ଜାତୀୟ

ଜମ୍ମୁ-କଶ୍ମୀରରେ ଧାରା ୩୭୦ ହଟାଇ ଦିଆଯିବା ପରେ ସଂସଦରେ ନିଜର ପୋଷାକ ଚିରିଲେ ପିଡିପି ନେତା

ନୂଆଦିଲ୍ଲୀ,୫।୮: ରାଜ୍ୟସଭାରେ ସୋମବାର ହଟ୍ଟଗୋଳ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନେଇ ଘୋଷଣା କରିଥିଲେ। ଏହାପରେ ସଂସଦରେ ବହୁ ଜୋରରେ ବିରୋଧୀ ହଟ୍ଟଗୋଳ କରିବା ସତ୍ତ୍ୱେ ବି ରାଜ୍ୟସଭାରେ ଏହି ବିଲ୍‌ ଅନୁମୋଦିତ ହୋଇଥିଲା।…

ମୋଦି ସାହସିକତାର ପଦକ୍ଷେପ ନେଇଛନ୍ତି: ମୋହନ ଭାଗବତ

ନୂଆଦିଲ୍ଲୀ, ୫।୮:କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଜମ୍ମୁ-କଶ୍ମୀର ପାଇଁ ସମ୍ବିଧାନରେ ଥିବା ସ୍ବତନ୍ତ୍ର ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ସରକାରରଙ୍କ ଏହି ନିଷ୍ପତ୍ତିକୁ କେଉଁଠି ସମର୍ଥନ ମିଳୁଥିବାବେଳେ ଆଉ କେଉଁଠି ଏହାକୁ ବିରୋଧ କରାଯାଉଛି। ମୋଦିଙ୍କ ଏହି ନିଷ୍ପତ୍ତିକୁ…

ଜମ୍ମୁ-କଶ୍ମୀର ଗସ୍ତ କରିପାରନ୍ତି ଡୋଭାଲ

ନୂଆଦିଲ୍ଲୀ,୫।୮: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଶେଷ କରିବା ଲାଗି ରାଜ୍ୟ ସଭାରେ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଶେଷରେ…

ତିହାର ଜେଲ୍‌ ଗଲେ ସେନଗର: ୭ ଅଗଷ୍ଟରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ,୫।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଭାଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗର ସୋମବାର ଦିଲ୍ଲୀର ତିସ୍‌ ହଜାରି କୋର୍ଟରେ ହାଜର ହୋଇଥିଲେ। କୋର୍ଟ ଏହି ମାମଲାର ଶୁଣାଣି କରି ସେନଗରଙ୍କୁ ଦିଲୀର ତିହାର ଜେଲକୁ ପଠାଇ…

୩୭୦ ଉଚ୍ଛେଦ ପରେ ମୋଦିଙ୍କ ପୁରୁଣା ଫଟୋ ଭାଇରାଲ

ନୂଆଦିଲ୍ଲୀ, ୫।୮: କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଠାଇବା ପରେ ଏବେ ସାରା ଦେଶରେ ଖୁସିର ମାହୋଲ ସୃଷ୍ଟି ହୋଇଛି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିଷ୍ପତ୍ତିକୁ ପ୍ରଶଂସା କରାଯାଇଛି। ତେବେ ମୋଦିଙ୍କ ଏକ ପୁରୁଣା ଫଟୋ ସୋମବାର…

ଧାରା ୩୭୦: ଯେ କୌଣସି ଭାରତୀୟ କଶ୍ମୀରରେ କିଣି ପାରିବେ ଜମି

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରେ ଏବେ ଧାରା ୩୭୦ ଓ ୩୫ଏ ହଟାଯିବାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପକ୍ଷରୁ ଅଧିସୂଚନା ଜାରି କରାଯାଇଛି। ଏହି ଧାରା ସମାପ୍ତ ହେବା ପରେ ଯେକୌଣସି ଭାରତୀୟ ଜମ୍ମୁ-କଶ୍ମୀର ଓ ଲଦାଖରେ ଜମି କିଣିପାରିବେ ବୋଲି କୁହାଯାଉଛି।…

୩୭୦ ଧାରା କ’ଣ, କାହିଁକି ତାକୁ ନେଇ ଉଠୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା…

କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ ଏବଂ ଲଦାଖରେ ରହିବ ୨ ଜିଲା

ଶ୍ରୀନଗର, ୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଐତିହାସିକ ଘୋଷଣା ପରେ ଏଣିକି କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ଟି ଜିଲା ରହିବ। ସେହିପରି ଲଦାଖରେ ୨ ଜିଲା ରହିବ। ଏହି ନୂତନ ଘୋଷଣା ଦ୍ୱାରା ନିୟନ୍ତ୍ରଣ ରେଖା ନିକଟରେ ବାସ କରୁଥିବା…

କ୍ଷମତା ନିଶାରେ ଧାରା ୩୭୦କୁ ହଟାଇଛି ଭାଜପା: ଗୁଲାମ୍‌ ନବୀ ଆଜାଦ୍‌

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ହଟାଇବା ନେଇ କଂଗ୍ରେସର ବରିଷ୍ଠ ନେତା ଗୁଳାମ୍‌ ନବୀ ଆଜାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସମାଲୋଚନା କରିଛନ୍ତି। କ୍ଷମତା ନିଶାରେ ଭାଜପା ଏଭଳି କରିଥିବା ଗୁଲାମ୍‌ ନବୀ ଅଭିଯୋଗ କରିଛନ୍ତି। ଏହାଦ୍ୱାରା ଗଣତନ୍ତ୍ର ତଥା…

ଜୀବନକାଳ ମଧ୍ୟରେ ପାଣି କି ବିଜୁଳି ପାଇଲେ ନାହିଁ ଆଦର୍ଶ ମତଦାତା

କୁଲ୍ଲୁ,୫।୮: ହିମାଚଳ ପ୍ରଦେଶର କୁଲୁ ଜିଲାରେ ଥିବା ଶାକ୍ଟି ମରେଡରେ ଆଜି ପର୍ଯ୍ୟନ୍ତ ବିଜୁଳି କି ପାନୀୟ ଜଳର ସୁବିଧା ନାହିଁ। ତେବେ ଗାଁର ବିକାଶକୁ ଲକ୍ଷ୍ୟ କରି ପ୍ରତିଥର ଉତ୍ସାହର ସହ ମତଦାନ କରୁଥିବା ୧୧୦ ବର୍ଷୀୟା ଶାଦି ଦେବୀଙ୍କର…

ହଟିବ ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା: ଆରମ୍ଭ ହେବ ଭାରତୀୟ ଦଣ୍ଡ ସଂହିତା

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇ ନିଆଯାଇଛି। ଫଳରେ ଏଠାରେ ୧୯୩୨ଠାରୁ ପ୍ରଚଳିତ ଥିବା ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା(ଆର୍‌ପିସି) ବଦଳରେ ଏବେ ଭାରତୀୟ ଦଣ୍ଡ ସଂହିତା(ଆଇପିସି)ର ପ୍ରଚଳନ ହେବ। ରଣବୀର ଦଣ୍ଡ ସଂହିତା ରାଜା ରଣବୀର ସିଂଙ୍କ…

ଧାରା ୩୭୦: ପୂରଣ ହେଲା ବାଲା ସାହେବ, ବାଜପେୟୀଙ୍କ ସ୍ବପ୍ନ

ନୂଆଦିଲ୍ଲୀ,୫।୮: ରାଜ୍ୟ ସଭାରେ ସୋମବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଧାରା ୩୭୦କୁ ହଟାଇବାକୁ ପ୍ରସ୍ତାବ ଦେଇଥିଲେ। ଏହାସହ ରାଜ୍ୟ ପୁନର୍ଗଠନ ପାଇଁ ମଧ୍ୟ ଶାହ ପ୍ରସ୍ତାବ ଦେଇଥିଲେ। ଏହାକୁ ଦେଖି ଭାଜପାର ସହୟୋଗୀ ଦଳ ଶିବସେନା ମୁଖ୍ୟ ଉଦ୍ଦବ ଠାକରେ ପ୍ରତିକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?