ଜାତୀୟ

ମୋଦିଙ୍କୁ ରାଖୀ ବନ୍ଧିବା ସହ ଉପହାର ଦେଲେ ଭଉଣୀ କ୍ୱାମର ମୋହସିନ୍‌

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଡ ଭାଇ ବୋଲି ସମ୍ମାନ କରିବା ସହ ପ୍ରତିବର୍ଷ ରାଖୀ ବାନ୍ଧୁଥିବା ପାକିସ୍ତାନୀ ଭଉଣୀ କ୍ୱାମର ମୋହସିନ୍‌ ଶେଖ୍‌ ଗୁରୁବାର ରାଖୀ ପୂର୍ଣ୍ଣିମା ଅବସରରେ ଚଳିତ ବର୍ଷ ମୋଦିଙ୍କ ହାତରେ ରାଖୀ ବାନ୍ଧିଛନ୍ତି। କେବଳ ସେତିକି…

ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାଙ୍କ ପାଇଁ ମାଗଣା ବସ୍‌ ସେବା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୫।୮: ରାଖୀ ପୂର୍ଣ୍ଣିମା ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ଏକ ବଡ ଉପହାର ଦେଇଥିବା କଥା କହିଛନ୍ତି। ଆସନ୍ତା ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାମାନେ ସମସ୍ତ ଡିଟିସି(ଦିଲ୍ଲୀ ଟ୍ରାନ୍ସପୋର୍ଟ କର୍ପୋରେଶନ) ବସ୍‌ ଓ କ୍ଲଷ୍ଟର ବସ୍‌ରେ ମାଗଣାରେ ଯାତାୟାତ…

ସ୍ବାଧୀନତା ଦିବସରେ ନାଚିଲେ ଲଦାଖ ଏମ୍‌ପି

ଲଦାଖ,୧୫।୮: ସ୍ବାଧୀନତା ଦିବସ ଅବସରରେ ଲଦାଖ ଏମ୍‌ପି ଜାମ୍‌ୟାଙ୍ଗ ତେସରିଂ ନାମଗୟାଲ ନିଜ ସମର୍ଥକଙ୍କ ସହିତ ଖୁସି ମନରେ ନାଚିଛନ୍ତି। ଜମ୍ମୁ-କଶ୍ମୀରରୁ ଲଦାଖ ଅଲଗା ହେବା ପରେ ପ୍ରଥମ ଥର ପାଇଁ ଏଠାରେ ଗୁରୁବାର ଆନନ୍ଦ ଉତ୍ସାହର ସହିତ ସ୍ବାଧୀନତା ଦିବସ…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ରାଜ୍ୟପାଳ

ଲକ୍ଷ୍ନୌ,୧୫।୮: ରାଖୀ ପୁର୍ଣ୍ଣିମା ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ଛୋଟଠାରୁ ବୟସ୍କ ସମସ୍ତେ ଏହି ପର୍ବସହ ଭାରତର ୭୩ ତମ ସ୍ବାଧୀନତା ଦିବସ ପାଳନ କରୁଛନ୍ତି। ତେବେ ଉତ୍ତର ପ୍ରଦେଶରେ ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲ ମୁଖ୍ୟମନ୍ତ୍ରୀ ଯୋଗୀ…

ସ୍ବାଧୀନତା ଦିବସର ୯୨ ମିନିଟ୍‌ର ଭାଷଣ: ପ୍ରଧାନମନ୍ତ୍ରୀ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର କଲେ ଉଚ୍ଚାରଣ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରୁ ଦେଶ ଉଦ୍ଦେଶ୍ୟରେ ୯୨ ମିନିଟ୍‌ ଭାଷଣ ଦେଇଛନ୍ତି। ଏହି ସମୟରେ ସେ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର ଉଚ୍ଚାରଣ କରିଛନ୍ତି। ସେ ୩୦ ଥର…

ବିଶେଷ ଧରଣର ଡୁଡୁଲ ତିଆରି କରି ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲା ଗୁଗୁଲ

