ଜାତୀୟ

ବିଧାୟକଙ୍କୁ ମମତାଙ୍କ ପରାମର୍ଶ: ଲୋକଙ୍କୁ କ୍ଷମା ମାଗ

କୋଲକାତା, ୧୨।୭: ଲୋକ ସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମସି)ର ଖରାପ ପ୍ରଦର୍ଶନ ପରେ ଦଳର କିଛି ନେତା ଦଳ ଛାଡି ଭାଜପାରେ ଯୋଗଦେଇଥିଲେ। ଏହାକୁ ନେଇ ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଚିନ୍ତା ବଢିଯାଇଛି। ସେ ଦଳର ସବୁ ବିଧାୟକଙ୍କୁ ଲୋକଙ୍କ…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୨।୭: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପକ୍ଷରୁ ଶୁକ୍ରବାର ସକାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏହାର ଯବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିମାଡ କରାଯାଇଛି। ଏପର୍ଯ୍ୟନ୍ତ ଏଥିରେ କେହି ମୃତାହତ ହେବାର ସୂଚନା ମିଳନାହିଁ। ସୂଚନାଯୋଗ୍ୟ, ବୁଧବାର ରାତିରେ ମଧ୍ୟ…

ଚେନ୍ନାଇ ଜଳ ସଙ୍କଟ: ଭେଲୋରରୁ ଆସିଲା ପ୍ରଥମ ପାଣି ବୋଝେଇ ଟ୍ରେନ୍‌

ଭେଲୋର,୧୨।୭: ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଚେନ୍ନାଇରେ ଦେଖା ଦେଇଥିଲା ଉତ୍କଟ ଜଳ ସଙ୍କଟ। ଏହାକୁ ଦୂର କରିବା ପାଇଁ ତାମିଲନାଡୁରୁ ଟ୍ରେନ୍‌ ଯୋଗେ ପାଣି ଆଣିବାକୁ ଯୋଜନା କରାଯାଇଥିଲା। ପ୍ରଥମଥର ଲାଗି ତାମିଲନାଡୁର ଭେଲୋର ଜିଲା ଜୋଲାରପେଟ ଷ୍ଟେଶନରୁ ଏକ…

‘୨ରୁ ଅଧିକ ପିଲା ଥିବା ଦମ୍ପତିଙ୍କୁ ମତାଧିକାରରୁ ବଞ୍ଚିତ କରାଯାଉ’

ପାଟନା,୧୨।୭(ପି.ଟି.):ଜନସଂଖ୍ୟା ବୃ୍‌ଦ୍ଧିକୁ ନେଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଗୁରୁବାର ଉଦ୍‌ବେଗ ପ୍ରକାଶ କରିବା ସହ ଯେଉଁମାନଙ୍କର ୨ରୁ ଅଧିକ ପିଲା ଅଛନ୍ତି ସେମାନଙ୍କୁ ମତାଧିକାରରୁ ବଞ୍ଚିତ କରିବା ସପକ୍ଷରେ ମତ ଦେଇଛନ୍ତି। ବିବାଦୀୟ ମନ୍ତବ୍ୟ ପାଇଁ ଜଣାଶୁଣା ଏହି ଭାଜପା ନେତା…

୮ ଦିନ ଭିତରେ ତୃତୀୟ ମାନହାନି ମାମଲା ସାମ୍ନା: ଆଜି ଅହମହଦାବାଦ କୋର୍ଟରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ, ୧୨।୭: ଲାଗୁଛି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମୟ ଏବେ ଭଲ ନାହିଁ। ଗୋଟିଏ ପରେ ଗୋଟିଏ ଖରାପ ଖବରର ତାଙ୍କୁ ସାମ୍ନା କରିବାକୁ ପଡୁଛି। ଲୋକସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଏବେ ଅନେକ ଗୁଡ଼ିଏ…

ଆସାମରେ ବନ୍ୟା ପରିସ୍ଥିତି: ୪.୨୩ ଲକ୍ଷ ଲୋକ ବିସ୍ଥାପିତ

ଗୁଆହାଟି,୧୨।୭: ଉତ୍ତର ଭାରତରେ ଅନେକ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାର, ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଆସାମ ସମେତ ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଉପୁଜିଛି। ଆସାମର ୩୩ଜିଲା ମଧ୍ୟରୁ ୧୭ଟି ଜିଲାରେ…

ପାକ୍‌ରେ ଟ୍ରେନ ଦୁର୍ଘଟଣା: ୧୪ ମୃତ

ଇସଲାମାବାଦ୍‌,୧୨।୭(ଆଇଏଏନ୍‌ଏସ୍‌):ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଏକ ଯାତ୍ରୀବାହୀ ଟ୍ରେନ ଏକ ମାଲବାହୀ ଟ୍ରେନ ସହ ଦୁର୍ଘଟଣାର ସମ୍ମୁଖୀନ ହେବାରୁ ୧୪ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୭୯ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସାଦିକାବାଦ୍‌ସ୍ଥିତ ଓ୍ବାଲ୍‌ହର ରେଲଓ୍ବେ ଷ୍ଟେଶନରେ ଗୁରୁବାର ଭୋର୍‌ ୪ଟାରେ…

ମଧ୍ୟସ୍ଥତାରେ ସମାଧାନ ସମ୍ଭବ ନ ହେଲେ:୨୫ରୁ ଅଯୋଧ୍ୟା ଶୁଣାଣି

ନୂଆଦିଲ୍ଲୀ,୧୨।୭(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଆପୋସ ସମାଧାନ ପାଇଁ ଗଠିତ ମଧ୍ୟସ୍ଥ କମିଟି ଆସନ୍ତା ୧୮ ତାରିଖରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ପରେ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ନିଷ୍ପତ୍ତି ନେବେ। ଯଦି ଉକ୍ତ ମାମଲାରେ ଅଧିକ…

କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ହେବାକୁ ସୋନିଆ ମନାକଲେ

ନୂଆଦିଲ୍ଲୀ,୧୨।୭:ଲୋକ ସଭା ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କେତେଜଣ ବରିଷ୍ଠ ନେତା ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟି ଅସ୍ଥାୟୀ ଭାବେ ଦଳର ନେତୃତ୍ୱ ନେବା ଲାଗି…

ସୁପ୍ରିମକୋର୍ଟରେ କର୍ନାଟକ ଶୁଣାଣି:ଆଜି ରିପୋର୍ଟ ଦାଖଲ କରିବେ ବାଚସ୍ପତି

ନୂଆଦିଲ୍ଲୀ/ ବେଙ୍ଗାଲୁରୁ,୧୧ା୭(ପି.ଟି):କର୍ନାଟକରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗୋଟିଏପଟେ ଅସନ୍ତୁଷ୍ଟ ବିଧାୟକମାନେ ଇସ୍ତଫା ଦେବାରେ ଲାଗିଥିବାବେଳେ ଅନ୍ୟପଟେ ସୁପ୍ରିମକୋର୍ଟରେ ଏହାର ବିଚାର ଆରମ୍ଭ ହୋଇଛି। ଏହିକ୍ରମରେ ଗୁରୁବାର ସନ୍ଧ୍ୟା ୬ଟାରେ ୧୦ ବିଦ୍ରୋହୀ ବିଧାୟକ ବାଚସ୍ପତି କେ.ଆର୍‌. ରମେଶଙ୍କୁ ବିଧାନସଭାସ୍ଥିତ ତାଙ୍କ ଚାମ୍ବରରେ…

କର୍ନାଟକ ନାଟକରେ ନୂଆମୋଡ଼: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବାଚସ୍ପତିଙ୍କୁ ଭେଟିଲେ ବିଦ୍ରୋହୀ ବିଧାୟକ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୧ା୭(ପି.ଟି): କର୍ନାଟକରେ ଚାଲିଥିବା ରାଜନୈତିକ ନାଟକରେ ନୂଆମୋଡ଼ ଆସିଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ୧୦ ବିଦ୍ରୋହୀ ବିଧାୟକ ବାଚସ୍ପତି କେ.ଆର୍‌. ରମେଶଙ୍କୁ ବିଧାନସଭାସ୍ଥିତ ତାଙ୍କ ଚାମ୍ବରରେ ଭେଟିଛନ୍ତି। ମୁମ୍ବାଇରୁ ଫେରିବା ପରେ ସେମାନେ ବାଚସ୍ପତିଙ୍କୁ ବ୍ୟକ୍ତିଗତ ଭାବେ…

ବିବାହ ସମୟରେ ପହଞ୍ଚିଲେ ପ୍ରେମିକା: ୨ଶହ ବରଯାତ୍ରୀ ସହ ବରଙ୍କୁ ଅଟକ ରଖିଲେ କନ୍ୟାପକ୍ଷ

ଭୋପାଳ,୧୧।୭: ଉତ୍ତରପ୍ରଦେଶରେ ଏକ ବିବାହ ଉତ୍ସବରେ ଅଘଟଣ ଘଟିଥିବା ପଦାକୁ ଆସିଛି। ବର ବିବାହ ହେବାକୁ ଯାଇଥିବା ବେଳେ କନ୍ୟାପକ୍ଷ ବରଯାତ୍ରୀଙ୍କୁ ଅଟକ ରଖିଥିବା ଘଟଣା ସାମ୍ନାକୁ ଆସିଛି। ହେଲେ ଏହି ଘଟଣା କୌଣସି ଯୌତୁକ ପାଇଁ ନୁହେଁ, ବରଂ ବରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri