ଜାତୀୟ

ଏସି ଥିବା ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟର ଦେଲେ ଭୋଟ

ଇନ୍ଦୋର,୧୯।୫: ମଧ୍ୟପ୍ରଦେଶ ଇନ୍ଦୋରରେ ଥିବା ଏସି ଯୁକ୍ତ ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟରଙ୍କ ସମେତ ବରିଷ୍ଠ ନାଗରିକ ସେମାନଙ୍କର ମତଦାନ ଅଧିକାର ସାବସ୍ତ୍ୟ କରିଛନ୍ତି। ଏହା ହେଉଛି ଦେଶର ପ୍ରଥମ ସ୍ମାର୍ଟ ପୋଲିଂ ବୁଥ୍‌। ସ୍ଥାନୀୟ କଞ୍ଚନବାଗ୍‌ ସ୍ଥିତ ଜାଲ…

ଭୋଟ ବର୍ଜନ କଲେ ଚାନ୍ଦୋରା ଗ୍ରାମବାସୀ

ପାଟନା,୧୯।୫: ବିହାରର ନାଳନ୍ଦା ଜିଲା ରାଜଗିର ବ୍ଲକରେ ଥିବା ଚାନ୍ଦୋରା ଗ୍ରାମର ୨୯୯ ନମ୍ବର ବୁଥ୍‌ରେ କେହି ଭୋଟ ଦେଇ ନ ଥିବା ସୂଚନା ମିଳିଛି। ଗାଁକୁ ଭଲ ରାସ୍ତା ନ ଥିବାରୁ ଲୋକେ ଭୋଟ ବର୍ଜନ କରିଥିବା ପ୍ରକାଶ କରିଛନ୍ତି।…

କରହନିଆରେ ଉତ୍କଟ ଜଳ ସଙ୍କଟ: ପୁଅଙ୍କୁ ଝିଅ ଦେବାକୁ ରାଜି ହେଉ ନାହାଁନ୍ତି କନ୍ୟାଘର

ବିଳାସପୁର,୧୯।୫: ଛତିଶଗଡ଼ରେ ଦେଖାଦେଇଛି ଜଳ ସଙ୍କଟ। ଏହାଯୋଗୁ କେତେକ ଅଞ୍ଚଳରେ ଝିଅ ବିବାହ ଦେବାକୁ କନ୍ୟାଘର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ଆଦିବାସୀ ଗାଁ କରହନିଆରେ କେତେକ ବିବାହ ଯୋଗ୍ୟ ପୁଅଙ୍କର ବିବାହ ଜଳ ସଙ୍କଟ ଯୋଗୁ ହୋଇପାରୁ…

ଦୃଢ଼ ଇଛା ଶକ୍ତି ଯୋଗୁ ସଫଳ ହେଲେ ଗୁଡ୍ଡି

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ଗାଜିଆବାଦ୍‌ ପ୍ରତାପ ବିହାରର ଅମୃତା ଆନନ୍ଦମୟୀ କୁଟିରମ୍‌ରେ ବାସ କରୁଥିବା ଗୁଡ୍ଡିଙ୍କ ଇଛା ଶକ୍ତି ଆଗରେ ସାମାଜିକ ବାଧା ହାର୍‌ ମାନିଛି। ୨୦୧୪ରେ ସ୍ବାମୀଙ୍କ ମୃତ୍ୟୁ ପରେ ଗୁଡ୍ଡି ଉପରେ ଝିଅ ଏବଂ ପୁଅର ଲାଳନ ପାଳନ ଦାୟିତ୍ୱ…

ଛାତ ଉପରେ ୪୦ ପ୍ରକାର ଆମ୍ବ କିସମ ଚାଷ କରି କୃଷି ବିଭାଗର ଦୃଷ୍ଟି ଆକର୍ଷଣ କଲେ ଜୋସେଫ୍‌

କୋଚି,୧୯।୫: ନିଜ ଛାତ ଉପରେ ୪୦ ପ୍ରକାରର ଆମ୍ବ ଗଛ ଲଗାଇ ଏବେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି କୋଚି ବାସିନ୍ଦା ଜୋସେଫ୍‌। ୨ଶହ ଲିଟର ପାଣି ଧରୁଥିବା କୁଣ୍ଡରେ ବାଲି, ମାଟି ଓ ରାସାୟନିକ ପ୍ରୟୋଗ କରି ସେ…

ମହିଳାଙ୍କୁ ସାଲ୍ୟୁଟ କଲେ ରାହୁଲ

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦେଶର ସମସ୍ତ ମହିଳାଙ୍କୁ ସାଲ୍ୟୁଟ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଦେଶର ସମସ୍ତ ମା’ ଓ ଭଉଣୀମାନଙ୍କୁ ମୋର ସାଲ୍ୟୁଟ। କାରଣ ସେମାନେ…

ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟର

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସୋନଭଦ୍ର ଜିଲାର ୪୮୧ ବୁଥ୍‌ରେ ଭୋଟର ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଏଠାରେ ଥିବା ସ୍ବେଚ୍ଛାସେବୀ ଭୋଟରଙ୍କୁ ମତଦାନ କେନ୍ଦ୍ରକୁ ପାଛୋଟି ନେଇ ଚେୟାରରେ ବସାଇ ପାନୀୟ ପିଇବାକୁ ଦେଇଛନ୍ତି। ପରେ…

ଭୋଟ ଦେବାରେ ଟିଏମ୍‌ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗ

କୋଲକାତା,୧୯।୫: ଲୋକ ସଭା ଆସନ ଲାଗି ଦେଶର ବିଭିନ୍ନ ସ୍ଥାନରେ ରବିବାର ସକାଳୁ ଆରମ୍ଭ ହୋଇଛି ଶେଷ ତଥା ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ। ପଶ୍ଚିମବଙ୍ଗର ବସିରହାଟରେ ଥିବା ବୁଥ୍‌ ନମ୍ବର ୧୮୯ରେ ଟିଏମ୍‌ସି କର୍ମୀମାନେ ସାଧାରଣ ଲୋକଙ୍କୁ ଭୋଟ…

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ ସଭା ଆସନ ପାଇଁ ସେମାନେ ଭୋଟ ଦେଇଛନ୍ତି। ପୂର୍ବାହ୍ନ ୧୧ଟାରେ ସେମାନେ ମତଦାନ କେନ୍ଦ୍ରରେ…

ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଲେ ମୋଦି

ଉତ୍ତରାଖଣ୍ଡ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥ ଦର୍ଶନ କରିବା ପରେ ରବିବାର ସକାଳୁ ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଛନ୍ତି। ମନ୍ଦିରରେ ପୂଜା ସାରି ବାହାରକୁ ଆସିବା ବେଳେ ସେଠାକାର ପୂଜାରୀ ତାଙ୍କୁ ବଦ୍ରିନାଥର ପ୍ରତୀକ ଚିହ୍ନ ଓ ଲଡୁ…

ସାଧାରଣ ନ ଥିଲା ମୋଦି ଧ୍ୟାନ କରୁଥିବା ଗୁମ୍ଫା: ଏହାସହ ସଂଲଗ୍ନ ଥିଲା ଶୌଚାଗାର, ସିସିଟିଭି

ଡେରାଡୁନ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ କରି ଶନିବାର ବାହାରିଥିଲେ କେଦାରନାଥ ଦର୍ଶନରେ। ସେଠାରେ ସେ ଏକ ଗୁମ୍ଫାରେ ଧ୍ୟାନ କରିବାର ଖବର ସବୁଠି ପ୍ରକାଶ ପାଇଥିଲା। ହେଲେ ମୋଦି ଯେଉଁ ଗୁମ୍ଫାରେ ଧ୍ୟାନ କରୁଥିଲେ…

ବିରିୟାନୀ ପାଇଁ ବିବାହ ଭୋଜି ପାଲଟିଲା ରଣକ୍ଷେତ୍ର

ବିଶାଖାପଟ୍ଟନମ୍‌,୧୯।୫: ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବିରିୟାନୀ ପରସାକୁ କେନ୍ଦ୍ର କରି ବର ପକ୍ଷ ଏବଂ କନ୍ୟା ଘର ସଦସ୍ୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଏହି ଘଟଣାରେ ୧୨ ଜଣ ଆହତ ହୋଇଥିବା କୁହାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri