ଅରୁଣ ଜେଟଲୀ ଅସୁସ୍ଥ
ନୂଆଦିଲ୍ଲୀ,୯।୮: ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଦେଖିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏମ୍ସ ପହଞ୍ଚିଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀ…
ଅର୍ଶ ସମସ୍ୟା ଦୂରକରେ ବାସି ଭାତ
ଭାତ ବଳିଗଲେ ବା ବାସି ହୋଇଗଲେ ଏହାକୁ ଅନେକ ଲୋକ ଫୋପାଡି ଦେଇଥାଆନ୍ତି। ହେଲେ ଏହା ଶରୀର ପାଇଁ ବେଶ୍ ଉପକାରୀ ବୋଲି ଗବେଷକମାନେ ମତ ଦେଇଛନ୍ତି। ବାସି ଭାତ ଖାଇବାର ପ୍ରଣାଳୀ ଜାଣି ରଖିଲେ ଏହା ଶରୀର ପାଇଁ ଉପକାରୀ…
ଜମ୍ମୁରୁ ହଟାଇ ଦିଆଗଲା ଧାରା ୧୪୪
ଶ୍ରୀନଗର,୯।୮:ଅନୁଚ୍ଛେଦ ୩୭୦ ଓ ୩୫(ଏ)କୁ ଜମ୍ମୁ-କଶ୍ମୀରରୁ ହଟାଇ ଦିଆଯିବ ପରେ ଏଠାରେ ୧୪୪ ଧାରା ଜାରି କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଏହି ଐତିହାସିକ ଘୋଷଣା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯାଇଥିଲା। ଏବେ ସେଠାରେ…
ପିଲା ପାଠ ପଢ଼ୁ ନାହିଁ କି ତା’ହେଲେ ଆପଣାନ୍ତୁ ଏହି ଉପାୟ
ସବୁ ଅଭିଭାବକ ମାନଙ୍କର ସ୍ବପ୍ନ ଥାଏ ଯେ ସେମାନଙ୍କର ପିଲା ପାଠ ପଢ଼ି ଭଲ ମଣିଷ ହେବ। ହେଲେ ଆଜିକାଲି ଅଧିକରୁ ଅଧିକ ପିଲା ପାଠପଢ଼ାରେ କମ ଡିଜିଟାଲ ଦୁନିଆରେ ଅଧିକ ମନ ଲଗାଉଛନ୍ତି। ତେଣୁ ଅଭିଭାବକ ମାନଙ୍କର ଚିନ୍ତା ବଢିଯାଉଛି।କିଛି…
କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡ: ଆଗରେ ମୁକୁଲ
ନୂଆଦିଲ୍ଲୀ,୯।୮: ଆଉ ଗୋଟିଏ ଦିନ ପରେ କଂଗ୍ରେସ ଦଳକୁ ଅଧ୍ୟକ୍ଷ ମିଳିଯିବ ବୋଲି କୁହାଯାଉଛି। ଶୁକ୍ରବାର ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ ହୋଇଥିବା ଏକେ ବୈଠକରୁ ଯାହା ଅନୁମାନ କରାଯାଉଛି ଶନିବାର ସୁଦ୍ଧା କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥୀ…
ଶ୍ରୀନଗରରେ ରାଜ୍ୟପାଳଙ୍କୁ ଭେଟିଲେ ଡୋଭାଲ
ଶ୍ରୀନଗର,୯।୮: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଶୁକ୍ରବାର ଶ୍ରୀନଗର ସ୍ଥିତ ରାଜଭବନରେ ଜମ୍ମୁ-କଶ୍ମୀରର ରାଜ୍ୟପାଳ ସତ୍ୟପାଲ ମଲିିକଙ୍କୁ ଭେଟିଛନ୍ତି। ଏହି ବୈଠକରେ ଜମ୍ମୁ-କଶ୍ମୀରରେ ଥିବା ବର୍ତ୍ତମାନ ସ୍ଥିତିକୁ ନେଇ ଅଜିତ ଡୋଭାଲ ରାଜ୍ୟପାଳଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ ଶାନ୍ତି…
