ଜାତୀୟ

ଅନୁଚ୍ଛେଦ ୩୭୦ ଯୋଗୁ ବିବାହ ପରେ ଏହି ଅଭିନେତ୍ରୀ ହରାଇଥିଲେ କଶ୍ମୀର

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟିବା ପରେ ସାରା ଦେଶରେ ମିଶ୍ରିତ ପ୍ରତିକ୍ରିୟା ମିଳିଛି। ଏନେଇ ବଲିଉଡ୍‌ରୁ ଆରମ୍ଭ କରି ଟେଲି କଳାକାରମାନେ ସରକାରଙ୍କ ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏହି କ୍ରମରେ ଟେଲି ଶୋ‘ମେରେ ଅଙ୍ଗନେ ମେ’ ଫେମ୍‌ ଏକତା…

କଶ୍ମୀର ଭାରତର ଅଭିନ୍ନ ଅଙ୍ଗ; ସେଥିପାଇଁ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ: ଶାହ

ନୂଆଦିଲ୍ଲୀ,୬।୮: କଶ୍ମୀର ଭାରତର ଅଭିନ୍ନ ଅଙ୍ଗ। ସେଥିପାଇଁ ଆବଶ୍ୟକ ପଡ଼ିଲେ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ। ମଙ୍ଗଳବାର ଲୋକ ସଭାରେ ଏଭଳି କହିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ତେବେ ଏଠାରେ ପାକିସ୍ତାନ ଅଧିକୃତ କଶ୍ମୀର ଏବଂ ଚାଇନାର ଅକ୍ସାଇ…

ଏବେ ସମାନ ନାଗରିକ ସଂହିତା ଓ ଅଯୋଧ୍ୟା ପ୍ରସଙ୍ଗ ଉପରେ ମୋଦି ସରକାରଙ୍କ ନଜର !

ନୂଆଦିଲ୍ଲୀ,୬।୮: ତିନି ତଲାକ୍‌ ପରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର। ଏବେ ମୋଦି ସରକାର ଦେଶରେ ସମାନ ନାଗରିକ ସଂହିତା ପ୍ରଣୟନ ଏବଂ ଅଯୋଧ୍ୟା ପ୍ରସଙ୍ଗ ଉପରେ ନଜର ରଖିଥିବା କୁହାଯାଉଛି। ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ…

କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼

ନୂଆଦିଲ୍ଲୀ, ୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼ ପାଲଟିଛି। ଏହାର ବିରୋଧରେ ରାଜନୈତିକ ଦଳଙ୍କୁ ଏକାଠି କରିବାକୁ ପ୍ରୟାସ ଜାରି ରଖିଛି। କଂଗ୍ରେସ ପରି ତୃଣମୂଳ, ଜେଡିୟୁ,ଏସ୍‌ପି ଆଦି ୯ଟି ଦଳ ଏହାକୁ ବିରୋଧ କରୁଛନ୍ତି। ଅପରପକ୍ଷରେ ମାୟାବତୀଙ୍କ…

ସିକ୍ରେଟ୍‌ କାଶ୍ମୀର ମିଶନ୍‌: ବରିଷ୍ଠ ମନ୍ତ୍ରୀଙ୍କୁ ବି ଜଣା ନ ଥିଲା ମୋଦିଙ୍କ ଚାଲ୍‌

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରରେ ୩୭୦ ଧାରା ଉଠିବା ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦିଙ୍କ ‘ମିଶନ୍‌ କଶ୍ମୀର’ ନିଷ୍ପତ୍ତି ଗୁପ୍ତ ଭାବରେ ନିଆଯାଇଥିଲା, ଏପରିକି ବରିଷ୍ଠ ମନ୍ତ୍ରୀ ଏବଂ ଅଧିକାରୀଙ୍କୁ ମଧ୍ୟ ଏନେଇ କୌଣସି ସୂଚନା…

ଏମ୍ସ ଗଲେ ଉନ୍ନାଓ ପୀଡିତାଙ୍କ ଓକିଲ

ଲକ୍ଷ୍ନୌ,୬।୮: ଉତ୍ତର ପ୍ରଦେଶ ରାୟବରେଲିରେ ଗତ ମାସରେ ଦୁର୍ଘଟଣାର ଶିକାର ହୋଇଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)କୁ ସ୍ଥାନାନ୍ତର ହୋଇଛନ୍ତି। ଉଭୟ ପୀଡିତା ଓ ତାଙ୍କ ଓକିଲ ଦୁର୍ଘଟଣାରେ…

ଅଯୋଧ୍ୟା ମାମଲାର ଶୁଣାଣି ଆରମ୍ଭ: ସିଧାପ୍ରସାରଣ ଆବେଦନ ଖାରଜ; ଶହେ ଦିନରେ ଫଇସଲା ସମ୍ଭାବନା

ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାରଠାରୁ ସୁପ୍ରିମ୍‌କୋର୍ଟରେ ଆରମ୍ଭ ହୋଇଛି। ତେବେ ବିଚାର ପ୍ରକିୟାର ସିଧାପ୍ରସାରଣ ପାଇଁ କରାଯାଇଥିବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଗତ ଶୁକ୍ରବାର ଅଦାଲତ ସୂଚନା ଦେଇଥିଲେ ଯେ, ଏହି ମାମଲାର ଶୁଣାଣି ଅଗଷ୍ଟ ୬…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବାୟୁସେନାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ଦେବା ଅନୁଚ୍ଛେଦ ୩୭୦ ହଟାଯିବା ପରେ ଏବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସଜାଗ ରହିବାକୁ କହିଛନ୍ତି। ଏହାକୁ ନେଇ ଦେଶର ସବୁ ସ୍ଥାନରେ ଶାନ୍ତି ଓ ସୌହାର୍ଦପୂର୍ଣ୍ଣ…

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ କୋଣସି ଅପ୍ରୀତିକର ପରିସ୍ଥିିତି ଘଟି ନାହିଁ। ସ୍ଥିତି ସମ୍ପୂର୍ଣ୍ଣ ଶାନ୍ତ…

‘ମୋଦିଙ୍କୁ ମିଳୁ ଭାରତ ରତ୍ନ’

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ସୋମବାର ଉଚ୍ଛେଦ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏଭଳି ସାହସିକତାର ନିଷ୍ପତ୍ତି ପାଇଁ ତାଙ୍କୁ ଭାରତ ରତ୍ନ ଦିଆଯାଉ ବୋଲି ଦାବି କରିଛନ୍ତି ଭାଜପା…

ପ୍ରବଳ ବର୍ଷା: ଜାତୀୟ ରାଜପଥରେ ବଡ଼ ଫାଟ

ବେଙ୍ଗାଲୁରୁ,୬।୮: ପ୍ରବଳ ବର୍ଷାଯୋଗୁ କର୍ନାଟକର କେତେକ ଜିଲାର ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସ୍ଥାନୀୟ ବେଲଗାବି ଜିଲାର ନିପ୍ପାନି ଠାରେ ଥିବା ଜାତୀୟ ରାଜପଥ-୪ରେ ପ୍ରବଳ ବର୍ଷା ଯୋଗୁ ବଡ଼ ଫାଟ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରେ ଏହି ଜାତୀୟ ରାଜପଥ…

ଖାଲକୁ ଖସିଲା ସ୍କୁଲ ବସ୍‌: ୭ ମୃତ

ଡେରାଡୁନ,୬।୮: ଉତ୍ତରାଖଣ୍ଡର ଟିହିରି ଗଡଓ୍ବାଲରେ ମଙ୍ଗଳବାର ସକାଳୁ ଏକ ସ୍କୁଲ ଭ୍ୟାନ୍‌ ଖାଲକୁ ଖସି ପଡିବା ଫଳରେ ୭ ଶିଶୁଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏଥିରେ ଆହତ ହୋଇଥିବା ପିଲାମାନଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସକାଳେ ପିଲାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?