ହରିୟାଣାରେ ମୃଦୁ ଭୂକମ୍ପ
ସୋନିପତ,୨୦।୭: ହରିୟାଣାର ସୋନିପତରେ ଶନିବାର ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭ଟା ୪୫ରେ ଭୂକମ୍ପ ହୋଇଥିବା ବେଳେ ସେଠାକାର ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୨ ରହିଛି।…
କେରଳରେ ପ୍ରବଳ ବର୍ଷା: ଖୋଲିଲା କାଲାରକୁଟି ଡ୍ୟାମ, ୭ ମତ୍ସଜୀବି ନିଖୋଜ
ଥିରୁଭାନନ୍ତପୁରମ,୨୦।୭: କେରଳରେ ଶନିବାର ପ୍ରବଳ ବର୍ଷା ହେବାର ଚେତାବନୀ ଦେଇଛି ପାଣିପାଗ ବିଭାଗ। ଏମିତିକି କିଛି ଜିଲାରେ ରେଡ ଆଲର୍ଟ ମଧ୍ୟ ଜାରି କରାଯାଇଛି। ପ୍ରବଳ ବର୍ଷା ଯୋଗୁ ଇଡୁକ୍କି ଜିଲାରେ ଥିବା କାଲାରକୁଟି ଡ୍ୟାମକୁ ଖୋଲି ଦିଆଯାଇଛି। ପୂର୍ବରୁ ସମୁଦ୍ରକୁ…
ଛୋଟ ପିଲାଙ୍କୁ ଢ଼ାଲ କରି ସୁରକ୍ଷାକର୍ମୀଙ୍କ ସହ ଲଢ଼ିବାକୁ ଯୋଜନା କରୁଛନ୍ତି ମାଓବାଦୀ
ରାୟପୁର,୨୦।୭: ଲଗାତାର ଆତ୍ମସମର୍ପଣ, ଗିରଫ ତଥା ଏନ୍କାଉଣ୍ଟର ଆଦିରେ ମାଓବାଦୀ ସଦସ୍ୟଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେଏକ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ମାଓବାଦୀ। ଏନେଇ ଗୋଇନ୍ଦା ସୂଚନା ମିଳିଥିବା କୁହାଯାଉଛି।…
ଯୁବକ ଦେଖୁଛନ୍ତି ପରିଣତ ବୟସର ମୁହଁ
ନୂଆଦିଲ୍ଲୀ, ୨୦ା୭: ବର୍ତ୍ତମାନ ଫେସ୍ଆପ୍ ଭଳି ଏକ ସବୁଠୁ ଲୋକପ୍ରିୟ ଅପ୍ସନ୍ ବ୍ୟବହାର କରି ଲୋକେ ଖୁସି ମନାଉଛନ୍ତି। ରୁଷିଆରେ ବିକଶିତ ଏହି ଆପ୍ଲିକେଶନ ଚଳିତ ସପ୍ତାହରେ ପ୍ରତ୍ୟେକ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଖେଳର ଖୋରାକ ହୋଇଛି। ତେବେ ଏହି…
ସ୍ତ୍ରୀଙ୍କୁ ଭରଣପୋଷଣ ଆଦେଶ ଦେଲେ ଅଦାଲତ: ୫ ବସ୍ତା କଏନ୍ ନେଇ କୋର୍ଟରେ ପହଞ୍ଚିଲେ ସ୍ବାମୀ
ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ଏକ ପରିବାର ଅଦାଲତଙ୍କ ରାୟ ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍ ନେଇ ପହଞ୍ଚିଛନ୍ତି। ଏଭଳି ଏକ ରୋଚକ ଘଟଣା ଛତିଶଗଡ଼ରେ ଘଟିଛି। ସ୍ଥାନୀୟ ପାମ୍ଗଢ଼ ଥାନା ଅଞ୍ଚଳରେ ବାସକରୁଥିବା ପୁନିରାମ ସାହୁ ଏବଂ…
ବାଚସ୍ପତିଙ୍କ ଗାଇଡ୍ କି ମେଣ୍ଟର୍ ନୁହନ୍ତି ରାଜ୍ୟପାଳ
ନୂଆଦିଲ୍ଲୀ,୨୦ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଥିବାବେଳେ ରାଜ୍ୟପାଳ ଭଜୁଭାଇ ଭାଲା ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀଙ୍କୁ ଦୁଇଥର ମହଲତ୍ ଦେଇସାରିଲେଣି। କିନ୍ତୁ ମୁଖ୍ୟମନ୍ତ୍ରୀ କିମ୍ବା ବାଚସ୍ପତି କେ.ଆର୍. ରମେଶ କୁମାର ଏହାକୁ ଅବଜ୍ଞା କରିଥିବା କୁହାଯାଉଛି।…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍ ଜିଲାର ମେଣ୍ଡାର ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଶନିବାର ପୂର୍ବାହ୍ନ ୯ଟାରେ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ସେଲିଂ ମାଡ଼ କରାଯାଇଛି। ଏହାର ଜବାବ୍ରେ…
