମ୍ମୁ-କଶ୍ମୀରରେ ସ୍ବାଭାବିକ ହେବ ଟେଲିଫୋନ୍ ସେବା
ଶ୍ରୀନଗର,୧୬।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ କେତେଗୁଡିଏ ପ୍ରତିବନ୍ଧକ ଲଗାଯାଇଥିଲା। ତେବେ ଶୁକ୍ରବାର ଜମ୍ମୁ-କଶ୍ମୀରର ମୁଖ୍ୟ ସଚିବ ବିଭିଆର୍ ସୁବ୍ରମଣ୍ୟମ କହିଛନ୍ତି, ଏବେ ସେଠାରେ ସୁରକ୍ଷା ବ୍ୟବସ୍ଥା ସହ ପାଣି,…
ଏହି ସଙ୍ଗୀତକାରଙ୍କ ଗୀତ ଶୁଣିବାକୁ ପାଗଳ ଥିଲେ ବାଜପେୟୀ
ମୁମ୍ବାଇ, ୧୬।୮:ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ କଳାରେ ଥିଲା ତାଙ୍କର ପ୍ରଗାଢ ରୁଚି। ଟିକେ ତାଙ୍କୁ ସମୟ ମିଳିଲେ କବିତା, ଗଳ୍ପ କିମ୍ବା ଉପନ୍ୟାସ ପଢିବା ବା ଫିଲ୍ମ ଦେଖିବାକୁ ପସନ୍ଦ କରୁଥିଲେ। ସେ ଗାୟକ ଓ କମ୍ପୋଜର…
ଶହୀଦଙ୍କ ସ୍ତ୍ରୀଙ୍କୁ ଗ୍ରାମବାସୀଙ୍କ ରାଖୀ ପୂର୍ଣ୍ଣିମା ଉପହାର
ଭୋପାଳ,୧୬।୮: ମଧ୍ୟପ୍ରଦେଶ ଦେପାଲପୁରର ପିର ପିପଲିୟା ଗାଁରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ମୁହଁରେ ହସ ଖେଳାଇ ଦେଇଛି। ଏଠାକାର ବାସିନ୍ଦା ହାବିଲଦାର ମୋହନ ସିଂ ସୁନେର ବିଏସ୍ଏଫ୍ ଯବାନ ଭାବେ ତ୍ରିପୁରାରେ କାର୍ଯ୍ୟରତ ଥିବା ସମୟରେ…
ଜନ୍ମଦିନ ଶୁଭେଚ୍ଛା ପାଇଁ ମୋଦିଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ୫୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ ଅନେକ ଶୁଭେଚ୍ଛା ବାର୍ତ୍ତା ଆସି ପହଞ୍ଚୁଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍ କରି କେଜରିଓ୍ବାଲଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି।…
ପରମାଣୁ ଆକ୍ରମଣକୁ ନେଇ ପରୋକ୍ଷରେ ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ
ଜଇପୁର,୧୬।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଜସ୍ଥାନର ପୋଖରାନ ଗସ୍ତ କରିଛନ୍ତି। ଏଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କର ପ୍ରଥମ ଶ୍ରାଦ୍ଧ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ସମୟରେ ପରମାଣୁ ଆକ୍ରମଣକୁ ନେଇ…
କଂଗ୍ରେସ ଯାହା ୭୦ ବର୍ଷରେ କରି ନ ଥିଲା ତାହା ୭୫ ଦିନରେ କରି ଦେଖାଇଲେ ମୋଦି: ଶାହ
ଜିନ୍ଦ,୧୬।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ହରିୟାଣାର ଜିନ୍ଦ ଜିଲା ଗସ୍ତ କରିଛନ୍ତି। ଏହି ସମୟରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ କଶ୍ମୀର ପ୍ରସଙ୍ଗକୁ ନେଇ କହିଛନ୍ତି କଂଗ୍ରେସ ୭୦ ବର୍ଷ ମଧ୍ୟରେ ଯାହା କରିପାରି ନ ଥିଲା ପ୍ରଧାନମନ୍ତ୍ରୀ…
ମୋଦିଙ୍କୁ ଭେଟିଲେ ୟେଦୁରପ୍ପା
ନୂଆଦିଲ୍ଲୀ,୧୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀଠାରେ ଭେଟିଛନ୍ତି। କର୍ନାଟକ ବନ୍ୟା କ୍ଷୟକ୍ଷତିକୁ ନେଇ ସେ ମୋଦିଙ୍କ ସହ ଆଲୋଚନା କରିବା ପରେ କେନ୍ଦ୍ରରୁ ଅଧିକ ସହାୟତା ଦାବି କରିଛନ୍ତି। ଏହି ସମୟରେ ମୁଖ୍ୟ ସଚିବ…
ସୋମବାରଠାରୁ କଶ୍ମୀରରେ ଖୋଲିବ ସ୍କୁଲ, ସରକାରୀ କାର୍ଯ୍ୟାଳୟ
ନୂଆଦିଲ୍ଲୀ,୧୬।୮: କଶ୍ମୀରରେ ସ୍କୁଲ ଓ ସରକାରୀ କାର୍ଯ୍ୟାଳୟ ଆସନ୍ତା ସୋମବାର ଅର୍ଥାତ୍ ୧୯ ତାରିଖରେ ପୁଣି ଥରେ ଖୋଲିବ ବୋଲି ସୂଚନା ମିଳିଛି। ଜମ୍ମୁ-କଶ୍ମୀରର ପ୍ରଶାସନ ସେଠାକାର ପରିସ୍ଥିତି ନିରୀକ୍ଷଣ କରିବା ପରେ ସ୍କୁଲ ଓ ସରକାରୀ କାର୍ଯ୍ୟାଳୟ ଖୋଲା କରାଯିବ…
ପୋଖରାନରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜନାଥ
ଜଇପୁର,୧୬।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଜସ୍ଥାନର ପୋଖରାନଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। କାରଣ ୧୯୯୮ରେ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ପୋଖରାନରେ ନ୍ୟୁକ୍ଲିୟର ଟେଷ୍ଟ କରାଯାଇଥିଲା। ତେଣୁ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ…
ଡକାୟତଙ୍କୁ ସାମ୍ନା କରିଥିବା ବୃଦ୍ଧ ଦମ୍ପତିଙ୍କୁ ମିଳିଲା ସାହସିକତା ପୁରସ୍କାର
ଚେନ୍ନାଇ,୧୬।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏଡାପାଡି କେ ପଲାନିସ୍ବାମୀ ଗୁରୁବାର ସ୍ବାଧୀନତା ଦିବସରେ ଚେନ୍ନାଇର ବୃଦ୍ଧ ଦମ୍ପତି ଏସ୍ ଶାନମୁଗଭେଲ ଓ ସେନ୍ଥାମାରାଇଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ଘରେ ଥିବା ଅଗଣାରେ ବସିଥିବା ବେଳେ ଡକାୟତି ଯୋଜନା କରି…
ଗିନିଜ ଓ୍ବାର୍ଲଡ ରେକର୍ଡରେ ସ୍ଥାନ ପାଇବାକୁ ଏକକାଳୀନ ହଜାରେ ଲୋକ କେଶ ରଙ୍ଗ କଲେ
ଚେନ୍ନାଇ,୧୬।୮: ସ୍ବାଧୀନତା ଦିବସ ଅବସରରେ ଚେନ୍ନାଇର ଚେମ୍ବାରମବାକମ ଅଞ୍ଚଳରେ ଥିବା ଏକ ଷ୍ଟାଡିୟମରେ ୧ହଜାର ଲୋକ ଏକାଠି ହୋଇଥିଲେ। ଏମାନଙ୍କର ଉଦ୍ଦେଶ୍ୟ ଥିଲା ଗିନିଜ ଓ୍ବାର୍ଲଡ ରେକର୍ଡରେ ସ୍ଥାନ ପାଇବା। ଏଥିପାଇଁ ଏମାନେ ଏକାକାଳୀନ ନିଜ ନିଜର କେଶ ରଙ୍ଗ କରିଥିଲେ।…