ନୂଆଦିଲ୍ଲୀ,୧୫।୮: ଭାରତ ୭୩ତମ ସ୍ବାଧୀନତା ଦିବସ ପାଳନ କରୁଥିବା ବେଳେ ଗୁଗୁଲ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ ସେ ଏକ ସୁନ୍ଦର ଡୁଡୁଲ ମାଧ୍ୟମରେ ଦେଶବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଛି। ଏଥିରେ ସେ ଭାରତୀୟ ସଂସ୍କୃତି ଓ ପ୍ରଗତିକୁ ସ୍ଥାନ…

ଜନସଂଖ୍ୟା ବୃଦ୍ଧି ରୋକିବା ପାଇଁ ମୋଦିଙ୍କ ଆହ୍ବାନ: ପରିବାରକୁ ସୀମିତ ରଖିବା ହିଁ ଦେଶଭକ୍ତି

ନୂଆଦିଲ୍ଲୀ, ୧୫।୮: ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଛୋଟ ପରିବାର ଦ୍ୱାରା ଏହି ସମସ୍ୟାର ସଫଳ ନିରାକରଣ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ…

ନୂଆ ଭାରତ ଗଠନର ସଙ୍କେତ ଦେଲେ ମୋଦି: ନିର୍ମାଣ ହେବ ୨ କୋଟି ଘର, ୧୫ କୋଟି ଘରେ ପହଞ୍ଚିବ ପିଇବା ପାଣି, ପ୍ରତି ଗାଁରେ ବ୍ରଡ୍‌ବ୍ୟାଣ୍ଡ୍‌ ସେବା

ନୂଆଦିଲ୍ଲୀ,୧୫।୮: ନୂଆ ଭାରତ ଗଠନ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଙ୍କେତ ଦେଇଛନ୍ତି। ନୂଆ ଭାରତରେ ଲୋକଙ୍କ ପାଇଁ ୨ କୋଟି ଘର ନିର୍ମାଣ କରାଯିବ। ଏହା ସହିତ ଜଳସଙ୍କଟର ମୁକାବିଲା ଲାଗି ୧୫ କୋଟି ଘରେ ପିଇବା ପାଣି…

ପିଲାଙ୍କ ସହ ମିଶିଲେ ମୋଦି

ନୂଆଦିଲ୍ଲୀ,୧୫।୮: ସମଗ୍ର ଦେଶ ପାଳୁଛି ୭୩ତମ ସ୍ବାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଲାଲକିଲାଠାରେ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ଦେଶର ବିଭିନ୍ନ ବିଷୟକୁ ନେଇ ଭାଷଣ ଦେଇଥିଲେ। ଆଉ ଭାଷଣ ସରିବା ପରେ…

ସୀମାରେ ଯବାନଙ୍କୁ ରାଖୀ ବାନ୍ଧିଲେ ମହିଳା

ପଞ୍ଜାବ,୧୫।୮: ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ଗୋଟିଏ ଦିନରେ ପଡିଥିବାରୁ ଭାରତୀୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଏହି ଅବସରରେ ସୀମାରେ ସୁରକ୍ଷା ଦେଉଥିବା ଯବାନଙ୍କୁ ଭୁଲି ନାହାଁନ୍ତି ଭାରତୀୟ ନାରୀ। ଭାରତ-ପାକିସ୍ତାନର ଅଟାରୀ-ଓ୍ବାଘା ସୀମାରେ ମୁତୟନ ଥିବା…

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ହେବ ବିନିଯୋଗ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବ। ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ଦେଶର ସଡ଼କ ପଥର ବିକାଶ ଦ୍ୱାରା ବ୍ୟବସାୟିକ କ୍ଷେତ୍ର…

ଆତଙ୍କବାଦୀ ଶରଣକାରୀଙ୍କର ହେବ ପର୍ଦ୍ଦାଫାଶ୍‌: ମୋଦି

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ପାକିସ୍ତାନକୁ କରିଛନ୍ତି ସମାଲୋଚନା। ସେ ପାକିସ୍ତାନର ନାମ ନ ନେଇ କହିଛନ୍ତି ଯେ, ଆତଙ୍କବାଦୀ ଶରଣକାରୀଙ୍କର ପର୍ଦ୍ଦାଫାଶ୍‌ ହେବ। ପୃଥିବୀରେ ଆତଙ୍କବାଦୀଙ୍କ ଯୋଗୁ ପ୍ରତିଦିନ ବହୁ ଲୋକଙ୍କର ମୃତ୍ୟୁ ଘଟୁଛି। ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?