କାଉଡି ଯାତ୍ରା ପାଇଁ ଜୁଲାଇ ୨୩ରୁ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ଶିକ୍ଷାନୁଷ୍ଠାନ
ହରିଦ୍ୱାର,୨୦।୭: ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିବା ବେଳେ ଆରମ୍ଭ ହୋଇଛି କାଉଡି ଯାତ୍ରା। ଶିବଭକ୍ତମାନେ ବିଭିନ୍ନ ନଦୀରୁ ଜଳ ଉଠାଇ ଜଳାଭିଷେକରେ ବାହାରିଛନ୍ତି। ଏହି ସମରେ ଉତ୍ତରଖଣ୍ଡର ହରିଦ୍ୱାରରେ ପ୍ରବଳ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ଜୁଲାଇ ୨୩ରୁ ୩୦…
କର୍ନାଟକ ସଙ୍କଟ: ମୋଦି ସରକାରଙ୍କ ପାଇଁ ୩୫୬ ଧାରା ଜାରି ଲାଗି ପୁଣି ଏକ ସୁଯୋଗ
ନୂଆଦିଲ୍ଲୀ,୨୦।୭: କର୍ନାଟକରେ ସଙ୍କଟ ଲାଗି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପାଇଁ ସାମ୍ବିଧାନିକ ଧାରା ୩୫୬ର ଉପଯୋଗ କରିବା ଲାଗି ଦ୍ୱିତୀୟ ଇନିଂସ୍ରେ ପୁଣି ଏକ ସୁଯୋଗ ଆଣିଦେଇଛି। ତେବେ ଏହା ପୂର୍ବରୁ ଦୁଇ ରାଜ୍ୟରେ ୩୫୬ ଧାରା…
ବିବେକ କୁମାର ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ନୂଆଦିଲ୍ଲୀ, ୨୦ା୭(ପି.ଟି.): ଭାରତୀୟ ବିଦେଶ ସେବା (ଆଇଏଫ୍ଏସ୍) ଅଫିସର ବିବେକ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ବିବେକଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ୨୦୦୪ ବ୍ୟାଚ୍ର ଏହି…
ମାନବାଧିକାର ସୁରକ୍ଷା ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ, ୨୦ା୭: ଲୋକ ସଭାରେ ଶୁକ୍ରବାର ମାନବାଧିକାର ସୁରକ୍ଷା ସଂଶୋଧନ ବିଲ୍ ଗୃହୀତ ହୋଇଛି। ଏହା କାର୍ଯ୍ୟକାରୀ ହେଲେ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି)ର ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟଙ୍କ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିବ। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ…
ବାବ୍ରୀ ମସ୍ଜିଦ ଭଙ୍ଗ ମାମଲା: ୯ ମାସ ମଧ୍ୟରେ ରାୟ ଦିଅ; ସ୍ବତନ୍ତ୍ର ବିଚାରପତିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୨୦ା୭(ପି.ଟି.) : ବହୁଚର୍ଚ୍ଚିତ ବାବ୍ରୀ ମସ୍ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଆଗାମୀ ୯ ମାସ ମଧ୍ୟରେ ରାୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ,…
Archives


