ଜାତୀୟ

ଅଭିନନ୍ଦନଙ୍କୁ ମିଳିବ ବୀର ଚକ୍ର

ନୂଆଦିଲ୍ଲୀ,୧୪।୮: ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ଏହା ଭାରତର ତୃତୀୟ ସମ୍ମାନ ଜନକ ମେଡାଲ। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଗୋଟିଏ ଦିନ ପରେ ଅଭିନନ୍ଦନ ପାକିସ୍ତାନ ସମ୍ମୁଖରେ ପ୍ରଦର୍ଶନ କରିଥିବା ନିଜର ବୀରତ୍ୱ ପାଇଁ…

ଶାହଙ୍କ ନେତୃତ୍ୱରେ ଭାଜପା ଲଢ଼ିବ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ

ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଶେଷରେ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ଆଦି ୩ ରାଜ୍ୟର ବିଧାନସଭା ନିର୍ବାଚନ ହେବ। ଏହି ନିର୍ବାଚନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ ଭାଜପା ନିର୍ବାଚନ ଲଢ଼ିବାର ଯୋଜନା ପ୍ରସ୍ତୁତ କରିଛି। ଏହି ରାଜ୍ୟ ଗୁଡ଼ିକ ଭାଜପା…

ବାଂଶୁରୀ ଭାଜପାରେ ଯୋଗଦେବା ନେଇ ମୋଦି ଦେଲେ ସଙ୍କେତ

ନୂଆଦିଲ୍ଲୀ,୧୪।୮: ସୁଷମା ସ୍ବରାଜଙ୍କ ପୁତ୍ରୀ ବାଂଶୁରୀ କୌଶଲ ଭାଜପାରେ ଯୋଗଦେବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଙ୍କେତ ଦେଇଛନ୍ତି। ସୁଷମାଙ୍କ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେଇ ମୋଦି କହିଛନ୍ତି ଯେ, ବାଂଶୁରୀ ହେଉଛନ୍ତି ସୁଷମାଙ୍କ ପ୍ରତିଛବି। ସୁଷମାଙ୍କ ଅନୁପସ୍ଥିତିରେ ମୋଦି ବାଂଶୁରୀଙ୍କ କାର୍ଯ୍ୟକୁ…

ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରଖୁଥିବା ଲୋକେ ଅନୁଚ୍ଛେଦ ୩୭୦ ଉଚ୍ଛେଦର କରୁଛନ୍ତି ବିରୋଧ: ମୋଦି

ନୂଆଦିଲ୍ଲୀ,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦେଶର ହିତ ପାଇଁ କରାଯାଇଛି। ତେବେ କିଛି ଲୋକ ଏହାକୁ ବିରୋଧ କରୁଛନ୍ତି। ଏଭଳି ଲୋକଙ୍କର ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିଯୋଗ କରିଛନ୍ତି। ଏକ ସାକ୍ଷାତ୍‌କାରରେ ମୋଦି ଏଭଳି…

ଜୟପୁରରେ ୧୪୪ ଧାରା ଜାରି: ଇଣ୍ଟରନେଟ୍‌ ସେବା ବନ୍ଦ

ଜୟପୁର, ୧୪।୮: ରାଜସ୍ଥାନ ଜୟପୁରରେ ୨ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୯ ପୋଲିସ କର୍ମଚାରୀଙ୍କ ସମେତି ୨୪ରୁ ଅଧିକ ଆହତ ହୋଇଛନ୍ତି। ଶାନ୍ତି ଶୃଙ୍ଖଳା ପାଇଁ ଏଠାରେ ୧୪୪ ଧାରା ଜାରି ହୋଇଛି। ଏହା ସହିତ ୧୦ଟି ଥାନା…

କଶ୍ମୀର ଟାଇମ୍ସ ଏଡିଟରଙ୍କ ଅନୁରୋଧ: ମିଡିଆ କଟକଣା ଉଠାଯିବା ଆବେଦନର ଶୀଘ୍ର ଶୁଣାଣି ହେଉ

ନୂଆଦିଲ୍ଲୀ, ୧୪ା୮(ପି.ଟି.): ଜମ୍ମୁ-କଶ୍ମୀରରେ ମିଡିଆ କଟକଣା ଲାଗିଥିବାବେଳେ ଏହାକୁ ହଟାଯିବା ଲାଗି କଶ୍ମୀର ଟାଇମ୍ସ ନାମକ ଏକ ପ୍ରତିଷ୍ଠିତ ଖବରକାଗଜର ଏଡିଟର ଅନୁରାଧା ଭାସିନ୍‌ କରିଥିବା ଆବେଦନର ଶୀଘ୍ର ଶୁଣାଣି ଲାଗି କୋର୍ଟଙ୍କୁ ଅନୁରୋଧ କରିଛନ୍ତି। ଖବରଦାତାଙ୍କୁ ଜମ୍ମୁ-କଶ୍ମୀରରେ ଯୋଗାଯୋଗ ଓ…

କେନ୍ଦ୍ରକୁ ୬,୮୧୩ କୋଟି ମାଗିଲା ମହାରାଷ୍ଟ୍ର

ନୂଆଦିଲ୍ଲୀ, ୧୪ା୮(ପି.ଟି.): ଦେଶର ୮ ରାଜ୍ୟରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ଧାରଣ କରିଥିବାବେଳେ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଉଛି। ମଙ୍ଗଳବାର କେରଳ ଓ ମହାରାଷ୍ଟ୍ରରେ ପରିସ୍ଥିତି ଜଟିଳ ଥିବାବେଳେ କର୍ନାଟକରେ ସାମାନ୍ୟ ସୁଧାର ଆସିଛି। କେରଳରେ ବନ୍ୟା…

ମାମଲାର ନିରପେକ୍ଷ ତଦନ୍ତ କର

ନୂଆଦିଲ୍ଲୀ,୧୪ା୮(ପି.ଟି.): ସିବିଆଇ ‘ରାଜନୈତିକ ହାତବାରିସୀ’ ଭାବେ ବ୍ୟବହୃତ ନହୋଇ ଅଧିକ ସ୍ବାଧୀନ ଓ ନିରପେକ୍ଷ ତଦନ୍ତ କରିବା ଉଚିତ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ମଙ୍ଗଳବାର ପରାମର୍ଶ ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ସିବିଆଇ ଭଲ କାମ କରୁଛି ବୋଲି ସରକାର…

ସୋନଭଦ୍ର ମୃତକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା

ସୋନଭଦ୍ର(ୟୁପି),୧୪ା୮(ପି.ଟି.): କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ସୋନଭଦ୍ର ଜିଲାର ଉମ୍ଭା ଗଁା ଗସ୍ତକରି ଗଣହତ୍ୟାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି। ମାସେ ତଳେ ଏକ ଜମି ବିବାଦକୁ କେନ୍ଦ୍ରକରି ସେଠାରେ ୧୦ ଆଦିବାସୀ ଲୋକଙ୍କୁ ଗୁଳିକରି ହତ୍ୟା…

ରାହୁଲ-ରାଜ୍ୟପାଳ ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୪ା୮: ଜମ୍ମୁ-କଶ୍ମୀର ଗସ୍ତ କରିବାକୁ ଚାହୁଁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ବାକ୍‌ଯୁଦ୍ଧ ଜୋରଧରିବାରେ ଲାଗିଛି। ଜମ୍ମୁ-କଶ୍ମୀରରେ ଲୋକେ ମରୁଥିବାବେଳେ ସବୁକିଛି ସ୍ବାଭାବିକ ଅଛି ବୋଲି ରାଜ୍ୟପାଳ ଦାବି କରୁଥିବା ନେଇ ରାହୁଲ ସମାଲୋଚନା କରିଥିଲେ।…

୭୩ତମ ସ୍ବାଧୀନତା ଦିବସ ପାଇଁ କଡ଼ା ସୁରକ୍ଷା :ଲାଲକିଲ୍ଲାରୁ ଲାଲଚୌକ ଅଭେଦ୍ୟ

ନୂଆଦିଲ୍ଲୀ,୧୪ା୮: ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଉଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଶ୍ରୀନଗର କେନ୍ଦ୍ରସ୍ଥଳ ଲାଲଚୌକରେ ଜାତୀୟ ପତାକା ଉଡ଼ାଉଥିବେ। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ବେଳେ ଏଭଳି ଐତିହାସିକ…

କେତେକ ରୋଗରୁ ରଖେ ଦୂରେଇ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ପିପ୍ପଳୀ ଏକ ଭାଗ ଓ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ପିଇଲେ ବଦହଜମି, ଅମ୍ଳ, ହାକୁଟି, ପେଟଫମ୍ପା ଆଦି ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?