ପାକିସ୍ତାନକୁ ଭାରତର ଜବାବ
ନୂଆଦିଲ୍ଲୀ,୯।୮: ମୋଦି ସରକାର ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ଭାରତ ପାକିସ୍ତାନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ପାକିସ୍ତାନ ଭାରତ ସହ ବ୍ୟବସାୟୀକ ସମ୍ପର୍କ ସହ ରେଳ ସେବା, ଆକାଶ ପଥ ମଧ୍ୟ ବନ୍ଦ କରି ଦେଇଛି। ପାକିସ୍ତାନର ଏହି…
ବନ୍ୟାଞ୍ଚଳରେ ସେଲ୍ଫି ନେଇ ବିବାଦରେ ମନ୍ତ୍ରୀ
ମୁମ୍ବାଇ,୯।୮: ମହାରାଷ୍ଟ୍ରରେ ଏବେ ବନ୍ୟା ପରିସ୍ଥିତି ସାଧାରଣ ଜୀବନ ଉପରେ ଖୁବ୍ ପ୍ରଭାବ ପକାଇଛି। ସାଂଗଲି ଓ କୋଲ୍ଲାପୁର ଜିଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଠାରୁ ପ୍ରାୟ ୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ତେବେ…
ସମଝୌତା ପରେ ଏବେ ଥର୍ ଏକ୍ସପ୍ରେସ୍କୁ ବନ୍ଦ କଲା ପାକିସ୍ତାନ
ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍ ବନ୍ଦ କରିଥିବା ବେଳେ ଶୁକ୍ରବାର ଥର୍ ଏକ୍ସପ୍ରେସକୁ ବନ୍ଦ କରି ଦେଇଛି। ଯୋଧପୁରରୁ କରାଚି…
ସାମ୍ନାକୁ ଆସିଲେ ବାଘକୁ ମାରିଦିଅ: ମୋଦି କହିଲେ ମୋର ସଂସ୍କାର ଏମିତି ନୁହେଁ
ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବ୍ଲିସିଟି କ୍ଷେତ୍ରରେ ଟିକେ ଆଗରେ ବୋଲି କୁହାଯାଏ। ତେବେ ନିକଟରେ ସେ ଡିସ୍କଭରି ଚ୍ୟାନେଲରେ ପ୍ରସାରିତ ମ୍ୟାନ ଭର୍ସେସ୍ ଓ୍ବାଇଲ୍ଡର ଏକ ସ୍ପେଶାଲ ଏପିସୋଡରେ ମୋଦିଙ୍କୁ ଦେଖିବାକୁ ମିଳିବ। ଆସନ୍ତା ୧୨ ତାରିଖରେ ଏହା ପ୍ରସାରଣ…
ଦାରିଦ୍ର୍ୟ ଯୋଗୁ ନିଜ ପିଲାଙ୍କୁ ବନ୍ଧା ରଖି ଋଣ ଆଣୁଛନ୍ତି ଲୋକେ
ଶିବପୁରୀ,୯।୮: ଉତ୍ତର ପ୍ରଦେଶ ଶିବପୁରୀ ଜିଲାର ମୁଧେନି ଗାଁରେ ଦାରିଦ୍ର୍ୟତାର ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି। ଏହି ଗାଁର ଲୋକେ ମେଷପାଳକଙ୍କ ପାଖରେ ନିଜ ପିଲାଙ୍କୁ ବନ୍ଧକ ରଖି ଋଣ ଆଣୁଥିବା ପ୍ରକାଶ କରିଛନ୍ତି। ଏହା ସେମାନଙ୍କର ଏକ ନିଶ୍ଚିତ…
ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ ଅଟକ
ଶ୍ରୀନଗର, ୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସେଠାକୁ ଦଳୀୟ ଗସ୍ତରେ ଯାଇଥିବା ସିପିଆଇ(ଏମ୍) ମହାସଚିବ ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖାଯାଇଛି। ଦଳର ନେତାଙ୍କ ସହ…

